*ମେଷ**ଆଜି ଶୁଭ ଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବେୟ ଅଧିକ ହେଲେମଧ୍ୟ କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି।* *ବୃଷ*ରାଶିରେ ଉଚ୍ଚସ୍ଥ ଚନ୍ଦ୍ର ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ। ଘରେ ହେଉ କିମ୍ବା ବାହାରେ ସବୁଠି ଆଜି ଅନ୍ୟମାନଙ୍କଠାରୁ ପ୍ରଶଂସା ପାଇବେ। ଏକ ନୂତନ […]
*ମେଷ: ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।* *ବୃଷ: ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି […]
*ମେଷ:-ଆଜି ଆପଣଙ୍କର ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁସଙ୍ଗିକ ପରିବଶେ ସୃଷ୍ଟି କରିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ, ପରିବହନର ଝଗଡାରେ ବିଜୟୀ ହେବେ।* *ବୃଷ:-ଆଜି ନିଜର ସମ୍ପର୍କୀୟ କିମ୍ବା ପଡୋଶିନୀଙ୍କ ସହାନୁଭୂତି ଯୋଗୁ କାର୍ଯ୍ୟସାଧନ କରିପାରିବେ। ବ୍ୟବସାୟିକ ସଫଳତା ଓ କଳା, ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ […]
*ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ।* *ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। […]
କୋଭିସିଲ୍ଡରେ ପାର୍ଶ୍ବପ୍ରତିକ୍ରିୟା ନେଇ ବ୍ରିଟେନ୍ କୋର୍ଟରେ ଆଷ୍ଟ୍ରାଜେନେକା ସ୍ବୀକାର କରିବା ପରେ ଭାରତରେ ଭୟ ଦେଖା ଦେଇଛି । ଏହାରି ଭିତରେ ଏହାକୁ ନେଇ ଆଶ୍ବସ୍ତିକର ଖବର ଦେଇଛି ଆଇସିଏମଆର୍ । ଦି ଇଣ୍ଡିଆନ କାଉଁସିଲ୍ ଅପ୍ ମେଡିକାଲ ରିସର୍ଚ୍ଚର ଜଣେ ପୂର୍ବତନ ବୈଜ୍ଞାନିକ କୋଭିସିଲ୍ଡକୁ ନେଇ କୌଣସି ପ୍ରକାର ଭୟଭୀତ ହେବାର ନାହିଁ ବୋଲି କହିଛନ୍ତି । ଏଥିରେ ସାଇଡ୍ ଇଫେକ୍ଟ ବହୁତ କମ୍ ମାମଲାରେ ଦେଖାଯାଉଛି । କୋଭିସିଲ୍ଡ ନେଇଥିଲା ୧୦ ଲକ୍ଷ ଲୋକଙ୍କ […]
*ମେଷ:-ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।* *ବୃଷ:-ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ ସନ ଲାଗି […]
ହିନ୍ଦୁ ସଂସ୍କୃତିରେ ବିବାହକୁ ଏକ ସଂସ୍କାର ଭାବେ ବିବେଚନା କରାଯାଏ। ବିବାହର ଆକ୍ଷରିକ ଅର୍ଥ ହେଉଛି ବିଶେଷ ଭାବେ ବହନ କରିବା । ପାଣିଗ୍ରହଣ ସଂସ୍କାର ସାଧାରଣତଃ ହିନ୍ଦୁ ବିବାହ ଭାବରେ ଜଣାଶୁଣା । ଆପଣମାନେ ବିବାହ ନିମନ୍ତ୍ରଣ ପତ୍ର ପାଉଥିବେ, ସେଥିରେ ଲେଖା ଥିବ ଶୁଭ ବିବାହ ଉପଲକ୍ଷେ ନିମନ୍ତ୍ରଣ ପତ୍ର; ତେବେ ଶୁଭ ବିବାହ କ’ଣ? ଶୁଭ ବିବାହର ଅର୍ଥ ହେଉଛି ସେହି ବିବାହ ଯାହା ଉଭୟ ପକ୍ଷଙ୍କ ପାଇଁ ସୁଖଦ ଏବଂ ସଫଳ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଶ୍ରମିକ ଦିବସ ଅବସରରେ ମଇ ପହିଲାଦିନ ରଣପୁର ନିର୍ବାଚନମଣ୍ଡଳୀ ପାଇଁ ସି.