author

ଆଜିର ରାଶିଫଳ(୧୨ ମଇ,୨୦୨୪)

*ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।*  *ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।*  *ମିଥୁନ: […]

ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ, ନୟାଗଡ ଜିଲ୍ଲାରେ  ୩୮୯୭ ଟି ମାମଲା ଫଇସଲା

ନୟାଗଡ଼,(ଓଡ଼ିଶା ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ଭାରତର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ଦିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ  ୬ ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ  ବାବଦକୁ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି  ୬୦ ଟି ଦେୱାନି […]

ଆଜିର ରାଶିଫଳ(୧୧ ମଇ,୨୦୨୪)

*ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।*   *ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।*   *ମିଥୁନ: […]

ହାଜର ହେଲେ ନାହିଁ ଅନୁଭବ ମହାନ୍ତି । ହୋଇପାରିଲାନି ଚାର୍ଜ ଫ୍ରେମ୍।

ହାଜର ହେଲେ ନାହିଁ ଅନୁଭବ ମହାନ୍ତି । ହୋଇପାରିଲାନି ଚାର୍ଜ ଫ୍ରେମ୍। ଅନୁଭବ ଓ ଦୁଇ ସହଯୋଗୀ ଆଜି ହାଜର ହେବାକୁ ନିର୍ଦ୍ଦେଶ ଥିଲା । ବ୍ୟକ୍ତିଗତ କାରଣ ଦର୍ଶାଇ ନିଜ ଓକିଲଙ୍କ ଜରିଆରେ କୋର୍ଟଙ୍କୁ ସମୟ ମାଗିଲେ । କୋର୍ଟ ଆବେଦନକୁ ଗ୍ରହଣ କରି ସମୟ ଦେଲେ । ତେଣୁ ଆସନ୍ତା ସୋମବାର ଅନୁଭବ ଓ ତାଙ୍କ ସହଯୋଗୀ କୋଟୟରେ ହାଜର ହେବେ ବୋଲି ସୂଚନା ରହିଛି । ବର୍ଷାାଙ୍କ ଦ୍ୱାରା ଦାଏର ମାମଲାର ଉପରେୀ […]

ଅଲଗା ହେବେ ଦୀପଭିର!

ବଲିଉଡ୍‌ର ଅତରଙ୍ଗୀ ଓ ମସ୍ତାନୀ କପଲ୍ ଦୀପିକା ପାଦୁକୋନ ଓ ରଣଭୀର ସିଂହ । ହେଲେ ବୈବାହିକ ଜୀବନରେ ଉଠିଛି ଝଡ । ଅଲଗା ହେବାକୁ ଯାଉଛନ୍ତି ଏହି ସେଲିବ୍ରିଟି କପଲ୍ । ସବୁଠାରୁ ଆଶ୍ଚର୍ଯ୍ୟ କରିଦେବା ଭଳି କଥା ହେଉଛି ଉଭୟ ଇନଷ୍ଟାରେ ଥିବା ୩ବର୍ଷ ପୂର୍ବର ସମସ୍ତ ବିବାହ ଫଟୋକୁ ଡିଲିଟ କରିଛନ୍ତି। ଇନଷ୍ଟାରେ ରଣଭିରଙ୍କ ପ୍ରୋଫାଇଲରେ ମାତ୍ର ୧୩୩ପୋଷ୍ଟ ଅଛି। ସେହିପରି ଦୀପିସୂଚନା ଥାଉକି, ଏବେ ନିଜର ପ୍ରଥମ ସନ୍ତାନ ଅପେକ୍ଷାରେ ଅଛନ୍ତି […]

ଆଜିର ରାଶିଫଳ(୧୦ ମଇ,୨୦୨୪)

*ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।*   *ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]

ରୁବେଲା ଭାଇରସକୁ ନେଇ ଗର୍ଭବତୀଙ୍କୁ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ସତର୍କ କାରାଇଛନ୍ତି।

ରୁବେଲା ଭାଇରସକୁ ନେଇ ଗର୍ଭବତୀଙ୍କୁ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ସତର୍କ କାରାଇଛନ୍ତି। ସେ କହିଛନ୍ତି, ଗର୍ଭବତୀ ମହିଳାଙ୍କ ଠାରେ ରୁବେଲା ହେଲେ ସେମାନଙ୍କ ସନ୍ତାନଙ୍କ କ୍ଷେତ୍ରରେ ମଧ୍ୟ ଜନ୍ମରୁ ଏହି ଭାଇରସ ଦେଖା ଦେଇଥାଏ। ଗର୍ଭବତୀ ମହିଳାଙ୍କୁ ଜ୍ୱର ହେଲେ ତୁରନ୍ତ ଟେଷ୍ଟିଂ କରାନ୍ତୁ। ସେ କହିଛନ୍ତି, ଭୟଭୀତ କି ଆତଙ୍କିତ ହୁଅନ୍ତୁ ନାହିଁ। ଆମର ଆରଆରଟି ଟିମ ସରଭେଲାନ୍ସ କରୁଛି। ଇମ୍ୟୁନାଇଜେଶନକୁ ଗୁରୁତ୍ୱ ଦେଉଛୁ। ସୂଚନାଯୋଗ୍ୟ, ନବରଙ୍ଗପୁର ଜିଲ୍ଲାରେ ୨ ରୁବେଲା ଆକ୍ରାନ୍ତ […]

