ନବ ବର୍ଷରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ପାଇଁ ଶ୍ରୀକ୍ଷେତ୍ରକୁ ଛୁଟୁଛି ଭକ୍ତଙ୍କ ସୁଅ। ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ଭକ୍ତ ପହଞ୍ଚୁଛନ୍ତି ପୁରୀରେ। ଏମିତିରେ ନୂଆ ବର୍ଷରେ ଶ୍ରୀମନ୍ଦିରରେ ହେବାକୁ ଥିବା ଭକ୍ତ ସମାଗମ ତଥା ଭିଡ଼କୁ ଦୃଷ୍ଟିରେ ରଖି ସବୁ ପ୍ରକାର ବନ୍ଦୋବସ୍ତ କରାଯାଇଛି। ନୂଆବର୍ଷରେ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି, ଆଜି ରାତି ସାଢ଼େ ୧୨ ସୁଦ୍ଧା ଶ୍ରୀମନ୍ଦିରରେ ଦ୍ୱାରଫିଟା ନୀତି ସଂପନ୍ନ ହେବ। ଏନେଇ ଆଶାବାଦୀ ଅଛନ୍ତି ଶ୍ରୀମନ୍ଦିର […]
ନୂଆଗାଁ- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦର ମହକୁମାରେ ଥିବା ନୂଆଗାଁ ଗ୍ରାମ ପଞ୍ଚାୟତ ଖାଲମଡା ଗ୍ରାମରେ ଚାଲିଥିବା ୨୭ ତମ ମା ବାଗଦେବୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ପ୍ରଥମ ସେମିଫାଇନାଲ୍ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି। ମଧ୍ୟଖଣ୍ଡ କ୍ରିକେଟ୍ ଟିମ୍ ପ୍ରଥମେ ବ୍ୟାଟିଂ କରି ୧୫ ଓଭରରେ ୬ ଉଇକେଟ୍ ହରାଇ ୧୧୭ ରନ କରିଥିବା ବେଳେ ଲେଙ୍କୁଡି ପଡ଼ା କ୍ରିକେଟ୍ ଟିମ୍ ୧୫ ଓଭରରେ ୯ ଉଇକେଟ୍ ୯୯ ରନ୍ ସଂଗ୍ରହ କରି ମ୍ୟାଚ୍ ଟି ହାରିଯାଇଥିଲା।ଏହା […]
ଶିମିଳିପାଳ ସୀମା ଡେଇଁ ଝାଡଖଣ୍ଡ ପରେ ପଶ୍ଚିମବଙ୍ଗ ଚାଲିଯାଇଥିଲା ମରାଠା ବାଘୁଣୀ ଜିନ୍ନତ । ହେଲେ ଏବେ ତାକୁ ଟ୍ରାଙ୍କୁଲାଇଜ୍ କରି ଆଲିପୁର ଚିଡ଼ିଆଖାନାରେ ରଖାଯାଇଛି । ଅନ୍ୟପଟେ, ଜିନ୍ନତକୁ ଶିମିଳିପାଳ ଫେରାଇବାକୁ ପଶ୍ଚିମବଙ୍ଗ ସରକାରଙ୍କୁ ନିର୍ଦ୍ଦେଶ ଦେଇଛି ଏନଟିସିଏ ।ଚିଠିରେ ଉଲ୍ଲେଖ କରି କହିଛନ୍ତି, ବନ୍ୟ ପ୍ରାଣୀ ଆଇନ୍ ଅନୁସାରେ ତୁରନ୍ତ ଶିମିଳିପାଳ ପଠାନ୍ତୁ । ଏନଟିସିଏ ଏସଓପି ଅନୁସାରେ ଜିନ୍ନତକୁ ଶିମିଳିପାଳ ପଠାଇ ଦିଅନ୍ତୁ । ଏବଂ କାହିଁକି ଅଲିପୁର ଚିଡିଆଖାନାକୁ ନିଆଗଲା ସେନେଇ […]
ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ନକଲି ଡାକ୍ତର। ସଦର ମୁଖ୍ୟ ଚିକିତ୍ସାଳୟର ପୁରୁଷ ବିଭାଗରେ ଜଣେ ଯୁବକ ପ୍ରାୟ ୭ ଦିନ ହେବ ବେକରେ ଷ୍ଟେଥୋ ସ୍କୋପ ପକାଇବା ସହ ଆପ୍ରନ ପିନ୍ଧି ରୋଗୀ ମାନଙ୍କ ସେବା କରୁଥିଲେ। ତେବେ ଜଣେ କମ୍ ବୟସ୍କ ଯୁବକ କିଭଳି ଡାକ୍ତର ହୋଇପାରେ ତା’କୁ ନେଇ ସମସ୍ତଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଥିଲା। ଉକ୍ତ ୱାର୍ଡରେ କାର୍ଯ୍ୟ କରୁଥିବା ନର୍ସ ମାନେ ସନ୍ଦେହରେ ଥିଲେ ମଧ୍ୟ ଯୁବକଙ୍କୁ ପଚାରିବାକୁ ସାହାସ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟରେ କାର୍ଯ୍ୟରତ ପାଚିକା ଏବଂ ସହାୟିକା ମାନଙ୍କର ଏକ ପ୍ରଶିକ୍ଷଣ ଶିବିର ଓ ରନ୍ଧନ ପ୍ରତିଯୋଗିତା ଆଜି ପୂର୍ବାହ୍ନରେ ଏନଏସି ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହାକୁ ନୟାଗଡ଼ ବ୍ଲକ ଶିକ୍ଷାଧିକାରୀ ଉମାକାନ୍ତ ସେଠି ଏବଂ ଏନଏସି ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ରସିଦା ଖାତୁନ ବିଧିବଦ୍ଧ ଭାବେ ଉଦଘାଟନ କରିଥିଲେ। ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ସଞ୍ଜୟ ମଲ୍ଲିକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ପ୍ରଶିକ୍ଷଣ ଏବଂ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଓଡିଶାର ଯେଉଁ ବ୍ଯକ୍ତି ପ୍ରଥମେ ମହାତ୍ମା ଗାନ୍ଧୀଙ୍କୁ ସାକ୍ଷାତ କରି ଓଡ଼ିଆଙ୍କ ଦୁରବସ୍ଥା ଓ ଦୁଃଖ ଦୁର୍ଦ୍ଦଶା ଜଣାଇ ଥିଲେ ସେ ହେଉଛନ୍ତି ଗାନ୍ଧୀ ବାଦୀ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର। ଓଡିଶାର ମହାନାୟକ ଗାନ୍ଧୀଙ୍କ ପ୍ରିୟ ଓଡିଆ ପୂଜ୍ୟ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ଙ୍କର ୧୩୫ ତମ ଜୟନ୍ତୀ ଅବସରରେ ଆଜି ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ସ୍ଥାପିତ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ଯାର୍ପଣ କରାଯାଇଛି। ସଂଗ୍ରାମୀ ଗୋବିନ୍ଦ ଚନ୍ଦ୍ର […]
ଆଜି ବର୍ଷର ଶେଷଦିନ । ଆଉ କେଇ ଘଣ୍ଟାପରେ ୨୦୨୪କୁ ବିଦାୟ ଦେଇ ପାଦ ଥାପିବ ୨୦୨୫ । ଆଜି ରାତି ୧୨ରେ ହେବ ଜିରୋ ନାଇଟ୍ ସେଲିବ୍ରେସନ୍ । ଜିରୋ ଆଓ୍ବାରରେ ସମୟରେ ମନମାନି କଲେ କଡା କାର୍ଯ୍ୟନୁଷ୍ଠାନ । ମଦ୍ୟପାନ କରି ଗାଡି ଚଳାଇଲେ ରଦ୍ଦ ହେବ ଲାଇସେନ୍ସ । ଏପରି କି ମୋଟା ଅଙ୍କର ଟଙ୍କା ବି ଗଣିବାକୁ ପଡିବ । ନିୟମ ଉଲଘଂନ କରି ଦ୍ରୁତଗତି ଏବଂ ବେପୁରୁଆ ଭାବେ ଗାଡି […]
ରାଜ୍ୟର ୮ ଆଇପିଏସ୍ ଅଫିସରଙ୍କୁ ମିଳିଛି ପଦୋନ୍ନତି। ସେମାନଙ୍କ ମଧ୍ୟରେ ଅଛନ୍ତି ଦୁଇ ବରିଷ୍ଠ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲ ଓ ପ୍ରତୀକ ମହାନ୍ତି। ୨୦୦୦ ବ୍ୟାଚ୍ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୨୦୦୦ ବ୍ୟାଚ୍ ଆଇପିଏସ୍ ଅଫିସର ପ୍ରତୀକ ମହାନ୍ତଙ୍କୁ ମଧ୍ୟ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ୨୦୦୭ ବ୍ୟାଚ୍ର ଆଇପିଏସ୍ ଅଫିସର ଅବିନାଶ କୁମାର, ସାର୍ଥକ ଷଡ଼ଙ୍ଗୀ ଓ ନିତି ଶେଖରଙ୍କୁ ଆଇଜି […]
