ନିଆରା ଢଙ୍ଗରେ ବିବାହ ବାର୍ଷିକୀ ପାଳନ କରିବା ସହ ଅଭିନେତ୍ରୀ ପିଙ୍କି ପ୍ରଧାନ ଓ ତାଙ୍କ ସ୍ୱାମୀ କର୍ଣ୍ଣେଲ୍ ସବ୍ୟସାଚୀ ଦାଶ ଅଙ୍ଗଦାନ କରିବାକୁ ନିଷ୍ପତି ନେଇଛନ୍ତି। କ୍ୟାପିଟାଲ ହସ୍ପିଟାଲରେ ଏ ନେଇ ଆଜି ଅଙ୍ଗଦାନର ଫର୍ମ ନମ୍ବର ୭ ପୂରଣ କରି ନିଜର ସ୍ୱୀକୃତି ଦେଇଛନ୍ତି। ଏହା ଛଡ଼ା ସେଦୁହେଁ ରକ୍ତଦାନ ମଧ୍ୟ କରିଛନ୍ତି। ଅତୀତରେ କିଡନୀ ଟ୍ରାନ୍ସପ୍ଲାଣ୍ଟ ନହେବାରୁ ନିଜ ବାପାଙ୍କୁ ହରାଇଥିଲେ ପିଙ୍କି । ଏପରି ସ୍ଥିତିରେ ନିଜ ଅନ୍ତରଙ୍ଗଙ୍କୁ ହରାଇବାର ଦୁଃଖ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ସଦର ମହକୁମା ସ୍ଥିତ ଏନଏସି ଉଚ୍ଚ ବିଦ୍ୟାଳୟରେ ନୂତନ ଭାବେ ନାମ ଲେଖାଇ ଥିବା ଛାତ୍ରଛାତ୍ରୀ ମାନଙ୍କ ସ୍ୱାଗତ ସମ୍ବର୍ଦ୍ଧନା ପାଇଁ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ଶିକ୍ଷୟିତ୍ରୀ ପୂର୍ଣ୍ଣିମା ତ୍ରିପାଠୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ପ୍ରବେଶ ଉତ୍ସବରେ ପ୍ରଧାନ ଶିକ୍ଷୟିତ୍ରୀ ରସିଦା ଖାତୁନ ଅଧ୍ୟକ୍ଷତା କରି ଷଷ୍ଠ ଏବଂ ଅଷ୍ଟମ ଶ୍ରେଣୀରେ ନାମ ଲେଖାଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ କରିବା ସହିତ ଉତ୍ତମ ତଥା ଶୃଙ୍ଖଳିତ ବିଦ୍ୟାର୍ଥୀ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ବାଜିଛି ନିର୍ବାଚନ ବିଗୁଲ । ଏହା ମଧ୍ୟରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ବହୁ ଦିନ ଧରି ଆରମ୍ଭ କରିଛନ୍ତି ନୂଆ ପ୍ରୟାସ । ବିଭିନ୍ନ ସମୟରେ ଛାତ୍ର ଓ ଯୁବକ ମାନଙ୍କୁ ନେଇ ସୁସ୍ଥ ସମାଜ ଗଠନ ସହିତ ଯୁବକ ମାନେ କିପରି ଶାରିରୀକ ମାନସିକ ସ୍ତରରେ ସୁସୁ ରହିବେ ସେଥି ନିମନ୍ତେ ଆରମ୍ଭ କରିଛନ୍ତି ପ୍ରୟାସ । ନିର୍ବାଚନ ରଣକ୍ଷେତ୍ରକୁ ଓହ୍ଲାଇଥିବା ଅରୁଣ ଏହା ମଧ୍ୟରେ ଯୁବ ଛାତ୍ରଙ୍କୁ […]
ତେଲୁଗୁ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ନିଜ ଜନ୍ମଦିନରେ ତାଙ୍କ ପ୍ରଶଂସକଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଅଭିନେତାଙ୍କ ଆଗାମୀ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୁଷ୍ପା-୨’ର ଟିଜର ରିଲିଜ୍ କରିଛନ୍ତି ନିର୍ମାତା, ଯାହା ଏବେ ଭାଇରାଲ ହେବାରେ ଲାଗିଛି। ଏହି ଟିଜରରେ ଅଲ୍ଲୁ ଅର୍ଜୁନଙ୍କୁ ଭିନ୍ନ ଲୁକରେ ଦେଖିବାକୁ ମିଳୁଛି । ମୁହଁରେ ରଙ୍ଗ ମାରି ଶାଢୀ ପିନ୍ଧିବା ସହ ଫାଇଟ କରୁଥିବାର ଦେଖିବାକୁ ମିଳୁଛି । ହାତରେ ତ୍ରିଶୁଳ ଧରିଥିବା ବେଳେ ଅନେକ ଲୋକଙ୍କ ଗହଣରେ […]
