author

ଆଜିର ରାଶିଫଳ(୨୬ ଜୁନ,୨୦୨୪)

ମେଷ: କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ।* ବୃଷ: ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ […]

ଆଜିର ରାଶିଫଳ(୨୫ ଜୁନ,୨୦୨୪)

ମେଷ: ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।* *ବୃଷ: ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ […]

ଆଜିର ରାଶିଫଳ(୨୪ ଜୁନ,୨୦୨୪)

*ମେଷ: ଆଜି କୌଣସି କାରଣ ରୁ ଆପଣ ଖୁସି ରେ  ମାତ୍ରା ଅଧିକ ଭବବିହୋଳ ରହିପରାନ୍ତି। ବିଦ୍ୟାର୍ଥୀ ମାନେ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ।* *ବୃଷ: ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହୋଇପାରେ, ଏହାର ଧ୍ୟାନ ରଖିବେ। ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। […]

ଆଜିର ରାଶିଫଳ(୨୩ ଜୁନ,୨୦୨୪)

ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।*  ବୃଷ : ଆଜି ନିଜର ଉତ୍ସାହ ଗୁଣ  ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]

ଦେବସ୍ନାନ ପୂର୍ଣ୍ଣିମାରେ ଭଜନ ସମାରୋହ ଅନୁଷ୍ଠିତ

ନୟାଗଡ଼,(ଓଡ଼ିଶା ଦର୍ପଣ): ନବକଳେବର ରଥ ଚକ ସ୍ଥାପନ କମିଟି ଏବଂ ସଙ୍ଗୀତଧାରା ମିଳିତ ଆନୁକୂଲ୍ୟରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଦିନ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ ଉପଲକ୍ଷେ ମନ୍ଦିର ପ୍ରାଙ୍ଗଣରେ ସ୍ଥାନୀୟ କଳାକାର ମାନଙ୍କୁ ନେଇ ଏକ ଭବ୍ୟ ଭଜନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।   କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ,  କଣ୍ଠଶିଳ୍ପୀ ଜୟଶ୍ରୀ ଦେବୀ, ସୁର ଗନ୍ଧର୍ବ କଣ୍ଠଶିଳ୍ପୀ ନବକିଶୋର ମିଶ୍ର,ଗୁରୁ ପ୍ରଭାତ କୁମାର ଦାଶ,ବିଜୟାନନ୍ଦ ମହାପାତ୍ର, ଗୁରୁ ରଜନୀକାନ୍ତ ମହାପାତ୍ର,ଡ.ଆଶୁତୋଷ ମିଶ୍ର,ପ୍ରଦୀପ୍ତ କୁମାର ରଥ, ସରୋଜ […]

ଉଦ୍ୟମ ସଫଳ,ଠାକୁରଙ୍କ ଅଳଙ୍କାର ଉପରେ ହେବ ସୁନା ଛାଉଣୀ

ନୟାଗଡ଼, (ଓଡ଼ିଶା ଦର୍ପଣ): ନୟାଗଡ଼ ପୁରୁଣା ସହରସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ଚତୁର୍ଦ୍ଧାମୂର୍ତ୍ତୀଙ୍କ ସୁନାବେଶ ଲାଗି ଉଦ୍ୟମ ସଫଳ ହୋଇଛି । ଦୀର୍ଘ ଚାରିବର୍ଷ ଧରି ଠାକୁର ସୁନାବେଶ ହୋଇପାରୁନଥିଲେ । ଅଳଙ୍କାର ଉପରୁ ସୁନା ଲେପ ଛାଡିଯିବାରୁ ଉକ୍ତ ଅଳଙ୍କାର ଠାକୁର ଲାଗି ହେଉନଥିଲେ । ବାରମ୍ବାର ଦାବି ସତ୍ୱେ ଖର୍ଚ୍ଚ ଅଟକଳ ସାତଲକ୍ଷ ଟଙ୍କା ଦେବୋତ୍ତର ବିଭାଗ ଦେବାକୁ ଅକ୍ଷମ ଥ‌ିବାରୁ ଶ୍ରଦ୍ଧାଳୁଙ୍କ ମନରେ ଘୋର ଆଘାତ ଲାଗିଥିଲା । ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ […]

