ମେଷ: ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ। ବୃଷ : କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଚିନ୍ମୟ ମିଶନ, ନୟାଗଡ଼ ଶାଖା ପକ୍ଷରୁ ଏକ ମାସିକ ବୈଠକ ସ୍ଥାନୀୟ ମୈତ୍ରୀ ଯୁବ ସଂସଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ମିଶନ ସଭାପତି ସୁରେନ୍ଦ୍ରନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଚିନ୍ମୟ ମିଶନ ପକ୍ଷରୁ ନିକଟରେ ଅନୁଷ୍ଠିତ ବିଦ୍ୟାଳୟ ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା ସଫଳତା ସହିତ ଶେଷ ହୋଇଥିବାରୁ ସମସ୍ତ ସଦସ୍ୟ ମାନଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଥିଲା। ଏହା ପରେ ଗୁରୁ ବନ୍ଦନା ଏବଂ ଗୀତା ଆବୃତ୍ତି କରାଯାଇ ଏହା […]
‘ମହାକୁମ୍ଭ ୨୦୨୫’ରେ ଭାଇରାଲ ହୋଇଥିବା ମୋନାଲିସାଙ୍କୁ ତାଙ୍କ ଫିଲ୍ମରେ ଏକ ଭୂମିକା ପ୍ରଦାନ କରିଥିବା ନିର୍ଦ୍ଦେଶକ ସନୋଜ ମିଶ୍ରଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରାଯାଇଛି। ଦିଲ୍ଲୀ ହାଇକୋର୍ଟ ଜାମିନ ଆବେଦନକୁ ଖାରଜ କରିବା ପରେ ତାଙ୍କୁ ଗିରଫ କରାଯାଇଥିଲା। ନିର୍ଦ୍ଦେଶକଙ୍କ ଉପରେ ଜଣେ ମହିଳା ତାଙ୍କୁ ବହୁ ବର୍ଷ ଧରି ଶାରୀରିକ ନିର୍ଯାତନା ଦେଉଥିବାର ଅଭିଯୋଗ ଆଣିଛନ୍ତି।ବିବାହର ପ୍ରଲୋଭନ ଦେଖାଇ ୩ ଥର ଗର୍ଭପାତ କରାଇଥିଲେ । ଯାହାକୁ ନେଇ ଯୁବତୀ ମାନସିକ ଏବଂ ଶାରୀରିକ ପୀଡ଼ାରେ […]
ରାଜ୍ୟରେ ଟାଇଁଟାଇଁ ଖରା ହେଉଥିବା ବେଳେ ଆସନ୍ତାକାଲି ଠାରୁ ପାଣିପାଗ ବଦଳିବ। ପାଣିପାଗ ବିଭାଗ ଆଗାମୀ ୫ ଦିନଯାଏ ବର୍ଷା ସମ୍ଭାବନାର ଆଲର୍ଟ ଦେଇଛି।ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ଆଜି ଘଡ଼ଘଡ଼ି ବର୍ଷା ପାଇଁ କୋରାପୁଟ, ମାଲକାନଗିରି,ନବରଙ୍ଗପୁର କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।ଏହି ଜିଲ୍ଲାରେ ୪୦ରୁ ୫୦ କିମି ପବନ ମଧ୍ୟ ବହିବାର ସମ୍ଭାବନା ଅଛି |୪ ତାରିଖରେ […]
ରାଜ୍ୟରେ ଆଇନ ଶୃଙ୍ଖଳାକୁ ନେଇ ସରକାରଙ୍କ ଉପରେ ବର୍ଷିଛି ବିଜେଡ଼ି । ରାଜ୍ୟ ସରକାରଙ୍କୁ ବିରୋଧୀଦଳର ଉପନେତା କଡ଼ା ସମାଲୋଚନା କରିଛନ୍ତି । ବରିଷ୍ଠ ବିଜେଡ଼ି ନେତା ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି ଯେ, ‘ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସରକାରଙ୍କ ନିୟନ୍ତ୍ରଣରେ ନାହିଁ । ରାଜଧାନୀ ସାମେତ ସାରା ରାଜ୍ୟରେ ଆଇନ ଶୃଙ୍ଖଳା ଭୁଶୁଡିଛି ।’ପ୍ରତି କଥାରେ ରାଜନୈତିକ ହସ୍ତକ୍ଷେପ ରହୁଛି । ସରକାରୀ ଦଳର ସାଧାରଣ କର୍ମୀ ପୋଲିସ କାମରେ ହସ୍ତକ୍ଷେପ କରୁଛନ୍ତି । ପୋଲିସ […]
ଅମୂଲ୍ୟ ସାଂସ୍କୃତିକ ଐତିହ୍ୟର ଜାତୀୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା-ବାଲିଯାତ୍ରା। ଏ ନେଇ ‘ଏକ୍ସ’ରେ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ।ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତର ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇଛି । ଯେଉଁଥିରେ କଟକର ଐତିହାସିକ ବାଲିଯାତ୍ରା ୪୫ତମ ଏବଂ ବିଶ୍ବପ୍ରସିଦ୍ଧ ରଥଯାତ୍ରା ୫୪ତମ ସ୍ଥାନରେ ରହିଛି । ଏହା ପୂର୍ବରୁ ସଂସ୍କୃତି ମନ୍ତ୍ରାଳୟକୁ ଏସଜେଟିଏ ଏ ନେଇ […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ସଚିବ (ପିଏସ) ଭାବରେ ଆଇଏଫଏସ ନିଧି ତିୱାରୀଙ୍କୁ ମନୋନୀତ କରାଯାଇଛି। କାର୍ମିକ ଏବଂ ତାଲିମ ବିଭାଗ (DoPT) ଦ୍ୱାରା ଜାରି କରାଯାଇଥିବା ଆଦେଶ ଅନୁଯାୟୀ, ନିଧି ତିୱାରୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ୟକ୍ତିଗତ ସଚିବ କରାଯାଇଛି।