ଦିଲ୍ଲୀରେ ହାଜର ହୋଇପାରନ୍ତି ଆଇଏଏସ୍ ବିଷ୍ଣୁପଦ ସେଠୀ । ଦିଲ୍ଲୀରେ ହାଜର ନେଇ ବିଷ୍ଣୁପଦ ଚିଠି ଲେଖିଥିବା ସୂଚନା ମିଳିଛି। ତଦନ୍ତରେ ସହଯୋଗ କରି ସେ ସମସ୍ତ ତଥ୍ୟ ରଖିବେ । ତେବେ ବ୍ରିଜ୍ ଆଣ୍ଡ ରୁଫ୍ ଲାଞ୍ଚ ଘଟଣାର ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଅଡୁଆ ବଢ଼ିବାରେ ଲାଗିଛି। ସିବିଆଇ ମାମଲାରେ ଜୋରଦାର କରୁଛି ଖୋଳତାଡ଼। ବ୍ରିଜ୍ ଆଣ୍ଡ ରୁଫ୍ ଅଧିକାରୀଙ୍କ ସହ ବିଷ୍ଣୁପଦ ସେଠୀଙ୍କ ସହ ଆଲୋଚନା ହୋଇଥିବା ଧୀରେ ଧୀରେ ସ୍ପଷ୍ଟ ହେଉଛି। ଏଠାରେ […]
ଗୁଜରାଟରେ ହତ୍ୟା କରି ବ୍ରହ୍ମପୁରରେ ଲୁଚିଥିବା ଅଭିଯୁକ୍ତକୁ ଗିରଫ କଲା ଗୁଜରାଟ ପାଣ୍ଡେଶର ପୋଲିସ । ଗିରଫ ଅଭିଯୁକ୍ତ ହେଲେ ଶେରଗଡ଼ ଥାନା ଶୁଗୁଳିଆପଲ୍ଲୀ ଗାଁର ଡି.କେଶବ ପାତ୍ର । ସୂଚନା ଅନୁଯାୟୀ, ଗୁଜରାଟ ପାଣ୍ଡେଶରା ଥାନା ଅଞ୍ଚଳର ଅରବିନ୍ଦ ଯାଦବଙ୍କୁ ୨୦୨୨ ଜୁଲାଇ ୯ ତାରିଖରେ ଛୁରୀ ଭୁସି ହତ୍ୟା କରାଯାଇଥିଲା। ଗୁରୁତର ଅବସ୍ଥାରେ ଅରବିନ୍ଦଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇ ଥିବାବେଳେ ତା’ ପରଦିନ ଅରବିନ୍ଦଙ୍କ ମୃତ୍ୟୁ ଘଟିଥିଲା।ତେବେ ଅଭିଯୋଗ ଆଧାରରେ ଗୁଜରାଟ […]
ଆସନ୍ତା ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ବେଳେ ଭୁବନେଶ୍ବରସ୍ଥିତ ଗାନ୍ଧୀ ମାର୍ଗରେ ପ୍ରଜ୍ଞାପନ ମେଢ଼ ଗଡ଼ିବ । ଏଥିରେ ରାଜ୍ୟର ଐତିହ୍ୟ, ପରମ୍ପରା, ଅସ୍ମିତା ଏବଂ ବିକାଶକୁ ନେଇ ଏହି ପ୍ରଜ୍ଞାପନ ମେଢ଼ଗୁଡ଼ିକ ପ୍ରଦର୍ଶିତ ହେବ । ପରେଡ୍ ପ୍ରଦର୍ଶନ ସହ ପ୍ରଜ୍ଞାପନ ମେଢ଼ ଉକ୍ତ ଉତ୍ସବର ସ୍ବତନ୍ତ୍ର ଆକର୍ଷଣ ହେବ ।ଆସନ୍ତା ୨୪ ତାରିଖ ସୁଦ୍ଧା ସଂପୃକ୍ତ ବିଭାଗଗୁଡ଼ିକ ସେମାନଙ୍କ ବିଷୟବସ୍ତୁ ସମ୍ପର୍କିତ ପ୍ରଜ୍ଞାପନ ମେଢ଼ର ସଂରଚନା ପ୍ରଦାନ କରିବେ । ଏହାକୁ ଯାଞ୍ଚ କରାଯାଇ […]
୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ଭୁବନେଶ୍ୱରର ଜନତା ମୈଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସାରା ବିଶ୍ୱରୁ ୧୦ ହଜାର ପ୍ରବାସୀ ଭାରତୀୟ ଯୋଗ ଦେବେ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଏଥିସହିତ ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ମଧ୍ୟ ପ୍ରଧାନମନ୍ତ୍ରୀ ଆସିବେ।ଉଲ୍ଲେଖଯୋଗ୍ୟ ଯେ ଅକ୍ଟୋବରରେ ସମାରୋହ ଆୟୋଜନ ପାଇଁ ବୈଦେଶିକ ବ୍ୟାପାର […]
ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ । ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ […]
୬୯ତମ ପୁଲିସ୍ ଡ୍ୟୁଟି ମିଟର ଉଦ୍ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ଯେ ପ୍ରତି ଥାନାକୁ ୯ଟି ବାଇକ୍ ଦିଆଯିବ। ଗୃହ ବିଭାଗରେ ଖାଲି ପଡ଼ିଥିବା ୧୦ ହଜାର ପଦ ପୂରଣ କରାଯିବ। ସେହିପରି ୫ ହଜାର ଗୃହରକ୍ଷୀଙ୍କୁ ନିଯୁକ୍ତି କରାଯିବ। ୨୦୨୬ ସୁଦ୍ଧା ଓଡ଼ିଶା ମାଓ ମୁକ୍ତ ହେବା ନେଇ ସେ ଦୃଢ଼ୋକ୍ତ ପ୍ରକାଶ କରିଛନ୍ତି। କଟକ ପୋଲିସ ଡ୍ୟୁଟି ମିଟରେ ଯୋଗ ଦେବା ଅବସରରେ ଭର୍ଚୁଆଲ ମୋଡ୍ରେ ଉଦଘାଟନ କରିଛନ୍ତି। […]
ଅଳିଆ ଆବର୍ଜ୍ଜନାର ଦୁର୍ଗନ୍ଧରୁ ମୁକ୍ତି ପାଇବେ ରାଜଧାନୀବାସୀ । ଭୁବନେଶ୍ଵରରେ ପ୍ରତିଷ୍ଠା ହେବ ବାୟୋଗ୍ୟାସ୍ ପ୍ଲାଣ୍ଟ୍ ।ଏନେଇ ଭୁବନେଶ୍ଵର ମହାନଗର ନିଗମ ଅଏଲ ଇଣ୍ଡିଆ ମଧ୍ୟରେ ଚୁକ୍ତି ସ୍ଵାକ୍ଷର ହୋଇଛି। ଅଏଲ ଇଣ୍ଡିଆ ଲିମିଟେଡ୍ ପକ୍ଷରୁ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୧୭୫ କୋଟି ଟଙ୍କା ବ୍ୟୟରେ ୨୦୦ ଟିପିଡି(Ton Per Day) ବିଶିଷ୍ଟ କମ୍ପ୍ରେସ୍ଡ୍ ବାୟୋଗ୍ୟାସ୍ ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ। ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ କୃଷ୍ଣଚନ୍ଦ୍ର ମହାପାତ୍ର, ବିଭାଗୀୟ ସଚିବ ଉଷା […]
ରାତି ପାହିଲେ ଆରମ୍ଭ ହେବ ବହୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ କରାଯାଇଛି। ନୀତିନିର୍ଘଣ୍ଟ ଅନୁସାରେ ରାତ୍ର ୨ଟାରୁ ଦ୍ୱାର ଫିଟିବ। ଦ୍ୱିପହର ଧୂପ ଓ ଦ୍ୱିତୀୟ ଭୋଗମଣ୍ଡପ ଶେଷ ପରେ ଦିନ ପ୍ରାୟ ୧୨ଟା ୩୦ ବା ୧ଟାରୁ ଆରମ୍ଭ ହେବ ମରାମତି। ସେପ୍ଟେମ୍ବର ୨୧ ଓ ୨୨ ତାରିଖରେ NGRI ଓ ASI ପକ୍ଷରୁ ହୋଇଥିବା ଜିପିଆର୍ ସର୍ଭେ ରିପୋର୍ଟ ଆଧାରରେ ଓ ରାଜ୍ୟ ସରକାରଙ୍କ […]
