ମେଷ**ଆଜିର ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗିରହିବ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ।* ବୃଷ*ଆଜି ଆକସ୍ମିକ ଭାବରେ ମୋଟାଅଙ୍କ ର ଅର୍ଥ ଆବଶ୍ୟକ ହୋଇପାରେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଯୋଗୁ ବିଚଳିତ ହେବେ।ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ।ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇ ପାରିବେ।* ମିଥୁନ*ଆଜି […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ସିଙ୍ଗାପୁର ଗସ୍ତ ଅବସରରେ ଦକ୍ଷତା ବିକାଶ ତାଲିମ୍ ନେଉଥିବା ପ୍ରଶିକ୍ଷାର୍ଥୀମାନଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି । ବର୍ତ୍ତମାନ ସିଙ୍ଗାପୁର ଗସ୍ତରେ ଯାଇଥିବା ଓଡ଼ିଶାସ୍ଥିତ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରର ପ୍ରଶିକ୍ଷାର୍ଥୀଙ୍କ ସହିତ ମୋଦୀ ମତବିନିମୟ କରିଛନ୍ତି । ସିଆଇଆଇ-ଏଣ୍ଟର୍ପ୍ରାଇଜ୍ ସିଙ୍ଗାପୁର ଇଣ୍ଡିଆ ରେଡି ଟାଲେଣ୍ଟ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଭାରତ ଗସ୍ତ କରି ଆସିଥିବା ସିଙ୍ଗାପୁରର ପ୍ରଶିକ୍ଷାର୍ଥୀଙ୍କ ସହ ମଧ୍ୟ ସେ ମତବିନିମୟ କରିଛନ୍ତି । ଏହି ସାକ୍ଷାତ ଏକ […]
ନୂଆଗାଁ: ଏବେବି ବଞ୍ଚିରହିଛି ମଣିଷ ପଣିଆ।ପଶୁ ଏବଂ ପକ୍ଷୀ ମାନଙ୍କ ପ୍ରତି ରହିଛି ଅକୁଣ୍ଠ ଭଲ ପାଇବା।ଯାହାକି ପଶୁ କିମ୍ବା ପକ୍ଷୀ ମାନେ ଆହତ ହେଲେ ଉଦ୍ଧାର କରୁଛନ୍ତି ଚିତ୍ତରଞ୍ଜନ।ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଖାଲମଡା ଗ୍ରାମ ର ଚିତ୍ତରଞ୍ଜନ ଖିଲାର (କାଳିଆ )ଉଦ୍ଧାର କରିଛନ୍ତି ଏକ ଗରୁଡ଼ ପକ୍ଷୀ।ସୂଚନା ଅନୁଯାୟୀ ଚିତ୍ତ ରଞ୍ଜନ ଦଶପଲ୍ଲା ରୁ ଗ୍ରାମ କୁ ଫେରୁଥିବା ବେଳେ ସୋରଡ଼ା ଗ୍ରାମ ନିକଟସ୍ଥ ୫୭ ନଂ ଜାତୀୟ ରାଜପଥ ପାର୍ଶ୍ଵରେ ଗରୁଡ଼ […]
ଦୁଇଦିନିଆ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ୮ତାରିଖ୍ରେ ସମ୍ବଲପୁର ଗସ୍ତରେ ଯାଇ ପ୍ରଥମେ ମା’ ସମଲେଶ୍ବରୀଙ୍କୁ ଦର୍ଶନ କରିବେ। ପରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ। ଏପରିକି ଏହାର ପ୍ରଥମ କିସ୍ତି ନୂଆଁଖାଇ ଦିନ ଡିବିଟି ମାଧ୍ୟମରେ ପ୍ରଦାନ କରିବେ। ୮ ତାରିଖରେ ହିଁ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ । ଏହାଦ୍ୱାରା ଯୋଗ୍ୟ ଚାଷୀ ଉପକୃତ ହୋଇପାରିବେ। ତେବେ ଅପରାହ୍ନରୁ […]
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ । ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ଫଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ବୀ ଶିକ୍ଷକ।କଳାହାଣ୍ଡି ଜିଲାର ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ସର୍ଗୀକୃତ ନର୍ଲାସ୍ଥିତ ଜୟଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଓ ରାୟଗଡ଼ା ଜିଲାର ଜନଜାତି ପିଲାମାନଙ୍କ ଶିକ୍ଷାର ବିକାଶ ପାଇଁ ସମର୍ପିତ ବିଲେଷୁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ବିତୀଚନ୍ଦ୍ର […]
ମାଛ ଧରିବାକୁ ଯାଇଥିବା ମତ୍ସ୍ୟଜୀବୀଙ୍କ ନଜରରେ ଆସିଛି ଏହି କଣ୍ଟେନର । ପୁରୀ ପେଣ୍ଠକଟା ଅଞ୍ଚଳରେ କିଛି ମତ୍ସ୍ୟଜୀବୀ ସମୁଦ୍ର ମଧ୍ୟରୁ ମାଛ ଧରିବାକୁ ଯାଇଥିଲେ । ଏହି ସମୟରେ ସମୁଦ୍ରରେ ଏକ କଣ୍ଟେନର ଭାସୁଥିବାର ଦେଖିଥିଲେ । ତେବେ କଣ୍ଟେନରକୁ କୂଳକୁ ଆଣିବା ପାଇଁ ଉଦ୍ୟମ କରୁଛନ୍ତି ମତ୍ସ୍ୟଜୀବୀ । ତେବେ ଏହି କଣ୍ଟେନରଟି କେଉଁଠୁ ଆସିଲା, ତାହା ଏବେ ଯାଏଁ ଅସ୍ପଷ୍ଟ ରହିଛି । ତେବେ କିଛି ଦିନ ପୂର୍ବରୁ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର […]
