ବିଜେପିରେ ଯୋଗଦେବା ପରେ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କ ଭିନ୍ନ ଅବତାର ସାମ୍ନାକୁ ଆସିଛି। ହନୁମାନ ଜୟନ୍ତୀ ପୂର୍ବରୁ ସେ ଗାଇଛନ୍ତି ହନୁମାନ ଚାଳିଶା। ଅନୁଭବ ମହାନ୍ତି ହନୁମାନ ଚାଳିଶା ଗାଉଥିବାର ଏକ ନୂଆ ଭିଡିଓ ରିଲିଜ୍ ହୋଇଛି। ସୋନି ମ୍ୟୁଜିକ୍ ଏହି ମ୍ୟୁଜିକ୍ ଭିଡିଓକୁ ରିଲିଜ୍ କରିଛନ୍ତି । ଅନୁଭବଙ୍କ ବାନ୍ଧବୀ ଜାଗ୍ରତି ଶୁକ୍ଲା ଏହି ମ୍ୟୁଜିକ୍ ଭିଡିଓର ପ୍ରଯୋଜନା ଦାୟିତ୍ୱ ତୁଲାଇଛନ୍ତି । ବିଜେପିରେ ମିଶିବା ପରେ ଅନୁଭବଙ୍କ ଠାରେ ହିନ୍ଦୁତ୍ୱର ଛାପ […]
*ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।* *ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ହାଉସିଂ ବୋର୍ଡ ନିକଟସ୍ଥ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ମୈତ୍ରୀ ଯୁବ ସଂସଦ, ନୟାଗଡ଼ ତରଫରୁ ନୟାଗଡ଼ ମାଟିର ସନ୍ତାନ ତଥା ନୟାଗଡ଼ର ଗର୍ବ ଓ ଗୌରବ ବିଶିଷ୍ଟ ନାଟ୍ଯରଥି ଗୋବିନ୍ଦ ଚନ୍ଦ୍ର ଶୂରଦେଓଙ୍କ ଜୟନ୍ତୀ ପାଳିତ ହୋଇ ଯାଇଛି। ବିଦ୍ଯାଳୟର ସଂପାଦକ ଶ୍ରୀଧର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଜୟନ୍ତୀ ଉତ୍ସବରେ ସମାଜସେବୀ ଦାମୋଦର ସାହୁ, ପରମ୍ପରା ସାହିତ୍ୟ ସଂସଦର ପ୍ରତିଷ୍ଠାତା ସଂପାଦକ ତଥା ଗୋବିନ୍ଦ ଚନ୍ଦ୍ର ଶୂରଦେଓଙ୍କ ନାତି ନିର୍ମଳଚନ୍ଦ୍ର […]
ଲୋକସଭା ନିର୍ବାଚନର ତାରିଖ ଯେତିକି ପାଖେଇ ଆସୁଛି ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀମାନେ ପ୍ରଚାରକୁ ସେତିକି ଜୋରଦାର କରୁଛନ୍ତି। ସମସ୍ତେ ନିଜ ନିଜ ଉପାୟରେ ଭୋଟରଙ୍କୁ ନିଜ ଆଡକୁ ଆକୃଷ୍ଟ କରିବା ପାଇଁ ପ୍ରୟାସ କରିଚାଲିଛନ୍ତି। ତେବେ ପ୍ରଚାର କରିବାକୁ ଯାଇ ଜମିରେ ଗହମ କାଟୁଛନ୍ତି ହେମା ମାଳିନୀ । ଏହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ।ମଥୁରା ଲୋକସଭା କ୍ଷେତ୍ର ପାଇଁ ବିଜେପିରୁ ଟିକେଟ ପାଇଥିବା ହେମା ମାଳିନୀ ନିଜ ନିର୍ବାଚନ କ୍ଷେତ୍ରକୁ […]
* ମେଷ **ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ହାତକୁ ନେଇଥିବା ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ* *ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ ହାଉସିଂ ବୋର୍ଡ ନିକଟସ୍ଥ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ଠାରେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନର ନୟାଗଡ଼ ଜିଲ୍ଲା ସ୍ତରୀୟ ଶୈକ୍ଷିକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲା ପ୍ରମୁଖ ସମାଜସେବୀ ଶ୍ରୀଧର ସାହୁଙ୍କ ସଭାପତିତ୍ବରେ କର୍ମଶାଳା ଆରମ୍ଭ ହୋଇଥିଲା । ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନର ମହାସଚିବ ଡା.