author

ଆଜିର ରାଶିଫଳ(୨୬ ମଇ,୨୦୨୪)

*ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।*   *ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।*  *ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। […]

ଗୁଗୁଲ ମ୍ୟାପ ଦେଖି କରୁଥିଲେ ଯାତ୍ରା, ନଦୀରେ ଭାସିଗଲା କାର

ପ୍ରାୟତଃ ଅଜ୍ଞାତ ସ୍ଥାନକୁ ଯାତ୍ରା କରିବା ସମୟରେ, ଲୋକମାନେ ନିଜ ଗନ୍ତବ୍ୟ ସ୍ଥଳରେ ପହଞ୍ଚିବା ପାଇଁ ଗୁଗୁଲ ମ୍ୟାପ ଉପରେ ନିର୍ଭର କରନ୍ତି। କିନ୍ତୁ ସବୁବେଳେ ଗୁଗୁଲ ମ୍ୟାପ୍ସ ଉପରେ ନିର୍ଭର କରିବା ଠିକ ହୋଇ ନ ଥାଏ। କେରଳର କୁରୁପନ୍ତରାଠାରେ ଗୁଗୁଲ ମ୍ୟାପର ବ୍ୟବହାର ଏତେ ମହଙ୍ଗା ପ୍ରମାଣିତ ହୋଇଥିଲା ଯେ ଏଥିରେ ମୃତ୍ୟୁ ହେବା ସୁନିଶ୍ଚିତ ଥିଲା। । କେରଳର କୋଟାୟାମ ଜିଲ୍ଲାର କୁରୁପନ୍ତରା ଅଞ୍ଚଳରେ ଏକ ଏସୟୁଭି ଚଳାଇ ଯାଉଥିବା କିଛି ଯାତ୍ରୀ […]

ସ୍କଲାରଶିପ୍‌‌ ନାଁରେ ୭ ଜଣ ଆଦିବାସୀ ଯୁବତୀଙ୍କୁ ଦୁଷ୍କର୍ମ

ମଧ୍ୟପ୍ରଦେଶର ସିଦ୍ଧି ଜିଲାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଅଭିଯୁକ୍ତ ଭଏସ ଚେଞ୍ଜିଂ ଆପ୍‌‌ ଜରିଆରେ ମହିଳାଙ୍କ ସ୍ୱରରେ ଯୁବତୀମାନଙ୍କୁ ଫୋନ୍‌‌ କରି ନିଜ ଜାଲରେ ଫସାଇ ଏଭଳି ଜଘନ୍ୟ ଅପରାଧ ଘଟାଇଥିବା ପୁଲିସ କହିଛି।ଦୁଷ୍କର୍ମର ଶିକାର ହୋଇଥିବା ଯୁବତୀମାନଙ୍କୁ ମହିଳା ଶିକ୍ଷକଙ୍କ ନାମରେ କଲ୍‌‌ ଆସୁଥିଲା। ସେମାନଙ୍କୁ ସ୍କଲାରଶିପ୍‌‌ ମିଳିଥିବା ନେଇ କୁହାଯାଉଥିଲା। ସ୍କଲାରଶିପ୍‌‌ ଅର୍ଥ ନେବା ଲାଗି ନିର୍ଦ୍ଦିଷ୍ଟ ଠିକଣାକୁ ଡକାଯାଉଥିଲା। ଯୁବତୀମାନେ ମହିଳାଙ୍କ ସ୍ୱର ଶୁଣି ତାଙ୍କ କଥାକୁ ବିଶ୍ୱାସ କରିନେଉଥିଲେ। […]

ଆଜିର ରାଶିଫଳ(୨୫ ମଇ,୨୦୨୪)

*ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।* *ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ […]

୮୪ଜଣ ଶ୍ରଦ୍ଧାଳୁଙ୍କୁ ରିଲ୍ସ କରିବା ମହଙ୍ଗା ପଡିଛି।

କେଦାରନାଥ, ବଦ୍ରିନାଥ, ଗଙ୍ଗୋତ୍ରୀ ଓ ଯମୁନୋତ୍ରୀ ଧାମର ମନ୍ଦିର ଭିତରେ ଆଉ ଭକ୍ତମାନେ ମୋବାଇଲ ଫୋନ୍ ନେଇ ଯାଇପାରିବେ ନାହିଁ କି ରିଲ୍ସ କରିପାରିବେ ନାହିଁ ବୋଲି ନିକଟରେ ଉତ୍ତରାଖଣ୍ଡର ମୁଖ୍ୟ ଶାସନ ସଚିବ ରାଧା ରତୁରୀ ନିର୍ଦ୍ଦେଶ ଦେଇଥିଲେ। ରିଲ୍ସ କରିବାକୁ ମନା କରାଯିବା ସତ୍ତ୍ବେ କିଛି ପର୍ଯ୍ୟଟକ ଏହାକୁ ଅଣଦେଖା କରିଥିଲେ। ଯେଉଁ କାରଣରୁ ୮୪ଜଣ ଶ୍ରଦ୍ଧାଳୁଙ୍କୁ ରିଲ୍ସ କରିବା ମହଙ୍ଗା ପଡିଛି। ସେମାନଙ୍କ ଠାରୁ ଜୋରିମାନା ରାଶି ଆଦାୟ ହୋଇଛି। ରି‌ପୋର୍ଟ ଲେଖାହେଲା […]

ଆଜିର ରାଶିଫଳ(୨୪ ମଇ,୨୦୨୪)

*ମେଷ: ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା  ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।* *ବୃଷ : କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି […]

ଆଜିର ରାଶିଫଳ(୨୩ ମଇ,୨୦୨୪)

*ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।*  *ବୃଷ : ଆଜି ନିଜର ଉତ୍ସାହ ଗୁଣ  ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]

ବଲିଉଡ ସୁପରଷ୍ଟାର୍ ଶାହରୁଖ ଅସୁସ୍ଥ

ବଲିଉଡ୍‌ର କିଙ୍ଗ୍‌ ଖାନ୍‌ ଶାହାରୁଖଙ୍କ ପାଇଁ ଚିନ୍ତାଜନକ ଖବର। ଅସୁସ୍ଥ ହୋଇ ଅହମ୍ମଦାବାଦର କେଡି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଅଭିନେତା। ଡିହାଇଡ୍ରେଶନକୁ ନେଇ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଡିସଚାର୍ଜ କରାଯାଇଥିବା ଜଣାପଡ଼ିଛି।ତେବେ ଅତ୍ୟଧିକ ଗରମ ଯୋଗୁଁ ସ୍ବାସ୍ଥ୍ୟାବସ୍ଥା ବିଗିଡିବା ପରେ ଅହମଦାବାଦର କେଡି ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଶାହରୁଖ ଖାନ୍ । କେକେଆର୍ ଟିମକୁ ସମର୍ଥନ ଦେବା ପାଇଁ ଶାହରୁଖ୍ ଅହମଦାବାଦରେ ପହଞ୍ଚିଥିଲେ । ଏହା ପରେ ଅତ୍ୟଧିକ ଗରମ ଯୋଗୁଁ ସେ ଅସୁସ୍ଥ ହୋଇପଡିଥିଲେ […]

ଆଜିର ରାଶିଫଳ(୨୨ ମଇ,୨୦୨୪)

*ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।*  *ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା […]

ଆଜିର ରାଶିଫଳ(୨୧ ମଇ,୨୦୨୪)

*ମେଷ: ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।* *ବୃଷ: ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ […]

ଆଜିର ରାଶିଫଳ(୧୯ ମଇ,୨୦୨୪)

*ମେଷ: ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।* *ବୃଷ: ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । […]

କରୋନା ପୁଣି ଦୁନିଆରେ ଆତଙ୍କ ସୃଷ୍ଟି କରିବାକୁ ଯାଉଛି।

ସିଙ୍ଗାପୁରରେ କ୍ରମାଗତ ଭାବେ ବଢୁଥିବା କରୋନା ମାମଲାକୁ ନେଇ ବିଶ୍ବର ଅନ୍ୟ ଦେଶମାନଙ୍କରେ ମଧ୍ୟ ଆତଙ୍କ ସୃଷ୍ଟି ହୋଇଛି। ଏହା ହେଉଛି କରୋନାର ଆଉ ଏକ ନୂଆ ଲହରର ପ୍ରତ୍ୟାବର୍ତ୍ତନ। କରୋନା ପୁଣି ଦୁନିଆରେ ଆତଙ୍କ ସୃଷ୍ଟି କରିବାକୁ ଯାଉଛି। ସିଂଗାପୁରରେ ସ୍ଥିତି ସଂକଟ ଜନକ ଅବସ୍ଥାରେ ପହଂଚିଛି । ମେ’ ୫ ତାରିଖରୁ ୧୧ ତାରିଖ ମଧ୍ୟରେ ସିଂଗାପୁରରେ ୨୬ ହଜାର ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସିଂଗାପୁର ସ୍ୱାସ୍ଥ୍ୟମନ୍ତ୍ରୀ ଏନେଇ ଲୋକଙ୍କ ସତର୍କ ରହିବା […]