author

୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ବର୍ତ୍ତମାନ ସମୟରେ ଡିଜିଟାଲ ପେମେଣ୍ଟର ଏକ ବଡ଼ ମାଧ୍ୟମ ପାଲଟିଛି ୟୁପିଆଇ। ପ୍ରତିଦିନ ଦେଶରେ କୋଟି- କୋଟି ୟୁପିଆଇ ଟ୍ରାଞ୍ଜାକ୍ସନ ହେଉଛି। ଦେଶରେ ଡିଜିଟାଲ୍ ପେମେଣ୍ଟକୁ ପ୍ରୋତ୍ସାହନ ଦେବା ପରେ ଏବେ ସରକାର UPI ଦେୟ ଉପରେ ପୁଣି ଥରେ ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ୍ (MDR) ଲାଗୁ କରିବାକୁ ଯୋଜନା କରୁଛନ୍ତି। ମିଳିଥିବା ସୂଚନା ଅନୁସାରେ, ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ୦.୫% ପର୍ଯ୍ୟନ୍ତ MDR ଶୁଳ୍କ ଧାର୍ଯ୍ୟ କରାଯାଇପାରେ। ଏହି ସମ୍ପର୍କରେ ଆଗାମୀ ଏକ […]

ରୋହିତଙ୍କ ସନ୍ନ୍ୟାସକୁ ନେଇ ବଢିଲା ଚର୍ଚ୍ଚା

ଇଂଲଣ୍ଡ ବିପକ୍ଷରେ ଭାରତ ଆସନ୍ତା ୧୯ ତାରିଖରେ ଦିନିକିଆ ସିରିଜର ଅନ୍ତିମ ମ୍ୟାଚ ଐତିହାସିକ ଲର୍ଡ୍ସ ଗ୍ରାଉଣ୍ଡରେ ଖେଳିବ । ଏହି ମ୍ୟାଚ ରୋହିତଙ୍କ କ୍ୟାରିୟରର ଶେଷ ମ୍ୟାଚ ହୋଇପାରେ ବୋଲି ଚର୍ଚ୍ଚା ହେଉଛି । ଯାହା ଫ୍ୟାନ୍ସଙ୍କ ପାଇଁ ବଡ଼ ଝଟକା ହୋଇପାରେ । ରିପୋର୍ଟ ମୁତାବକ, ରୋହିତଙ୍କ ସନ୍ନ୍ୟାସ ନେବା ଚର୍ଚ୍ଚା ଭିତରେ ତାଙ୍କ ମା ବାପା ଲଣ୍ଡନରେ ପହଞ୍ଚିଛନ୍ତି । ରୋହିତ ନିଜର ଭବିଷ୍ୟ ପାଇଁ ଚୟନକର୍ତ୍ତାଙ୍କ ପ୍ଲାନ ବିଷୟରେ ଜାଣିବା ପରେ […]

ରେଳବାଇର ‘ସେକେଣ୍ଡ କ୍ଲାସ୍ ଯାତ୍ରୀ’ ଶବ୍ଦ ଉପରେ ଆପତ୍ତି ଉଠାଇଲେ ସୁପ୍ରିମକୋର୍ଟ

ଭାରତୀୟ ରେଳବାଇରେ ସଂସ୍କାର ଏବଂ ଯାତ୍ରୀମାନଙ୍କ ସୁରକ୍ଷାକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି । କୋର୍ଟ ରେଳବାଇର ଦସ୍ତାବିଜରେ ବ୍ୟବହାର କରାଯାଉଥିବା ‘ସେକେଣ୍ଡ କ୍ଲାସ୍ ପ୍ୟାସେଞ୍ଜର’ ଅର୍ଥାତ ଦ୍ଵିତୀୟ ଶ୍ରେଣୀ ଯାତ୍ରୀ ଶବ୍ଦ ଉପରେ କଡ଼ା ଆପତ୍ତି ପ୍ରକାଶ କରିଛନ୍ତି ।ସର୍ବୋଚ୍ଚ ନ୍ୟାୟାଳୟ ସ୍ପଷ୍ଟ କରିଛନ୍ତି ଯେ, ଭାରତର ଇତିହାସରେ ବର୍ଗ ବିଭାଜନର ପୃଷ୍ଠଭୂମିକୁ ଦୃଷ୍ଟିରେ ରଖି କୌଣସି ବ୍ୟକ୍ତିଙ୍କୁ ଏହିପରି ସମ୍ବୋଧନ କରିବା ସମ୍ବିଧାନର ମୂଳ ଭାବନା ବିରୋଧୀ। ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି […]

ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ

ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲ ଅସୁସ୍ଥ । ଅସୁସ୍ଥତା କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।ତାଙ୍କର ଅସୁସ୍ଥତା ଖବର ଆସିବା ପରେ ବିରୋଧି ଦଳ ନେତା ନବୀନ ପଟ୍ଟନାୟକ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।ସେ ତାଙ୍କ ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲରେ ଲେଖିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଫୁଲ ସାମଲ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଷୟରେ […]

ଚିଲିକାରେ ଅନନ୍ୟ ଜଳ ରଥଯାତ୍ରା, ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ

ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ । ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ। ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ସାରା ବିଶ୍ୱ ବଡ଼ଦାଣ୍ଡରେ ରଥଟଣା ଦେଖୁଛି । ସେତିକିବେଳେ ଚିଲିକା ହ୍ରଦ ମଧ୍ୟରେ ଥିବା କଙ୍କଣ ଶିଖରୀଠାରେ ସମ୍ପୂର୍ଣ୍ଣ ନିଆରା ପରମ୍ପରା ଦେଖିବାକୁ ମିଳିଛି। ସାରା ବିଶ୍ୱର ରଥଯାତ୍ରା ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଓ ନିଆରା ଢଙ୍ଗରେ ଏଠାରେ ମହାପ୍ରଭୁଙ୍କ ଘୋଷଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସାଧାରଣତଃ କାଠ ତିଆରି ରଥରେ ବଡ଼ଦାଣ୍ଡ ଉପରେ ରଥଯାତ୍ରା […]

ଜନଗଣନା–୨୦୨୭ ପାଇଁ ଜୋରଦାର ପ୍ରସ୍ତୁତି , ସମସ୍ତ ବିଭାଗକୁ ସରକାରଙ୍କ ନିର୍ଦ୍ଦେଶ

ଜନଗଣନା-୨୦୨୭କୁ ଦୃଷ୍ଟିରେ ରଖି ଓଡ଼ିଶାରେ ପ୍ରସ୍ତୁତି ଆରମ୍ଭ ହୋଇଛି । ଜିଲ୍ଲା ଜନଗଣନା ହ୍ୟାଣ୍ଡବୁକ ବା ଡିସିଏଚ୍‌ବି ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ । ଆବଶ୍ୟକ ଗ୍ରାମ ଓ ସହର ନିର୍ଦ୍ଦେଶିକା ସମ୍ବନ୍ଧୀୟ ତଥ୍ୟ ସଂଗ୍ରହରେ ସମସ୍ତ ବିଭାଗ ଓ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କୁ ପୂର୍ଣ୍ଣ ସହଯୋଗ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଓଡ଼ିଶାର ଜନଗଣନା ନିର୍ଦ୍ଦେଶକ ନିଖିଲ ପବନ କଲ୍ୟାଣ ଚିଠି ଲେଖି ସମସ୍ତ ବିଭାଗର ସହଯୋଗ ଲୋଡିଛନ୍ତି ।ଜନଗଣନା କାର୍ଯ୍ୟକୁ ସମୟବଦ୍ଧ ଓ […]

ପାଠ୍ୟପୁସ୍ତକ ତ୍ରୁଟି ମାମଲା:  ଆକ୍ସନ୍ ମୋଡ୍‌ରେ କ୍ରାଇମବ୍ରାଞ୍ଚ , ଜୋରଦାର ଚାଲିଛି ତଦନ୍ତ

ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ଶୁକ୍ରବାର ଓସେପା ଅଫିସ୍‌ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।ତଦନ୍ତ ବେଳେ ଅଧିକାରୀମାନେ ଓସେପା ଉପନିର୍ଦ୍ଦେଶିକା ଇତିଶ୍ରୀ ନାୟକଙ୍କୁ ପଚରାଉଚରା କରିଥିବା ସୂଚନା ମିଳିଛି। ଏପରକି କ୍ରାଇମବ୍ରାଞ୍ଚ ଟିମ୍‌ ଓସେପାରୁ ତଥ୍ୟ ଏବଂ ରିପୋର୍ଟ ସଂଗ୍ରହ କରି SCERT ଯିବ ବୋଲି ସୂଚନା ମିଳିଛି।ଏହା ମଧ୍ୟରେ ପାଠ୍ୟପୁସ୍ତକ ମୁଦ୍ରଣ ଓ ବିକ୍ରୟ କାର୍ଯ୍ୟାଳୟର ପୂର୍ବତନ ସିନିୟର ଅଫସେଟ ଅପରେଟର ପ୍ରଦୀପ କୁମାର ମିଶ୍ର […]

ଅତ୍ୟଧିକ ଭିଡ଼କୁ ଦେଖି ବୃଦ୍ଧ-ଶିଶୁଙ୍କୁ ପୁରୀ ନଆସିବାକୁ ଅନୁରୋଧ କଲେ ଡିଜିପି

ସକାଳୁ ସକାଳୁ ବଡ଼ଦାଣ୍ଡରେ ଜମିଥିଲା ଲକ୍ଷ ଲକ୍ଷ ଭକ୍ତଙ୍କ ସମୁଦ୍ର । ତେବେ ଭିଡ଼କୁ ଦୃଷ୍ଟିରେ ରଖି ଛୋଟ ପିଲା ଏବଂ ବୟସ୍କଙ୍କୁ ନେଇ ପୁରୀ ନ ଆସିବାକୁ ପୋଲିସ ଡିଜି ୱାଇ.ବି ଖୁରାନିଆ ସୂଚନା ଦେଇଛନ୍ତି ।ପ୍ରଶାସନ ଓ ପୁଲିସର କଡ଼ା ବ୍ୟବସ୍ଥା ଯୋଗୁଁ କୌଣସି ଅଘଟଣ ଘଟିନଥିବା ଜଣାପଡିଛି। ମହାପ୍ରଭୁଙ୍କ ଦର୍ଶନକୁ ଅଧିକ ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ପ୍ରଶାସନ ଗୁରୁତ୍ୱ ଦେବ ବୋଲି ଡିଜିପି ୱାଇବି ଖୁରାନିଆ ସୂଚନା ଦେଇଛନ୍ତି । ଗୁଣ୍ଡିଚା […]

ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲା ୩ ରଥ

ଶେଷ ହେଲା ରଥ ଟଣା । ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ । ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ପୁରା ବଡ଼ଦାଣ୍ଡ । ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ପହଞ୍ଚିଥିଲା। ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଏବଂ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ମଧ୍ୟ ଶରଧାବାଲିରେ ପହଞ୍ଚିଛି।ନନ୍ଦିଘୋଷ ରଥ ଗୁଣ୍ଡିଚାରେ ପହଞ୍ଚିବା ମାତ୍ରେ ଭକ୍ତମାନଙ୍କ ମୁହଁରେ ଖୁସିର ଝଲକ ସ୍ପଷ୍ଟ ଦେଖିବାକୁ ମିଳିଥିଲା । ଅନେକଙ୍କ ବିଶ୍ୱାସ, […]

IIC ବିୟୁଟି ମହାନ୍ତିଙ୍କ ମୋବାଇଲ୍ ଫୋନ୍‌ ଡାଟାର ପୋଲିସ କରୁଛି ଆନାଲିସିସ୍: ଡିସିପି

ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ଆଉ ଏକ ପ୍ରତିକ୍ରିୟା ଦେଇଛନ୍ତି। ଡିସିପି କହିଛନ୍ତି, ଡିଜିଟାଲ ପ୍ରମାଣ ମିଳିଛି, ଏସ୍‌ଏଫ୍‌ଏଲ ରିପୋର୍ଟ ବି ହସ୍ତଗତ ହୋଇଛି। କିଛି ବ୍ୟକ୍ତିଙ୍କୁ ଉକ୍ତ ଘଟଣାରେ ପଚରାଉଚରା କରାଯାଇଛି, ମୋବାଇଲରୁ ବି କିଛି ତଥ୍ୟ ମିଳିଛି। ତଥାପି ଏ ପର୍ଯ୍ୟନ୍ତ ମୃତ୍ୟୁ ଘଟଣାର ପ୍ରକୃତ ତଥ୍ୟ ଜଣାପଡ଼ିନାହିଁ। ଏବେ ବି ତଦନ୍ତ ଚାଲୁ ରହିଛି ବୋଲି ଡିସିପି କହିଛନ୍ତି।କଟକ ଡିସିପି ଖିଲାରୀ ଋଷିକେଶ […]

ମହାପ୍ରଭୁ ଜଗନ୍ନାଥ ରିଲିଜ୍‌ ଉପରେ ରୋକ, ହାଇକୋର୍ଟଙ୍କ ଅନ୍ତରୀଣ ରାୟକୁ କାଏମ ରଖିଲେ ସୁପ୍ରିମକୋର୍ଟ

‘ମହାପ୍ରଭୁ ଜଗନ୍ନାଥ’ ଫିଲ୍ମର ରିଲିଜ୍‌ ଉପରେ ରୋକ୍ ଲଗାଇଛନ୍ତି ସୁପ୍ରିମକୋର୍ଟ । ‘ମହାପ୍ରଭୁ ଜଗନ୍ନାଥ’ଙ୍କୁ ନେଇ ତିଆରି ହୋଇଥିବା ଆନିମେସନ୍ ଚଳଚ୍ଚିତ୍ରର ମୁକ୍ତିଲାଭ ତାରିଖ ଘୁଞ୍ଚାଇବାକୁ ସୁପ୍ରିମକୋର୍ଟ ଫିଲ୍ମ ନିର୍ମାତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।।ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଏନେଇ ସୂଚନା ଦେଇଛନ୍ତି ।ଇଲେ ଆନିମେସନ୍ ପ୍ରାଇଭେଟ୍ ଲିମିଟେଡ୍‌ ପକ୍ଷରୁ ସୁପ୍ରିମକୋର୍ଟରେ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରାଯାଇଥିଲା । ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ୍ ବିଭି ନାଗରତ୍ନା ଓ ଜଷ୍ଟିସ୍ ଆର୍ ମହାଦେବନଙ୍କ ଖଣ୍ଡପୀଠ ଆବେଦନର ଶୁଣାଣି କରି […]

3 idiots ସୋନମ ୱାଙ୍ଗଚୁକଙ୍କ ଉପରେ ଆଧାରିତ ନୁହେଁ,ଶୀଘ୍ର ଅନଶନ ଶେଷ କରନ୍ତୁ : ଆମିର ଖାନ

ପ୍ରସିଦ୍ଧ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କ ଚାଲିଥିବା ଅନଶନକୁ ନେଇ ବଲିଉଡ୍ ଅଭିନେତା ଆମିର ଖାନ ପ୍ରଥମ ଥର ପ୍ରତିକ୍ରିୟା ଦେଇଛନ୍ତି। ବ୍ରିଟିଶ୍ ଫିଲ୍ମ ଇନଷ୍ଟିଟ୍ୟୁଟରେ କଥାହେବା ବେଳେ ସେ କହିଛନ୍ତି, ଆମେ ସମସ୍ତେ ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ । ଆମର ଆଶା ଏହା ଯେ ସେ ଶୀଘ୍ର ନିଜ ଅନଶନ ଶେଷ କରିବେ ଏବଂ ସ୍ୱାସ୍ଥ୍ୟର ଯତ୍ନ ନେବେ । ଅନ୍ୟପଟେ, ‘୩ ଇଡିଅଟ୍ସ’ ଫିଲ୍ମରେ ସୋନମ ୱାଙ୍ଗଚୁକଙ୍କ ଦ୍ୱାରା ଅନୁପ୍ରାଣିତ ଚରିତ୍ରରେ ଅଭିନୟ […]