ଏଥର ଭିଜା ଭିଜା ଗଣେଶ ପୂଜା। ରାଜ୍ୟରେ ସମସ୍ତ ସ୍ଥାନରେ ଅଗ୍ର ପୂଜ୍ୟ ପ୍ରଭୁ ଗଣେଶଙ୍କ ପୂଜା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମାତ୍ର ଏଥର ଗଣେଶ ପୂଜାରେ ବର୍ଷା ସମ୍ଭାବନା ଥିବାରୁ ପୂଜା ଫିକା ପଡିପାରେ ବୋଲି ଆଶଙ୍କା କରାଯାଉଛି। ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ବୁଧବାର ସୃଷ୍ଟି ହେଇଥିଲା ଘୂର୍ଣ୍ଣିବଳୟ ଯୋଗୁଁ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା କରାଯାଉଛି। ଲଘୁଚାପ ପ୍ରଭାବରେ ଆଜିଠୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଆସନ୍ତା ସେପ୍ଟେମ୍ବର ୧୪ ତାରିଖ ଶନିବାର ଦିନ ଜିଲ୍ଲା ଓ ଦୌରା ଅଦାଲତ ନୟାଗଡ଼ ସମେତ ଜିଲ୍ଲାର ସମସ୍ତ ଅଦାଲତ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ ବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନୟାଗଡ଼ ସଚିବ ଶ୍ରୀ ଅଞ୍ଜଳି ମଛଖଣ୍ଡ ପ୍ରକାଶ କରିଛନ୍ତି । ଉକ୍ତ ଲୋକ ଅଦାଲତରେ ସମସ୍ତ ପ୍ରକାରର ବିଚାରଧିନ ମକଦ୍ଦମା ଯଥା ଫୌଜଦାରୀ (ସାଲିଶ ଯୋଗ୍ୟ ), ଚେକ ବାଉନ୍ସ , ବ୍ୟାଙ୍କ ଋଣ, ମୋଟର […]
କେନ୍ଦ୍ରମନ୍ତ୍ରୀଙ୍କ ପୁତୁରା କହି ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଚୁନା ଲଗାଇଥିବା ଅଭିଯୋଗ ଓ କାହାକୁ ପେଟ୍ରୋଲ ପମ୍ପ ତ କାହାକୁ ଚାକିରୀ ଦେବାକୁ କହି ଠକେଇ କରିଥିଲା ଅଭିଯୁକ୍ତ । ଏନେଇ କ୍ୟାପିଟାଲ ଥାନାରେ ଅଭିଯୋଗ ହେବା ପରେ ଟଙ୍କା ଠକି ଫେରାର ହେଉଥିବା ବେଳେ ହୋଟେଲ ରୁମରୁ ଠକକୁ ମାଡ଼ି ବସିଲେ ଲୋକେ। ରାହୁଲଙ୍କୁ ଅଟକ ରଖି ପଚରାଉଚରା କରୁଛି କ୍ୟାପିଟାଲ ଥାନା ପୁଲିସ।
ରାଜ୍ୟରେ ୭,୨୦୪ଟି ୧୫ ବର୍ଷ ପୁରୁଣା ସରକାରୀ ଗାଡ଼ି ନିଲାମ ହୋଇଛି। ୩,୧୫୯ଟି ସରକାରୀ ଗାଡି ସ୍ପ୍ରାପ୍ ହୋଇଛି। ଗୁରୁବାର ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏନେଇ ସୂଚନା ପ୍ରଦାନ କରିଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷ ସୁଦ୍ଧା ପେଟ୍ରୋଲ ଓ ଡିଜେଲ ଚାଳିତ ୧୫ ବର୍ଷ ପୁରୁଣା ସରକାରୀ ଗାଡ଼ି ସଂଖ୍ୟା ୮,୧୮୩ । ସେଥିମଧ୍ୟରୁ ଏମଏସଟିସି ପୋର୍ଟାଲ ମାଧ୍ଯମରେ ୭,୨୦୪ ଗାଡି ନିଲାମ ହୋଇଛି ଓ ୩,୧୫୯ଟି ସରକାରୀ ଗାଡି ସ୍କ୍ରାପ୍ କରାଯାଇଛି ।ସେହିଭଳି […]
ତା ୫.୯.୨୦୨୪ ରାୟଗଡା ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ପଡିଆରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ପାରୁଲ ପଟ।ୱରି ମୁଖ୍ୟ ଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। ଅତିରିକ୍ତ ଜିଲ୍ଳାପାଳ ଭାସ୍କର ରଇତ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ନିହାର କଂହର, ରାୟଗଡା ଉପଜିଲ୍ଲାପାଳ ଶ୍ରୀମତୀ କଲ୍ଯାଣୀ ସଂଘମିତ୍ରା ଦେବୀ, ଜିଲ୍ଲା ଶିକ୍ଷାଧିକାରୀ ଡ: ବସନ୍ତ କୁମାର ନାୟକ, ଅତିରିକ୍ତ […]
ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ। ଏନେଇ ଏକ ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି। । ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ପଞ୍ଚାୟତରେ ଗୋଟିଏ ଗୋଟିଏ ମଡେଲ ସ୍କୁଲ ହେବ। ଏହାର ନାମ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ରହିବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଏଭଳି ୫ ଶହ ସ୍କୁଲ ନିର୍ମାଣ କରାଯିବ।ଏନେଇ ବଜେଟରେ ବ୍ୟବସ୍ଥା ହୋଇଥିବା ନେଇ […]
