ମେଷ ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।* ବୃଷ-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର […]
*ମେଷ:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।* ବୃଷ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।* ମିଥୁନ: […]
ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲା ଥମିବାର ନାଁ ନେଉ ନଥିବା ବେଳେ ମଙ୍ଗଳବାର ଅନୁଭବଙ୍କୁ ଜେରା କରାଯାଇଛି। ଅଗଷ୍ଟ ୧୬ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ପୁରୀଘାଟ ଥାନାରେ ହୋଇଥିଲା ଅଭିଯୋଗ । ଦୁଇ ସହଯୋଗୀଙ୍କ ନାଁରେ ବି ହୋଇଥିଲା ଅଭିଯୋଗ । ଦୀର୍ଘ ଦିନ ଧରି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ଲାଗି ରହିଥିଲା । ତେବେ ନିକଟରେ ଅନୁଭବ-ବର୍ଷା ଛାଡପତ୍ର ପାଇଁ କୋର୍ଟ ଅନୁମତି ଦେଇଥିଲେ ।
ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।* ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା […]
ସଫ୍ଟୱୟାର କମ୍ପାନୀ ମାଇକ୍ରୋସଫ୍ଟର ଉଇଣ୍ଡୋଜ ଅପରେଟିଂ ସିଷ୍ଟମ କ୍ରାସ ହୋଇଛି। କେବଳ ଓଡ଼ିଶାରେ ନୁହେଁ ସାରା ବିଶ୍ବରେ ଏହା କ୍ରାସ ହୋଇଛି । ଏହାଦ୍ବାରା ବିମାନ ସେବା, ବ୍ୟାଙ୍କିଂ ସେବା, ସପିଂ ମଲରେ ସେବା ଆଦି ଗୁରୁତର ଭାବେ ପ୍ରଭାବିତ ହୋଇଛି।। ସ୍ପାଇସଜେଟ୍ ଓ ଇଣ୍ଡିଗୋ ମଧ୍ୟ ଏହି ସମସ୍ୟାର ସମ୍ମୁଖୀନ ହେଉଛନ୍ତି । କେବଳ ବିମାନ ସେବା ନୁହେଁ, ବରଂ ଅନେକ ଦେଶରେ ବ୍ୟାଙ୍କିଂ ସେବାଠୁ ଆରମ୍ଭ କରି ଟିକେଟ୍ ବୁକିଂ ଏବଂ ଷ୍ଟକ୍ ଏକ୍ସଚେଞ୍ଜ […]
ମେଷ: ଆଜି ପରିବାରରେ ସନ୍ଦେହ ଓ ଭୁଲ୍ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।* ବୃଷ: ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । […]
ମେଷ : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।* ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ […]
ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।* ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।* ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]
ମେଷ: କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ।* ବୃଷ: ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ […]
ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।* *ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। *ମିଥୁନ: […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଓଡ଼ିଶା ପାଠାଗାର ଆନ୍ଦୋଳନର ପ୍ରବାଦ ପୁରୁଷ,ପ୍ରଖ୍ୟାତ ସଂଗ୍ରାହକ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ଏବଂ ସମସ୍ତଙ୍କ ପ୍ରିୟ ଦାଶରଥି ପଟ୍ଟନାୟକ ଓରଫ ଦାସିଆ ଅଜାଙ୍କ ୧୧୬ତମ ଜନ୍ମ ଜୟନ୍ତୀ ଅବସରରେ ଦାସିଆ ଅଜା ସ୍ମୃତି କମିଟି ଏବଂ ଦାସିଆ ପ୍ରେମୀ ସଂଗଠନ ସମୂହଙ୍କ ମିଳିତ ଆନୁକୂଲ୍ୟରେ କଚେରୀ ବଜାର ସ୍ଥିତ ତାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ସହିତ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଦାସିଆ ଅଜା ଅମର ରହେ,ଦାସିଆ ଅଜା ଆମ […]
*ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।* *ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।* *ମିଥୁନ: […]
