*ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।* *ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ […]
କାର୍ଡଲେସ୍ କ୍ୟାସ୍ ଡିପୋଜିଟ୍ ର ସଫଳତାକୁ ଦେଖି ଆରବିଆଇ ଏକ ବଡ଼ ନିଷ୍ପତ୍ତି ନେଇଛି। ଏବେ ଏଟିଏମରେ ଟଙ୍କା ଜମା କରିବା ପାଇଁ ଆପଣଙ୍କୁ ଡେବିଟ୍ କାର୍ଡର ଆବଶ୍ୟକତା ପଡିବ ନାହିଁ । ବର୍ତ୍ତମାନ ସୁଦ୍ଧା କାର୍ଡଲେସ୍ ଡିପୋଜିଟ୍ ର ସୁବିଧା ଅନେକ ବ୍ୟାଙ୍କ ପ୍ରଦାନ କରୁଥିବା ବେଳେ ଆରବିଆଇ ଆଉ ଏକ ପାଦ ଆଗକୁ ଯାଇ ୟୁପିଆଇରୁ ଟଙ୍କା ଜମା କରିବାର ସୁବିଧା ଯୋଡ଼ିଛି। ଶକ୍ତିକାନ୍ତ ଦାସ କହିଛନ୍ତି, ଏହି ସେବା ଆସିବା ଦ୍ୱାରା ଲୋକଙ୍କୁ […]
*ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।* *ବୃଷ: ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । […]
ଜାପାନରେ ଗୁରୁବାର ସକାଳେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୩ରେ ମାପ କରାଯାଇଛି। ଜାପାନର ହଂସୁର ପୂର୍ବ ଉପକୂଳରେ କମ୍ପନ ଅନୁଭୂତ ହୋଇଥିଲା। ଭୂକମ୍ପ ଯୋଗୁ ହୋଇଥିବା କମ୍ପନ ଏତେ ଶକ୍ତିଶାଳୀ ଥିଲା ଯେ ଚାଇନାରେ ମଧ୍ୟ ଲୋକମାନେ ଏହା ଅନୁଭବ କରିଥିଲେ। ତାଇଓ୍ବାନ ଭୟଙ୍କର ଭୂମିକମ୍ପର ଗୋଟିଏ ଦିନ ପରେ ଜାପାନରେ ଶକ୍ତିଶାଳୀ ଭୂକମ୍ପ ହୋଇଛି । ତାଇଓ୍ବାନରେ ଶକ୍ତିଶାଳୀ ଭୂମିକମ୍ପ ର ତୀବ୍ରତା ୭.୪ ରେକର୍ଡ କରାଯାଇଥିଲା […]
ଗୋଟିଏ କି ଦୁଇଟି ନୁହେଁ, ପାଣି ଟାଙ୍କିରୁ ମିଳିଲା ୩୦ମାଙ୍କଡ଼ଙ୍କ ମୃତଦେହ । ଯେଉଁ ଟାଙ୍କିର ପାଣି ପିଉଥିଲେ ୨୦୦ପରିବାର । ହାଇଦ୍ରାବାଦର ତେଲଙ୍ଗାନାରେ ଘଟିଛି ଏହି ଘଟଣା । ଯେଉଁଠି ପାଣି ଟାଙ୍କିରୁ ମିଳିଛି ୩୦ ରୁ ୪୦ ମାଙ୍କଡ ମୃତଦେହ । ଅନୁମାନ କରାଯାଉଛି ଯେ ପ୍ରବଳ ଗରମ ଯୋଗୁଁ ମାଙ୍କଡ଼ମାନେ ପାଣି ପିଇବା ପାଇଁ ଆଜବେଷ୍ଟସ ଦେଇ ଟାଙ୍କି ଭିତରକୁ ପଶିଥାଇପାରନ୍ତି କିନ୍ତୁ ବାହାରକୁ ନ ଆସି ପାରି ବୁଡ଼ି ଯାଇ ସେମାନଙ୍କର […]
*ମେଷ: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।* *ବୃଷ: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।* *ମିଥୁନ: ଦିନଟି ଠିକ୍ଠାକ୍ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। […]
ନୟାଗଡ଼,(ଓଡ଼ିଶା ଦର୍ପଣ) :ଓଡ଼ିଶାର ସ୍ଵନାମଧନ୍ୟା କଣ୍ଠଶିଳ୍ପୀ ତଥା ଭଜନ ସାମ୍ରାଜ୍ଞି ସ୍ବର୍ଗତ ଶାନ୍ତିଲତା ବାରିକଙ୍କ ବିୟୋଗରେ ଏକ ଶ୍ରଦ୍ଧାଞ୍ଜଳି ସଭା ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ମହର୍ଷି ବିଦ୍ୟାମନ୍ଦିର ସମ୍ମୁଖ ଖେଳ ପଡ଼ିଆ ଠାରେ ଅନୁଷ୍ଠିତ ହୋଇଥିଲା।ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳି ସଭାରେ ସଙ୍ଗୀତଧାରା ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ ଏକ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଲୋକପ୍ରିୟ ଭଜନ ଗାୟିକା ଶାନ୍ତିଲତା ବାରିକ ଜଗନ୍ନାଥଙ୍କ ଅନନ୍ୟ ଭକ୍ତ ଥିଲେ।ଭାବପୂର୍ଣ୍ଣ କଣ୍ଠରେ ତାଙ୍କ […]
*ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।* *ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ […]
ପ୍ରଖ୍ୟାତ ଓଡ଼ିଆ ଭଜନ ଗାୟିକା ଶାନ୍ତିଲତା ବାରିକ ଛୋଟରାୟଙ୍କର ପରୋଲକ ହୋଇଛି। ଶାନ୍ତିଲତା ଗତ କିଛିମାସ ହେଲା କର୍ଗଟ ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଗତବର୍ଷ ସେପ୍ଟେମ୍ବର ୨୩ ତାରିଖରେ ହଠାତ୍ ତାଙ୍କ ସ୍ୱାସ୍ଥ୍ୟ ବିଗିଡ଼ିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ କିଛିଦିନ ଭେଣ୍ଟିଲେଟରରେ ମଧ୍ୟ ରହିଥିଲେ। ସୋମବାର(୨୦୨୪ଏପ୍ରିଲ ୧) ତାଙ୍କ ବିୟୋଗରେ ଓଡ଼ିଆ ସଂଗୀତ ଜଗତରେ ଅପୂରଣୀୟ କ୍ଷତି ହୋଇଛି। ଶାନ୍ତିଲତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । […]
*ମେଷ: ଆଜି ପରିବାରରେ ସନ୍ଦେହ ଓ ଭୁଲ୍ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।* *ବୃଷ: ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । […]
ଦେଶର ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାଣୀଙ୍କୁ ସର୍ବୋଚ୍ଚ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ମୁର୍ମୁ ଆଡଭାନୀଙ୍କ ଘରକୁ ଯାଇ ସେଠାରେ ତାଙ୍କୁ ଭାରତରତ୍ନରେ ସମ୍ମାନିତ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏବଂ ବରିଷ୍ଠ କେନ୍ଦ୍ରମନ୍ତ୍ରୀମାନେ ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ଗତକାଲି ରାଷ୍ଟ୍ରପତି ଭବନରେ ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିଂହ ରାଓ, ମହାନ ଚାଷୀ […]
*ମେଷ* *ଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ କରି କାମ ତୁଲାଇନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍ ହେବେ। ଯାନବାହନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ।* *ବୃଷ* *ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍ ହେବନାହିଁ। ଆଜିର ବନ୍ଧୁମିଳନ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟ, କଚେରି […]
