author

ଅବକାରୀ ଚଢ଼ାଉ, ଦୁଇଟି ସ୍ଥାନରୁ ଜବତ ହେଲା ସାଢ଼େ ସାତ କେଜି ଗଞ୍ଜେଇ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଅବକାରୀ ବିଭାଗ ଆଜି ଦୁଇ ଦୁଇଟି ସ୍ଥାନରେ ଚଢ଼ାଉ କରି ମୋଟ ୭କେଜି  ୪୦୦ ଗ୍ରାମ ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୭୪ ହଜାର ଟଙ୍କା ହେବ । ମାମଲାରେ ଦୁଇଜଣ ଅଭିଯୁକ୍ତକୁ ଗିରଫ କରାଯାଇଛି। ମିଳିଥିବା ସୂଚନା ଅନୁସାରେ  ନୂଆଗାଁ ଥାନା ନଇତଲା ଗ୍ରାମର ଅନାତ ଜଟିଙ୍କ ପୁଅ ଗୁନେନ୍ଦ୍ର କୁମାର ଜଟିଙ୍କୁ ଅବକାରୀ ବିଭାଗ ଗିରଫ କରିଛି । ଅବକାରୀ ବିଭାଗ ଆଜି […]

ଦେବାଶିଷ ହେଲେ ଜିଲ୍ଲା ନିର୍ବାଚନ ସଂଯୋଜକ

ନୟାଗଡ଼, (ଓଡ଼ିଶା ଦର୍ପଣ): ବିଜୁ ଜନତା ଦଳ ପକ୍ଷରୁ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ.ଦେବାଶିଷ ପଟ୍ଟନାୟକଙ୍କୁ ଜିଲ୍ଲା ନିର୍ବାଚନ ସଂଯୋଜକ ଦାୟିତ୍ୱ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜୁ ଜନତା ଦଳ ସଭାପତି ଏହି ନୂଆ ଦାୟିତ୍ୱ ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏହି ନିଯୁକ୍ତି ଦେଇଛନ୍ତି । ଆଗାମୀ ବିଧାନସଭା ଓ ଲୋକସଭା ନିର୍ବାଚନ ସଂଯୋଜକ ଭାବେ […]

ଆଜିର ରାଶିଫଳ(୧୫ ଅପ୍ରେଲ,୨୦୨୪)

ମେଷ: ଆପଣଙ୍କର ମନ ଭଲ ରହିବ। ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ଅଫିସରେ ସହକର୍ମୀ ଆପଣଙ୍କ କାମର ପ୍ରଶଂସା କରିବେ। ଖେଳାଳିମାନଙ୍କ ଲାଗି ଦିନଟି ଭଲ। ବୃଷ: ଆପଣ ଆତ୍ମବିଶ୍ବାସରେ ପରିପୂର୍ଣ୍ଣ ରହିବେ। କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଲାଗି ସୁଯୋଗ ପାଇବେ। ପରିବାର ଲୋକଙ୍କ ସହିତ ସମ୍ବନ୍ଧ ନିବିଡ଼ ହେବ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ। ମିଥୁନ: ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ହେବ। ନିଜର ଧ୍ୟାନ ଲକ୍ଷ୍ୟ ଦିଗରେ ସଜାଇ ରଖିବେ। ଜୀବନସାଥୀ ସହ ବାହାରକୁ […]

ବିଶିଷ୍ଟ ସମାଜସେବୀ ତଥା ପୂର୍ବତନ ବିଧାୟକ ବଂଶୀଧର ସାହୁ ଙ୍କ ସ୍ମୃତିରେ ବିଷୁବ ମିଳନ ଓ କବିତା ପାଠ

