author

ବିଶ୍ବ ମହିଳା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମହିଳାଙ୍କୁ ବାଣ୍ଟିବେ ସୁଭଦ୍ରା ଟଙ୍କା

ଆସନ୍ତା ୮ତାରିଖ ଦିନ ବିଶ୍ବ ମହିଳା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଗସ୍ତରେ ଆସୁଛନ୍ତି। ଏଥିପାଇଁ ବ୍ରହ୍ମପୁର ସ୍ଥିତ ଆମ୍ବପୁଆ ବିବେକ ବିହାରଠାରେ ଆୟୋଜିତ ବିରାଟ ଜନସଭାରେ ଯୋଗଦେବେ । ତେବେ ଏବେ ପର୍ଯ୍ୟନ୍ତ ୯୮ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ସାମିଲ ହୋଇଥିବା ବେଳେ, ୧ କୋଟି ଟପିସାରିଛି ଆବେଦନ ସଂଖ୍ୟା । ପ୍ରଥମ କିସ୍ତିର ୪ଟି ପର୍ଯ୍ୟାୟରେ ମୋଟ ୯୮ ଲକ୍ଷ ମହିଲାଙ୍କ ଖାତାକୁ ସୁଭଦ୍ରା ଯାଇଥିବା […]

ମାର୍ଚ୍ଚ ୫କୁ ପଞ୍ଚାୟତିରାଜ ଦିବସ ଭାବେ ପାଳନ ନକରିବା ନେଇ ମୋହନ ସରକାର ଉପରେ ବର୍ଷିଲେ ରଣେନ୍ଦ୍ର ପ୍ରତାପ ସ୍ଵାଇଁ

ପଞ୍ଚାୟତିରାଜ ଦିବସ ତାରିଖ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ଏହାକୁ ନେଇ ରାଜ୍ୟ ସରକାର ଓ ବିଜେପିକୁ ସମାଲୋଚନା କରିଛନ୍ତି ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ।ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି ଏଭଳି ନିଷ୍ପତ୍ତି ବିଜୁ ପଟ୍ଟନାୟକଙ୍କ ଅପମାନିତ । ବିଜୁ ପଟ୍ଟନାୟକଙ୍କୁ ଅପମାନିତ କରିବା ହୀନ ମାନ୍ୟତାର ପରିଚୟ । ବିଜୁ ପଟ୍ଟନାୟକଙ୍କୁ ଅପମାନ କରିବା ଅସ୍ମିତାକୁ ଅପମାନ କରିବା ସଦୃଶ ବୋଲି କହିଛନ୍ତି ରଣେନ୍ଦ୍ର ପ୍ରତାପ ସ୍ବାଇଁ । ସେ […]

ଲିଙ୍ଗରାଜଙ୍କ ବେଢ଼ାରେ ଫଟୋ ଉଠାଇ ଅଡୁଆ ପିସିସି ସଭାପତି ଭକ୍ତ ଦାସ।

ଫଟୋ ଉଠାଇ ବିବାଦ ଭିତରକୁ ଠେଲି ହୋଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଲିଙ୍ଗରାଜ ମନ୍ଦିର ଭିତରେ ଫଟୋ ଉଠାଇଥିବା ଜଣାପଡିଛି, ଯାହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।ମନ୍ଦିର ଓ ପୋଲିସ ପ୍ରଶାସନର କୋହଳ ନୀତି ଯୋଗୁଁ ମନ୍ଦିରକୁ ମୋବାଇଲ, କ୍ୟାମେରା ଅବାଧରେ ଯାଉଥିବାର ଅଭିଯୋଗ ହୋଇଛି। ମନ୍ଦିରରେ ଫଟୋ ଉଠାଇବା ସମୟରେ ପୁଲିସ କିମ୍ବା ମନ୍ଦିର କର୍ମଚାରୀ କେହି ବାରଣ କରୁ ନାହାନ୍ତି। ଅତୀତରେ ବଲିଉଡ଼ ଅଭିନେତ୍ରୀ ଶିଳ୍ପା […]

ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ।

ଶ୍ରୀମନ୍ଦିରରେ ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ। ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଖୁବ୍‌ଶୀଘ୍ର ନୂଆ ଏନକ୍ଲୋଜରକୁ ଯିବ ବାଘୁଣି ଜୀନତ ।

