author

 କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଓ ରୁକୁ ସୁନାଙ୍କ ନାଁରେ ମାମଲା

ଓଲିଉଡ୍‌ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ପୁଣି ଅଡୁଆରେ ପଡିଛନ୍ତି। ଜଗନ୍ନାଥଙ୍କ ଭଜନକୁ କଦର୍ଥ କରି ଗାଉଥିବା ଅଭିଯୋଗରେ ହ୍ୟୁମାନ ସାଗର ଏବଂ ରୁକୁ ସୁନାଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ମାନବାଧିକାର କର୍ମୀ ଶିବ ସୁନ୍ଦର ସ୍ବାଇଁ ଏହି ଅଭିଯୋଗ କରିଛନ୍ତି।ସାମାଜିକ ଗଣମାଧ୍ୟମରେ ଗୋଟିଏ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଉଭୟ ହ୍ୟୁମାନ ସାଗର ଓ ରୁକୁ ସୁନା ଜଗନ୍ନାଥଙ୍କ ଭଜନକୁ ଅଶ୍ଳୀଳ ଭାବରେ ଗାଇବା ଶୁଣିବାକୁ ମିଳିଛି । ଏପରି କାର୍ଯ୍ୟ ଜଗନ୍ନାଥ ପ୍ରେମୀଙ୍କ […]

ଆଜିର ରାଶିଫଳ(୮ ଜୁଲାଇ,୨୦୨୪)

*ମେଷ* *ଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ, କିନ୍ତୁ ସମସ୍ୟା ଛାଡ଼ିବ ନାହିଁ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି ।* *ବୃଷ*ଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରିବା କଷ୍ଟକର ହୋଇପାରେ। ଫଳରେ ନିକଟ ସମ୍ପର୍କୀୟମାନଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ପରିବହନ […]

ଆଜିର ରାଶିଫଳ(୭ ଜୁଲାଇ,୨୦୨୪)

*ମେଷ* : *ଆଜି  ଦିନଟି  ନିଜର କ୍ୟାରିୟର ସୁଧାର ପାଇଁ   ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।*  *ବୃଷ:ଆଜି ଆପଣଙ୍କ ଭାବନା  ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।*  *ମିଥୁନ:* *ଆଜି ନିଜର ନୂଆ ବିଚାର ଆର୍ଥିକ […]

ଭାରତ ବିକାଶ ପରିଷଦ, ନୟାଗଡ଼ ଶାଖା ତରଫରୁ ବନ ମହୋତ୍ସବ ପାଳନ

ନୟାଗଡ଼,(ଓଡ଼ିଶା ଦର୍ପଣ):ପାଣିପଇଲା ନିକଟସ୍ଥ ମିଲେନିୟମ ଏକାଡେମୀ ପରିସରରେ ଭାରତ ବିକାଶ ପରିଷଦ ତରଫରୁ ବନ ମହୋତ୍ସବ ପାଳନ ହୋଇ ଯାଇଛି। ପରିଷଦର ଅଧ୍ଯକ୍ଷ ପ୍ରସନ୍ନ କୁମାର ବସନ୍ତିଆଙ୍କ ପ୍ରତ୍ଯକ୍ଷ ତତ୍ତ୍ବାବଧାନ ରେ ମିଲେନିୟମ ଏକାଡେମୀ ପରିସରରେ ପ୍ରାୟ ୨୦୦ ଗଛ ରୋପଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ନୟାଗଡ଼ ବନଖଣ୍ଡ ଅଧିକାରିଣୀ କ୍ଷମା ଷଡଙ୍ଗୀ ମୁଖ୍ଯ ଅତିଥି ଭାବେ ଯୋଗଦେଇ ନିଜ ହାତରେ ଏକ ଲିମ୍ବ ଗଛ ଲଗାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହାପରେ ମିଲେନିୟମ ଏକାଡେମୀର ଚେୟାରମ୍ୟାନ […]

ଆଜିର ରାଶିଫଳ(୫ ଜୁଲାଇ,୨୦୨୪)

ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।*  ବୃଷ : ଆଜି ନିଜର ଉତ୍ସାହ ଗୁଣ  ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]

ଗଣିତ ଶିକ୍ଷକଙ୍କ କୌଶଳୀ କର୍ମଶାଳା ଉଦଯାପିତ

ନୟାଗଡ଼,(ଓଡ଼ିଶା ଦର୍ପଣ): ମାଧ୍ୟମିକ ବିଦ୍ୟାଳୟରେ କାର୍ଯ୍ୟରତ ଗଣିତ ଶିକ୍ଷକ ମାନଙ୍କ ପାଇଁ ଉଦ୍ଦିଷ୍ଟ କୌଶଳୀ କର୍ମଶାଳା ସୋଲପଟା ଉଚ୍ଚବିଦ୍ୟାଳୟ ଠାରେ ଉଦଯାପିତ ହୋଇଯାଇଛି। ଗତ ତିନି ଦିନ ଧରି ଚାଲିଥିବା ଏହି କର୍ମଶାଳାରେ ୪୦ ଜଣ ଗଣିତ ଶିକ୍ଷକ ପ୍ରଶିକ୍ଷଣ ନେଇଥିଲେ । ନନ୍ଦିଘୋର ବାଳିକା ଉଚ୍ଚଵିଦ୍ୟାଳୟର ଗଣିତ ଶିକ୍ଷକ  ମାନସ କୁମାର ସାହୁ ଓ ରଘୁଦିବାକର ନୋଡାଲ ଉଚ୍ଚବିଦ୍ୟାଳୟ, କନ୍ଧନୟାଗଡର ଗଣିତ ଶିକ୍ଷକ କ୍ଷୀରୋଧ ଚନ୍ଦ୍ର ରାଉତରାୟ ଶିକ୍ଷକ ମାନଙ୍କୁ ପ୍ରଶିକ୍ଷଣ ଦେଇଥିଲେ। ଏହି କର୍ମଶାଳାକୁ […]

