author

ସ୍ତ୍ରୀ ହତ୍ୟାକାରୀ ସ୍ୱାମୀକୁ ମିଳିଲା ଫାଶୀ ଦଣ୍ଡ ; ୩୩ ଥର ଛୁରୀ ଭୁସି କରିଥିଲା ହତ୍ୟା

ଜୁନ୍‌ ୯ରେ ଖଣ୍ଡଗିରି ଅଞ୍ଚଳରେ ଘଟିଥିବା ହତ୍ୟା କାଣ୍ଡରେ ମୁଖ୍ୟ ଅଭିଯୁକ୍ତ ସଂଜିତ ଦାସକୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି ଏସଡିଜେଏମ୍‌ କୋର୍ଟ। ପାରିବାରିକ ଅଶାନ୍ତିକୁ କେନ୍ଦ୍ର କରି ସ୍ତ୍ରୀକୁ ବୀଭତ୍ସ ଭାବେ ହତ୍ୟା କରିଥିଲା ଦୋଷୀ ସଂଜିତ।।୩୩ ଥର ଛୁରୀ ଭୁସି ଅତି ବୀଭତ୍ସ ଭାବେ ସ୍ତ୍ରୀକୁ ହତ୍ୟା କରିଥିଲା ସ୍ୱାମୀ । ଖବର ଅନୁଯାୟୀ, ୨୦୨୨ ମସିହାରେ ଭୁବନେଶ୍ୱର ଉପକଣ୍ଠ ଭରତପୁର ଅଞ୍ଚଳରେ ଖେଳିଯାଇଥିଲା ଚାଞ୍ଚଲ୍ୟ । ଏହି ଅଞ୍ଚଳରେ ବାସ କରୁଥିବା ସଞ୍ଜୀବ ଦାସ […]

ସାମ୍ବାଦିକା ମଧୁମିତାଙ୍କ ହାତଲେଖା ସୁଇସାଇଡ୍‌ ନୋଟ୍‌ ଜବତ

ସାମ୍ବାଦିକା ମଧୁମିତା ପରିଡା ଆତ୍ମହତ୍ୟା ମାମଲାରେ ଛାନଭିନ ଜାରି ରଖିଛି ଧଉଳି ଥାନା ପୁଲିସ । ମଧୁମିତା ରହୁଥିବା ବାପୁଜୀନଗର ଭଡା ଘରୁ ସୁଇସାଇଡ ନୋଟ୍‌ ଜବତ କରିଛି ପୁଲିସ ।ଭୁବନେଶ୍ୱରରେ ଏକ ୱେବ ଚ୍ୟାନେଲରେ କାମ କରୁଥିବା ମଧୁମିତା ଭୁବନେଶ୍ୱରର ସାମନ୍ତରାପୁରରେ ରହୁଥିବା ଭଞ୍ଜନଗରର ଶ୍ରୀଧରଙ୍କୁ ପ୍ରେମ ବିବାହ କରିଥିଲେ। ଉଭୟ ୫ ବର୍ଷର ପ୍ରେମ ସମ୍ପର୍କ ରହିବା ପରେ ଗତ ମାର୍ଚ୍ଚ ୧ ତାରିଖରେ ଉଭୟ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ମୃତ୍ୟୁ ପୂର୍ବରୁ […]

୯୭୧କୋଟିରେ ନିର୍ମିତ ନୂଆ ସଂସଦ ଭବନ ଛାତରୁ ଗଳୁଛି ପାଣି

ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା ସରକାର ସମୟରେ ନୂତନ ପାର୍ଲିଆମେଣ୍ଟ ବିଲ୍ଡିଂର ନିର୍ମାଣକୁ ଏକ ବଡ଼ ଉପଲବ୍ଧି କୁହାଯାଉଥିଲା ବେଳେ ଏଥିରୁ ବର୍ଷା ପାଣି ଗଳିବା ଆରମ୍ଭ ହୋଇଛି। ଯାହାକୁ ନେଇ କଂଗ୍ରେସ ସମେତ ସମସ୍ତ ବିରୋଧୀ ଦଳ ଭାଜପାକୁ କଟାକ୍ଷ କରିବା ଆରମ୍ଭ କରିଛନ୍ତି। ସେୟାର କରାଯାଇଥିବା ଭିଡିଓରେ ଦେଖିବାକୁ ମିଳିଛି କି, ନୂଆ ସଂସଦ ଭବନ ଛାତରୁ ପାଣି ଗଳୁଛି ଓ ତଳେ ପାଣିକୁ ଧରି ରଖିବାକୁ ଏକ ବାଲଟିର ବ୍ୟବସ୍ଥା କରାଯାଇଛି ।ମଣିକମ୍ […]

