*ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।* *ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା […]
ସିୟାଚୀନରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସୀମା ସଶସ୍ତ୍ର ବଳର ଯବାନ ମାନଙ୍କୁ ଭେଟିବା ସହ କଲେ ଆଲୋଚନା । ଦିଲ୍ଲୀରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଲଦାଖରେ ପହଁଚିବା ପରେ ସିୟାଚେନ୍ ଗ୍ଲେସିୟରକୁ ଯାଇ ସୀମା ସଶସ୍ତ୍ର ବଳର ଯବାନ ମାନଙ୍କୁ ଭେଟିଛନ୍ତି । ବିଯୁକ୍ତ ତାପମାତ୍ରାରେ ନିୟୋଜିତ ହୋଇ ଦେଶବାସୀଙ୍କ ସେବା କରୁଥିôବା ଯବାନଙ୍କ କାର୍ଯ୍ୟକୁ ପ୍ରଶଂସା କରିଥିଲେ ରାଜନାଥ। ଏହି ଅବସରରେ ଯବାନମାନଙ୍କୁ ସମ୍ବୋଧନ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ। ଗତ ୫ବର୍ଷ ତଳେ ତାଙ୍କୁ […]
*ମେଷ: ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।* *ବୃଷ: ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ […]
*ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।* *ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ […]
*ମେଷ: ଆଜି ପରିବାରରେ ସନ୍ଦେହ ଓ ଭୁଲ୍ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।* *ବୃଷ: ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । […]
ପ୍ରଥମେ ନେସଲେ, ଏବେ ଏଭେରେଷ୍ଟ । ନେସଲେ କମ୍ପାନୀ ଉତ୍ପାଦ ଉପରେ ପ୍ରଥମ ପ୍ରଶ୍ନ ଉଠିଥିଲା ତ ଏବେ ଏଭେରେଷ୍ଟର ମାଛ ମସଲାକୁ ନେଇ ପ୍ରଶ୍ନ ଉଠିଛି । ଭାରତର ଚର୍ଚ୍ଚିତ ମସଲା ବ୍ରାଣ୍ଡ ଏଭରେଷ୍ଟର ‘ଫିସ୍ କରୀ’ ଉପରେ ପ୍ରତିବନ୍ଧକ ଲଗାଇଛି ସିଙ୍ଗାପୁର । ଏପ୍ରିଲ ୧୮ରେ ଜାରି ଏକ ବୟାନ ଅନୁଯାୟୀ, ସିଙ୍ଗାପୁରର ଖାଦ୍ୟ ସୁରକ୍ଷା ଏଜେନ୍ସୀ, ଏଭରେଷ୍ଟର ‘ଫିସ୍ କରୀ’ ମସଲାକୁ ବଜାରରୁ ଫେରାଇନେବାକୁ ଆଦେଶ ଦେଇଛନ୍ତି।ପ୍ରକୃତରେ ଅଭିଯୋଗ ହୋଇଛି ଯେ, ଭାରତରୁ […]
ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର ଆକ୍ରମଣକୁ ପ୍ରତିହତ କରି ପ୍ରତିଶୋଧ ନେଇ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଇସ୍ରାଏଲ ଶୁକ୍ରବାର ସକାଳେ ଇରାନ ଉପରେ ଆକ୍ରମଣ କରିଦେଇଛି । ଇରାନର ଇସଫାହନ ସହରରେ ଥିବା ଏକ ବିମାନବନ୍ଦରକୁ ମିସାଇଲ ମାଡ କରିଛି ଇସ୍ରାଏଲ । ସପ୍ତାହେ ତଳେ ମିସାଇଲ ଓ ଡ୍ରୋନ୍ ଆକ୍ରମଣ ପରେ ଇସ୍ରାଏଲ ଆଜି ଜବାବରେ […]
ମେଷ : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ । ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ […]
ନୟାଗଡ଼, (ଓଡ଼ିଶା ଦର୍ପଣ): ପ୍ରତ୍ୟେକ ଦିନ ବିରୋଧୀ ପକ୍ଷରୁ କର୍ମୀ ଓ ନେତା ମାନେ ବିଜେଡିରେ ସାମିଲ ହେବାରେ ଲାଗିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ମୂଳକ ଚିନ୍ତାଧାରା ଏବଂ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଶାନ୍ତି, ମୈତ୍ରୀ ଓ ଉନ୍ନତୀର ନାରା ନିର୍ବାଚନ ମଣ୍ଡଳୀରେ ବିଜେଡି ସଂଗଠନକୁ ମଜୁବୁତ କରିଛି । ଗତ ଏକ ମାସ ମଧ୍ୟରେ ହଜାରରୁ ଉର୍ଦ୍ଧ୍ବ ନେତା ଓ କର୍ମୀ ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି […]
ବରିଷ୍ଠ ଓଡ଼ିଆ ଅଭିନେତା ତଥା ନିର୍ଦେଶକ ସଚ୍ଚି ଦାସ(୮୮)ଙ୍କର ପରଲୋକ ଘଟିଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିବାବେଳେ ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଛି।ସଚ୍ଚି ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନପ୍ରାପ୍ତ ଜଣେ ଓଡ଼ିଆ ନାଟ୍ୟକାର, ନିର୍ଦ୍ଦେଶକ ଏବଂ ଅଭିନେତା । ଓଡ଼ିଶା ଯାତ୍ରା ଜଗତର ଭୀଷ୍ମ ପିତାମହ ଭାବେ ଜଣାଶୁଣା ସଚ୍ଚି ଦାସ । ସେ ୫୦୦ରୁ ଉର୍ଦ୍ଧ୍ୱ ଯାତ୍ରା ସହିତ, ୧୦୦ରୁ ଉର୍ଦ୍ଧ୍ୱ ନାଟକରେ ନିର୍ଦ୍ଦେଶନା ଦେଇଛନ୍ତି । ୪୦୦ରୁ […]
*ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।* *ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।* *ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]
*ମେଷ:କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ।**ବୃଷ:ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ […]
