ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟ ପରିସରରେ ଉଡ଼ିଲା ୧୦୮ ଫୁଟ ଉଚ୍ଚ ଜାତୀୟ ପତାକା । ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପକ୍ଷରୁ ଜାତୀୟ ସ୍ତମ୍ଭ ଓ ଜାତୀୟ ପତାକା ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ପତାକା ଉତ୍ତୋଳନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଶ୍ୱବିଦ୍ୟାଳୟ କୂଳପତି ପ୍ରଫେସର ଅପରାଜିତା ଚୌଧୁରୀଙ୍କ […]
କିରଣ ରାଓଙ୍କ ନିର୍ଦ୍ଦେଶନାରେ ନିର୍ମିତ ‘ଲାପତା ଲେଡିଜ୍’ ୯୭ତମ ଏକାଡେମୀ ଆୱାର୍ଡ (ଅସ୍କାର) ଦୌଡ଼ରୁ ବାଦ୍ ପଡ଼ିଛି। ଫିଲ୍ମଟି ଶ୍ରେଷ୍ଠ ଅନ୍ତର୍ଜାତୀୟ ଫିଚର ଫିଲ୍ମ ବର୍ଗରେ ଶେଷ ୧୫ରେ ସ୍ଥାନ ପାଇବାରେ ବିଫଳ ହୋଇଛି।ଭାରତରେ ଏହି ଚଳଚ୍ଚିତ୍ରକୁ ବହୁତ ପସନ୍ଦ କରାଯାଇଥିଲା। ଏହି ଛୋଟ ବଜେଟ ଚଳଚ୍ଚିତ୍ର ମଧ୍ୟ ବକ୍ସ ଅଫିସରେ ବହୁତ ଟଙ୍କା ରୋଜଗାର କରିଥିଲା । କିନ୍ତୁ ‘ଲାପତା ଲେଡିଜ୍’ ଏହି ବର୍ଗରେ ମନୋନୀତ ୧୫ ଟି ଚଳଚ୍ଚିତ୍ର ମଧ୍ୟରେ ମଧ୍ୟ ନିଜର ସ୍ଥାନ […]
ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା। ଦକ୍ଷିଣ ଓ ଦକ୍ଷିଣ ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଆଗାମୀ ୫ ଦିନ ପାଗ ପ୍ରାୟତଃ ଶୁଖିଲା ସହ ମେଘୁଆ ଓ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି। ୧୯ ତାରିଖରେ ପାଗ ମେଘୁଆ ରହିବ।ପୁରୀ, କେନ୍ଦ୍ରାପଡ଼ା, ଗଜପତି, ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଥିବାବେଳେ […]
ଫେବୃଆରୀ ୧୮ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା। ୧୨୬୮ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ବୁଧବାର ବିଜ୍ଞପ୍ତି ଜାରି କରାଯାଇଛି। ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ପାଇଁ ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ସେମାନଙ୍କ ମଧ୍ୟରୁ କଳାର ୨ ଲକ୍ଷ ୨୯ ହଜାର ୬୦୪ ଜଣ ହୋଇଥିବା ବେଳେ ବାଣିଜ୍ୟର ୨୩ ହଜାର […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ସମାରୋହ ଜିଲ୍ଲା ପରିଷଦ ସୃଜନ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ବିଭାଗ ଏବଂ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ସମାରୋହରେ ଜିଲ୍ଲା ଶିକ୍ଷାଧିକାରୀ ରାଜଶ୍ରୀ ପଟ୍ଟନାୟକ ଅଧ୍ୟକ୍ଷତା କରିଥିବା ବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ। ସମଗ୍ର ଶିକ୍ଷା ବାଳିକା ସଂଯୋଜିକା ଶ୍ରାବଣୀ ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୨ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଦଶପଲ୍ଲା ବ୍ଲକ ଅଡିସନ ଆସନ୍ତା ୨୨ ତାରିଖ ରବିବାର ଦିନ ଦଶପଲ୍ଲା ବ୍ଲକ ପ୍ରାଥମିକ ଶିକ୍ଷକ ଭବନ ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ତ୍ରିନାଥ ଛକସ୍ଥିତ ସୀତାରାମ ୟୁଥ କ୍ଳବ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଙ୍ଗୀତସମ୍ପାଦକ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପ୍ରତିଯୋଗିତାର ଆଭିମୁଖ୍ୟ ଏବଂ କାର୍ଯ୍ୟକ୍ରମ ସମ୍ପର୍କରେ […]
ଖୁବ୍ଶୀଘ୍ର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ଯୋଜନା କାର୍ଯ୍ୟକାରିତା ନେଇ ଭୁବନେଶ୍ବରରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଟିମ୍। ଆଲୋଚନା ହୋଇଥିବା ନେଇ ସ୍ବାସ୍ଥ୍ୟ ସଚିବ ସୂଚନା ଦେଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଟିମ୍ ସହ କେନ୍ଦ୍ରୀୟ ଟିମ୍ର ଆଲୋଚନା ହୋଇଛି।ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ କରିବାକୁ ଭୁବନେଶ୍ୱରରେ ପହଞ୍ଚିଛନ୍ତି କେନ୍ଦ୍ରୀୟ ଟିମ । ଟିମ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସହ କରିଛି ଆଲୋଚନା । କିଭଳି ସବୁ ଲୋକ ଏହି କେନ୍ଦ୍ରୀୟ ଯୋଜନାର ସୁଫଳ ପାଇବେ […]
ଦୁଇମାସରେ ଆବାସ ସର୍ଭେ ସରିବ। ଏବେ ଗ୍ରାମାଞ୍ଚଳରେ ସର୍ଭେ ଆରମ୍ଭ ହୋଇଥିବା ନେଇ କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ। ପ୍ରତି ଗାଁରେ ସର୍ଭେ କରାଯାଉଛି। ଗ୍ରାମସଭା ମାଧ୍ୟମରେ ପ୍ରତି ଗାଁରେ ସଚେତନତା କରାଯାଉଛି । ଲୋକଙ୍କୁ ସର୍ଭେରେ ସାମିଲ କରାଯାଉଛି । ଯେଉଁମାନେ ବି ଆବାସ ପାଇବାରୁ ବାଦ୍ ପଡ଼ିଛନ୍ତି । କାହାକୁ ବାଦ୍ ଦିଆଯିବ ନାହିଁ । ବ୍ୟବସ୍ଥା ଲୋକଙ୍କ ପାଖରେ ପହଞ୍ଚାଇବାର ଆବଶ୍ୟକତା ଅଛି । ବିଭାଗର ଟ୍ରେନର ମାନେ ଗାଁ […]