ନୟାଗଡ଼, (ଓଡ଼ିଶା ଦର୍ପଣ): ବିଶିଷ୍ଟ ରାଜ ନେତା, ସାହିତ୍ୟିକ,ଶିକ୍ଷାବିତ୍, ନାଟ୍ୟକାର ସମାଜ ସେବୀ ତଥା ନୟାଗଡ଼ର ପୂର୍ବତନ ବିଧାୟକ ସ୍ଵର୍ଗତ ବଂଶୀଧର ସାହୁଙ୍କ ସ୍ମୃତିରେ ବଂଶୀଧର ଇଣ୍ଟର୍ ନ୍ୟାସନାଲ ଫାଉଣ୍ଡେସନ ଫର୍ ପିସ୍ ଆଣ୍ଡ ଡେଭଲପମେଣ୍ଟ ଆନୁକୁଲ୍ୟରେ ବିଷୁବ ମିଳନ ଓ ରାଜ୍ୟସ୍ତରୀୟ ପାଠୋତ୍ସବ ଅନୁଷ୍ଠିତ ହୋଇ ଯାଇଛି। ସଭାପତି ମନୋଜ କୁମାର ସାହୁ ଓ ସମ୍ପାଦକ ଉମେଶ ଚନ୍ଦ୍ର ପଟ୍ଟନାୟକଙ୍କ ତତ୍ତ୍ବାବଧାନରେ ବଂଶୀଧର ମହାବିଦ୍ୟାଳୟ ପରିସରରେ ଶ୍ରୀହନୁମାନ ଜୟନ୍ତୀ , ଆମ୍ବେଦକର ଜୟନ୍ତୀ ମହାବିଷୁବ ସଂକ୍ରାନ୍ତି […]

କାହିଁକି ଆମେ ପାଳନ କରୁ ପଣା ସଂକ୍ରାନ୍ତି ?

ପୃଥିବୀର କ୍ରାନ୍ତି ପଥକୁ ୧୨ ଭାଗ ବା ୧୨ ମାସ ଓ ୧୨ ରାଶିରେ ବିଭକ୍ତ କରାଯାଇଥାଏ । ତେଣୁ ମେଷ ସଂକ୍ରାନ୍ତିକୁ ବର୍ଷର ପ୍ରଥମ ଦିନ ବୋଲି ଗ୍ରହଣ କରାଯାଏ। ଏହି ଦିନଠାରୁ ସୂର୍ଯ୍ୟ ବିଷୁବରେଖା ଉପରେ ଅବସ୍ଥାନ କରି କର୍କଟକ୍ରାନ୍ତି ଆଡ଼କୁ ଗମନ କରନ୍ତି ଆଜି ପବିତ୍ର ମହାବିଷୁବ ବା ପଣା ସଂକ୍ରାନ୍ତି ।ପଣାସଂକ୍ରାନ୍ତିକୁ ହନୁମାନ ଜୟନ୍ତୀ ଭାବରେ ମଧ୍ୟ ପାଳନ କରାଯାଏ । ଏହିଦିନଠାରୁ ନୂଆ ପାଞ୍ଜି ପ୍ରଚଳନ ହୁଏ। ପୃଥିବୀର କ୍ରାନ୍ତି […]

କଳା ପଲସରରେ ଆସି ଝାମ୍ପି ନେଲେ ଟଙ୍କା ଗହଣା ଏବଂ ବନ୍ଧା ହେଲେ ତିନି ଡକାୟତ

ନୟାଗଡ଼, (ଓଡ଼ିଶା ଦର୍ପଣ): କଳା ପଲସରରେ ଆସି ଝାମ୍ପି ନେଲେ ଟଙ୍କା ଗହଣା ଏବଂ ପୋଲିସ ହାତରେ ଧାରାପଡ଼ି ଜେଲ ଗଲେ ତିନି ଡକାୟତ। ନୟାଗଡ଼ ଟାଉନ୍ ଥାନା ପୁଲିସ ଆଜି ଏହି ତିନି ଜଣ ଡକାୟତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏଥି ସହିତ ଲୁଟ ହୋଇଥିବା ସାମଗ୍ରୀକୁ ଉଦ୍ଧାର କରିବାରେ ସକ୍ଷମ ହୋଇଛି । ସୁଚନାନୁସାରେ ଇଟାମାଟି ଥାନା ଭୁତଡି ଗ୍ରାମର ଶରତ କୁମାର ପ୍ରଧାନ ଓ ତାଙ୍କ ସ୍ତ୍ରୀ ରଶ୍ମିତା […]