ନୂଆବର୍ଷ ଆସୁଥିବାରୁ ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି । ଆସନ୍ତା ୨୦ ତାରିଖରେ ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି । ତେବେ ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼କୁ ଦୃଷ୍ଟିରେ ରଖି ବଡ଼ଦାଣ୍ଡରରୁ ଲାଗିଥିବା ଲମ୍ବା ଧାଡ଼ି କଡ଼ରେ ଫ୍ୟାନ, କୁଲର, ପିଇବା ପାଣି ଏବଂ ପାଣି ସିଞ୍ଚନ କରିବାକୁ ନିର୍ଦ୍ଦେସ ଦିଆଯାଇଥିବା ମନ୍ତ୍ରୀ କହିଛନ୍ତି । ଏହାସହ ଭିନ୍ନକ୍ଷମଙ୍କ ପାଇଁ ରାମ୍ପର ବ୍ୟବସ୍ଥା ହେବ । କିନ୍ତୁ […]
୨୦୨୪ ମସିହାରେ ଭିଜିଲାନ୍ସ ଜାଲରେ ମୋଟ୍ ୧୮୧ ସରକାରୀ ବାବୁ ପଡ଼ିଛନ୍ତି । ଚଢାଉ ଓ ମାମଲା ନେଇ ବର୍ଷକର ତଥ୍ୟ ଦେଲା ଭିଜିଲାନ୍ସ । ତେବେ ସରକାରୀ ବାବୁଙ୍କ ମଧ୍ୟରୁ ୫୦ ଜଣ କ୍ଲାସ୍ ୱାନ୍ ଅଫିସର ରହିଛନ୍ତି । ୬ମୁଖ୍ୟଯନ୍ତ୍ରୀ, ୧୯ ଯନ୍ତ୍ରୀ, ୨୨ ରାଜସ୍ୱ ଅଧିକାରୀ, ୯ପୋଲିସ, ୫ଡାକ୍ତର, ୩ବନ ଅଧିକାରୀ ଜାଳରେ ପଡିଛନ୍ତି । ଜବତ ହୋଇଛି ୧୩୧ କୋଟିର ଆୟ ବହିର୍ଭୂତ ସମ୍ପତ୍ତି । ୭୯୨ ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ […]
ପିଏମ୍-ଉଷା ଯୋଜନାକୁ ନେଇ ବଡ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ମନ୍ତ୍ରୀ କହିଛନ୍ତି ଯେ, ଶିକ୍ଷା ଗବେଷଣା ପାଇଁ ପିଏମ୍-ଉଷା ଯୋଜନାରେ ଓଡିଶାର ବିଭିନ୍ନ ବିଶ୍ବବିଦ୍ୟାଳୟକୁ ୬୭୦ କୋଟି ଟଙ୍କା ପ୍ରଦାନ କରାଯିବ ।୪ଟି ବର୍ଗରେ ବିଶ୍ବବିଦ୍ୟାଳୟ, ମହାବିଦ୍ୟାଳୟ ଭିତ୍ତିଭୂମି ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ଏବଂ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ମାନଙ୍କରେ ଲିଙ୍ଗଗତ ସମାନତା ସୁନିଶ୍ଚିତ କରିବା ଦିଗରେ ୩୯ଟି ପ୍ରସ୍ତାବ ନିମନ୍ତେ ୬୭୦ କୋଟି ଖର୍ଚ୍ଚ ହେବ । […]
ପାହାଡି ଗାଁର ପଥୁରିଆ ମଣିଷର ହୃଦୟ କାନ୍ଦି ଉଠିଲା । ଯେତେବେଳେ ପିକନିକ୍ ଯାଇଥିବା ଗାଁ ପିଲାଙ୍କ ଗାଡି ବଦଳରେ ଆସିଲା ଶବର ପାହାଡ଼ । ୩୮ ବର୍ଷ ତଳର ସେ ଲୋମଟାଙ୍କୁରା ଘଟଣାକୁ ଏବେବି ଭୁଲି ନାହାନ୍ତି ଗାଁ ଲୋକେ । ନୂଆବର୍ଷ ଆସିଲେ ଏବେବି ଗାଁର କେହି ପିକନିକ୍ ଯାଆନ୍ତିନି କି ବଣଭୋଜି କରନ୍ତିନି। ନୀଳଗିରିର ଏମିତି ଏକ ଗାଁ ଯେଉଁଠି ପାଳନ ହୁଏନି ଜିରୋ ନାଇଟ୍ କି ନୂଆବର୍ଷ ଉତ୍ସବ । ବାଲେଶ୍ବର […]
