ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ମଙ୍ଗଳବାର ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାଁରେ ମୋହର ବାଜିଛି। ସେହିପରି ଉପମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ବୁଧବାର ଶପଥ ଗ୍ରହଣ କରିବେ।ବିଶେଷକରି ଶିଶୁମନ୍ଦିର ଶିକ୍ଷକରୁ ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିବାକୁ ଯାଉଥିବା ଶ୍ରୀ ମାଝୀଙ୍କ ଭଳି ଜଣେ ଆଦିବାସୀ ଯୁବ ଚେହେରାଙ୍କୁ ଦଳ ମୁଖ୍ୟମନ୍ତ୍ରୀ ଘୋଷଣା […]
ମେଷ : ଆଜି କୋର୍ଟ-କଚେରୀ ବିଷୟରେ ନ ପଡ଼ିବା ଉତ୍ତମ ହେବ। ମଧ୍ୟାହ୍ନ ପରେ ଆପଣ ଭଲ ଅନୁଭବ କରିବେ। ପରିବାରରେ ସୁଖ-ଶାନ୍ତି ରହିବ।କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ।* ବୃଷ : ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର […]
ସିନେମା ଦୁନିଆରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଅଭିନେତ୍ରୀ କାଜୋଲଙ୍କ ସହିତ ୱେବସିରିଜ ‘ଦ ଟ୍ରାଏଲ’ରେ କାମ କରି ସାରିଥିବା ଅଭିନେତ୍ରୀ ତଥା କତର ଏୟାରୱେଜର ପୂର୍ବତନ ଏୟାର ହଷ୍ଟେସ ନୁର ମାଲାବିକା ଦାସଙ୍କର ମୃତଦେହକୁ ପୁଲିସ ତାଙ୍କ ବାସଭବନରୁ ଉଦ୍ଧାର କରିଛି।କୁହାଯାଉଛି କି, ଅଭିନେତ୍ରୀ ଜଣଙ୍କ ଆତ୍ମହତ୍ୟା କରିଛନ୍ତି ।ସୂଚନାମୁତାବକ, ପଡ଼ିଶାଲୋକ ଅଭିନେତ୍ରୀ ନୁରୁଙ୍କ ଘରୁ ଦୁର୍ଗନ୍ଧ ବାହାରୁଥିବା ନେଇ ପୁଲିସକୁ ନିକଟରେ ଖବର ଦେଇଥିଲେ। ଏହାପରେ ପୁଲିସ ଜୁନ ୬ ତାରିଖରେ ନୁର […]
ନୟାଗଡ଼,(ଓଡ଼ିଶା ଦର୍ପଣ):’ଶ୍ରୀସୃଜନ’,ନୟାଗଡ଼ ଦ୍ବାରା ପ୍ରସ୍ତୁତ ଏକ ଭଜନ,”ରଜ ପାନଭାଙ୍ଗିଲି” ,ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ,ନୟାଗଡ଼ ପୁରୁଣା ସହରସ୍ଥ ଶ୍ରୀ ଜଗନ୍ନାଥ ମନ୍ଦିର ପରିସରରେ ଲୋକାର୍ପିତ ହୋଇ ଯାଇଛି। ଅନୁଷ୍ଠାନର ସଭାପତି ଡ. ବିଜୟ କୁମାର ଚୌଧୁରୀ,ସୁରଗନ୍ଧର୍ବ ନବକିଶୋର ମିଶ୍ର, ସମାଜସେବୀ ପ୍ରମୋଦ ପଟ୍ଟନାୟକ, ଲକ୍ଷ୍ମୀଧର ସାହୁ,ପ୍ରଶାନ୍ତ ପଟ୍ଟନାୟକ, ଅଶୋକ ମଲ୍ଲ, କଣ୍ଠ ଶିଳ୍ପୀ ପ୍ରଶାନ୍ତ ଦାସ, କାଦମ୍ବିନୀ ମହାପାତ୍ର, ମଧୁସ୍ମିତା ବେହେରା, ଅନନ୍ୟା, ବିଜୟାନନ୍ଦ ମହାପାତ୍ର, ଦିଲ୍ଲୀପ ସାହୁ, ଆନନ୍ଦ ଦାସ, ପ୍ରଦୀପ୍ତ ଡାକୁଆ, ଲକ୍ଷ୍ମୀଧର […]
ମେଷ*ଆଜିର ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗିରହିବ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ।* ବୃଷ**ଆଜି ଆକସ୍ମିକ ଭାବରେ ମୋଟାଅଙ୍କ ର ଅର୍ଥ ଆବଶ୍ୟକ ହୋଇପାରେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଯୋଗୁ ବିଚଳିତ ହେବେ।ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ।ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇ ପାରିବେ।* *ମିଥୁନ**ଆଜି […]
ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ।* ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।* […]