ଅଭିନେତ୍ରୀ କଙ୍ଗନାଙ୍କୁ ଟକ୍କର ଦେବେ ବିକ୍ରମାଦିତ୍ୟ

ଲୋକ ସଭା ନିର୍ବାଚନ ପାଇଁ ବାଜି ସାରିଛି ବିଗୁଲ। ୪୦୦ ପାର୍‌ର ନାରା ଦେଇ ଭାଜପା ଦେଶର କୋଣ ଅନୁକୋଣରେ ପ୍ରଚାର ଆରମ୍ଭ କରିଛି। ତେବେ ବଲିଉଡର ବିବାଦୀୟ ଅଭିନେତ୍ରୀ କଙ୍ଗନା ରଣାଓ୍ବତଙ୍କୁ ମଣ୍ଡିରୁ ଭାଜପା ଟିକେଟ୍‌ ଦେଇଛି। ଲୋକସଭା ନିର୍ବାଚନରେ ମଣ୍ଡି ଆସନରୁ କଂଗ୍ରେସ ଟିକଟରେ ବିକ୍ରମାଦିତ୍ୟ ସିଂ ନିର୍ବାଚନ ଲଢିବେ । ହିମାଚଳ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପ୍ରତିଭା ସିଂ ଏହି ଘୋଷଣା କରିଛନ୍ତି । ପାର୍ଟି ପକ୍ଷରୁ ଆନୁଷ୍ଠାନିକ ଭାବେ ନାଁ ଘୋଷଣା […]

ବରିଷ୍ଠ କଳାକାର ପିଙ୍କି ପ୍ରଧାନ: ବିଜେଡିକୁ ହାରିବା ଭୟ ଘାରିଛି

ନିର୍ବାଚନ ସମୟରେ ଷ୍ଟାରଙ୍କୁ ନେଇ ଜୋର ଧରିଲା ରାଜନୀତି । ନବୀନ ନିବାସକୁ କଳାକାରଙ୍କ ଡାକରା ପରେ ବର୍ଷିଲା ଭାରତୀୟ ଜନତା ପାର୍ଟି ।ବରିଷ୍ଠ କଳାକାର ପିଙ୍କି ପ୍ରଧାନ କହିଛନ୍ତି ଯେ ବିଜେଡିକୁ ହାରିବା ଭୟ ଘାରିଛି। ସେଥିଲାଗି ଫିଲ୍ମଷ୍ଟାରଙ୍କୁ ଖୋଜୁଛି। ଓଡ଼ଶାରେ କଳାକାରଙ୍କ ଅବସ୍ଥା ଏମିତି ଯେ ସେମାନଙ୍କୁ ଟଙ୍କା ଦେଇ ପ୍ରଚାର କରୁଛି ବିଜେଡି। ବିଜେଡି ଦଳୀୟ ଆଧାରରେ କଳାକାରଙ୍କୁ ଭାଗ କରିବାକୁ ଚେଷ୍ଟା କରୁଛି। ନିର୍ବାଚନ ସମୟରେ କଳାକାରଙ୍କ କଥା ମନେ ପଡ଼େ। […]