ଚା’ ପ୍ରେମୀମାନେ ସାବଧାନ! ସତର୍କ ନ ହେଲେ ହୋଇପାରେ ଅନେକ ଅସୁବିଧା

ଚା’ ହେଉଛି ଏମିତି ଏକ ଜିନିଷ ଯାହାର ସାହାଯ୍ୟରେ ଅନେକଙ୍କ ଘରେ ସକାଳ ଆରମ୍ଭ ହୁଏ । ଏମିତି କିଛି ଘର ଅଛି ଯେଉଁଠି ବିନା ଚା’ ରେ ଜଳଖିଆ ହୋଇଥାଏ ନଥାଏ। ଆପଣ ଦେଖିଥିବେ କିଛି ଲୋକ ଚା’ ପିଇବାରେ ଏତେ ଅଭ୍ୟସ୍ତ ହୋଇଯାଇଥାନ୍ତି ଯେ, ଦିନରେ ଅନେକ ଥର ଏହାକୁ ପିଇଥାନ୍ତି । ଅନେକ ଲୋକ ବେଡ୍ ଟି ବିନା ଶେଯରୁ ଉଠନ୍ତି ନାହିଁ । ଅନୁଧ୍ୟାନରୁ ଜଣାପଡିଛି ବେଡ୍ ଟି ସ୍ୱାସ୍ଥ୍ୟ ପାଇଁ […]

ଆଜିର ରାଶିଫଳ(୯ ମଇ,୨୦୨୪)

* ମେଷ *ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ ।  ହାତକୁ ନେଇଥିବା  ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ  ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ* *ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ […]

ଜିଲ୍ଲାପାଳଙ୍କ ଦ୍ଵାରା ନିର୍ବାଚନ ସମୀକ୍ଷା ବୈଠକ

ନୟାଗଡ଼, (ଓଡ଼ିଶା ଦର୍ପଣ): ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ସ୍ଵଧାଦେବ ସିଂଙ୍କ ସଭାପତିତ୍ବରେ ଜିଲ୍ଲାର ସମସ୍ତ ଆର.ଓ, ଏ.ଆର.ଓ, ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନେଇ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଜିଲ୍ଲାର ନିର୍ବାଚନ ପରିଚାଳନା ସମ୍ପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଅଛି । ଏହି ବୈଠକରେ ଜିଲ୍ଲାପାଳ ନୟାଗଡ଼ ଜିଲ୍ଲାରେ ମେ ୨୦ ଓ ମେ ୨୫ରେ ହେବାକୁ ଥିବା ସାଧାରଣ ନିର୍ବାଚନ କିପରି ସମସ୍ତଙ୍କ ସହଯୋଗରେ ସ୍ଵଚ୍ଛ, ନିରପେକ୍ଷ ଭାବରେ ସମ୍ପନ୍ନ ହୋଇପାରିବ, […]

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ ପୁଅ ଆଉ …..

ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ ମହିଳାଙ୍କୁ ଦ୍ୱିତୀୟ ବିବାହ କରିବାକୁ ଉଦ୍ୟମ କରି ହଟହଟା ହୋଇଛନ୍ତି।କୋର୍ଟରେ ବିବାହ ପାଇଁ ପୁଅ ପ୍ରସ୍ତୁତି ଚଳାଇଥିବାବେଳେ ବାପା କୋର୍ଟରେ ପହଞ୍ଚି ପୁଅକୁ ଟାଣି ଟାଣି ଆଣି ଥାନାର ଜିମା ଦେଇଛନ୍ତି । ଭଦ୍ରକ ଜିଲ୍ଲା ବାସୁଦେବପୁର ଏଡତାଳ ଗାଁର ଘଟଣାକୁ ନେଇ ସବୁଠି ଚର୍ଚ୍ଚା ଆଉ ଆଲୋଚନା। ପୁରା ଘଟଣା ଥିଲା କିଛି […]

ଆଜିର ରାଶିଫଳ(୮ ମଇ,୨୦୨୪)

*ମେଷ* : *ଆଜି  ଦିନଟି  ନିଜର କ୍ୟାରିୟର ସୁଧାର ପାଇଁ   ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।*  *ବୃଷ:ଆଜି ଆପଣଙ୍କ ଭାବନା  ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।*  *ମିଥୁନ:* *ଆଜି ନିଜର ନୂଆ ବିଚାର ଆର୍ଥିକ […]