author

ରାମୋଜୀ ଗ୍ରୁପ ପ୍ରତିଷ୍ଠାତା ରାମୋଜୀ ରାଓଙ୍କ ପରଲୋକ

ରାମୋଜୀ ଫିଲ୍ମ ସିଟିର ବାଦଶାହା କୁହାଯାଉଥିବା ତଥା ଦେଶର ସବୁଠୁ ବଡ ଫିଲ୍ମ ସିଟିର ମାଲିକ ରାମୋଜୀ ରାଓଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ରାମୋଜି ଗ୍ରୁପ୍ ଅଫ୍ କମ୍ପାନି ସହ ଦୀର୍ଘଦିନ ଧରି ଜଡ଼ିତ ଥିବା ରାମୋଜୀ ରାଓଙ୍କର ଶନିବାର ଭୋର ୩ଟା ୪୫ ସମୟରେ ଦେହାନ୍ତ ହୋଇଛି। ଦୀର୍ଘ ଦିନ ଅସୁସ୍ଥତା କାରଣରୁ ହାଇଦ୍ରାବାଦର ଏଆଇଜି ହସ୍ପିଟାଲରେ ଚିକିତ୍ସାଧିନ ଥିଲେ ।ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ […]

ଆଜିର ରାଶିଫଳ(୮ ଜୁନ,୨୦୨୪)

ମେଷ**ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ,  କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି।*  ବୃଷ*ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି  ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ।* ମିଥୁନ*ଆଜି ନୂତନ […]

ବାଇକ ଦୁର୍ଘଟଣାରେ ବିଦ୍ୟାଳୟ କିରାଣୀଙ୍କ ମୃତ୍ୟୁ

ନୟାଗଡ଼,(ଓଡ଼ିଶା ଦର୍ପଣ): ଏକ ବାଇକ ଦୁର୍ଘଟଣାରେ ନୟାଗଡ଼ ବ୍ରଜେନ୍ଦ୍ର ହାଇସ୍କୁଲର କାର୍ଯ୍ୟରତ କିରାଣୀ ଦିବାକର ତ୍ରିପାଠୀ(୪୬)ଙ୍କ ମୃତ୍ୟୁ ଘଟିଛି। ଆଜି ପୂର୍ବାହ୍ନରେ  ଭୁବନେଶ୍ୱର ବୋର୍ଡ଼ ଅଫିସକୁ ଅନ୍ୟ ଜଣେ କର୍ମଚାରୀଙ୍କ ସହିତ ବିଦ୍ୟାଳୟ କାର୍ଯ୍ୟରେ ନିଜ ବାଇକରେ ଯାଉଥିବା ବେଳେ ଖୋର୍ଦ୍ଧା ନିକଟ ପିତାପଲ୍ଲୀ ଛକ ନିକଟରେ ସାମନା ପଟୁ ଆସୁଥିବା ଏକ ଟ୍ରକ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା ବେଳେ ତାଙ୍କ ପଛରେ ବସିଥିବା ଅନ୍ୟ ଜଣେ ଗୁରୁତର […]

ଆଜିର ରାଶିଫଳ(୭ ଜୁନ,୨୦୨୪)

*ମେଷ:-ଅନେକ ଦିନରୁ ଚେଷ୍ଟା କରୁଥିବା କାମରେ ଆଜି ସଫଳତା ମିଳିବ।ସାହସିକ ପଦକ୍ଷେପ ନେଇ ପ୍ରସଂସିତ ହେବେ।   ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।* *ବୃଷ:-ଆଜି ଧାର୍ମିକ ଅନୁଷ୍ଠାନରେ କିମ୍ବା ବନ୍ଧୁବର୍ଗଙ୍କ ସକାଶେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ […]

