author

ବଢ଼ିବ ତାତି, ବିଭିନ୍ନ ସ୍ଥାନରେ ୪୦ ଟପିବ ପାରଦ

ଆହୁରି ବଢ଼ିବ ତାତି । ରାଜ୍ୟର ବିଭିନ୍ନ ସ୍ଥାନରେ ୪୦ ଟପିବ ପାରଦ । ଆଗାମୀ ୪ରୁ ୫ ଦିନ ଭିତରେ ତାପମାତ୍ରା ବୃଦ୍ଧି ପାଇବ । ଦିନ ତାପମାତ୍ରା ୩ରୁ ୫ ଡିଗ୍ରି ସେଲସିୟସ ବୃଦ୍ଧି ପାଇବ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗୀରରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ସେଲସିୟସ କିମ୍ବା ତାଠୁ ଅଧିକ ରେକର୍ଡ ହୋଇଛି ।ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇବା ସହ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ […]

ନୂଆଗାଁ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ଉଦଯାପିତ

ନୂଆଗାଁ – ନୂଆଗାଁ ବ୍ଲକ ସଦର ମହକୁମାରେ ଥିବା ହାଇ ସ୍କୁଲ ପଡ଼ିଆରେ ପାଳିତ ହେଉଥ‌ିବା ନୂଆଗାଁ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଉଦଯାପିତ ହୋଇଯାଇଛି। ଏହି ମହୋତ୍ସବ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଙ୍କ କରକମଳରେ ଅନୁଷ୍ଠିତ ହୋଇଥିଲା। ଉଦ୍‌ଯାପନୀ ଉତ୍ସବରେ ବରେଣ୍ୟ ଅତିଥି ଭାବେ ମନ୍ତ୍ରୀ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ କୃଷ୍ଣଚନ୍ଦ୍ର ପାତ୍ର, ବିଜେପି ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଏମ୍ପି ପ୍ରତିନିଧି ଭୀମସେନ ସେଠୀ, […]

ଆଜିର ରାଶିଫଳ(୧୦ ମାର୍ଚ୍ଚ, ୨୦୨୫)

ମେଷ: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ। ବୃଷ: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି। ମିଥୁନ: ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। […]

ନୟାଗଡ଼ରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ନୟାଗଡ଼,(ଓଡ଼ିଶା ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧୁକରଣଙ୍କ ନିର୍ଦ୍ଦେଶରେ ନୟାଗଡ଼ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଚଳିତବର୍ଷ ୨୦୨୫ର ପ୍ରଥମ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୭୧ଟିରୁ ୫ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ୪୭,୩୦,୦୦୦/- ଟଙ୍କା ପ୍ରଦାନ କରିବାପାଇଁ ବୀମା କମ୍ପାନୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।ସେହିପରି ୬୬ଟି ଦେୱାନୀ ମାମଲା ଫଇସଲା କରାଯାଇଥିଲା। ଏନ୍.ଆଇ. ଆକ୍ଟ କେସ୍ ୬୧ଟିରୁ ୮ଟି ଫଇସଲା […]

ଶିକ୍ଷକ ସହିଦ ଦିବସ ପାଳନ

ନୟାଗଡ଼,(ଓଡ଼ିଶା ଦର୍ପଣ): ଗତ ୧୯୭୮ ମସିହା ମାର୍ଚ୍ଚ ୯ ତାରିଖରେ ଭୁବନେଶ୍ୱର ଠାରେ ଶିକ୍ଷକମାନଙ୍କ ବିଭିନ୍ନ ଦାବି ନେଇ  ଶିକ୍ଷକ ମହାସଂଘର ଆନ୍ଦୋଳନ ଡାକରା ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲାରୁ ବିଭିନ୍ନ ବର୍ଗର ଶିକ୍ଷକମାନେ ଆନ୍ଦୋଳନରେ ସାମିଲ ହେବାକୁ ବସ ଯୋଗେ ଯାଉଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ଟିକାତାଳଠାରେ ଦୁର୍ଘଟଣାରେ ଶିକାର ହୋଇ ମୋଟ ୬ଜଣ ଶିକ୍ଷକ ପ୍ରାଣ ହରାଇଥିଲେ । ସେମାନଙ୍କ ମଧ୍ୟରେ  ନୟାଗଡ଼ ଜିଲ୍ଲାର ଜଣେ ଶିକ୍ଷକ ଏବଂ ୩ ଜଣ ଶିକ୍ଷୟିତ୍ରୀ ପ୍ରାଣ ହରାଇଥିଲେ […]