ପି.ଆଇ.(ଏମ୍) ପକ୍ଷରୁ ଯୁବ ସଙ୍ଗଠନ ଡି. ୱାଇ.ଏଫ୍.ଆଇ.ର ରାଜ୍ୟ ସଭାପତି ସରୋଜ କୁମାର ନାୟକ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଶତାଧିକ କର୍ମୀଙ୍କ ଗହଣରେ ଶୋଭାଯାତ୍ରାରେ ଯାଇ କମ୍ରେଡ୍ ସରୋଜ ଅତିରିକ୍ତ ଜିଲ୍ଲାପାଳ ତଥା ସମ୍ପୃକ୍ତ ନିର୍ବାଚନ ମଣ୍ଡଳୀର ରିଟର୍ଣୀ ଅଫିସର ଦିଲ୍ଲୀପ କୁମାର ବଳଙ୍କ ପାଖରେ ମନୋନୟନ ପତ୍ର ଦାଖଲ କରିଛନ୍ତି। ବିଜେପି ବିଜେଡ଼ିର ଭାଗିଦାରୀ ପ୍ରଜାଶୋଷଣକୁ ପ୍ରତିହତ କରି କୃଷକ-ଶ୍ରମିକ ସପକ୍ଷବାଦୀ ଗଣାଭିମୁଖୀ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ଚଳିତ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ବିଶ୍ଵ ହାସ୍ୟ ଦିବସ -୨୦୨୪ ଉପଲକ୍ଷେ ମଇ ମାସ ପ୍ରଥମ ରବିବାର ୫ ତାରିଖ ଦିନ ନୟାଗଡ଼ ଜିଲ୍ଲା ସାହିତ୍ୟ ସଂସ୍କୃତି ବିକାଶ ମଞ୍ଚ ପକ୍ଷରୁ ପାଳିତ ହେବାକୁ ଥିବା “ ହସି-ହସାଅ” କାର୍ଯ୍ୟକ୍ରମ ଏବଂ ଉତ୍କଳଘଣ୍ଟ ହାସ୍ୟ ରସିକ ଉପାୟନ ପ୍ରଦାନ ଉତ୍ସବ ସ୍ଥଗିତ ରଖାଗଲା ବୋଲି ଅନୁଷ୍ଠାନର ସଭାପତି ପ୍ରମୋଦ ପଟ୍ଟନାୟକ ଏକ ପ୍ରେସ୍ ବିଜ୍ଞପ୍ତିରେ ଜଣାଇଛନ୍ତି ।
ଆମେରିକା ଓ ଓ୍ଵେଷ୍ଟଇଣ୍ଡିଜରେ ଆୟୋଜନ ହେବାକୁ ଥିବା ଟି-୨୦ ବିଶ୍ଵକପ୍ ପାଇଁ ମନୋନୟନକାରୀ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛନ୍ତି। ଅଜିତ ଅଗରକରଙ୍କ ନେତୃତ୍ଵାଧୀନ ଚୟନ କମିଟି ରୋହିତ ଶର୍ମାଙ୍କ ନେତୃତ୍ଵାଧୀନ ଭାରତୀୟ ଦଳରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଉପ ଅଧିନାୟକ ଦାୟିତ୍ଵ ଦେଇଥିବା ବେଳେ ଓ୍ଵିକେଟ୍ କିପର ବ୍ୟାଟର ଭାବେ ଋଷଭ ପନ୍ତ ଓ ସଞ୍ଜୁ ସାମସନଙ୍କୁ ଦଳରେ ସାମିଲ କରିଛନ୍ତି। ଟି -୨୦ ବିଶ୍ୱକପ୍ ୨୦୨୪ ପାଇଁ ଭାରତୀୟ କ୍ରିକେଟ ଦଳ – ରୋହିତ […]
*ମେଷ: ଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ।* *ବୃଷ: ବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍ବେଗ ବଢିପାରେ।* *ମିଥୁନ: […]
*ମେଷ-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।* *ବୃଷ–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ […]