ମହିଳାଙ୍କୁ ଜିଅନ୍ତା ଗିଳିଦେଲା ଅଜଗର

ଇଣ୍ଡୋନେସିଆର ଦକ୍ଷିଣ ସୁଲାୱେସି ପ୍ରଦେଶରେ ରହୁଥିବା ଜଣେ ମହିଳାଙ୍କୁ ଏକ ଅଜଗର ଗିଳି ଦେବାରୁ ତାଙ୍କର ଜୀବନ ଯାଇଛି। ସିିରିଆଟି ନାମକ ଜଣେ ମହିଳା ନିଜ ଅସୁସ୍ଥ ପିଲା ପାଇଁ ଔଷଧ ଆଣିବାକୁ ଯାଉଥିଲେ। ତେବେ ସେ ଦୀର୍ଘସମୟ ଧରି ନ ଫେରିବାରୁ ତାଙ୍କ ସ୍ବାମୀ ଆଡିଆନ୍‌ସା ଓ ଅନ୍ୟ ସମ୍ପର୍କୀୟ ବିଭିନ୍ନ ଆଡେ ଖୋଜାଖୋଜି କରିଥିଲେ। ସିରିଆଟିଙ୍କ ଚପଲ ଘର ଠାରୁ ପ୍ରାୟ ୫୦୦ ମିଟର ଦୂରରେ ପଡ଼ିଥିବା ନେଇ ଆଡିଆନ୍‌ସା ଦେଖିବାକୁ ପାଇଥିଲେ। ଚପଲ […]

ଆଜିର ରାଶିଫଳ(୪ଜୁଲାଇ,୨୦୨୪)

*ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।* *ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ […]

ଜିଲ୍ଲାସ୍ତରୀୟ ବିଜ୍ଞାନ ଶିକ୍ଷକ ପ୍ରଶିକ୍ଷଣ ଶିବିର ‘ଜିଜ୍ଞାସା’ ଅନୁଷ୍ଠିତ

ନୟାଗଡ଼,(ଓଡ଼ିଶା ଦର୍ପଣ):ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଏବଂ ମୋ’ସ୍କୁଲ ଅଭିଯାନର ମିଳିତ ଆନୁକୁଲ୍ୟରେ ଆୟୋଜିତ ଜିଲ୍ଲାସ୍ତରୀୟ ଜିଜ୍ଞାସା ପ୍ରଶିକ୍ଷଣ ଶିବିର ନୟାଗଡ଼ ଏନଏସି ହାଇସ୍କୁଲଠାରେ ଉଦଘାଟିତ ହୋଇଯାଇଛି । ଏହି ପ୍ରଶିକ୍ଷିଣ ଶିବିରକୁ ଏନଏସି ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ରସିଦା ଖାତୁନ ପ୍ରଦୀପ ପ୍ରଜ୍ଜଳନ କରି ବିଧିବଦ୍ଧ ଭାବେ ଉଦଘାଟନ କରିଥିଲେ । ହାଇସ୍କୁଲ ସ୍ତରରେ ବିଦ୍ୟାର୍ଥି ମାନଙ୍କର ବିଜ୍ଞାନଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି ତଥା ସେମାନଙ୍କ ଜିଜ୍ଞାସାର ସମାଧାନ ପାଇଁ ଉତ୍ସାହିତ କରିବା ସହିତ ବିଭିନ୍ନ ପ୍ରକାରର […]

ଆଜିର ରାଶିଫଳ(୨ ଜୁଲାଇ,୨୦୨୪)

*ମେଷ: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।*  *ବୃଷ: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।*  *ମିଥୁନ: ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। […]

ଜିଲାସ୍ତରୀୟ ପ୍ରବନ୍ଧ ପ୍ରତିଯୋଗୀତା,ଶୁଭସ୍ମିତା ଜିଲ୍ଲାରେ ପ୍ରଥମ

ନୟାଗଡ଼,(ଓଡ଼ିଶା ଦର୍ପଣ): ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧୋତ୍ସବ ଅବସରରେ ‘ସମାଜ’ ନୟାଗଡ଼ ଜିଲା ଶାଖା ପକ୍ଷରୁ ଜିଲାସ୍ତରୀୟ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ରବିବାର ନୟାଗଡ଼ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ଯୋଗଦେଇଥିଲେ। ସମ୍ମାନୀତ ଅତିଥି ଭାବେ ସମାଜସେବୀ ପ୍ରମୋଦ ପଟ୍ଟନାୟକ, ନୟାଗଡ଼ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ, ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ […]

ଆଜିର ରାଶିଫଳ(୩୦ ଜୁନ,୨୦୨୪)

*ମେଷ: ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।* *ବୃଷ: ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । […]