author

ଆଜିର ରାଶିଫଳ(୪ ଅପ୍ରେଲ,୨୦୨୪)

*ମେଷ: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।*  *ବୃଷ: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।*  *ମିଥୁନ: ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। […]

ଶାନ୍ତିଲତା ବାରିକଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ସଭା

ନୟାଗଡ଼,(ଓଡ଼ିଶା ଦର୍ପଣ) :ଓଡ଼ିଶାର ସ୍ଵନାମଧନ୍ୟା କଣ୍ଠଶିଳ୍ପୀ ତଥା ଭଜନ ସାମ୍ରାଜ୍ଞି ସ୍ବର୍ଗତ ଶାନ୍ତିଲତା ବାରିକଙ୍କ ବିୟୋଗରେ ଏକ ଶ୍ରଦ୍ଧାଞ୍ଜଳି ସଭା ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ମହର୍ଷି ବିଦ୍ୟାମନ୍ଦିର ସମ୍ମୁଖ ଖେଳ ପଡ଼ିଆ ଠାରେ ଅନୁଷ୍ଠିତ ହୋଇଥିଲା।ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳି ସଭାରେ ସଙ୍ଗୀତଧାରା ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ ଏକ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଲୋକପ୍ରିୟ ଭଜନ ଗାୟିକା ଶାନ୍ତିଲତା ବାରିକ ଜଗନ୍ନାଥଙ୍କ ଅନନ୍ୟ ଭକ୍ତ ଥିଲେ।ଭାବପୂର୍ଣ୍ଣ କଣ୍ଠରେ ତାଙ୍କ […]

ଆଜିର ରାଶିଫଳ(୩ ଅପ୍ରେଲ,୨୦୨୪)

*ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।* *ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ […]

ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତାଙ୍କ ସେଇ ଅଭୁଲା ଦିନ

ପ୍ରଖ୍ୟାତ ଓଡ଼ିଆ ଭଜନ ଗାୟିକା ଶାନ୍ତିଲତା ବାରିକ ଛୋଟରାୟଙ୍କର ପରୋଲକ ହୋଇଛି। ଶାନ୍ତିଲତା ଗତ କିଛିମାସ ହେଲା କର୍ଗଟ ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଗତବର୍ଷ ସେପ୍ଟେମ୍ବର ୨୩ ତାରିଖରେ ହଠାତ୍ ତାଙ୍କ ସ୍ୱାସ୍ଥ୍ୟ ବିଗିଡ଼ିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ କିଛିଦିନ ଭେଣ୍ଟିଲେଟରରେ ମଧ୍ୟ ରହିଥିଲେ। ସୋମବାର(୨୦୨୪ଏପ୍ରିଲ ୧) ତାଙ୍କ ବିୟୋଗରେ ଓଡ଼ିଆ ସଂଗୀତ ଜଗତରେ ଅପୂରଣୀୟ କ୍ଷତି ହୋଇଛି। ଶାନ୍ତିଲତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । […]

ଆଜିର ରାଶିଫଳ(୨ ଅପ୍ରେଲ,୨୦୨୪)

*ମେଷ: ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।* *ବୃଷ: ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । […]

ରାଷ୍ଟ୍ରପତି ଘରକୁ ଯାଇ ଆଡଭାଣୀଙ୍କୁ ‘ଭାରତ ରତ୍ନ’ ସମ୍ମାନରେ କଲେ ସମ୍ମାନିତ ।

ଦେଶର ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାଣୀଙ୍କୁ ସର୍ବୋଚ୍ଚ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ମୁର୍ମୁ ଆଡଭାନୀଙ୍କ ଘରକୁ ଯାଇ ସେଠାରେ ତାଙ୍କୁ ଭାରତରତ୍ନରେ ସମ୍ମାନିତ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏବଂ ବରିଷ୍ଠ କେନ୍ଦ୍ରମନ୍ତ୍ରୀମାନେ ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ଗତକାଲି ରାଷ୍ଟ୍ରପତି ଭବନରେ ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିଂହ ରାଓ, ମହାନ ଚାଷୀ […]

ଆଜିର ରାଶିଫଳ(୧ ଅପ୍ରେଲ,୨୦୨୪)

*ମେଷ* *ଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ କରି କାମ ତୁଲାଇନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ।  ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବେ। ଯାନବାହନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ।*   *ବୃଷ* *ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍‌ ହେବନାହିଁ। ଆଜିର ବନ୍ଧୁମିଳନ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟ, କଚେରି […]

ଆଜିର ରାଶିଫଳ(୩୧ ମାର୍ଚ୍ଚ,୨୦୨୪)

*ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।*   *ବୃଷ : ଆଜି ବାଣିଜ୍ୟ, […]

ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ବିଜେଙ୍କ ମହାବାରୁଣୀ ସ୍ନାନ ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ

ନୟାଗଡ଼,(ଓଡ଼ିଶା ଦର୍ପଣ): ଅଦ୍ୟ ପୂର୍ବାହ୍ନ ୧୧ଘଟିକା ସମୟରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ  ସୁଧା ଦେବ ସିଂଙ୍କ ଅଧ୍ୟକ୍ଷତାରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ବିଜେଙ୍କ ମହାବାରୁଣୀ ସ୍ନାନ ନିମନ୍ତେ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୬ ତାରିଖ ଦିନ ୧୨ଘଟିକା ସମୟରେ କଣ୍ଟିଲୋର ମହାନଦୀ ଘାଟରେ ପ୍ରଭୁ ଶ୍ରୀ ନୀଳମାଧବଙ୍କ ବାରୁଣୀ ସ୍ନାନ ଦେବ ନୀତି ଅନୁଷ୍ଠିତ ହେବ । ଏଥ‌ିରେ ଜିଲ୍ଲା ତଥା ରାଜ୍ୟର ବିଭିନ୍ନ ସ୍ଥାନରୁ ଲକ୍ଷାଧିକ ଶ୍ରଦ୍ଧାଳୁ […]

ହୃଦଘାତରେ ଖେଳ ଶିକ୍ଷକଙ୍କ ପରଲୋକ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ଅଶ୍ୱସ୍ଥପଡ଼ା ଦୁର୍ଗା ଚରଣ ହାଇସ୍କୁଲର କ୍ରୀଡ଼ା ଶିକ୍ଷକ ଅଲେଖ ଖଟେଇଙ୍କ ହୃଦଘାତରେ ଆଜି ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା।  ଆଜି ଶନିବାର ଥିବାରୁ ସେ ସକାଳୁ ବିଦ୍ୟାଳୟକୁ ଆସିଥିଲେ। ତେବେ ବିଦ୍ୟାଳୟ ଛୁଟି ସମୟରେ ନିଜକୁ ଅସ୍ଵାଭାବିକ ଅନୁଭବ କରିବାରୁ ବିଦ୍ୟାଳୟର ୨ ଜଣ ଶିକ୍ଷକ ତାଙ୍କୁ ତାଙ୍କ ନିଜ ଗ୍ରାମ ସୋଲାପଟାରେ ନେଇ ଛାଡି ଦେଇ ଆସିଥିଲେ। ଘରେ ପହଞ୍ଚିବାର କିଛି […]

ଆଜିର ରାଶିଫଳ(୩୦ ମାର୍ଚ୍ଚ,୨୦୨୪)

*ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।* *ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।* *ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]

ସୀମାଙ୍କ ନାମରେ ୨୦ଟି ଧାରାରେ ମାମଲା ରୁଜୁ

ପୁଣି ଚର୍ଚ୍ଚାରେ ସୀମା ହାଇଦର । ଏବେ ପ୍ରେମୀଯୁଗଳ ସୀମା ହାଇଦର ଓ ସଚିନ ମୀନା ହରଡଘଣାରେ । ସୀମାଙ୍କ ପ୍ରଥମ ସ୍ୱାମୀ ଗୁଲାମ ହାଇଦର ପାକିସ୍ତାନରୁ ଭାରତକୁ ଆସି ସୀମାଙ୍କ ନାଁରେ କେସ୍ ଦେଇଛନ୍ତି । କେବଳ ସୀମାଙ୍କ ନାମରେ ନୁହଁ ତାଙ୍କ ସ୍ୱାମୀ ସଚିନ ଓ ତାଙ୍କ ବାପା ନେତ୍ରପାଳଙ୍କ ବିରୋଧରେ ଏତଲା ଦାୟର କରିଛନ୍ତି ।ଏନେଇ ସେ ସୁରଜପୁର କୋର୍ଟରେ ୧୫୬/୩ ଅଧୀନରେ ଏକ ଆବେଦନ ମଧ୍ୟ କରିଛନ୍ତି। ଏହି ଆବେଦନକୁ କେନ୍ଦ୍ର […]