ଆଜିର ରାଶିଫଳ(୯ ମାର୍ଚ୍ଚ, ୨୦୨୫)

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ । ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ […]

୮୭ ଲକ୍ଷ ଟଙ୍କା ଠକିଥିବା ଅଭିଯୋଗରେ ଦିଲ୍ଲୀ ମହିଳା ଗିରଫ

ନ୍ୟାସନାଲ ସାଇବରକ୍ରାଇମ୍ ରିପୋର୍ଟିଂ ପୋର୍ଟାଲ (NCRP) ମାଧ୍ୟମରେ CB ଅଧିକାରୀମାନେ ଜାଣିବାକୁ ପାଇଲେ ଯେ ଅଭିଯୁକ୍ତଙ୍କ ସମାନ ବ୍ୟାଙ୍କ ଆକାଉଣ୍ଟ କେରଳ ଏବଂ ଗୁଜରାଟରେ ଆଉ ଦୁଇଟି ସାଇବର ଠକେଇ ମାମଲାରେ ବ୍ୟବହୃତ ହୋଇଥିଲା । କାରବାର ବିବରଣୀ ବିଶ୍ଳେଷଣ ଏବଂ ଅନ୍ୟାନ୍ୟ ଡିଜିଟାଲ୍ ପ୍ରମାଣ ଯାଞ୍ଚ କରିବା ପରେ, ଅତିରିକ୍ତ ଏସପି ରିତେଶ କୁମାର ମହାପାତ୍ରଙ୍କ ନେତୃତ୍ୱରେ ତଦନ୍ତକାରୀ ଦିଲ୍ଲୀରେ ଡେରା ପକାଇଥିଲେ ଏବଂ ସ୍ଥାନୀୟ ଅଞ୍ଚଳରେ ବିବରଣୀ ଯାଞ୍ଚ କରିବା ପରେ, ଦକ୍ଷିଣ ଦିଲ୍ଲୀରୁ […]

ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି

ଓଡିଶାର ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ବିଜୁ ବାବୁଙ୍କ ନାମରେ ରାଜନୀତି କରୁଥିବା ଅଭିଯୋଗ କରି ବିଜେଡି ଉପରେ କଡ଼ା ସମାଲୋଚନା କରିବା ଏବଂ ଶଙ୍ଖ ଦଳକୁ ଏହାର ମୁଖ୍ୟାଳୟ ଶଙ୍ଖ ଭବନରେ ଏହି ଦଳୟ ବଡ଼ ନେତାଙ୍କ ପ୍ରତିମୂର୍ତ୍ତି ନଥିବା ପାଇଁ ସମାଲୋଚନା କରିବାର ଦୁଇ ଦିନ ପରେ, ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ଦଳ ଶନିବାର ଏହି ଅଭିଯୋଗର ଜବାବ ଦେଇଛି।ବିଜେପିର ଅଭିଯୋଗ ପରେ ଚେତିଲା ବିଜେଡି । ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ […]

ରାୟଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

ରାୟଗଡ଼: 8/3/2025 ରାୟଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇ ଯାଇଛି I ରାୟଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ I ଏହି ଅବସରରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଏକ କର୍ମଶାଳା ଓ ସମ୍ବର୍ଦ୍ଧନା ଉତ୍ସବ ଆୟୋଜନ କରାଯାଇଥିଲା I ଉକ୍ତ କର୍ମଶାଳାରେ ଜିଲ୍ଲା ସୂଚନା ଓ ପ୍ରଯୁକ୍ତି ଅଧିକାରୀ ଗୁଣ ଶେଖର, ଓରମାସର ଡେପୁଟି ସି ଇ ଓ ମନୋଜ ପାତ୍ର, ରାୟଗଡ଼ […]

ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ନୟାଗଡ଼,(ଓଡ଼ିଶା ଦର୍ପଣ)ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନ୍‌ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ପୌରୋହିତ୍ୟରେ ଜିଲ୍ଲା କୋର୍ଟ ପରିସରରେ ଶତାଧ‌ିକ ଗ୍ରାମୀଣ ଆଇନ ସଚେତନତା କର୍ମୀ, ସିଆରପି, ୱାନ୍‌ଷ୍ଟପ୍ ସେଣ୍ଟରର କର୍ମୀ ଏବଂ କୋର୍ଟ କର୍ମଚାରୀମାନଙ୍କୁ ନେଇ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ସକାଳ ୯ଟା ସମୟରେ ନୟାଗଡ଼ ପୁରୁଣା କୋର୍ଟ ପରିସରରୁ ଏକ ଶୋଭଯାତ୍ରା ବାହାରି ଆନ୍ତର୍ଜାତୀୟ ମହିଳା ଦିବସର ବିଭିନ୍ନ ସ୍ଲୋଗାନ ଦେଇ ସହର ପରିକ୍ରମା କରି ନୂତନ ଜିଲ୍ଲା କୋର୍ଟକୁ […]

ଏଟିଏମ୍ ବ୍ୟତୀତ ଏବେ GPay ଏବଂ Paytm ମାଧ୍ୟମରେ ମଧ୍ୟ ଟ୍ରାନ୍ସଫର କରିପାରିବେ PF ଟଙ୍କା

କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (ଇପିଏଫଓ)ର କୋଟି କୋଟି କର୍ମଚାରୀ ଖୁବ୍ ଶୀଘ୍ର ଖୁସି ଖବର ପାଇବାକୁ ଯାଉଛନ୍ତି । ଏପର୍ଯ୍ୟନ୍ତ ପିଏଫ୍ ଆକାଉଣ୍ଟରୁ ଟଙ୍କା ଉଠାଇବା ପାଇଁ ଅନେକ ଦିନ ଅପେକ୍ଷା କରିବାକୁ ପଡୁଥିଲା, କିନ୍ତୁ ନୂତନ ପରିବର୍ତ୍ତନ ପରେ, କିଛି ମିନିଟ୍ ମଧ୍ୟରେ ପିଏଫ୍ ଟଙ୍କା ଆପଣଙ୍କ ହାତରେ ଆସିଯିବ । ସରକାର ଖୁବ୍ ଶୀଘ୍ର ପିଏଫ୍ ଟଙ୍କା ଉଠାଇବା ପାଇଁ ଏଟିଏମ୍ କାର୍ଡ ପ୍ରଚଳନ କରିବାକୁ ଯୋଜନା କରୁଛନ୍ତି । ଏହା ବ୍ୟତୀତ, […]

ଆସନ୍ତା ମେ’ ପହିଲାରୁ ରାଜ୍ୟରେ ରବି ଋତୁ ପାଇଁ ଧାନ ସଂଗ୍ରହ ହେବ।

ଆସନ୍ତା ମେ’ ପହିଲାରୁ ରାଜ୍ୟରେ ରବି ଋତୁ ପାଇଁ ଧାନ ସଂଗ୍ରହ ହେବ। ମେ’ ପହିଲାରୁ ଏହି ଧାନକିଣା ପ୍ରକ୍ରିୟା ଆରମ୍ଭ ହୋଇ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥି ନିମନ୍ତେ ଚଳିତ ମାସରୁ ଚାଷୀମାନଙ୍କର ପଞ୍ଜିକରଣ ଆରମ୍ଭ କରାଯିବ । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂହ । ସେହିପରି, କ୍ରୟ ହୋଇଥିବା ଧାନରୁ ଉତ୍ପାଦିତ ବଳକା ଚାଉଳ […]