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ ।

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ । ଦୁଇଟି ଗେଟ୍ ବନ୍ଦ ହେବା ପରେ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପଟରୁ ୮ଟି ଓ ଡାହାଣ ପଟରୁ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଜଣାପଡିଛି ।ସୂଚନାନୁଯାୟୀ, ଜୁଲାଇ ୩୧ରେ ହୀରାକୁଦ ଡ୍ୟାମ୍‌‌ର ଆଉ ୪ଟି ଗେଟ୍‌‌ ବନ୍ଦ କରାଯାଇଥିଲା। ଫଳରେ ୧୪ଟି ଗେଟ ମଧ୍ୟ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିଲା। ଡ୍ୟାମର […]

୬୦ କିଲୋମିଟର ମହାନଦୀରେ ଭାସି ଆସିଥିବା ମହିଳା ଉଦ୍ଧାର

କଥାରେ ଅଛି ଯାହାକୁ ରଖିବେ ଅନନ୍ତ, କି କରିପାରେ ବଳବନ୍ତ। ଗୁରୁବାର ସକାଳୁ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି। ଛତିଶଗଡ଼ର ପୁରଥ ନିକଟରେ ସରୋଜିନୀ ରଣବିର ନାମକ ଜଣେ ମହିଳା ମହାନଦୀରେ ପ୍ରାୟ ୬୦ କିମି ଭାସି ଆସିଥିଲେ। ସକାଳୁ ସକାଳୁ ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ପଲସଦା ନିକଟରେ ମହାନଦୀ କୂଳରେ ଲାଗିଥିଲେ। ମହାନଦୀକୁ ମାଛ ମାରିବାକୁ ଯାଇଥିବା ମତ୍ସ୍ୟଜୀବୀମାନେ ତାଙ୍କୁ ଦେଖି ଉଦ୍ଧାର କରିଥିଲେ। ଉଦ୍ଧାର ସମୟରେ ସରୋଜିନୀଙ୍କ ଗୋଡରେ ଲୁହା କଡ଼ି […]

କିଏ ହେବ ପିସିସି ମୁଖିଆ ? ଏବେ ଦିଲ୍ଲୀ ମୁହାଁ ରାଜ୍ୟ କଂଗ୍ରେସ ନେତା

ପିସିସି ସଭାପତି ପାଇଁ ରାଜ୍ୟରେ ଲବି ଆରମ୍ଭ ହୋଇଛି। ଏବେ ଓଡିଶା କଂଗ୍ରେସ ନେତା ଦିଲ୍ଲୀ ମୁହାଁ ହୋଇଛନ୍ତି । ମୁରବି ଶୂନ୍ୟ ପିସିସିକୁ ଖୁବ୍‌ ଶୀଘ୍ର ମୁଖିଆ ମିଳିବା ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର୍ ଧରିଛି।ଖବର ଅନୁଯାୟୀ, ଓଡିଶାର କିଛି କଂଗ୍ରେସ ନେତା ଦିଲ୍ଲୀ ଗସ୍ତ କରିଥିବା ଜଣାପଡିଛି । ଆଉ ଏବେ ଗୁରୁବାର ଦିନ ସକାଳୁ ସକାଳୁ ଦିଲ୍ଲୀ ଗସ୍ତ କରିଛନ୍ତି ବରିଷ୍ଠ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ଏହି […]

ମମତା ମହନ୍ତଙ୍କ ଇସ୍ତଫାକୁ ନେଇ ରାଜନୀତି । ବିଜେଡି କହିଲା ଜାତୀୟ ଦଳର ଚକ୍ରାନ୍ତ

ନିକଟରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର(ଭାଜପା) ଆସନରେ ହ୍ରାସ ଘଟିଥାଇପାରେ, କିନ୍ତୁ ଦଳ ନିଶ୍ଚିତ ଭାବରେ ଓଡ଼ିଶାରେ ଏକ ନୂତନ ଦୁର୍ଗ ପାଇଛି। ଭାଜପା କେବଳ ଲୋକ ସଭା ଆସନ ଦୃଷ୍ଟିରୁ ଓଡ଼ିଶାକୁ ପରାସ୍ତ କରିନାହିଁ, ପ୍ରଥମ ଥର ପାଇଁ ରାଜ୍ୟ ସଭା ଜିତିବା ସହ କ୍ଷମତାର ସିଂହାସନ ଜିତିଛି। ବିଜେଡି କହିଛି ଜାତୀୟ ଦଳ ଚକ୍ରାନ୍ତ କରି ଏଭଳି କରିଛନ୍ତି । ମୟୂରଭଞ୍ଜବାସୀଙ୍କୁ ଓ ମହନ୍ତ ସମ୍ପ୍ରଦାୟଙ୍କୁ ଧୋକା ଦେଇଛନ୍ତି । […]