ରାୟଗଡା ନୁହେଁ କଳାହାଣ୍ଡି ରାଜ୍ୟରେ ଡିପଥେରିଆ ସଂକ୍ରମମଣର ଉତ୍ସ

ଡିପଥେରିଆ ସଂକ୍ରମଣ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶିକା ଡାକ୍ତର ସଂଯୁକ୍ତା ସାହୁ ସୂଚନା ଦେଇ କହିଛନ୍ତି ଯେ ରାୟଗଡ଼ା ନୁହେଁ, କଳାହାଣ୍ଡି ହେଉଛି ରାଜ୍ୟରେ ଡିପଥେରିଆ ସଂକ୍ରମଣର ଉତ୍ସ। କଳାହାଣ୍ଡିର ଇନ୍ଦ୍ରାବତୀ ବୁଡ଼ି ଅଞ୍ଚଳରୁ ବ୍ୟାପିଛି ସଂକ୍ରମଣ। ମାନୁଷପଦରରୁ ଜଣେ ବ୍ୟକ୍ତି ଇନ୍ଦ୍ରାବତୀକୁ ଯାଇଥିଲେ। ସେ ସେଠାରୁ ସଂକ୍ରମିତ ହୋଇ ମାନୁଷପଦର ଫେରିବା ପରେ ରାଜ୍ୟରେ ବ୍ୟାପିଛି ଡିପଥେରିଆ ସଂକ୍ରମଣ। ଅନ୍ୟପଟେ କୋରାପୁଟରେ ଏବେବି ଚାଲିଛି ସର୍ଭେଲାନ୍ସ । କୋରାପୁଟ ବନ୍ଧୁଗାଁର ୩୩ ପିଲାଙ୍କୁ ଦିଆଯାଇଛି ବୁଷ୍ଟର […]

ଆଜିର ରାଶିଫଳ(୨୧ ଜୁନ,୨୦୨୪)

ମେଷ: ବିଭିନ୍ନ ମାମଲାରେ ବ୍ୟସ୍ତ ରହିବେ। ବ୍ୟବସାୟରେ ବିପଦଜନକ ପଦକ୍ଷେପ ନିଅନ୍ତୁ ନାହିଁ। କର୍ମଜୀବୀ ମହିଳାଙ୍କର ପଦୋନ୍ନତି ହେବ। ହଜିଥିବା ବସ୍ତୁ ପାଇବେ। ବୃଷ: ଉନ୍ନତି ଲାଗି ନୂଆ ସୁଯୋଗ ଆସିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ହେବ। ଜୀବନସାଥୀଙ୍କ ଖୁସି ଲାଗି ଧ୍ୟାନ ଦେବାକୁ ହେବ। ଛାତ୍ରଙ୍କ ସମ୍ମୁଖରେ ସଂଶୟର ସ୍ଥିତି ରହିବ। ମିଥୁନ: ବ୍ୟବସାୟରେ ବଡ଼ ସଫଳତା ମିଳିପାରେ। କୌଣସି ସମାରୋହକୁ ଯିବା ପାଇଁ ଯୋଜନା କରିପାରନ୍ତି। ଚାକିରି ସଂପର୍କିତ କୌଣସି ଭଲ […]