କରୁଣା କର ପ୍ରଧାନ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କର୍ମଶାଳାକୁ ଉଦଘାଟନ କରିଥିଲା ବେଳେ ସର୍ବ ପ୍ରଥମେ ମୁଖ୍ଯ ଅତିଥିଙ୍କ ଦ୍ବାରା ଛେନାପୋଡ଼ କାଟି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲାରୁ ଉତ୍ପତ୍ତି ଲାଭ କରିଥିବା ଛେନାପୋଡ଼ ଆଜି ସମଗ୍ର ବିଶ୍ୱ ଦରବାରରେ ପ୍ରସିଦ୍ଧି ଲାଭ କରିଛି। ମିଠା ଜଗତର ବାଦଶାହ ଭାବେ ପରିଚିତ ଏହି ଛେନାପୋଡ଼ ନୟାଗଡ଼ ଜିଲ୍ଲାର ଗର୍ଵ ଏବଂ ଗୌରବର ପ୍ରତୀକ ଅଟେ। ପ୍ରତିବର୍ଷ ଅପ୍ରେଲ ୧୧ ତାରିଖକୁ ବିଶ୍ୱ ଛେନାପୋଡ଼ ଦିବସ ଭାବେ ପାଳନ କରାଯାଉଥିବା ବେଳେ ଜିଲ୍ଲାର ଅଗ୍ରଣୀ ପବ୍ଲିକେଶନ ହାଉସ ଦର୍ପଣ ପବ୍ଲିକେଶନ ତଥା ନୟାଗଡ଼ ଦର୍ପଣ ପରିବାର ପକ୍ଷରୁ ବିଶ୍ୱ ଛେନାପୋଡ଼ ଦିବସ ଖୁବ […]
ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ପ୍ରେମାନନ୍ଦ ନାୟକଙ୍କ ସଭ୍ୟପଦ ରଦ୍ଦ ହୋଇଛି। ଏନେଇ ଆଜି ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦଳ ବଦଳ ନିୟମ ଅନୁସାରେ ସଭ୍ୟପଦ ରଦ୍ଦ ହୋଇଛି। ଅରବିନ୍ଦ ଓ ପ୍ରେମାନନ୍ଦ ନାୟକ ବିଜେଡିରୁ ବିଧାୟକ ହୋଇଥିଲେ। କିଛି ଦିନ ତଳେ ଉଭୟ ବିଜେପିରେ ଯୋଗ ଦେଇଥିଲେ। ଏହି ଦୁଇ ବିଧାୟକ ବିଜେଡି ଛାଡିବା ପରେ ମାର୍ଚ୍ଚ ୧୮ ତାରିଖରେ ଶାସକ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ଏନେଇ […]
*ମେଷ*ଆଜି ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ଅପରାହ୍ନେ ଖୋଜୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରହୋଇଯିବ।* *ବୃଷ*ଶାରୀରିକ ଅସୁସ୍ଥତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ । ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ। ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ସକାଶେ ବିଭିନ୍ନ […]
*ମେଷ* *ଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ, କିନ୍ତୁ ସମସ୍ୟା ଛାଡ଼ିବ ନାହିଁ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି ।* *ବୃଷ*ଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରିବା କଷ୍ଟକର ହୋଇପାରେ। ଫଳରେ ନିକଟ ସମ୍ପର୍କୀୟମାନଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ପରିବହନ […]
ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ବିପଦ ଆଶଙ୍କାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟ ନିର୍ବାଚନ କମିଶନରଙ୍କୁ ‘z’ ବର୍ଗର ଭିଆଇପି ସୁରକ୍ଷା ଯୋଗାଇବାକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।‘ଜେଡ୍’ ବର୍ଗର ସୁରକ୍ଷା ପ୍ରୋଟୋକଲ ଅନୁଯାୟୀ, ବର୍ତ୍ତମାନ ରାଜୀବ କୁମାରଙ୍କ ସୁରକ୍ଷା ପାଇଁ ସିଆରପିଏଫ୍ କମାଣ୍ଡୋ ସମେତ ମୋଟ ୩୩ ସୁରକ୍ଷା କର୍ମୀ ନିୟୋଜିତ ହେବେ। ଏଥିରେ କୁମାରଙ୍କ ବାସଭବନରେ ନିୟୋଜିତ ୧୦ ଜଣ […]
*ମେଷ* : *ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।* *ବୃଷ:ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।* *ମିଥୁନ:* *ଆଜି ନିଜର ନୂଆ ବିଚାର ଆର୍ଥିକ […]