ରାୟଗଡ:-ତା.୧୬/୧୨-ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଓଡିଶା, ଶ୍ରୀଯୁକ୍ତ ସୁରେଶ ଚନ୍ଦ୍ର ପୂଝlରୀ ଦିନିକିଆ ରୟାଗଡ଼ ଜିଲ୍ଲା ଗସ୍ତରେ ଆସି ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେବିଭାଗୀୟ କାର୍ଯ୍ୟକ୍ରମ ଉପରେ ସମୀକ୍ଷା କରିଛନ୍ତି l ଏହି ସମୀକ୍ଷା ବୈଠକରେ ମାନ୍ୟବର ରlୟଗଡ଼ ବିଧାୟକ ଶ୍ରୀଯୁକ୍ତ ଆପାଲ ସ୍ୱାମୀ କାଡ୍ରାକା, ମାନ୍ୟବର ଵିଷମ କଟକ ବିଧାୟକ ଶ୍ରୀଯୁକ୍ତ ନୀଳମାଧଵ ହିକକା, ମାନ୍ୟବର ଗୁଣୁପୁର ବିଧାୟକ, ଶ୍ରୀଯୁକ୍ତ ସତ୍ୟଜିତ ଗମାଙ୍ଗ, ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ,ଆରୋକ୍ଷୀ ଅଧିକ୍ଷକ ସ୍ୱାତୀ ଏସ […]
ଚିଲିକାରେ ୨୯ ମୃତ ବିଦେଶାଗତ ପକ୍ଷୀ ଉଦ୍ଧାର ସହ ଶିକାରୀକୁ ଗିରଫ କରାଯାଇଛି । ଚିଲିକା ବାଲିନାସୀ କୂଳରୁ ବିଦେଶାଗତ ପକ୍ଷୀ ଶିକାରୀ ଗିରଫ ହୋଇଛି। ସେ ବ୍ୟବହାର କରୁଥିବା ବାଇକ, ମୋବାଇଲ ସହ ବାଇନାକୁଲାର ମଧ୍ୟ ପୁଲିସ ଜବତ କରିଛି। ଉଚ୍ଚ ସ୍ଥାନରେ ରହି ବାଇନାକୁଲର ବ୍ୟବହାର କରି ବନ୍ୟପ୍ରାଣୀ ବିଭାଗର ପାଟ୍ରୋଲିଙ୍ଗ ଦଳ ଉପରେ ନଜର ରଖୁଥିଲା ଶିକାରୀ। ସୁଯୋଗ ଦେଖି କଇଁ ଫୁଲ ନାଡ଼ରେ ବିଷ ପ୍ରୟୋଗ କରି ମାରୁଥିଲା ଶହ ଶହ […]
ଆଇଏଏସ୍ ବିଷ୍ଣୁପଦଙ୍କ ଘର ସମ୍ମୁଖରେ କଂଗ୍ରେସ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ କଂଗ୍ରେସ କର୍ମୀଙ୍କୁ ସୋମବାର ମହୁମାଛି ଆକ୍ରମଣ କରିଛନ୍ତି। ବିଚ୍ ରାସ୍ତାରେ ମହୁମାଛି ଆକ୍ରମଣ କରିବାରୁ କଂଗ୍ରେସ କର୍ମୀ ଏଣେତେଣେ ଦୌଡିବା ଆରମ୍ଭ କରିଥିଲେ।ମହୁମାଛି ପାଇଁ ନାକେଦମ୍ ହେଲେ ପୋଲିସ୍ ଏବଂ କଂଗ୍ରେସ କର୍ମୀ। ଏଥିସହ ହଟହଟା ହୋଇଛନ୍ତି ଖବର ସଂଗ୍ରହ କରୁଥିବା ସାମ୍ବାଦିକ। ତେବେ ୧୦ ଲକ୍ଷ ଲାଞ୍ଚ ଅଭିଯୋଗରେ ବରିଷ୍ଠ ଆଇଏଏସ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବୀ କରି […]
ନୟାଗଡ଼,(ଓଡିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିବା ବିଜ୍ଞାନ ମେଳାରେ ରାଜ୍ୟସ୍ତରକୁ ସାତୋଟି ପ୍ରକଳ୍ପ ବିଚାରକଙ୍କ ଦ୍ୱାରା ମନୋନୀତ ହୋଇଥିବା ବେଳେ ସେଥିମଧ୍ୟରେ ରହିଛି ବାମନ ଅବକାଶ ସରକାରୀ ଉଚ୍ଚବିଦ୍ୟାଳୟର ନବମ ଶ୍ରେଣୀର ଛାତ୍ର ଆଶୁତୋଷ ମହାରଣାଙ୍କ ଗବେଷଣାଧର୍ମୀ ପ୍ରକଳ୍ପ ” ହାଇଡ୍ରୋପୋନିକ୍ କୃଷି”।ଏହି ପଦ୍ଧତି ଦ୍ୱାରା ବିନା ମାଟିରେ କୃଷି କାର୍ଯ୍ୟ ହୋଇପାରିବ।ଏହା ମୁଖ୍ୟତଃ ଏକ ପୋଷଣୀୟ ଦ୍ରବଣର ସହାୟତାରେ ସମ୍ପାଦିତ ହୋଇଥାଏ। ବର୍ତ୍ତମାନ ସମୟରେ ଆଶାତୀତ […]