ନୟାଗଡ଼: ପ୍ରଚାର ମଇଦାନରେ ଅରୁଣ

ନୟାଗଡ଼, (ଓଡ଼ିଶା ଦର୍ପଣ): ଓଡ଼ିଶାର ପ୍ରମୁଖନୟାଗଡ଼ ନିର୍ବାଚନମଣ୍ଡଳୀରେ ରେକର୍ଡ ବିଜୟ ଲକ୍ଷ୍ୟ ନେଇ ବିଜେଡି ରଣକୌଶଳ ଆରମ୍ଭ କରିଛି। ବିଧାୟକ ପ୍ରାର୍ଥୀ ଡ଼ ଅରୁଣ କୁମାର ସାହୁ ଚଳିତ ଥର ପୁଣି ନିର୍ବାଚନ ଜିତି ବିରୋଧୀଙ୍କୁ ଚିତପଟାଙ୍ଗ କରିବାକୁ ସମସ୍ତ ଚେଷ୍ଟା ଚଳାଇଛନ୍ତି।ଏହି କ୍ରମରେ ବିଧାୟକ ପ୍ରାର୍ଥୀ ଅରୁଣ ସାହୁ ନିର୍ବାଚନ ପ୍ରଚାର ମୈଦାନକୁ ଓହ୍ଲାଇଥ‌ିବା ଜଣାପଡ଼ିଛି। ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଗୌଡ଼ପୁଟ ପଞ୍ଚାୟତ ବନ୍ଧସାହି ଗ୍ରାମରୁ ପ୍ରତ୍ୟେକ ଥର ନିଜର ନିର୍ବାଚନ ପ୍ରଚାର ଆରମ୍ଭ କରିଥିବାବେଳେ […]

ମହାନ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ରଙ୍କ ଜିଲ୍ଲା ସ୍ତରୀୟ ଶ୍ରାଦ୍ଧ ବାର୍ଷିକୀ ପାଳିତ

  ନୟାଗଡ଼,(ଓଡ଼ିଶା ଦର୍ପଣ): ଗାନ୍ଧୀଜୀଙ୍କୁ  ଗୋପବନ୍ଧୁଙ୍କ ସଂପର୍କରେ ଜଣାଇବା ମୂଳରେ ଯେଉଁ ଓଡିଆ ଥିଲେ ସେ ହେଉଛନ୍ତି ଗାନ୍ଧୀ ବାଦୀ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର। ଓଡିଶାର ମହାନାୟକ ଗାନ୍ଧୀଙ୍କ ପ୍ରିୟ ଓଡିଆ ପୂଜ୍ୟ ବିପ୍ଳବୀ ଶ୍ରୀ ମିଶ୍ର ଙ୍କର ୫୮ ତମ ଜିଲ୍ଲା ସ୍ତରୀୟ ଶ୍ରାଦ୍ଧ ବାର୍ଷିକୀ ଆଜି ନୟାଗଡ଼ସ୍ଥ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ପାଳିତ ହୋଇ ଯାଇଛି। ପୂଜ୍ୟପୂଜା କମିଟି, ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ସ୍ମୃତି ପରିଷଦ, ରୋଟାରୀ କ୍ଳବ୍, ଭାରତ […]

ବିଜେପିରେ ଯୋଗଦେବା ପରେ ଅଭିନେତା ହନୁମାନ ଜୟନ୍ତୀ ପୂର୍ବରୁ ଗାଇଲେ ହନୁମାନ ଚାଳିଶା ।

ବିଜେପିରେ ଯୋଗଦେବା ପରେ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କ ଭିନ୍ନ ଅବତାର ସାମ୍ନାକୁ ଆସିଛି। ହନୁମାନ ଜୟନ୍ତୀ ପୂର୍ବରୁ ସେ ଗାଇଛନ୍ତି ହନୁମାନ ଚାଳିଶା। ଅନୁଭବ ମହାନ୍ତି ହନୁମାନ ଚାଳିଶା ଗାଉଥିବାର ଏକ ନୂଆ ଭିଡିଓ ରିଲିଜ୍ ହୋଇଛି। ସୋନି ମ୍ୟୁଜିକ୍ ଏହି ମ୍ୟୁଜିକ୍ ଭିଡିଓକୁ ରିଲିଜ୍ କରିଛନ୍ତି । ଅନୁଭବଙ୍କ ବାନ୍ଧବୀ ଜାଗ୍ରତି ଶୁକ୍ଲା ଏହି ମ୍ୟୁଜିକ୍ ଭିଡିଓର ପ୍ରଯୋଜନା ଦାୟିତ୍ୱ ତୁଲାଇଛନ୍ତି । ବିଜେପିରେ ମିଶିବା ପରେ ଅନୁଭବଙ୍କ ଠାରେ ହିନ୍ଦୁତ୍ୱର ଛାପ […]

ଆଜିର ରାଶିଫଳ(୧୩ ଅପ୍ରେଲ,୨୦୨୪)

*ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।*   *ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]