*ମେଷ– ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |* *ବୃଷ – ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ ଅବସରରେ ନୟାଗଡ଼ ଏନଏସି ଉଚ୍ଚ ବିଦ୍ୟାଳୟର ଦୁଇଜଣ ଛାତ୍ରଛାତ୍ରୀ ପ୍ରବନ୍ଧ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପୁରସ୍କୃତ ହୋଇଛନ୍ତି। ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏନଏସି ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ଶ୍ରଦ୍ଧାଞ୍ଜଳି ଦାସ ‘ମୋ ସ୍ୱାସ୍ଥ୍ୟ ମୋ ଅଧିକାର’ ଶୀର୍ଷକ ପ୍ରବନ୍ଧ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ସେହି ଶ୍ରେଣୀର ଛାତ୍ର ଆୟୁଷ୍ମନ […]
ମେଷ: ଧର୍ମକାର୍ଯ୍ୟରେ ମନ ଲାଗି ରହିବ। ଯୋଜନା ପ୍ରସ୍ତୁତ କରିବା ଲାଗି ଦିନଟି ଭଲ। ବନ୍ଧୁ ସହଯୋଗରେ ସବୁ ଅଶାନ୍ତି ସମାଧାନ ହୋଇଯିବ। ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ। ବୃଷ: ସାମାଜିକ ସ୍ତରରେ ଲୋକଙ୍କୁ ସାହାଯ୍ୟ କରିବେ। ଆପଣଙ୍କ କଂପାନି କୌଣସି ବଡ଼ କଂପାନି ସହିତ ଚୁକ୍ତି କରିବ। ସାଥୀଙ୍କ ସହିତ ସିନେମା ଦେଖିବା ପାଇଁ ଯୋଜନା କରିବେ। ମିଥୁନ: ଘର କାମରେ ସମୟ ଦେବେ। ଅତୀତ ସ୍ମୃତି ତାଜା ହେବ। ବନ୍ଧୁ ସହିତ ମିଶିବା ପାଇଁ […]
*ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।* *ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ […]
କାର୍ଡଲେସ୍ କ୍ୟାସ୍ ଡିପୋଜିଟ୍ ର ସଫଳତାକୁ ଦେଖି ଆରବିଆଇ ଏକ ବଡ଼ ନିଷ୍ପତ୍ତି ନେଇଛି। ଏବେ ଏଟିଏମରେ ଟଙ୍କା ଜମା କରିବା ପାଇଁ ଆପଣଙ୍କୁ ଡେବିଟ୍ କାର୍ଡର ଆବଶ୍ୟକତା ପଡିବ ନାହିଁ । ବର୍ତ୍ତମାନ ସୁଦ୍ଧା କାର୍ଡଲେସ୍ ଡିପୋଜିଟ୍ ର ସୁବିଧା ଅନେକ ବ୍ୟାଙ୍କ ପ୍ରଦାନ କରୁଥିବା ବେଳେ ଆରବିଆଇ ଆଉ ଏକ ପାଦ ଆଗକୁ ଯାଇ ୟୁପିଆଇରୁ ଟଙ୍କା ଜମା କରିବାର ସୁବିଧା ଯୋଡ଼ିଛି। ଶକ୍ତିକାନ୍ତ ଦାସ କହିଛନ୍ତି, ଏହି ସେବା ଆସିବା ଦ୍ୱାରା ଲୋକଙ୍କୁ […]
*ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।* *ବୃଷ: ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । […]
ଜାପାନରେ ଗୁରୁବାର ସକାଳେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୩ରେ ମାପ କରାଯାଇଛି। ଜାପାନର ହଂସୁର ପୂର୍ବ ଉପକୂଳରେ କମ୍ପନ ଅନୁଭୂତ ହୋଇଥିଲା। ଭୂକମ୍ପ ଯୋଗୁ ହୋଇଥିବା କମ୍ପନ ଏତେ ଶକ୍ତିଶାଳୀ ଥିଲା ଯେ ଚାଇନାରେ ମଧ୍ୟ ଲୋକମାନେ ଏହା ଅନୁଭବ କରିଥିଲେ। ତାଇଓ୍ବାନ ଭୟଙ୍କର ଭୂମିକମ୍ପର ଗୋଟିଏ ଦିନ ପରେ ଜାପାନରେ ଶକ୍ତିଶାଳୀ ଭୂକମ୍ପ ହୋଇଛି । ତାଇଓ୍ବାନରେ ଶକ୍ତିଶାଳୀ ଭୂମିକମ୍ପ ର ତୀବ୍ରତା ୭.୪ ରେକର୍ଡ କରାଯାଇଥିଲା […]
ଗୋଟିଏ କି ଦୁଇଟି ନୁହେଁ, ପାଣି ଟାଙ୍କିରୁ ମିଳିଲା ୩୦ମାଙ୍କଡ଼ଙ୍କ ମୃତଦେହ । ଯେଉଁ ଟାଙ୍କିର ପାଣି ପିଉଥିଲେ ୨୦୦ପରିବାର । ହାଇଦ୍ରାବାଦର ତେଲଙ୍ଗାନାରେ ଘଟିଛି ଏହି ଘଟଣା । ଯେଉଁଠି ପାଣି ଟାଙ୍କିରୁ ମିଳିଛି ୩୦ ରୁ ୪୦ ମାଙ୍କଡ ମୃତଦେହ । ଅନୁମାନ କରାଯାଉଛି ଯେ ପ୍ରବଳ ଗରମ ଯୋଗୁଁ ମାଙ୍କଡ଼ମାନେ ପାଣି ପିଇବା ପାଇଁ ଆଜବେଷ୍ଟସ ଦେଇ ଟାଙ୍କି ଭିତରକୁ ପଶିଥାଇପାରନ୍ତି କିନ୍ତୁ ବାହାରକୁ ନ ଆସି ପାରି ବୁଡ଼ି ଯାଇ ସେମାନଙ୍କର […]