ଆଳୁ ଚିପ୍ସରୁ ବାହାରିଲା ଛଣା ବେଙ୍ଗ

ମୁମ୍ବାଇର ମଲାଦରେ ଆଇସକ୍ରିମରେ କଟା ଆଙ୍ଗୁଳି ତା’ପରେ ବିଛା ବାହାରିବା ଘଟଣାର ଏପର୍ଯ୍ୟନ୍ତ ସମାଧାନ ହୋଇନାହିଁ। ଏହି କ୍ରମରେ ଦେଖିବାକୁ ଗଲେ ଏପରି ଏକ ଘଟଣା ଗୁଜୁରାଟର ଜାମନଗରରୁ ସାମ୍ନାକୁ ଆସିଛି।ଜାମନଗର ସହର ଅନ୍ତର୍ଗତ ପୁଷ୍କରଧାମ ଅଞ୍ଚଳରେ ରହୁଥିବା ଜସ୍ମିତ ପଟେଲ ନାମକ ଜଣେ ବ୍ୟକ୍ତି କିଣିଥିବା ଏକ ଆଳୁ ଚିପ୍ସ ପ୍ୟାକେଟ୍‌ରୁ ମଲା ବେଙ୍ଗ ବାହାରିବା ଚର୍ଚ୍ଚାର ବିଷୟ ପାଲଟିଛି। ଜସ୍ମିତ ମଙ୍ଗଳବାର ରାତିରେ ଦୋକାନରୁ ଏକ ଆଳୁ ଚିପ୍ସ ପ୍ୟାକେଟ୍‌ କିଣିଥିଲେ। ମଙ୍ଗଳବାର ରାତିରେ […]

ଆଜିର ରାଶିଫଳ(୨୦ ଜୁନ,୨୦୨୪)

ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।*  ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।*  * […]

ଆମାଜନରୁ ମାଗାଇଥିବା ଅର୍ଡର ଭିତରୁ ବାହାରିଲା ସାପ

ଅନଲାଇନ୍ ସପିଂ ଆପ୍ ଆମାଜନରୁ କିଛି କିଣୁଛନ୍ତି ତେବେ ସାବଧାନ ରୁହନ୍ତୁ। ବିଶେଷକରି ପ୍ୟାକେଟ୍ ଖୋଲିବା ସମୟରେ, ନଚେତ୍ ଆପଣଙ୍କ ଜୀବନ ବିପଦରେ ପଡିପାରେ । ବର୍ତ୍ତମାନ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ବେଙ୍ଗାଲୁରୁରେ ଏମିତି ଏକ ଘଟଣା ଘଟିଛି, ଯାହାକୁ ନେଇ ଯେକେହି ବି ଭୟଭୀତ ହୋଇପଡ଼ିବେ। କାରଣ ଏଠାକାର ତାନଭୀ ନାମ୍ନୀ ଜଣେ ମହିଳା ଅନଲାଇନ ଶପିଂ ସାଇଟ୍‌‌ ଆମାଜନରୁ ଏକ ଏକ୍ସବକ୍ସ କଣ୍ଟ୍ରୋଲର (ଅନଲାଇନ ଗେମିଂ ଉତ୍ପାଦ) ଅର୍ଡର କରିଥିଲେ। […]

ଆଜିଠୁ ରାୟଗଡ଼ାରେ ଦିଆଯିବ ବୁଷ୍ଟର ଡୋଜ । 

କାୟା ମେଲାଉଛି ଡପଥେରିଆ। ସଂକ୍ରମଣରେ ବ୍ରେକ୍ ଲଗାଇବାକୁ ଆଜିଠୁ ରାୟଗଡା ଜିଲ୍ଲା କାଶୀପୁର ବ୍ଲକରେ ଆରମ୍ଭ ହେବ ବୁଷ୍ଟର ଡୋଜ୍ ଟିକାକରଣ। ଏବେ କୋରାପୁଟ ଓ କଳାହାଣ୍ଡି ଜିଲାରେ ଡିପଥେରିଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ସଂକ୍ରମିତ ଚିହ୍ନଟ ହେଲେଣି।ତେବେ ୧ ବର୍ଷରୁ କମ ବୟସର ଶିଶୁଙ୍କୁ ପେଣ୍ଟା ଡୋଜ ଓ ୫ ବର୍ଷରୁ ୧୫ ବର୍ଷ ବୟସ୍କଙ୍କୁ ଟିଡି ଟିକା ଦିଆଯିବ। କାଶୀପୁର […]