ରାମୋଜୀ ଫିଲ୍ମ ସିଟିର ବାଦଶାହା କୁହାଯାଉଥିବା ତଥା ଦେଶର ସବୁଠୁ ବଡ ଫିଲ୍ମ ସିଟିର ମାଲିକ ରାମୋଜୀ ରାଓଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ରାମୋଜି ଗ୍ରୁପ୍ ଅଫ୍ କମ୍ପାନି ସହ ଦୀର୍ଘଦିନ ଧରି ଜଡ଼ିତ ଥିବା ରାମୋଜୀ ରାଓଙ୍କର ଶନିବାର ଭୋର ୩ଟା ୪୫ ସମୟରେ ଦେହାନ୍ତ ହୋଇଛି। ଦୀର୍ଘ ଦିନ ଅସୁସ୍ଥତା କାରଣରୁ ହାଇଦ୍ରାବାଦର ଏଆଇଜି ହସ୍ପିଟାଲରେ ଚିକିତ୍ସାଧିନ ଥିଲେ ।ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ […]
ମେଷ**ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି।* ବୃଷ*ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ।* ମିଥୁନ*ଆଜି ନୂତନ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଏକ ବାଇକ ଦୁର୍ଘଟଣାରେ ନୟାଗଡ଼ ବ୍ରଜେନ୍ଦ୍ର ହାଇସ୍କୁଲର କାର୍ଯ୍ୟରତ କିରାଣୀ ଦିବାକର ତ୍ରିପାଠୀ(୪୬)ଙ୍କ ମୃତ୍ୟୁ ଘଟିଛି। ଆଜି ପୂର୍ବାହ୍ନରେ ଭୁବନେଶ୍ୱର ବୋର୍ଡ଼ ଅଫିସକୁ ଅନ୍ୟ ଜଣେ କର୍ମଚାରୀଙ୍କ ସହିତ ବିଦ୍ୟାଳୟ କାର୍ଯ୍ୟରେ ନିଜ ବାଇକରେ ଯାଉଥିବା ବେଳେ ଖୋର୍ଦ୍ଧା ନିକଟ ପିତାପଲ୍ଲୀ ଛକ ନିକଟରେ ସାମନା ପଟୁ ଆସୁଥିବା ଏକ ଟ୍ରକ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା ବେଳେ ତାଙ୍କ ପଛରେ ବସିଥିବା ଅନ୍ୟ ଜଣେ ଗୁରୁତର […]
*ମେଷ:-ଅନେକ ଦିନରୁ ଚେଷ୍ଟା କରୁଥିବା କାମରେ ଆଜି ସଫଳତା ମିଳିବ।ସାହସିକ ପଦକ୍ଷେପ ନେଇ ପ୍ରସଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।* *ବୃଷ:-ଆଜି ଧାର୍ମିକ ଅନୁଷ୍ଠାନରେ କିମ୍ବା ବନ୍ଧୁବର୍ଗଙ୍କ ସକାଶେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ […]
ଗୁରୁବାର ଚଣ୍ଡୀଗଡ ଏୟାରପୋର୍ଟରେ ଦିଲ୍ଲୀ ଯିବା ସମୟରେ ଜଣେ ସିଆଇଏସଏଫ୍ ଯବାନ କଙ୍ଗନାଙ୍କୁ ଚାପୁଡା ମାରିଛନ୍ତି । କଙ୍ଗନାଙ୍କୁ ଚାପୁଡା ମାରିବା ପରେ ଉକ୍ତ ସିଆଇଏସଏଫ୍ ଯବାନଙ୍କୁ ହେପାଜତକୁ ନିଆଯାଇଛି । ତେବେ କଙ୍ଗନାଙ୍କ ଅଭିଯୋଗ ମୁତାବକ, ସେ ଦିଲ୍ଲୀ ଯିବା ପାଇଁ ଚେକିଂ କରିବା ସହ ବୋଡିଂ ପାଇଁ ଯାଉଥିଲେ । ଏହି ସମୟରେ କୁଲବିନ୍ଦର କୌର ନାମକ ଜଣେ ସିଆଇଏସଏଫ୍ ଯବାନ ତାଙ୍କୁ ଚାପୁଡା ମାରିଥିଲେ । ଏନେଇ କଙ୍ଗନା ସୁରକ୍ଷା କର୍ମୀଙ୍କ ବିରୋଧରେ […]
ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ରଚିଲେ ଇତିହାସ । ତୃତୀୟ ଥର ପାଇଁ ଅନ୍ତରୀକ୍ଷକୁ ଉଡ଼ାଣ ଭରିଲେ ସୁନୀତା ୱିଲିୟମ୍ସ । ଫ୍ଲୋରିଡାର କାନଭେରାଲ ସ୍ପେସ ଫୋର୍ସ ଷ୍ଟେସନରୁ ମହାକାଶଚାରୀ ବଚ୍ ୱିଲମୋରଙ୍କ ସହ ମିଶି ଉଡାଣ ଭରିଛନ୍ତି ସୁନୀତା ।ଫ୍ଲୋରିଡାର କେପ କାନଭେରାଲ ସ୍ପେସ୍ ଫୋର୍ସ ଷ୍ଟେସନରୁ ୟୁନାଇଟେଡ୍ ଲଞ୍ଚ ଆଲାଏନ୍ସ ଆଟଲାସ୍ ଭି ରକେଟ୍ ଏବଂ ବୋଇଙ୍ଗ ଷ୍ଟାରଲିନର୍ ମହାକାଶ ଯାନରେ ନିର୍ଦ୍ଧାରିତ ସମୟ ଅନୁସାରେ ଉଭୟ ମହାକାଶକୁ ଯାତ୍ରା କରିଛନ୍ତି। ନାସା ରିପୋର୍ଟ ଅନୁସାରେ, […]
