author

ସାର୍ବଜନୀନ ଦୁର୍ଗାପୂଜା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ

ନୟାଗଡ଼,(ଓଡ଼ିଶା ଦର୍ପଣ) : ନୟାଗଡ଼ ସହରରେ ଅନୁଷ୍ଠିତ ହେଉଥ‌ିବା ସାର୍ବଜନୀନ ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ନୟାଗଡ଼ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ  ଅନୁଷ୍ଠିତ ହୋଇଥିଲା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ନୟାଗଡ଼ ପୌରଧ୍ଯକ୍ଷା ନିରୁପମା ଖଟେଇ, ପୌର ଉପାଧ୍ଯକ୍ଷ ଗୁରୁପ୍ରସାଦ ଜେନା, ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ନୟାଗଡ଼ […]

ଆଜିର ରାଶିଫଳ(୧ ସେପ୍ଟେମ୍ବର,୨୦୨୪)

*ମେଷ*ଆଜି  ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ  କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି।* *ବୃଷ*ରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଏକ ନୂତନ […]

ଆଜିର ରାଶିଫଳ(୩୧ ଅଗଷ୍ଟ,୨୦୨୪)

ମେଷ ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।*  ବୃଷ  ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି […]

ଥିଲେ ପୁଅ, ହେଲେ ଝିଅ। 

ଦିଲ୍ଲୀର ଏକ ଘରୋଇ ହସ୍‌ପିଟାଲରେ ବିରଳ ଅସ୍ତ୍ରୋପଚାର ପରେ ଜଣେ ଯୁବକ ପାଇଛନ୍ତି ନୂଆ ପରିଚୟ। ସମାଜରେ ନାରୀମାନଙ୍କ ଉପରେ ହେଉଥିବା ଅତ୍ୟାଚାର ଓ କନ୍ୟା ଭ୍ରୂଣ ହତ୍ୟାକୁ ରୋକିବା ସହ ଅବହେଳିତ ମହିଳାଙ୍କୁ ନ୍ୟାୟ ଦେବା ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି ବାଲେଶ୍ବର ଜିଲା ଜଳେଶ୍ବର ବ୍ଲକ ନମକାନା ଗ୍ରାମର ଅଜୟ ବାରିକ(୩୮)।ପୁଅ ହୋଇ ଜନ୍ମ ହୋଇଥିଲେ ମଧ୍ୟ ପିଲାଟି ଦିନରୁ ଝିଅଙ୍କ ଭଳି ଆଚରଣ କରୁଥିଲେ।ଝିଅମାନଙ୍କ ସହିତ ସାଙ୍ଗ ହେବାକୁ ପସନ୍ଦ କରୁଥିଲେ। ନିଜକୁ […]

କିଶୋର କୁମାର ଜେନା ପାଇଛନ୍ତି ୨୦୨୩ ବର୍ଷ ପାଇଁ ଶ୍ରେଷ୍ଠ ଖେଳାଳି ପୁରସ୍କାର।

ଜାତୀୟ କ୍ରୀଡା ଦିବସ ଅବସରରେ ବିଜୁ ପଟ୍ଟନାୟକ କ୍ରୀଡା ଓ ସାହାସିକତା ପୁରସ୍କାର ଉତ୍ସବ ସମାରୋହ ଲୋକସେବା ଭବନ କନଭେନ୍‌ସନ୍‌ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ, କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓ ଅନ୍ୟଅତିଥିମାନେ ଧ୍ୟାନଚାନ୍ଦଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ତେବେ ହକି ଅଲିମ୍ପିଆନ ଲାଜରୁସ ବାର୍ଲାଙ୍କୁ ମୁଖ୍ୟମନ୍ତ୍ରୀ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ପୁରସ୍କାର ପ୍ରଦାନ କରିଥିଲେ। ପୁରସ୍କାର ଆକାରରେ ତାଙ୍କୁ ଟ୍ରଫି ଓ ମାନପତ୍ର ସହ ୪ ଲକ୍ଷ ଟଙ୍କା ପ୍ରଦାନ […]

ଆଜିର ରାଶିଫଳ ଜାଣନ୍ତୁ (୩୦ ଅଗଷ୍ଟ,୨୦୨୪)

ମେଷ:-ଆଜି ଆପଣଙ୍କର ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁସଙ୍ଗିକ ପରିବଶେ ସୃଷ୍ଟି କରିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ, ପରିବହନର ଝଗଡାରେ ବିଜୟୀ ହେବେ।* ବୃଷ:-ଆଜି ନିଜର ସମ୍ପର୍କୀୟ କିମ୍ବା ପଡୋଶିନୀଙ୍କ ସହାନୁଭୂତି ଯୋଗୁ କାର୍ଯ୍ୟସାଧନ କରିପାରିବେ। ବ୍ୟବସାୟିକ ସଫଳତା ଓ କଳା, ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ […]

ପ୍ରକାଶ ପାଇଛି ଭାରତର ୩୩୪ ବିଲିୟନେୟାରଙ୍କ ତାଲିକା ।ଗୌତମ ଆଦାନୀ ଶୀର୍ଷରେ

ପ୍ରକାଶ ପାଇଛି ଭାରତର ୩୩୪ ବିଲିୟନେୟାରଙ୍କ ତାଲିକା । ଯେଉଁଥିରେ ପୁଣିଥରେ ବାଜି ମାରିଛନ୍ତି ଶିଳ୍ପପତି ଗୌତମ ଆଦାନୀ ଶୀର୍ଷରେ ରହିଛନ୍ତି । ତାଙ୍କ ପଛକୁ ରହିଛନ୍ତି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ର ମାଲିକ ମୁକେଶ ଅମ୍ବାନୀ । । ହୁରୁନ ଇଣ୍ଡିଆ ପକ୍ଷରୁ ପ୍ରକାଶିତ ଧନୀ ତାଲିକା ୨୦୨୪ ରିପୋର୍ଟରେ ଏହା କୁହାଯାଇଛି। ତାଲିକା ଅନୁସାରେ, ଆଦାନୀଙ୍କ ମୋଟ ସମ୍ପତ୍ତିର ପରିମାଣ ୧୧ ଲକ୍ଷ ୬୦ ହଜାର କୋଟି ଟଙ୍କା। ୨ୟ ସ୍ଥାନରେ ଥିବା ମୁକେଶ ଅମ୍ବାନୀଙ୍କ […]

ଆଜି ଜାତୀୟ କ୍ରୀଡା ଦିବସ। ଭାରତୀୟ ହକିର ପ୍ରବାଦ ପୁରୁଷ ମେଜର ଧ୍ୟାନଚାନ୍ଦଙ୍କର ଜନ୍ମଦିନ।

୧୯୦୫ ମସିହା ଅଗଷ୍ଟ ୨୯ ତାରିଖ ଆହ୍ଲାବାଦ ପ୍ରୟୋଗ ଠାରେ ଜନ୍ମଗ୍ରହଣ କରିଥିଲେ ମେଜର ଧ୍ୟାନଚାନ୍ଦ ବା ହକିର ପୁରୁଷ । ସେ ଏକ ରାଜପୁତ ପରିବାରରେ ଜନ୍ମଗ୍ରହଣ କରିଥଲେ । ତାଙ୍କ ଜନ୍ମଦିବସକୁ ହକିଦିବସ ବା କ୍ରୀଡଦିବସ ଭାବେ ପାଳନ କରାଯାଏ । ଧ୍ୟାନଚାନ୍ଦ ୧୬ ବର୍ଷ ବୟସରେ ଜଣେ ସୈନିକ ଭାବରେ ଭାରତୀୟ ସେନାରେ ଯୋଗ ଦେଇଥିଲେ। ଏହା ସହିତ ସେ ହକି ଖେଳିବା ଆରମ୍ଭ କଲେ। ସେ ରାତିରେ ହକି ଅଭ୍ୟାସ କରୁଥିଲେ। […]

ଆଜିର ରାଶିଫଳ ଜାଣନ୍ତୁ (୨୯ ଅଗଷ୍ଟ,୨୦୨୪)

ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ।* ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। […]

ମଣିଷ ଦେହରେ ବାର୍ଡ ଫ୍ଲୁ ସନ୍ଦେହ

ମଣିଷ ଦେହରେ ବାର୍ଡ ପ୍ଲୁ ସନ୍ଦେହ । ପୁରୀ ମଙ୍ଗଳପୁର ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଦେହରେ ବାର୍ଡ ଫ୍ଲୁ ଭୂତାଣୁ ଥିବା ସନ୍ଦେହ କରାଯାଉଛି ।ଖୁବଶୀଘ୍ର ସଂପୃକ୍ତ ବ୍ୟକ୍ତି ରିପୋର୍ଟ ଆସିବ। ରିପୋର୍ଟ ଯାଇଥିବା ବ୍ୟକ୍ତିଙ୍କୁ ଥଣ୍ଡା, କାଶ ସହ ଜ୍ୱର ହେଉଥିଲା। ପୁରୀ ଜିଲ୍ଲା ପିପିଲି ଓ ସତ୍ୟବାଦୀରେ ବାର୍ଡ ଫ୍ଲୁ ବ୍ୟାପୁଛି। ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି, ସଂକ୍ରମଣ ବ୍ୟାପୁଥିବା ଅଂଚଳର ଗୋଟିଏ କିଲୋମିଟରରୁ ୧୦ କିଲୋମିଟର ଭିତରେ ସର୍ଭେଲାନ୍ସ କରାଯାଉଛି। ସ୍ୱାସ୍ଥ୍ୟ ବିଭାଗ ସଂପୂର୍ଣ୍ଣ ପ୍ରସ୍ତୁତ […]

ଆଜିର ରାଶିଫଳ(୨୮ ଅଗଷ୍ଟ,୨୦୨୪)

ମେଷ:-ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।* ବୃଷ:-ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି […]

ଆଜିର ରାଶିଫଳ(୨୭ ଅଗଷ୍ଟ,୨୦୨୪)

*ମେଷ ଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ।* ବୃଷ ବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍‌ବେଗ ବଢିପାରେ।* ମିଥୁନ […]