author

ବିପଦରେ ଓଡ଼ିଶା ଜଙ୍ଗଲ; ୪ ବର୍ଷରେ ପାଉଁଶ ହେଲାଣି ୫୩ ହଜାର ହେକ୍ଟରରୁ ଅଧିକ ଜଙ୍ଗଲ ।

ଓଡ଼ିଶାରେ ପ୍ରତିବର୍ଷ ବଢିଚାଲିଛି ଜଙ୍ଗଲ ନିଆଁ । ୪ ବର୍ଷରେ ପାଉଁଶ ହେଲାଣି ୫୩ ହଜାର ହେକ୍ଟରରୁ ଅଧିକ ଜଙ୍ଗଲ ।ବିଧାନସଭାରେ ବିଜେଡ଼ି ବିଧାୟକ ରମେଶ ବେହେରା ଜଙ୍ଗଲ ପ୍ରସଙ୍ଗରେ ଲିଖିତ ପ୍ରଶ୍ନ ପଚାରିଥିଲେ । ଉତ୍ତର ରଖି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କହିଛନ୍ତି, ୨୦୨୧ରେ ୨୮ ହଜାର ୫୬୯ ହେକ୍ଟର ଜଙ୍ଗଲ ଜଳି ପାଉଁଶ ହୋଇଥିବା ବେଳେ ୨୦୨୨ରେ ୮ ହଜାର ୪୩୮ ହେକ୍ଟର ଜଙ୍ଗଲ ଜଳିଯାଇଛି । […]

ନବୀନଙ୍କ ବାରମ୍ବାର ଦିଲ୍ଲୀ ଯିବା ନେଇ କଣ କହିଲେ ଅରୁଣ ସାହୁ

ପୂର୍ବ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଦିଲ୍ଲୀ ଗସ୍ତକୁ ନେଇ ଅରୁଣ ସାହୁ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ଏହା ସଂପୂର୍ଣ୍ଣ ବ୍ୟକ୍ତିଗତ ବୋଲି ଅରୁଣ ଅରୁଣ କହିଛନ୍ତିି। ଏବେ କୌଣସି ରାଜନୈତିକ ସମୀକରଣ ହେବାର ନାହିଁ।ବିଜେଡି ଗୋଟେ ଖୋଲା ବହି । ଯାହା ବି ରାଜନୈତିକ ଆଲୋଚନା ହେବ ସମସ୍ତେ ନିଶ୍ଚୟ ଜାଣିବେ । ଡିଲିମିଟେସନ ବୈଠକରେ ବିଜେଡି ସାମିଲ ହେଲା ସମସ୍ତେ ଜାଣିଲେ । ଆଗକୁ ଯାହା ରାଜନୈତିକ ପଦକ୍ଷେପ ନିଆଯିବ ସମସ୍ତଙ୍କୁ […]

ଜଟଣୀ ପୌର ଅଧିକାରୀଙ୍କ ଘରୁ ମିଳିଲା ୧୭ ଲକ୍ଷ ନଗଦ ଟଙ୍କା, ୨ ବହୁତଳ କୋଠା

ଜଟଣୀ ମ୍ୟୁନିସିପାଲଟି କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ କୋଠା ଓ ଜମି ସଉକ । ଭିଜିଲାନ୍ସ ଚଢାଉ ବେଳେ ୧୧ଟି ପ୍ଲଟ ଓ ବଡ଼ ବଡ଼ କୋଠା ଠାବ କରିଛି ଭିଜିଲାନ୍ସ ।ରେଡ୍‌ ବେଳେ ଖଟ ତଳୁ ମିଳିଛି ନଗଦ ୧୭ ଲକ୍ଷ ଟଙ୍କା। ଏହା ସହ ଦେଢ ଶହ ଗ୍ରାମର ସୁନା ଅଳଙ୍କାର।ଖଟ ତଳେ ଗଦି ମରାଯାଇ ରଖା ଯାଇଥିଲା ଖାଲି ପାଞ୍ଚ ଶହ ଟଙ୍କିଆ ବିଡା।ଏହା ସହ ବ୍ରହ୍ମପୁର ସହରର ଗୋବିନ୍ଦ ନଗରଠାରେ ଥିବା […]

ବିଧାନସଭାରୁ ନିଲମ୍ବିତ ହେଲେ କଂଗ୍ରେସର ୧୨ ବିଧାୟକ

ବିଧାନସଭା ହଟ୍ଟଗୋଳ ପାଇଁ ବଡ ଆକ୍ସନ । କଂଗ୍ରେସର ୧୪ ବିଧାୟକଙ୍କ ମଧ୍ୟରୁ ୧୨ ନିଲମ୍ବିତ । ବିଧାନସଭାରେ ବିଶୃଙ୍ଖଳିତ ଆଚରଣ ପାଇଁ ଆକ୍ସନ । ତେବେ ଉକ୍ତ ବିଧାୟକଙ୍କ ନିଲମ୍ବନ ପାଇଁ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରସ୍ତାବ ଆଣିଥିବା ବେଳେ ୭ଟି କାର୍ଯ୍ୟଦିବସ ପାଇଁ ନିଲମ୍ବିତ ହୋଇଛନ୍ତି ୧୨ କଂଗ୍ରେସ ବିଧାୟକ ।ଜୟପୁର ବିଧାୟକ ତାରା ବାହିନୀ ପତି ଏବଂ ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନାଙ୍କୁ ଛାଡି ସମସ୍ତ ସଦସ୍ୟ ନିଲମ୍ବିତ ହୋଇଥିବା […]

୯ ଏପ୍ରିଲରେ ଲାଲ ଚନ୍ଦନ କାଠର ବିଶ୍ୱସ୍ତରୀୟ ଇ-ନିଲାମ।

ରାଜ୍ୟରେ ୪୫୩୯ ରକ୍ତଚନ୍ଦନ ଗଛ ରହିଛି । ଏନେଇ ଆଜି ଗୃହରେ ତଥ୍ୟ ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ବିଜେଡି ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନର ଲିଖିତ ଉତ୍ତର ଦେଇ ଏହି ତଥ୍ୟ ରଖିଛନ୍ତି ମନ୍ତ୍ରୀ । ଓଡିଶା ସରକାର ୯ ଏପ୍ରିଲରେ ଲାଲ ଚନ୍ଦନ କାଠର ବିଶ୍ୱସ୍ତରୀୟ ଇ-ନିଲାମର ଚତୁର୍ଥ ପର୍ଯ୍ୟାୟ କରିବାକୁ ଯାଉଛନ୍ତି। ଏହି ନିଲାମ ଇ-ଟେଣ୍ଡରିଂ ପ୍ରକ୍ରିୟା ମାଧ୍ୟମରେ କରାଯିବ, ଯାହା ଦ୍ୱାରା ଆନ୍ତର୍ଜାତୀୟ […]

ବାହାଘରର ୨ ସପ୍ତାହ ପରେ ପ୍ରେମିକ ସହ ମିଶି ସ୍ବାମୀକୁ ହତ୍ୟା କଲା ସ୍ତ୍ରୀ

ଉତ୍ତର ପ୍ରଦେଶର ଔରୈୟା ଜିଲାରେ ବିବାହର ମାତ୍ର ୧୫ ଦିନ ପରେ ଜଣେ ୨୫ ବର୍ଷୀୟ ଯୁବକଙ୍କୁ ତାଙ୍କ ପତ୍ନୀ ଏବଂ ପ୍ରେମିକଙ୍କ ସୁପାରୀ କିଲର ଦ୍ବାରା ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।ପତ୍ନୀ ଜଣଙ୍କ ତାଙ୍କ ପ୍ରେମିକଙ୍କ ସହ ମିଶି, ହତ୍ୟା ପାଇଁ ଦେଇଥିଲେ ସୁପାରୀ । ପୋଲିସ ଏହି ମାମଲାରେ ୩ ଜଣଙ୍କୁ ଗିରଫ କରିଛି । ଖବର ମୁତାବକ, ମାର୍ଚ୍ଚ ୫ ତାରିଖରେ ୨୨ ବର୍ଷୀୟ ପ୍ରଗତି ଯାଦବଙ୍କର ୨୫ ବର୍ଷୀୟ ଦିଲ୍ଲୀପଙ୍କ ସହ […]

ପୁରୀରେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ

ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ଓଡ଼ିଶାରେ ପହଞ୍ଚି ପୁରୀ ଗସ୍ତରେ ଜଷ୍ଟିସ୍‌ ହରିଶ ଟଣ୍ଡନ । ସେଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଆଶିଷ ଲାଭ କରିଛନ୍ତି ଜଷ୍ଟିସ୍‌ ହରିଶ ଟଣ୍ଡନ ।ଏହି ସମୟରେ ପୁରୀ ଏସପି, ଜିଲ୍ଲାପାଳଙ୍କ ସମେତ ଶ୍ରୀମନ୍ଦିର ପ୍ରଶାସନ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ ।ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି। ସେ ଜଷ୍ଟିସ୍ ଚକ୍ରଧାରୀ […]

ଉଦୟପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ଉଦୟପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ହୋଇଥିଲା। ଏହି ଉପଲକ୍ଷେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସରୋଜିନୀ ଦାଶ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ସଞ୍ଜୟ କୁମାର ମଲ୍ଲିକ, ମୁଖ୍ୟବକ୍ତା ଭାବେ ଶିକ୍ଷାବିତ ତଥା କବି ଗୋଦାବରୀଶ ମିଶ୍ର ଏବଂ ସମ୍ମାନିତ ଅତିଥି ଭାବେ ରାଜ୍ୟପାଳ […]