କଙ୍ଗନାଙ୍କୁ ଚାପୁଡ଼ା ମାରିଲେ ସିଆଇଏସଏଫ କର୍ମୀ

ଗୁରୁବାର ଚଣ୍ଡୀଗଡ ଏୟାରପୋର୍ଟରେ ଦିଲ୍ଲୀ ଯିବା ସମୟରେ ଜଣେ ସିଆଇଏସଏଫ୍ ଯବାନ କଙ୍ଗନାଙ୍କୁ ଚାପୁଡା ମାରିଛନ୍ତି । କଙ୍ଗନାଙ୍କୁ ଚାପୁଡା ମାରିବା ପରେ ଉକ୍ତ ସିଆଇଏସଏଫ୍ ଯବାନଙ୍କୁ ହେପାଜତକୁ ନିଆଯାଇଛି । ତେବେ କଙ୍ଗନାଙ୍କ ଅଭିଯୋଗ ମୁତାବକ, ସେ ଦିଲ୍ଲୀ ଯିବା ପାଇଁ ଚେକିଂ କରିବା ସହ ବୋଡିଂ ପାଇଁ ଯାଉଥିଲେ । ଏହି ସମୟରେ କୁଲବିନ୍ଦର କୌର ନାମକ ଜଣେ ସିଆଇଏସଏଫ୍ ଯବାନ ତାଙ୍କୁ ଚାପୁଡା ମାରିଥିଲେ । ଏନେଇ କଙ୍ଗନା ସୁରକ୍ଷା କର୍ମୀଙ୍କ ବିରୋଧରେ […]

ଇତିହାସ ରଚିଲେ ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନିତା ୱିଲିୟମ୍ସ । 

ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ରଚିଲେ ଇତିହାସ । ତୃତୀୟ ଥର ପାଇଁ ଅନ୍ତରୀକ୍ଷକୁ ଉଡ଼ାଣ ଭରିଲେ ସୁନୀତା ୱିଲିୟମ୍ସ । ଫ୍ଲୋରିଡାର କାନଭେରାଲ ସ୍ପେସ ଫୋର୍ସ ଷ୍ଟେସନରୁ ମହାକାଶଚାରୀ ବଚ୍ ୱିଲମୋରଙ୍କ ସହ ମିଶି ଉଡାଣ ଭରିଛନ୍ତି ସୁନୀତା ।ଫ୍ଲୋରିଡାର କେପ କାନଭେରାଲ ସ୍ପେସ୍ ଫୋର୍ସ ଷ୍ଟେସନରୁ ୟୁନାଇଟେଡ୍ ଲଞ୍ଚ ଆଲାଏନ୍ସ ଆଟଲାସ୍ ଭି ରକେଟ୍ ଏବଂ ବୋଇଙ୍ଗ ଷ୍ଟାରଲିନର୍ ମହାକାଶ ଯାନରେ ନିର୍ଦ୍ଧାରିତ ସମୟ ଅନୁସାରେ ଉଭୟ ମହାକାଶକୁ ଯାତ୍ରା କରିଛନ୍ତି। ନାସା ରିପୋର୍ଟ ଅନୁସାରେ, […]

ଆଜିର ରାଶିଫଳ(୬ ଜୁନ,୨୦୨୪)

*ମେଷ: ନିଜର ସ୍ବଭାବକୁ ସଂପୂର୍ଣ୍ଣ କୋମଳ ରଖନ୍ତୁ। ମନର କଥା ମନରେ ରଖନ୍ତୁ, ସମୟ ଆପଣଙ୍କ ସପକ୍ଷରେ ନାହିଁ। ବ୍ୟବସାୟରେ ଆଶାନୁରୂପ ଲାଭ ପାଇବେ।* *ବୃଷ: ଅଧିକତର କାମ ପାଇଁ ନିଜକୁ ପ୍ରସ୍ତୁତ ରଖିବେ। ସମାଜରେ କୌଣସି ସଂଗଠନ ଆରମ୍ଭ କରିବା ଲାଗି ଦିନଟି ଭଲ। ବ୍ୟବସାୟରେ ଆଶାଜନକ ଫଳ ପାଇବେ।* *ମିଥୁନ: ମନ ଧାର୍ମିକ କାମରେ ଅଧିକ ଲାଗି ରହିବ। ଅନ୍ତିମ ମୁହୂର୍ତ୍ତରେ ଯୋଜନା ପରିବର୍ତ୍ତନ କରିବେ। ଆମଦାନିର ନୂଆ ଉତ୍ସ ପାଇବେ। ପାରିବାରିକ ଜୀବନ […]