ଜୀନତ ପାଇଁ ନୂଆ ଏନକ୍ଲୋଜର ତିଆରି ହୋଇଥିବା ନେଇ କହିଲେ ପିସିସିଏଫ୍ ପ୍ରେମ କୁମାର ଝା । ତେବେ ଏନ୍‌କ୍ଲୋଜରରେ ଖାପ ଖୁଆଇବା ପରେ ସ୍ଥିତି ଦେଖି ଜୀନତକୁ ଜଙ୍ଗଲରେ ଛଡ଼ାଯିବ । ଏବେ ଜୀନତ ପୂରା ସୁସ୍ଥ ଅଛି ଏବଂ ଶିକାର କରିପାରୁଛି ବୋଲି କହିଛନ୍ତି ପିସିସିଏଫ୍ ପ୍ରେମ କୁମାର ଝା ।ସୂଚନାଯୋଗ୍ୟ, ଗତ ନଭେମ୍ବର ୧୩ ତାରିଖରେ ମହାରାଷ୍ଟ୍ରରର ତଡବା ଜଙ୍ଗଲରେ ‘ଜିନତ୍’କୁ ଟ୍ରାଙ୍କୁଲାଇଜର କରାଯିବା ପରେ ଏକ ସ୍ୱତନ୍ତ୍ର ଗାଡିରେ ଶିମିଳିପାଳକୁ ଅଣା […]

ଚଳିତ ରଥଯାତ୍ରା ପାଇଁ ହେବ ସ୍ବତନ୍ତ୍ର ‘ଆପ୍‌’ 

ରଥଯାତ୍ରା ପାଇଁ ପ୍ରଥମ ଜିଲ୍ଲାସ୍ତରୀୟ ବୈଠକ ଶେଷ ହେବାପରେ ସୂଚନା ଦେଲେ ପୁରୀ ଜିଲ୍ଲାପାଳ । ଆସନ୍ତା ରଥଯାତ୍ରା ପାଇଁ ହେବ ସ୍ବତନ୍ତ୍ର ‘ଆପ୍‌’ ବ୍ୟବସ୍ଥା । ପ୍ରଥମ ପ୍ରସ୍ତୁତି ବୈଠକ ପରେ ସବୁ ବିଭାଗର ତଥ୍ୟକୁ ନେଇ ‘ଆପ୍‌’ ପ୍ରସ୍ତୁତ ହେବ କହିଲେ ଜିଲ୍ଲାପାଳ ।ଏହାସହ ଚଳିତ ବର୍ଷ ଭିଡ ନିୟନ୍ତ୍ରଣ ଓ ଟ୍ରାଫିକ ସୁପରିଚାଳନା ପାଇଁ ବ୍ୟବହାର ହେବ AI କ୍ୟାମେରା ।ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ଓ ସମସ୍ୟାକୁ ସୁଧାରି ସମସ୍ତ ବିଭାଗ […]

ବିଦ୍ୟୁତଜନିତ ସମସ୍ୟାର ପ୍ରତିକାର ପାଇଁ ଆଗୁଆ ବ୍ୟବସ୍ଥା କର- ମୁଖ୍ୟମନ୍ତ୍ରୀ

ଗତ ସୋମବାର ଲୋକସଭା ଭବନଠାରେ ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ସମୀକ୍ଷା ବୈଠକରେ ଆଗାମୀ ଗ୍ରୀଷ୍ମଋତୁରେ ବିଦ୍ୟୁତ୍‍ ଯୋଗାଣ ସୁନିଶ୍ଚିତ କରିବା ପାଇଁ ଏବଂ ପିଏମ୍‍ ସୂର୍ଯ୍ୟଘର ଯୋଜନାରେ ରାଜ୍ୟରେ ଅଧିକ ଲୋକଙ୍କୁ ସାମିଲ୍‍ କରିବା ସମ୍ପର୍କରେ ଆଲୋଚନା ହୋଇଥିଲା ବୈଠକରେ ଶକ୍ତି ବିଭାଗର ବଜେଟ୍‍ ଖର୍ଚ୍ଚ ଅତିକମ୍‌ରେ ୮୫% କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଖରାଦିନେ ସାଧାରଣତଃ ଓଭରଲୋଡିଂ ସମସ୍ୟା ଯୋଗୁ ବିଦ୍ୟୁତ୍‍ କାଟ […]