କଟକ SCB ହସ୍ପିଟାଲରେ ଶିଶୁ ଅଦଳବଦଳ ଘଟଣା

ହାଇକୋର୍ଟରେ ପହଞ୍ଚିଛି ଏସସିବି ମେଡିକାଲରେ ନବଜାତ ଶିଶୁ ଅଦଳବଦଳ ମାମଲା । ପୁରୀ-କୁମ୍ଭାରପଡା ବାସିନ୍ଦା ରତନା ବେହେରା ନାମକ ଜଣେ ଆବେଦନକାରୀ ଏନେଇ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ଆବେଦନକାରୀ ପାର୍ଥନା କରିଛନ୍ତି ଯେ ଏହି ଘଟଣାର ସଠିକ ତଦନ୍ତ ହେବା ସହ ତାଙ୍କୁ ନ୍ୟାୟ ମିଳୁ । ସେପଟେ ଜବାବ ଦାଖଲ ପାଇଁ ଏସସିବିକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ ।ଜଷ୍ଟିସ୍ ଡକ୍ଟର ଏସକେ ପାଣିଗ୍ରାହୀଙ୍କ ଖଣ୍ଡପୀଠ କହିଛନ୍ତି, “SCB ମେଡିକାଲ କଲେଜ ଏବଂ ହସ୍ପିଟାଲ କଟକର […]

ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର

ଛତିଶଗଡ ଦାନ୍ତେୱାଡା ପୁଲିସ କୁ ବଡ ସଫଳତା । ଦାନ୍ତେୱାଡାରେ ଯବାନଙ୍କ ଏନକାଉଣ୍ଟରରେ ୩ ମାଓବାଦୀ ନିପାତ । ପୋଲିସ ଓ ମାଓବାଦୀଙ୍କ ମଧ୍ୟ ଗୁଳିବିନିମରେ ଟଳି ପଡିଛନ୍ତି ୩ ମାଓବାଦୀ । ବିଜାପୁର-ଦାନ୍ତେୱାଡା ସୀମାବର୍ତ୍ତୀ ଜଂଗଲ ରେ ଗୁଳି ବିନିମୟ ଚାଲିଛି ।ଖବର ଅନୁଯାୟୀ, ଇନ୍ଦ୍ରାବତୀ ନଦୀ କୂଳରେ ନକ୍ସଲମାନେ ମେଳି ବାନ୍ଧିଥିବା ନେଇ ଗୁଇନ୍ଦା ସୁତ୍ରରୁ ଖବର ମିଳିଥିଲା । ଏହାପରେ ସୁରକ୍ଷାକର୍ମୀ ଓ ସ୍ଥାନୀୟ ପୋଲିସଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ […]

ଭିକି କୌଶଲଙ୍କ ‘ଛାବା’ ଦେଖିବେ ପ୍ରଧାନମନ୍ତ୍ରୀ

ଅଭିନେତା ବିକି କୌଶଳଙ୍କ ଅଭିନୀତ ‘ଛାବା’ ସୁପରହିଟ୍‌ ହୋଇଛି। ରିଲିଜ ହେବାର ୪୦ ଦିନ ପରେ ମଧ୍ୟ ଫିଲ୍ମଟି ବକ୍ସ ଅଫିସରେ ଭଲ ଆୟ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପୂର୍ବରୁ ‘ଛାବା’କୁ ପ୍ରଶଂସା କରିଥିଲେ ଏବଂ ଏବେ ସେ ଏହି ଫିଲ୍ମର ସ୍ବତନ୍ତ୍ର ସ୍କ୍ରିନିଂରେ ଯୋଗ ଦେବାକୁ ଯାଉଛନ୍ତି।ଏହାପୂର୍ବରୁ ଡିସେମ୍ବର ୨୦୨୪ରେ ଫିଲ୍ମ ସାବରମତି ରିପୋର୍ଟ ମଧ୍ୟ ସଂସଦରେ ପ୍ରଦର୍ଶିତ ହୋଇଥିଲା। ଏହି ସ୍ୱତନ୍ତ୍ର ସ୍କ୍ରିନିଂ ସମୟରେ ପିଏମ ମୋଦି ମଧ୍ୟ ଅଂଶଗ୍ରହଣ କରିଥିଲେ […]

ବରଗଡ଼ରୁ ପୁରୀ ଯିବ ରଥକାଠ

ବିଶ୍ୱପ୍ରସିଦ୍ଧ ଶ୍ରୀକ୍ଷେତ୍ର ରଥଯାତ୍ରା ପାଇଁ ଚାଲିଲା ପ୍ରସ୍ତୁତି । ଘୋଷଯାତ୍ରା ପାଇଁ ବରଗଡ଼ରୁ ପୁରୀ ଯିବ ରଥକାଠ । ଏନେଇ ବରଗଡ଼ରେ ପୁରୀ ଶ୍ରୀମନ୍ଦିରର ୫ଜଣିଆ ଟିମ୍‌‌ ପହଞ୍ଚିଛନ୍ତି । ପଦ୍ମପୁର ଜଙ୍ଗଲରେ ଶ୍ରୀମନ୍ଦିରର ୫ଜଣିଆ ଟିମ୍‌‌ କରିବେ ସର୍ବେକ୍ଷଣ। ସର୍ବେକ୍ଷଣ ସମୟରେ ଏହି ଟିମ୍‌‌ ସହିତ ବରଗଡ଼଼ ଡିଏଫ୍‌‌ଓ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।