ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଶଂସକଙ୍କ ଉପରେ ରାଗ ଝାଡ଼ିଲେ କର୍ଣ୍ଣାଟକର କନ୍ନଡ ଓ ସଂସ୍କୃତି ମନ୍ତ୍ରୀ ଶିବରାଜ ତଙ୍ଗାଡାଗି। ରୋଜଗାର ପ୍ରସଙ୍ଗରେ ଆଲୋଚନା କଲା ବେଳେ ସେ କହିଛନ୍ତି ଯେ ଯେଉଁ ଯୁବକ ଓ ଛାତ୍ରମାନେ ମୋଦୀ-ମୋଦୀ ନାରା ଲଗାଉଛନ୍ତି ସେମାନଙ୍କୁ ଚାପୁଡ଼ା ମାରିବା ଦରକାର।ବିକାଶ କ୍ଷେତ୍ରରେ ବିଫଳ ହେବା ସହିତ କେନ୍ଦ୍ରର ବିଜେପି ସରକାର ଯୁବକ ମାନଙ୍କୁ ନିଯୁକ୍ତି ଦେବାରେ ବିଫଳ ହୋଇଛି । ମୋଦି ସରକାର ବର୍ଷକୁ ୨କୋଟି ନିଯୁକ୍ତି ନାରା ଦେଇଥିବା ବେଳେ […]
*ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।* *ବୃଷ : ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]
ଲଙ୍ଗ ଟାଇମ ବୟଫ୍ରେଣ୍ଡ ମୈଥିୟାସ ବୋଙ୍କ ସହ ବଲିଉଡ ଅଭିନେତ୍ରୀ ତାପସି ପନ୍ନୁଙ୍କ ବିବାହ ଖବର ଏବେ ହେଡଲାଇନରେ ରହିଛି। ଗତ ଦଶ ବର୍ଷ ଧରି ଡେଟିଂ କରୁଥିବା ଏହି ଦମ୍ପତି ମାର୍ଚ୍ଚରେ ବିବାହ କରିବାକୁ ଯାଉଥିଲେ ଏବଂ ବର୍ତ୍ତମାନର ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ତାପସୀ ପନ୍ନୁ ୧୦ବର୍ଷ ଧରି ପ୍ରେମ ସମ୍ପର୍କରେ ରହିବା ପରେ ଶେଷରେ ଲୁଚିଲୁଚି ବିବାହ କରିଛନ୍ତି। ଅଭିନେତ୍ରୀ ତାଙ୍କ ବ୍ୟାଡମଂଟନ ଖେଳାଳି ବନ୍ଧୁ ମାଥିଏସ ବୋଏଙ୍କ ସହିତ ମାର୍ଚ୍ଚ ୨୩ରେ ଉଦୟପୁରରେ […]
ଭାରତ ବାୟୋଟେକ୍ ଇଣ୍ଟରନ୍ୟାସନାଲ୍ ଲିମିଟେଡ୍ ରବିବାର କହିଛି ଯେ ଭାରତରେ ବୟସ୍କଙ୍କ ଉପରେ ଯକ୍ଷ୍ମା ଟିକା ଏମ୍ଟିବିଭିଏସିର କ୍ଲିନିକାଲ୍ ପରୀକ୍ଷଣ ଆରମ୍ଭ ହୋଇଛି। ଭାରତ ବାୟୋଟେକ୍ ପକ୍ଷରୁ ଜାରି ଏକ ପ୍ରେସ୍ ବିଜ୍ଞପ୍ତିରେ କୁହାଯାଇଛି ଯେ ସ୍ପେନର ବାୟୋଫାର୍ମାସ୍ୟୁଟିକାଲ କମ୍ପାନି ବାୟୋଫାବ୍ରି ଦ୍ୱାରା ମାନବ ଉତ୍ସରୁ ପ୍ରସ୍ତୁତ ଯକ୍ଷ୍ମା ବିରୋଧରେ ଏହା ହେଉଛି ପ୍ରଥମ ଟିକା।ଏହି ଟିକା ଆସିବା ପରେ କିଶୋର କିଶୋରୀ ଏବଂ ବୟସ୍କମାନେ ଯକ୍ଷ୍ମା ଭଳି ମାରାତ୍ମକ ରୋଗରୁ ମୁକ୍ତି ପାଇବେ।ବିଶ୍ୱର ୨୮ ପ୍ରତିଶତ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ):ଦଶମ ବୋର୍ଡ ପରୀକ୍ଷା ପରେ ରାଜ୍ୟର ଅନୁନ୍ନତ ତଥା ଉପାନ୍ତ ଜିଲ୍ଲାରୁ ବିଭିନ୍ନ ଗରୀବ,ଅଭାବୀ ଓ ମେଧାବୀ ପିଲାମାନଙ୍କୁ ଆଣି ତାଙ୍କର ଉଚ୍ଚଶିକ୍ଷାର ଭିତ୍ତିପ୍ରସ୍ତର ପକାଇବା ସହିତ ଏହି ଛାତ୍ରଛାତ୍ରୀ ମାନେ ସମାଜର ବିଭିନ୍ନ କ୍ଷେତ୍ରରେ ଯଥା ଡାକ୍ତର, ଇଂଜିନିୟର,ଅଧ୍ୟାପକ, ବୈଜ୍ଞାନିକ , ଜିଲ୍ଲାପାଳ, ପ୍ରଶାସନିକ ସେବା ଆଦି ଉଚ୍ଚ ପଦପଦବୀ ଅବସ୍ଥାପିତ। ରାଜଧାନୀ ଭୁବନେଶ୍ଵରର ବିଭିନ୍ନ ବସ୍ତିର ଛୋଟ ଛୋଟ ପିଲା ମାନଙ୍କୁ ନେଇ ଖୋଲିଛନ୍ତି ବର୍ଣ୍ଣବୋଧ ପାଠଶାଳା। ଶିକ୍ଷୟତ୍ରୀ ନିଯୁକ୍ତି ଦେବା ସହ […]
*ମେଷ: ଆଜି ପ୍ରଶାସନ, ପରିବହନ ଓ ବିବାଦୀୟ କ୍ଷେତ୍ରରେ ସମାଧାନ ପାଇଁ ଚେଷ୍ଟାକରି ହେବେ। ଲକ୍ଷ୍ୟସ୍ଥଳକୁ ଯିବା ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ପାବବେ ଆପଣଙ୍କୁ ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣି ଅଶାନ୍ତି ଅନୁଭବ କରିବେ।* *ବୃଷ: ଆଜି ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରି ପାରିବେ ନାହିଁ।କର୍ମକ୍ଷେତ୍ରରେ ଆପଣଙ୍କୁ ଅର୍ଥଲାଭ ସହ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ ହେବ। ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ରୋଟାରୀ କ୍ଳବ୍ ତରଫରୁ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଓସ୍ତିଆମାଳ ଆଶ୍ରମ ବିଦ୍ଯାଳୟ ପରିସରରେ ଏକ ସ୍ବାସ୍ଥ୍ଯ ଶିବିର ଅନୁଷ୍ଠିତ ହୋଇଯାଇଛି। କ୍ଳବ୍ ସଭାପତି ଅବଦୁଲ ଆରିଫ୍ ଖାଁ ଓ ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ସଂଯୋଜନାରେ ଆଶ୍ରମ ବିଦ୍ଯାଳୟର ୧୫୦ ଜଣ ଛାତ୍ରଛାତ୍ରୀ ସମେତ ଓସ୍ତିଆମାଳ, ନିହଲ ପ୍ରସାଦ, ନାଣ୍ଡିଗିରି ଓ ଭୋବସର ଗ୍ରାମର ବହୁ ଲୋକ ଚିକିତ୍ସା ସୁବିଧା ପାଇଥିଲେ। କୋମଣ୍ଡ ଜନ ସ୍ବାସ୍ଥ୍ଯ କେନ୍ଦ୍ରର ଡାକ୍ତର ନରେଶ ଚନ୍ଦ୍ର ନାୟକ […]
*ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।* *ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।* *ମିଥୁନ: […]
*ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।* *ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।* *ମିଥୁନ: […]
ରାଜସୁନାଖଳା- ତିନିଦିନ ରେ ଏନ ଏ ସି ଦାବିରେ ଅନଶନ l ଅନଶନକାରୀ ସାମ୍ବାଦିକ ଆର୍ତତ୍ରାଣ ପ୍ରଧାନ ଙ୍କୁ ଭେଟିଲେ ରଣପୁର ବିଧାୟକ ଏବଂ ତହସିଲଦାର l ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ରାଜସୁନାଖଳା କୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ଦାବି ନେଇ ତିନିଦିନ ହେବ ଆମରଣ ଅନଶନ ଜାରି ରଖିଛନ୍ତି ସାମ୍ବାଦିକ ତଥା ସମାଜସେବୀ ଆର୍ତତ୍ରାଣ ପ୍ରଧାନ l ମଙ୍ଗଳବାର ଠାରୁ ଚାଲିଥିବା ଏହି ଅନଶନ କୁ ସ୍ଥାନୀୟ ଅଞ୍ଚଳ ର ବିଭିନ୍ନ ସ୍ବେଛାସେବୀ […]
*ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।* *ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]
ଲୋକପ୍ରିୟ ଆଧ୍ୟାତ୍ମିକ ଗୁରୁ ସଦ୍ଗୁରୁ ଜାଗି ବାସୁଦେବଙ୍କ ଆପୋଲୋ ଦିଲ୍ଲୀରେ ଜରୁରୀକାଳୀନ ବ୍ରେନ୍ ସର୍ଜରୀ କରାଯାଇଛି। ଖବର ଅନୁଯାୟୀ, ମାର୍ଚ୍ଚ ୧୭ ରେ ତାଙ୍କ ମସ୍ତିଷ୍କରେ ଏକ ସ୍ଥାନ ଫୁଲି ଯାଇଥିବା ଜଣା ପଡିଥିଲା ଏବଂ ରକ୍ତସ୍ରାବ ଚିହ୍ନଟ ହେବା ପରେ ତାଙ୍କୁ ଆପୋଲୋ ଦିଲ୍ଲୀରେ ଭର୍ତ୍ତି କରାଯାଇଥିଲା।ତାଙ୍କ ମୁଣ୍ଡରେ ରକ୍ତଜମାଟ ସହ ଅନ୍ୟ ସମସ୍ୟା ପାଇଁ ଜରୁରୀ କାଳୀନ ଅସ୍ତ୍ରୋପଚାର କରାଯାଇଛି । ଗତ କିଛି ଦିନ ଧରି ତାଙ୍କର ସ୍ୱାସ୍ଥ୍ୟବସ୍ଥା ଭଲ ନଥିଲା । […]
