ପ୍ରସିଦ୍ଧ ଗାୟିକା ଅଲ୍କା ୟାଗ୍ନିକ ବିରଳ ସ୍ଵାସ୍ଥ୍ୟ ସମସ୍ୟାରେ ପୀଡ଼ିତ। ପ୍ରାୟ ୪ ଦଶନ୍ଧିରୁ ଊର୍ଦ୍ଧ୍ବ ସମୟ ଧରି ନିଜ ଗୀତ ଜରିଆରେ ଲୋକଙ୍କ ମନୋରଞ୍ଜନ କରି ଆସୁଥିବା ଅଲ୍କା ୟାଗ୍ନିକ ସାମାଜିକ ଗଣମାଧ୍ୟମ ଜରିଆରେ ନିଜେ ଏନେଇ ସୂଚନା ଦେଇଛନ୍ତି। ବର୍ତ୍ତମାନ ସେ ଶୁଣିବାକୁ ସକ୍ଷମ ନୁହଁନ୍ତି। ଭାଇରାଲ ଆକ୍ରମଣ ପରେ ସେ ଏହି ସମସ୍ୟାର ଶିକାର ହୋଇଥିଲେ ଏବଂ ଦିନେ ବିମାନରୁ ବାହାରକୁ ଆସିବା ପରେ ସେ ଅନୁଭବ କରିଥିଲେ ଯେ ସେ ଶୁଣିବାକୁ […]
*ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।* *ବୃଷ :ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି […]
ଏୟାର ଇଣ୍ଡିଆର ବେଙ୍ଗାଲୁରୁ ସାନ ଫ୍ରାନ୍ସିସ୍କୋ ବିମାନରେ ବଡ ତ୍ରୁଟି ସାମ୍ନାକୁ ଆସିଛି। ଏହି ବିମାନର ଯାତ୍ରୀଙ୍କ ଖାଦ୍ୟରେ ଏକ ବଡ ବ୍ଲେଡ ମିଳିଥିଲା। ଏହି ଘଟଣା ଜୁନ ୯ରେ ଘଟିଥିଲା ଏହି ଘଟଣା ସାମ୍ନାକୁ ଆସିବା ପରେ ଏୟାର ଇଣ୍ଡିଆ ନିଜର ଭୁଲକୁ ସ୍ବୀକାର କରିଛି।ସୂଚନାନୁସାରେ, ମାଥର୍ସ ପାଲ ନାମକ ଜଣେ ଯାତ୍ରୀ ଏହି ଏୟାର ଇଣ୍ଡିଆ ବିମାନରେ ଫ୍ରାଏ ପଟାଟୋ ଏବଂ ଡିମିରି ଫଳର ଚାଟ୍ ଅର୍ଡର କରିଥିଲେ। ଯାତ୍ରୀ ଖାଦ୍ୟ ଖାଉଥିଲେ ହଠାତ୍ […]
ମେଷ* *ଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ, କିନ୍ତୁ ସମସ୍ୟା ଛାଡ଼ିବ ନାହିଁ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି ।* *ବୃଷ*ଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରିବା କଷ୍ଟକର ହୋଇପାରେ। ଫଳରେ ନିକଟ ସମ୍ପର୍କୀୟମାନଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ପରିବହନ […]
*ମେଷ* : *ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।* *ବୃଷ:ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।* *ମିଥୁନ:* *ଆଜି ନିଜର ନୂଆ ବିଚାର ଆର୍ଥିକ […]
ମେଷ*ଆଜି ଯାତ୍ରା, ବ୍ୟବସାୟ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।* ବୃଷ*ଆଜି କୌଣସି କର୍ମାରମ୍ଭ ପାଇଁ ମନ୍ଦ ନ ହେଲେ ମଧ୍ୟ ଝିନଝଟ୍ ଜନିତ ବ୍ୟସ୍ତତାରୁ ମୁକ୍ତି ମିଳିବ ନାହିଁ। ଏପରି କି ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ, ନତୁବା ଆକସ୍ମିକ […]
ହରିୟାଣାରେ ନୂଆ ମଦ ନୀତି ବୁଧବାରଠାରୁ କାର୍ଯ୍ୟକାରୀ ହୋଇଛି । ନୂଆ ନୀତି ଲାଗୁ ହେବା ଫଳରେ ରାଜ୍ୟରେ ମଦ ବିକ୍ରେତାଙ୍କ ପାଇଁ ଏକ ଖରାପ ଖବର ଆସିଛି। କାରଣ ରାଜ୍ୟରେ ମଦ ମହଙ୍ଗା ହୋଇଛି। ଏହାବ୍ୟତୀତ ବିୟର ମଧ୍ୟ ମହଙ୍ଗା ହୋଇଛି। ନିକଟରେ କ୍ୟାବିନେଟ ବୈଠକରେ ହରିୟାଣା ସରକାର ନୂଆ ମଦ ନୀତିକୁ ଅନୁମୋଦନ କରିଥିଲେ। ଲୋକସଭା ନିର୍ବାଚନ ସମୟରେ ସରକାର ନିର୍ବାଚନ ଆୟୋଗଙ୍କ ଅନୁମୋଦନ ନେଇଥିଲେ ଏବଂ ବର୍ତ୍ତମାନ ଏହା ରାଜ୍ୟରେ କାର୍ଯ୍ୟକାରୀ ହୋଇଛି। […]