ତେବେ ନିଧି ତିୱାରୀ ନଭେମ୍ବର ୨୦୨୨ ଠାରୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ରେ ଉପସଚିବ ଭାବରେ କାର୍ଯ୍ୟ କରୁଛନ୍ତି। ଏହା ପୂର୍ବରୁ, ସେ ବୈଦେଶିକ ମନ୍ତ୍ରଣାଳୟର ନିରସ୍ତ୍ରୀକରଣ ଏବଂ ଅନ୍ତର୍ଜାତୀୟ ସୁରକ୍ଷା ବ୍ୟାପାର ବିଭାଗରେ ଉପସଚିବ ଭାବରେ କାର୍ଯ୍ୟ […]
୧୫ରୁ ୨୦ ଦିନ ଭିତରେ ନୂଆ ଅବକାରୀ ନୀତି ଆସିବ। ନୂଆ ଅବକାରୀ ନୀତି ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଯେଉଁଥିପାଇଁ ମାସେ ପୁରୁଣା ଅବକାରୀ ନୀତି ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ନୂଆ ଅବକାରୀ ନୀତି ଲାଗୁ ହେବ। ଏ ନେଇ ସୂଚନା ଦେଇଛନ୍ତି ଆଇନ୍ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
ମେରଠ ଡ୍ରମ୍ କାଣ୍ଡ ପରେ ଗ୍ୱାଲିୟରର ଏକ ଘଟଣା ନଜରକୁ ଆସିଛି । ଜଣେ ସ୍ୱାମୀ ନିଜ ଜୀବନକୁ ଭୟ କରୁଛନ୍ତି । ତାଙ୍କ ନାମ ହେଉଛି ଅମିତ କୁମାର ସେନ୍ । ସେ ଅଭିଯୋଗ କରିଛନ୍ତି ଯେ ତାଙ୍କ ସ୍ତ୍ରୀଙ୍କର ୪ପ୍ରେମିକ ଅଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କ ସହିତ ତାଙ୍କ ସ୍ତ୍ରୀ ଲି ଭ୍-ଇନ୍ ସମ୍ପର୍କରେ ରହୁଛନ୍ତି। ଏହି କଥା ଜାଣିବା ପରେ ଅମିତ ପ୍ରତିବାଦ କରିଥିଲେ । ଏହାପରେ ସ୍ତ୍ରୀଙ୍କ ପ୍ରେମିକ ତାଙ୍କୁ […]
ଛତିଶଗଡ଼ରେ ପୁଣି ଏନ୍କାଉଣ୍ଟର । ଛତିଶଗଡ଼ ବିଜାପୁର ଓ ଦାନ୍ତେଓ୍ୱାଡ଼ା ସୀମାନ୍ତରେ ପୁଣି ଥରେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଯେଉଁଥିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମହିଳା ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଗତକାଲି ଛତିଶଗଡ ଦାନ୍ତେୱାଡା ରେ ଯବାନଙ୍କ ଏନକାଉଣ୍ଟରରେ ମଧ୍ୟ ୩ ମାଓବାଦୀ ନିପାତ ହୋଇଥିଲେ । ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମରେ ଟଳି ପଡିଥିଲେ ୩ ମାଓବାଦୀ । ବିଜାପୁର-ଦାନ୍ତେୱାଡା ସୀମାବର୍ତ୍ତୀ ଜଂଗଲ ରେ ଗୁଳି ବିନିମୟ ଚାଲିଥିଲା […]
ନୟାଗଡ଼,(ଓଡ଼ିଶା ଦର୍ପଣ):ରମଜାନ ମାସର ଶେଷଦିନରେ ଚାନ୍ଦ ଦର୍ଶନ ପରେ ଇସଲାମ ଧର୍ମର ବଡ଼ ପର୍ବ ଇଦୁଲ୍ ଫିତର୍ ନମାଜ୍ ସିନ୍ଦୁରିଆ ଇଦଗାହ୍ ଠାରେ ମୌଲାନା ଜଲାଲୁଦ୍ଦିନ୍ ଖାଁ ମିଫତାହିଙ୍କ ଦ୍ଵାରା ପାଠ କରାଯାଇଅଛି l ଏଥିରେ ଜିଲ୍ଲା ତଥା ଜିଲ୍ଲା ବାହାରର ଶତାଧିକ ଶ୍ରଦ୍ଧାଳୁ ଯୋଗ ଦେଇଥିଲେ l ରମଜାନ ମାସ ଇସଲାମ ଧର୍ମର ପବିତ୍ର ମାସ ହୋଇଥିବା ବେଳେ ମାସର ପ୍ରଥମ ଚାନ୍ଦ ଦର୍ଶନ ପରେ ଏହି ପବିତ୍ର ମାସ ଆରମ୍ଭ ହୋଇଥାଏ l ଇସଲାମ […]
ଇଦ୍ ପାଇଁ ସାରାଦେଶ ଉତ୍ସବମୁଖର । ମସଜିଦରେ ଚାଲିଛି ସମୁହ ନମାଜ ପାଠ । ଘରେ ବି ଚାଲିଛି ନମାଜ ପାଠ । ପରସ୍ପରକୁ ଇଦର ଶୁଭେଛା ଜଣାଉଛନ୍ତି ମୁସଲିମ ଭାଇ ଓ ଭଉଣୀ । ଏହି ବିଶେଷ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଇଦ-ଉଲ-ଫିତର ପୂର୍ବ ସାରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହି ପର୍ବ ଭାଇଚାରା, ସହଯୋଗ ଏବଂ […]