ଖରା ପାଇଁ ବିଏମସିର ନୂଆ ଗାଇଡ ଲାଇନ

ଆସନ୍ତା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଗତକାଲି ମୁଖ୍ୟାଳୟସ୍ଥିତ ଏକାମ୍ର ହଲରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ପାଇଁ ନିଷ୍ପତ୍ତି ନିଆଯାଇଛି। ବିଏମସିର ନିଷ୍ପତ୍ତି ଅନୁସାରେ, ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ୟ୍ୟନ୍ତ କାମ ବନ୍ଦ ରହିବ । ଏହି ସମୟରେ ଶ୍ରମିକଙ୍କୁ କାମ କରାଇଲେ ମିଳିବ ଦଣ୍ଡ । ଏନେଇ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗ ତରଫରୁ ସମସ୍ତ ରାଜସ୍ୱ […]

ରାଗ ଜର୍ଜରିତ ହୋଇ ବାପାର ମୁଣ୍ଡ କାଟିଦେଲା ପୁଅ

ମୟୂରଭଞ୍ଜ ଜିଲା ଚାନ୍ଦୁଆଁ ଥାନା ଅଧିନ ଠାରୁଆସାହି ଗ୍ରାମରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି । ପାରିବାରିକ ଗଣ୍ଡଗୋଳକୁ ନେଇ ପୁଅ ଉତ୍ୟକ୍ତ ହୋଇ ବାପାକୁ ଏକ ଟାଙ୍ଗିଆରେ ନିର୍ମମ ଭାବେ ହତ୍ୟା କରି ମୁଣ୍ଡକୁ କାଟିନେଇ ଥାନାରେ ଆତ୍ମସମର୍ପଣ କରିଛି । ତେବେ ଖବର ଅନୁସାରେ, ଅଧରାତିରେ ବାପା ପୁଅ ମଧ୍ୟରେ ବଚସା ହୋଇଥିଲା । ଏହାପରେ ନିଜ କ୍ରୋଧକୁ ସମ୍ଭାଳିପାରିନଥିବା ପୁଅ । ରାଗ ଜର୍ଜରିତ ହୋଇ ବାପାକୁ […]

ମାର୍ଚ୍ଚ ୫ରେ ପାଳନ ହେବନି ପଞ୍ଚାୟତିରାଜ ଦିବସ

ମାର୍ଚ୍ଚ ୫ ତାରିଖରେ ପାଳନ ହେବନି ପଞ୍ଚାୟତିରାଜ ଦିବସ। ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ। ଏ ନେଇ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।ଏପ୍ରିଲ ୨୪ରେ ମଧ୍ୟ ପାଳନ ହେବ ଲୋକସଭା ଦିବସ । ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମାର୍ଚ୍ଚ ୫କୁ ବିଜୁ ପଟ୍ଟନାୟକ ଜୟନ୍ତୀ ଭାବେ ପାଳନ ହେବ । କିନ୍ତୁ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବନି । ୨୦୨୦ରୁ […]

ଆତ୍ମହତ୍ୟା ଧମକ ଦେଇ ଅଡୁଆରେ ଆଇଆଇଟି ବାବା

ମହାକୁମ୍ଭରୁ ଭାଇରାଲ ହୋଇଥିବା ଅଭୟ ସିଂହ ଓରଫ ଆଇଆଇଟି ବାବା ଜୟପୁରରେ ଥିଲା ବେଳେ ପୋଲିସ ତାଙ୍କ ରୁମ୍‌ରେ ପହଞ୍ଚି ତାଙ୍କୁ ହେପାଜତକୁ ନେଇଛି। ପ୍ରକୃତରେ ସେ ସୋସିଆଲ ମିଡିଆରେ ଆତ୍ମହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଥିଲା। ତେବେ ବାବାଙ୍କ ସହ କିଛି ନିଶା ଦ୍ରବ୍ୟ ମିଳିବା ପରେ ମାମଲା ନୂଆ ମୋଡ ନେଇଛି ।ତେବେ ବାବା ଗଞ୍ଜେଇକୁ ସେବନ କରୁଥିଲେ ନା ବ୍ୟବସାୟ କରୁଥିଲେ ଏନେଇ ତଦନ୍ତ ଆରମ୍ଭ କରିଛି ରାଜସ୍ଥାନ ପୋଲିସ |ପରେ ପୋଲିସ […]

ଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ନବମ ପାଳି ।

ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ନବମ ପାଳି। ଲୋକଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି ସରକାର। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଆରମ୍ଭ ହୋଇଛି ଏକ ସ୍ୱତନ୍ତ୍ର ଅଭିଯାନ । ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଉଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ପାଇଁ ପୁରୀ ଜିଲ୍ଲାର ନିମାପଡ଼ାରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ […]