author

ବିଜେଡି ପକ୍ଷରୁ ବିଶାଳ କର୍ମକର୍ତ୍ତା ସମ୍ମିଳନୀ, ଅରୁଣଙ୍କ ନେତୃତ୍ୱରେ ଯୋଗଦେଲେ ଅରୂପ ଏବଂ ଇରାନୀ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ଆଜି ଏକ ବିଶାଳ କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ମଣ୍ଡଳୀ ସଭାପତି ଗଙ୍ଗାଧର ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ସମ୍ମିଳନୀରେ ପୁରୀ ସାଂସଦ ପାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପ୍ରାର୍ଥ ଡ. ଅରୁଣ କୁମାର ସାହୁ ଯୋଗଦେଇ ଡବଲ ଶଙ୍ଖ ପାଇଁ ଆହ୍ୱାନ ଦେଇଥିଲେ।ରାଜନୀତି ସହ ସେବା ମୋ ଜୀବନର ଲକ୍ଷ୍ୟ ବୋଲି ଶ୍ରୀଯୁକ୍ତ ପଟ୍ଟନାୟକ କହିଥିଲେ। କରେନା ମହାମାରୀ ସମୟରୁ ଓଡ଼ିଶା ମୋ […]

ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ ଯୁବ ବାହିନୀ ତଥା ଇକୋ କ୍ଲବ୍ ଆନୁକୂଲ୍ୟରେ ବାର୍ଷିକୋତ୍ସବ ଓ ପରିବେଶ ସୁରକ୍ଷା ସଚେତନତା କର୍ମଶାଳା ଅନୁଷ୍ଠିତ

ନୟାଗଡ଼,(ଲକ୍ଷ୍ମୀଧର ସାହୁ):ଛାତ୍ରଛାତ୍ରୀଙ୍କୁ ସନ୍ତୁଳିତ ପରିବେଶ ତଥା ସବୁଜ ପୃଥିବୀ ଗଠନ ପାଇଁ ପ୍ରେରିତ କରିବା ଉଦ୍ଦେଶ୍ୟରେ ବିଦ୍ୟାଳୟ ମାନଙ୍କରେ “ଜାତୀୟ ଯୁବ ବାହିନୀ ତଥା ଇକୋ କ୍ଲବ୍” କାର୍ଯ୍ୟ କରୁଛି l ସିନ୍ଦୁରିଆ ଉଚ୍ଚ ବିଦ୍ୟାଳୟରେ ପ୍ରତିଷ୍ଠିତ ଇକୋ କ୍ଲବ୍ ଅଧୀନରେ ଗତକାଲି ଇକୋ କ୍ଳବ୍ର ବାର୍ଷିକୋତ୍ସବ ପାଳିତ ହୋଇଥିବା ବେଳେ ବ୍ଲକ୍ ଶିକ୍ଷା ଅଧିକାରୀ ନିମାଇଁ ଚରଣ ପ୍ରଧାନ କର୍ମଶାଳାରେ  ଅତିଥି ଭାବରେ ଯୋଗଦେଇଥିଲେ l ମୋ ସ୍କୁଲ କମିଟିର ସଭାପତି ଭଗବାନ୍ ଜେନା , […]

ସୁସ୍ଥ ଓ ସକାରାତ୍ମକ ସମାଜ ଗଠନରେ ନାଟକର ଭୂମିକା ଗୁରୁତ୍ୱପୂର୍ଣ୍ଣ – ଅରୁଣ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ସମଗ୍ର ବିଶ୍ୱରେ ନାଟକର ମହତ୍ତ୍ଵକୁ ଲୋକଙ୍କ ପାଖରେ ପହଞ୍ଚାଇବା ଏବଂ ଏଥିପ୍ରତି ଆଗ୍ରହ ସୃଷ୍ଟିକରିବା ଲକ୍ଷ୍ୟ ନେଇ ପ୍ରତିବର୍ଷ ପାଳିତ ହେଉଛି ବିଶ୍ୱ ନାଟ୍ୟ ଦିବସ। ଏହି ଉପଲକ୍ଷେ ନୟାଗଡର ପ୍ରମୁଖ ନାଟ୍ୟ ଅନୁଷ୍ଠାନ ମଂଚାୟନ ତରଫରୁ ନ୍ୟୁ ଜନତା କଂପ୍ଳେକ୍ସ ପରିସରରେ ଆୟୋଜିତ ଭବ୍ୟ ସମାରୋହରେ ମୁଖ୍ୟ ଅତିଥି ଭାବେ ଡ. ଅରୁଣ କୁମାର ସାହୁ ଯୋଗଦେଇ ନାଟକ କେବଳ ମନୋରଂଜନ ପାଇଁ ନୁହେଁ ବରଂ ସୁସ୍ଥ ତଥା ସକାରାତ୍ମକ ସମାଜ ଗଠନରେ […]

ଆଜିର ରାଶିଫଳ(୨୮ ମାର୍ଚ୍ଚ,୨୦୨୪)

*ମେଷ: ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।* *ବୃଷ: ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ […]

ଅଯୋଧ୍ୟା ରାମ ମନ୍ଦିର ପରିସରରେ ଫୁଟିଲା ଗୁଳି

ରଙ୍ଗର ପର୍ବ ହୋଲି ଶେଷ ହୋଇଯାଇଛି। ଏହାପରେ ବି ସାରାଅଯୋଧ୍ୟା ଉତ୍ସବମୁଖର ରହିଛି। ଏହି ଅବସରରେ ପ୍ରଭୁ ରାମଲଲ୍ଲାଙ୍କ ଦର୍ଶନ ପାଇଁ ଲୋକଙ୍କ ଭିଡ଼ ବି ଖୁବ ଜମୁଛି। ଏଭଳି ସମୟରେ ରାମମନ୍ଦିର ପରିସରରେ ଗୁଳି ଫୁଟିବା ହେତୁ ଭକ୍ତଙ୍କ ମଧ୍ୟରେ କୋକୁଆ ଭୟ ଖେଳି ଯାଇଥିଲା। ମଙ୍ଗଳବାର ରାମ ଜନ୍ମଭୂମି ପରିସରରେ ପିଏସିର ଜଣେ ସେନାଙ୍କୁ ସନ୍ଦେହଜନକ ଅବସ୍ଥାରେ ଗୁଳି କରାଯାଇଥିଲା। ସୂଚନା ପାଇବା ମାତ୍ରେ ଅଯୋଧ୍ୟା ରେଞ୍ଜ ଆଇଜି ପ୍ରବୀଣ କୁମାର ଘଟଣାସ୍ଥଳରେ ପହଞ୍ଚିଥିଲେ। […]

ଅର୍ଦ୍ଧ ନିର୍ମିତ ଅବସ୍ଥାରେ ଏନଏସି ଉଚ୍ଚ ବିଦ୍ୟାଳୟର ମୁଖ୍ୟ ଫାଟକ,ଅସାମାଜିକକାର୍ଯ୍ୟକଳାପ ବୃଦ୍ଧି

ଜାତୀୟ ଏବଂ ରାଜ୍ୟ ରାଜପଥ ପାଶ୍ୱର୍ରେ ଥିବା ନୟାଗଡ଼ ସହରର ସମସ୍ତ କାର୍ଯ୍ୟାଳୟର ମୁଖ୍ୟ ଫାଟକ ଗୁଡ଼ିକ ରୂପାନ୍ତରିତ ହୋଇ ନୂତନ ରୂପରେଖ ପାଇ ଉଦଘାଟିତ ସାରିଥିବା ବେଳେ ଏନଏସି ଉଚ୍ଚ ବିଦ୍ୟାଳୟର ମୁଖ୍ୟ ଫାଟକ କାର୍ଯ୍ୟ ଦୀର୍ଘ ୩ ମାସରୁ ଉର୍ଦ୍ଧ୍ୱ ସମୟ ଧରି ଅର୍ଦ୍ଧ ନିର୍ମିତ ଅବସ୍ଥାରେ ପଡ଼ି ରହିଛି । ଫଳରେ ଫାଟକ ନଥିବାରୁ ସନ୍ଧ୍ୟା ସମୟରେ ବିଦ୍ୟାଳୟ ପରିସରରେ ନିଶାଡ଼ି ତଥା ଅସାମାଜିକ ଲୋକମାନଙ୍କ ପାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି । […]

ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା ଯାତ୍ରୀବାହୀ ବସ୍‌

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡିଲା ଖାମ୍ବେଶ୍ୱରୀ ନାମକ ଯାତ୍ରୀବାହୀ ବସ୍‌। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଗୁରୁତର ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ନାରାୟଣ ରଥ (୫୪)ବୋଲି ସୂଚନା ମିଳିଛି।ମିଳିଥିବା ସୂଚନା ଅନୁସାରେ ବସ୍‌ଟି ମାଲକାନଗିରିରୁ ବ୍ରହ୍ମପୁର ଆସୁଥିଲା। ୩୨୬ ନଂ ଜାତୀୟ ରାଜପଥର କୋରାପୁଟ ସଦର ଥାନା ଅଧୀନ ପୋଡ଼ାଗଡ଼ର ଛୋଟାଗୁଡ଼ା ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଚାଳକ ନିୟନ୍ତ୍ରଣ ହରାଇବାରୁ ବସ୍‌ଟି ଦୁର୍ଘଟଣାଗ୍ରସ୍ତ […]

ନୟାଗଡ଼ରେ ବିଶ୍ୱ ନାଟ୍ୟ ଦିବସ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ମାର୍ଚ୍ଚ ୨୭ ତାରିଖ ବିଶ୍ବ ନାଟ୍ୟ ଦିବସ । ଏହି ଅବସରରେ ନୟାଗଡ଼ କେ.ସି. କ୍ଳବ ଠାରେ ‘ନାଟ୍ୟଧାରା’ ଆନୁକୁଲ୍ୟରେ ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଶ୍ବ ନାଟ୍ୟ ଦିବସ ପାଳିତ ହୋଇଯାଇଛି । ଏହି ସଭାରେ ବିଶ୍ଵ ନାଟ୍ୟ ଦିବସର ତାତ୍ପର୍ଯ୍ୟ, ଆହ୍ବାନ ଆଉ ଲକ୍ଷ୍ୟ ଉପରେ ଆଲୋଚନା ରଖି ପୃଥ‌ିବୀରେ ନାଟ୍ୟ ଆନ୍ଦୋଳନର ଏକ ଚିତ୍ର ଉପସ୍ଥାପନ କରିଥିଲେ ନାଟ୍ୟକାର କମ୍ରେଡ ବିଶ୍ବନାଥ ମହାପାତ୍ର । ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକ ତଥା […]

ଆଜିର ରାଶିଫଳ(୨୭ ମାର୍ଚ୍ଚ,୨୦୨୪)

*ମେଷ: ଆଜି କୌଣସି କାରଣ ରୁ ଆପଣ ଖୁସି ରେ  ମାତ୍ରା ଅଧିକ ଭବବିହୋଳ ରହିପରାନ୍ତି। ବିଦ୍ୟାର୍ଥୀ ମାନେ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ।* *ବୃଷ : ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହୋଇପାରେ, ଏହାର ଧ୍ୟାନ ରଖିବେ। ଆପଣଙ୍କ ସ୍ଵଭାବରେ ଭାବୁକତା […]

ଟେଲିଭିଜନର ରାମ କେତେ ସମ୍ପତ୍ତିର ମାଲିକ ଜାଣନ୍ତୁ

ଚଳିତ ବର୍ଷର ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ପ୍ରାର୍ଥୀଙ୍କ ପଞ୍ଚମ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ବହୁ ସିଟିଂ ଏମପିଙ୍କ ଟିକେଟ କଟାଯାଇଥିଲା ଏବଂ କିଛି ନାମ ମଧ୍ୟ ଦେଖାଯାଇଥିଲା ଯାହା ଉପରେ ବହୁ ଆଲୋଚନା ହେଉଛି। ତେବେ ଏହି ତାଲିକାରେ ଉତ୍ତରପ୍ରଦେଶର ମେରଟରୁ ପ୍ରାର୍ଥୀ ଭାବେ ରାମାୟଣ ଧାରାବାହିକରେ ପ୍ରଭୁ ରାମଙ୍କ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋବିଲଙ୍କୁ ଟିକେଟ ମିଳିଥିବା ଉଲ୍ଳେଖ ରହିଛି। ଅରୁଣ ମିରଟରେ […]

ଏଣିକି ରାତି ସମୟରେ ବି ହେବ ଅସ୍ତ୍ରୋପଚାର, ଜାଣନ୍ତୁ କେଉଁ ଡାକ୍ତରଖାନାରେ….

ଅସ୍ତ୍ରୋପଚାର ପାଇଁ ଏଣିକି ଆଉ ସକାଳ ହେବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବନି। ରାତିରେ ହିଁ ଗୁରୁତର ରୋଗୀଙ୍କ ଅସ୍ତ୍ରୋପଚାର ଆରମ୍ଭ ହେବ।କ୍ୟାପିଟାଲ ହସ୍ପିଟାଲରୁ ଏହି ବ୍ୟବସ୍ଥା ଆରମ୍ଭ ହେବ ଏବଂ ପରବର୍ତ୍ତୀ ପର୍ଯ୍ୟାୟରେ ରାଜ୍ୟର ଅନ୍ୟ ପ୍ରମୁଖ ଡାକ୍ତରଖାନାରେ ରାତ୍ରକାଳୀନ ଅସ୍ତ୍ରୋପଚାର ବ୍ୟବସ୍ଥା ହେବ ବୋଲି ଜଣାପଡ଼ିଛି। ସାଧାରଣତଃ ଅତି ଜରୁରୀ ମାମଲାରେ ମେଡିକାଲ କଲେଜରେ ରାତିବେଳା ଅସ୍ତ୍ରୋପଚାର ହୋଇପାରୁଛି। କିନ୍ତୁ ଅନ୍ୟ ସ୍ଥାନରେ ଅସ୍ତ୍ରୋପଚାର ପାଇଁ ସକାଳ ହେବାକୁ ଅପେକ୍ଷା କରିବାକୁ ହେଉଛି। ଅଧିକାଂଶ […]

ତାଞ୍ଜାନିଆରେ କରିନା କପୁର

କରିନା କପୁର ଖାନ ବର୍ତ୍ତମାନ ତାଙ୍କ ସ୍ବାମୀ ଶୈଫ ଅଲି ଖାନ ଏବଂ ପୁଅ ତୈମୁର ଅଲି ଖାନ ଏବଂ ଜାହାଙ୍ଗୀର ଅଲି ଖାନଙ୍କ ସହ ତାଞ୍ଜାନିଆରେ ଛୁଟି କାଟୁଛନ୍ତି। ପରିବାର କିଛି ଦିନ ପୂର୍ବରୁ ମୁମ୍ବାଇ ଛାଡିଥିଲେ ଏବଂ ଗତକାଲିଠାରୁ ଏହି ଅଭିନେତ୍ରୀ ସେମାନଙ୍କ ଛୁଟିଦିନର ଝଲକ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି।କରୀନା ନିଜ ଇନଷ୍ଟାଗ୍ରାମ ଷ୍ଟୋରୀରେ ନିଜର ଏକ ଫଟୋ ପୋଷ୍ଟ କରିଛନ୍ତି। ସେ ସାର୍ଟ ଏବଂ ଜିନ୍ସରେ ବହୁତ ସୁନ୍ଦର ଦେଖାଯାଉଥିବାବେଳେ ଗୋଟିଏ […]