ଖ୍ୟାତନାମା ସାହିତି୍ୟକ ପ୍ରଫେସର ବୈଷ୍ଣବ ଚରଣ ସାମଲଙ୍କୁ ମିଳିବ ମର୍ଯ୍ୟାଦାଜନକ ପୁରସ୍କାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ସେ ତାଙ୍କର ପ୍ରବନ୍ଧ ‘ଭୂତି ଭକ୍ତି ବିଭୂତି’ ଲାଗି ଏହି ପାଇବେ ବୋଲି ସୂଚନା ମିଳିଛି।୧୯୩୯ ମସିହା ଫେବୃଆରୀ ୨୭ରେ ଜନ୍ମ ଗ୍ରହଣ କରିଥିବା ପ୍ରଫେସର ସାମଲ ନିଜ ସାହିତ୍ୟ କୃତି ପାଇଁ ଅନେକ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ଜଣେ ଅଧ୍ୟାପକ ଓ ଗବେଷକ ଭାବେ ଉତ୍କଳ ବିଶ୍ବବିଦ୍ୟାଳୟଠାରୁ ବିଶ୍ୱଭାରତୀ ପର୍ଯ୍ୟନ୍ତ ଯାତ୍ରା ଓ ଅନେକ ସୃଷ୍ଟିର ସଂଭାର […]
ରାଜଧାନୀ ଭୁବନେଶ୍ୱରରେ ଏକ ଘଟଣା ଘଟିଛି। ଅଳିଆଗଦାରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ପାଇ ମାଲିକଙ୍କୁ ଫେରାଇଥିବା ସଫେଇ କର୍ମଚାରୀ ସରସ୍ୱତୀ ନାଏକ ଏବେ ପ୍ରଶଂସାର ପାତ୍ର ପାଲଟିଛନ୍ତି |ନ୍ୟୁ ଫରେଷ୍ଟ ପାର୍କ ଲେନ୍ ୫ ବାସିନ୍ଦା ଦୀପିକା ମହାନ୍ତି ଭୁଲବଶଃତ ତାଙ୍କର ୧୮ ଗ୍ରାମର ଏକ ସୁନା ବ୍ରେସଲେଟ୍ ଡଷ୍ଟବିନରେ ପକାଇ ଦେଇଥିଲେ । ତାହା ପର ଦିନ ଘରୁ ବର୍ଜ୍ୟ ସଂଗ୍ରହ କରୁଥିବା ସଫେଇ ଗାଡିକୁ ସେହି ଡଷ୍ଟବିନର ବର୍ଜ୍ୟ ଦେଇଥିଲେ। ଏ ବିଷୟରେ […]
ଛତିଶଗଡ ଏନକାଉଣ୍ଟରରେ କୁଖ୍ୟାତ ମାଓନେତା ଦାସରୁ ମୃତ । ଓଡିଶାରେ ସକ୍ରୀୟ ଥିଲେ ଦାସରୁ ଓରଫ କାର୍ତ୍ତିକ ଓରଫ ରାମଚନ୍ଦ୍ର। ଛତିଶଗଡ ପୁଲିସ ଦାସୁରଙ୍କ ଫଟୋ ଜାରି କରି ଏନକାଉଣ୍ଟରରେ ମୃତ୍ୟୁ ହୋଇଥିବା ସୂଚନା ଦେଇଛି । ସୂଚନାମୁତାବକ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଆବୁଝମାଡ ଜଙ୍ଗଲରେ ଗତ ୧୨ ତାରିଖ ଦିନ ହୋଇଥିବା ନକ୍ସଲ ପୁଲିସ ମଧ୍ୟରେ ଗୁଳିବିନିମୟରେ ୭ ଜଣ ନକ୍ସଲଙ୍କର ମୃତ୍ୟୁ ହୋଇଥିଲା। ତେବେ ସମସ୍ତ ନକ୍ସଲଙ୍କର ଚିହ୍ନଟ ହୋଇଛି। ମୃତ ନକ୍ସଲ […]
ସାରା ବିଶ୍ୱକୁ କଲବଲ କରୁଛି କର୍କଟ ଭଳି ଗମ୍ଭୀର ରୋଗ । ଅଧିକାଂଶ ଲୋକ ଏହି ରୋଗରେ ପୀଡିତ । ଏଭଳି ପରିସ୍ଥିତିରେ ଋଷ ଦାବି କରିଛି ଯାହା ସମଗ୍ର ବିଶ୍ୱ ପାଇଁ ଆରାମର ଖବର ଅଟେ । ରୁଷିଆ କହିଛି ଯେ, ଆମେ ଏକ କ୍ୟାନ୍ସର୍ ଟିକା ପ୍ରସ୍ତୁତ କରିଛୁ, ଯାହା ୨୦୨୫ରୁ ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ରୁଷିଆର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ରେଡିଓଲୋଜି ମେଡିକାଲ ରିସର୍ଚ୍ଚ ସେଣ୍ଟରର ଜେନେରାଲ ଡାଇରେକ୍ଟର ଆଣ୍ଡ୍ରେ […]