୧୬.୨୭ ଲକ୍ଷ ଜାଲ୍‌ କାର୍ଡରେ ରାଶନ ଲୁଟ୍‌

ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଶନ ନେଉଥିବା ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିବାକୁ ରାଜ୍ୟ ସରକାର ଇ-କଓ୍ବୋଇସି ଲାଗୁ କରିବେ। ଏହାକୁ ହିତାଧିକାରୀଙ୍କ ପୋର୍ଟାଲରେ ଅପ୍‌ଲୋଡ କରାଯିବ। ଏହାଦ୍ବାରା କେଉଁ ଅଯୋଗ୍ୟ ହିତାଧିକାରୀ ରାଶନ ନେଉଛନ୍ତି ତାହା ଧରା ପଡ଼ିଯିବ। ସେମାନଙ୍କ ସ୍ଥାନରେ ନୂଆ ଯୋଗ୍ୟ ହିତାଧିକାରୀଙ୍କୁ ରାସନ କାର୍ଡ ଦେବେ ନୂଆ ସରକାର । ସେହିଭଳି ବୟସ୍କ ଓ ବୃଦ୍ଧବୃଦ୍ଧାଙ୍କୁ ଚିହ୍ନଟ କରି ସେମାନଙ୍କ ଘରେ ରାସନ ପହଞ୍ଚାଇବାକୁ […]

ପ୍ରବଳରୁ ଅତି ପ୍ରବଳ ବର୍ଷା, ୬ ଜିଲାକୁ ଆର୍ଲଟ

ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଏବଂ ମୌସୁମୀ ନିମ୍ନ ଚାପରେଖା ପ୍ରଭାବରେ ବୁଧବାର ସକାଳରୁ ଅପରାହ୍ଣ ୫.୩୦ ସୁଦ୍ଧା ବାରିପଦାରେ ସର୍ବାଧିକ ୧୨୧ ମି.ମି ବର୍ଷା ହୋଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ଦୁଇ ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ‌ୱାର୍ଣ୍ଣିଂ ଜାରି ହୋଇଛି। ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲାଗୁଡ଼ିକର ପ୍ରଶାସନ ସଜାଗ ରହିବାକୁ ଏସ୍‌ଆରସିଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ,  ଅନୁଗୁଳ,  ଢେଙ୍କାନାଳ, […]

୩ ମାସ ପରେ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ଦୀର୍ଘ ତିନି ମାସ ପରେ ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବ। ବିରଳ ଲୁଣିଆ କୁମ୍ଭୀରର ପ୍ରଜନନଋତୁ ଯୋଗୁଁ ପାର୍କ ବନ୍ଦ ହୋଇଯାଇଥିଲା।ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ଲାଗି ଜାତୀୟ ଉଦ୍ୟାନଟିକୁ ଖୋଲାଯାଇଥିବା ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ l ଏଥର ଭିତରକନିକା ଜାତୀୟ ଉଦ୍ୟାନ ଭିତରେ ପର୍ଯ୍ୟଟକମାନେ ପ୍ରାକୃତିକ ସୋନ୍ଦର୍ଯ୍ୟର ମଜା ଉଠାଇବା ପାଇଁ ୱାଚ୍ ଟାୱାର, ସେଲଫି ଜୋନ ସହ ୬୦୦ ମିଟର ସ୍କାଏ ୱାକ୍ ରାସ୍ତା ନିର୍ମାଣ କରାଯାଇଥିବା […]

ଆଜିର ରାଶିଫଳ(୧ ଅଗଷ୍ଟ,୨୦୨୪)

ମେଷ:-ଆଜି ଆପଣଙ୍କର ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁସଙ୍ଗିକ ପରିବଶେ ସୃଷ୍ଟି କରିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ, ପରିବହନର ଝଗଡାରେ ବିଜୟୀ ହେବେ।* ବୃଷ:-ଆଜି ନିଜର ସମ୍ପର୍କୀୟ କିମ୍ବା ପଡୋଶିନୀଙ୍କ ସହାନୁଭୂତି ଯୋଗୁ କାର୍ଯ୍ୟସାଧନ କରିପାରିବେ। ବ୍ୟବସାୟିକ ସଫଳତା ଓ କଳା, ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ […]

ଆଜିର ରାଶିଫଳ(୩୧ ଜୁଲାଇ,୨୦୨୪)

ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ।* *ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। […]