ଖରାଦିନେ ଆଇସକ୍ରିମ ସଭିଁଙ୍କୁ ପସନ୍ଦ। ତେବେ ମୁମ୍ବାଇର ମଲାଡ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା କହିଛନ୍ତି, ସେ ଏକ ଆଇସ୍କ୍ରିମ୍ ଭିତରୁ ମଣିଷର କଟା ଆଙ୍ଗୁଳି ପାଇଛନ୍ତି। ମହିଳା ଜଣକ ଏହାର ଫଟୋ ସୋସିଆଲ ମିଡିଆରେ ଶେୟାର କରି ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ଅନ୍ଲାଇନ୍ରେ ଆଇସ୍କ୍ରିମ୍ ଅର୍ଡର କରିଥିଲେ। ଏହାକୁ ଖାଇବା ବେଳେ ଏଥିରୁ ମଣିଷର ଆଙ୍ଗୁଳି ବାହାରିଥିଲା। ମହିଳା କୋନରୁ ଅଧିକରୁ ଅଧିକ ଆଇସକ୍ରିମ ଖାଇ […]
୫୩ ବର୍ଷ ପରେ ଚଳିତବର୍ଷ ୧୫ ଦିନ ବଦଳରେ ୧୩ ଦିନ ଅଣସର ପଡ଼ିଛି। ଯେଉଁଦିନ ନେତ୍ରୋତ୍ସବ, ସେହିଦିନ ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା। ଚଳିତ ବର୍ଷ ସମୟ ଅଭାବ ଓ ନୀତି ଶୃଙ୍ଖଳା ପାଇଁ ନବଯୌବନ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଥିବା ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି। ତେବେ ଏଥର ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରା ବି ୯ ଦିନରେ ଶେଷ ହେବ। ନବମ ଦିନରେ ଶ୍ରୀବିଗ୍ରହ ରଥାରୁଢ଼ ହୋଇ ବାହୁଡ଼ାଯାତ୍ରା କରିବେ। ୧୯୭୧ ମସିହାରେ […]
*ð¹ମେଷð¹ðଆଜିର ଦିନଟିରେ ଆପଣଙ୍କ ଆତ୍ମିଅଙ୍କ ସହଯୋଗ କରିବାରୁ ଆନନ୍ଦିତ ରହିବେ । ବସ୍ତ୍ରଭୂଷଣ ପ୍ରାପ୍ତି ମାଧ୍ୟମରେ ଦିନଟି ଖୁସିରେ ଅତିବାହିତ କରିବେ। ସ୍ବାସ୍ଥ୍ୟ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ।* *ð¹ବୃଷð¹ðସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଭୁଲ୍ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନବକଳେବର ରଥ ଚକ ସ୍ଥାପନ କମିଟି,ସଙ୍ଗୀତଧାରା ଏବଂ ଶ୍ରୀସୃଜନର ମିଳିତ ଆନୁକୂଲ୍ୟରେ ଚଳିତ ଜୁନ ୨୨ତାରିଖରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଦିନ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ପ୍ରାଙ୍ଗଣରେ ସ୍ଥାନୀୟ କଳାକାର ମାନଙ୍କୁ ନେଇ ଏକ ଭବ୍ୟ ଭଜନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଆୟୋଜିତ ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ନାଟ୍ୟଭୂଷଣ ଡ. ବିଜୟ କୁମାର ଚୌଧୁରୀଙ୍କ ପୌରୋହିତ୍ୟରେ ସ୍ଥାନୀୟ ମହର୍ଷି ବିଦ୍ୟାମନ୍ଦିର ଖେଳ ପଡ଼ିଆ ଠାରେ ଆୟୋଜିତ ପ୍ରସ୍ତୁତି ବୈଠକରେ […]
ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ମଙ୍ଗଳବାର ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାଁରେ ମୋହର ବାଜିଛି। ସେହିପରି ଉପମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ବୁଧବାର ଶପଥ ଗ୍ରହଣ କରିବେ।ବିଶେଷକରି ଶିଶୁମନ୍ଦିର ଶିକ୍ଷକରୁ ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିବାକୁ ଯାଉଥିବା ଶ୍ରୀ ମାଝୀଙ୍କ ଭଳି ଜଣେ ଆଦିବାସୀ ଯୁବ ଚେହେରାଙ୍କୁ ଦଳ ମୁଖ୍ୟମନ୍ତ୍ରୀ ଘୋଷଣା […]