ବାପା ହେଲେ ବରୁଣ ଧାୱନ

ବଲିଉଡ୍‌ ଅଭିନେତା ବରୁଣ ଧାୱନ । ବିବାହର ୩ ବର୍ଷ ପରେ ସେ ଗୁଡନ୍ୟୁଜ୍‌ ଦେଇଛନ୍ତି। ବଲିଉଡ ଅଭିନେତା ବରୁଣ ଧାୱନ ଜଣେ ପିତା ହୋଇଛନ୍ତି। ତାଙ୍କ ପତ୍ନୀ ନତାଶା ୩ ଜୁନ୍ ୨୦୨୪ ରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଏନେଇ ବରୁଣଙ୍କ ପିତା ଡେଭିଡ ଧାୱନ ଏହା ନିଶ୍ଚିତ କରିଛନ୍ତି।ନତାଶାଙ୍କ ପ୍ରସବ ଯନ୍ତ୍ରଣା ହେବା ପରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ବରୁଣ ଧାୱନଙ୍କୁ ଡାକ୍ତରଖାନା ବାହାରେ ଦେଖିବାକୁ ମିଳିଥିଲା। ଏହି ସମୟରେ ବରୁଣଙ୍କ […]

ଆଜି ହେଉଛି ବିଶ୍ୱ ପରିବେଶ ଦିବସ।

ଆଜି ହେଉଛି ବିଶ୍ୱ ପରିବେଶ ଦିବସ। ପରିବେଶକୁ ସୁରକ୍ଷିତ ରଖିବା ପାଇଁ ଏହି ଦିନ ପାଳନ କରାଯାଉଛି। ପରିବେଶକୁ ପ୍ରଦୂଷଣରୁ କିପରି ରୋକାଯାଇ ପାରିବ ସେନେଇ ସଚେତନତା ସୃଷ୍ଟି କରାଯାଉଛି। ଚଳିତ ବର୍ଷର ଥିମ୍‌‌ ‘ଭୂମି ପୁନରୁଦ୍ଧାର କର, ପୃଥିବୀକୁ ପୁନର୍ଜୀବିତ କର’ ରଖାଯାଇଛି। ତେବେ ଦିଲ୍ଲୀର ବୁଦ୍ଧ ଜୟନ୍ତୀ ପାର୍କରେ ଶ୍ରୀ ମୋଦୀ ଏକ ଅଶ୍ୱତ୍ଥ ଗଛ ଲଗାଇଛନ୍ତି। ଆମ ପୃଥିବୀକୁ ଉନ୍ନତ କରିବାରେ ଯୋଗଦାନ କରିବା ପାଇଁ ସେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। ସେ […]

ଆଜିର ରାଶିଫଳ(୫ ଜୁନ,୨୦୨୪)

*ମେଷ*: *ଆଜି  ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ  କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି।* *ବୃଷ*: *ରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। […]

ଦିଲ୍ଲୀରୁ ଝାନ୍ସି ଯାଉଥିବା ତାଜ୍ ଏକ୍ସପ୍ରେସରେ ନିଆଁ

ତାଜ ଏକ୍ସପ୍ରେସ ଟ୍ରେନର ୪ଟି ବଗିରେ ଭୟଙ୍କର ନିଆଁ ଲାଗିଥିଲା। ତୋଗଲକାବାଦ-ଓଖଲା ମଧ୍ୟରେ ତାଜ ଏକ୍ସପ୍ରେସରେ ଅଘଟଣ ଘଟିଥିଲା। ଏହି ଅଗ୍ନିକାଣ୍ଡରେ କୌଣସି ଯାତ୍ରୀଙ୍କ କ୍ଷତି ହୋଇନଥିବା ଜଣାପଡ଼ିଥିବାବଳେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି।ଉତ୍ତର ରେଳବାଇର ମୁଖ୍ୟ ଲୋକ ସମ୍ପର୍କ ଅଧିକାରୀ ଦୀପକ କୁମାର କହିଛନ୍ତି ଯେ ନୂଆଦିଲ୍ଲୀ ଷ୍ଟେସନରୁ ୧୨୨୮୦ ତାଜ ଏକ୍ସପ୍ରେସ ବାହାରିଥିଲା। ଟ୍ରେନ୍ ଟି ଓଖଲା ଓ ତୁଗଲକାବାଦ ମଧ୍ୟରେ ଥିବା ବେଳେ ଦୁଇଟି ବଗିରେ ନିଆଁ ଲାଗିଯାଇଥିଲା। କୋଚରୁ […]

ଆଜିର ରାଶିଫଳ(୪ ଜୁନ,୨୦୨୪)

*ମେଷ: ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।*  *ବୃଷ: ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି […]