ଅଭିନେତା ପ୍ରକାଶ ରାଜ ଭାଜପାକୁ ଟାର୍ଗେଟ୍ କରିଛନ୍ତି। ପ୍ରକାଶ ରାଜ କହିଛନ୍ତି, ଯେଉଁମାନେ ୪୨୦, ସେମାନେ ଆସନ୍ତା ଲୋକ ସଭା ନିର୍ବାଚନରେ ୪୦୦ଟି ସିଟ୍ ଜିତିବା କଥା କହୁଛନ୍ତି। ଭାଜପା ନେତାଙ୍କ ପକ୍ଷରୁ ଏଥର ୪୦୦ ପାର୍’ ସ୍ଲୋଗାନ ଦେଉଛନ୍ତି। ଦଳ ଲକ୍ଷ୍ୟ ଧାର୍ଯ୍ୟ କରିଛି ଯେ ଏଥର ଲୋକ ସଭା ନିର୍ବାଚନରେ ୪୦୦ ଆସନ ହାସଲ କରି ସରକାର ଗଠନ କରିବ। ଏହା ବେଶ ହାସ୍ୟସ୍ପଦ । ଏଥିସହ ଅଭିନେତା କହିଥିଲେ ସେ ଯେକୌଣସି ଦଳ […]
ନୋଏଡାର ଏକ ରେଭ୍ ପାର୍ଟିରେ ସାପ ବିଷ ଯୋଗାଇବା ମାମଲାରେ ସମ୍ପୃକ୍ତ ଥିବା ୟୁଟ୍ୟୁବର ଏଲ୍ଭିଶ୍ ଯାଦବଙ୍କୁ ସ୍ଥାନୀୟ ପୋଲିସ ପଚରାଉଚରା ପରେ ରବିବାର ଗିରଫ କରିଛି। ନୋଏଡା ଡିସିପି ବିଦ୍ୟା ସାଗର ମିଶ୍ର କହିଛନ୍ତି ଯେ ନୋଏଡା ପୋଲିସ ୟୁଟ୍ୟୁବର ତଥା ବିଗ୍ ବସ୍ ଓଟିଟି ୨ ବିଜେତା ଏଲଭିଶ ଯାଦବଙ୍କୁ ଗିରଫ କରିଛି। ଆଜି ତାଙ୍କୁ କୋର୍ଟ ଚାଲାଣ କରାଯିବ। ଦିଲ୍ଲୀ-ଏନସିଆରରେ ପାର୍ଟିରେ ମନୋରଞ୍ଜନ ପାଇଁ ସାପ ବିଷ ଦେବା ଅଭିଯୋଗରେ ଯାଦବଙ୍କ ସହ […]
*ମେଷ* : *ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।* *ବୃଷ:ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।* *ମିଥୁନ:* *ଆଜି ନିଜର ନୂଆ ବିଚାର ଆର୍ଥିକ […]
ମେଷ: *ଆଜି ଯାତ୍ରା, ବ୍ୟବସାୟ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।* ବୃଷ: ଆଜି କୌଣସି କର୍ମାରମ୍ଭ ପାଇଁ ମନ୍ଦ ନ ହେଲେ ମଧ୍ୟ ଝିନଝଟ୍ ଜନିତ ବ୍ୟସ୍ତତାରୁ ମୁକ୍ତି ମିଳିବ ନାହିଁ। ଏପରି କି ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ, […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ମଧ୍ୟପ୍ରଦେଶ ରାଜଧାନୀ ଭୋପାଳ ସ୍ଥିତ ପଣ୍ଡିତ ସୁନ୍ଦରଲାଲ ଶର୍ମା ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଭୋକେସନାଲ୍ ଏଜୁକେସନ୍ ଦ୍ବାରା ଜାତୀୟ ସ୍ତରରେ ଗତ ୫ ଦିନ ଧରି ଚାଲିଥିବା କାପାସିଟି ବଲଡିଙ୍ଗ ଅଫ ଟିଚର୍ସ ଫର୍ ଭୋକେସନାଲାଇଜେନ୍ ଅଫ୍ ଏଜୁକେସନ୍ ଟ୍ରେନିଂ ରେ ଓଡ଼ିଶାର ବିଭିନ୍ନ ଜିଲ୍ଲାର ୪୭ ଜଣ ଶିକ୍ଷକ ଶିକ୍ଷୟିତ୍ରୀମାନେ ମାଷ୍ଟର ଟ୍ରେନର୍ ଭାବରେ ଯୋଗ ଦେଇଥିଲେ। ସେମାନଙ୍କ ମଧ୍ୟରୁ ନୟାଗଡ଼ ଜିଲ୍ଲାରୁ ଦୁଇ ଜଣ ଶିକ୍ଷକ ଯୋଗଦାନ କରିଥିଲେ।ନୟାଗଡ଼ ବ୍ଲକ ଅନ୍ତର୍ଗତ […]
*ମେଷ:ଆଜିର ଦିନଟିରେ ଆପଣଙ୍କ ଆତ୍ମିଅଙ୍କ ସହଯୋଗ କରିବାରୁ ଆନନ୍ଦିତ ରହିବେ । ବସ୍ତ୍ରଭୂଷଣ ପ୍ରାପ୍ତି ମାଧ୍ୟମରେ ଦିନଟି ଖୁସିରେ ଅତିବାହିତ କରିବେ। ସ୍ବାସ୍ଥ୍ୟ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ।* *ବୃଷ:ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଭୁଲ୍ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଦଶପଲ୍ଲାଠାରେ ନବନିର୍ମିତ ରେଳ ଷ୍ଟେସନ ଗତ ଜାନୁଆରୀ ୬ ତାରିଖରେ ରେଳମନ୍ତ୍ରୀଙ୍କ ଦ୍ୱାରା ବିଧିବଦ୍ଧ ଭାବେ ଉଦଘାଟିତ ହେବା ପରେ ନୟାଗଡ଼ ଟାଉନରୁ ଭୁବନେଶ୍ୱର ଯାଉଥିବା ସେବା ଏକ୍ସପ୍ରେସ ସେହି ଦିନଠାରୁ ଦଶପଲ୍ଲାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ନିୟମିତ ଚଳାଚଳ କରୁଛି । ସେହିପରି ନୟାଗଡ଼ରୁ ପୁରୀ ଯାଉଥିବା ପାସେଞ୍ଜର ଟ୍ରେନଟି ମଧ୍ୟ ଦଶପଲ୍ଲାରୁ ପୁରୀକୁ ନିୟମିତ ଚଳାଚଳ କରୁଛି । ରେଳସେବା ଜିଲ୍ଲାର ଦଶପଲ୍ଲା ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବା ପରଠାରୁ […]
ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ ସ୍ବାସ୍ଥ୍ୟାବସ୍ଥା ଖରାପ ରହିଛି। ତାଙ୍କୁ ମୁମ୍ବାଇର କୋକିଲାବେନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କୁହାଯାଉଛି ଯେ ଅମିତାଭ ବଚ୍ଚନ ଆଞ୍ଜିଓପ୍ଲାଷ୍ଟି କରିଛନ୍ତି। କଡା ସୁରକ୍ଷା ମଧ୍ୟରେ ବିଗ ବି ଆଜି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। । ସୂଚନା ଅନୁସାରେ ବିଗ ବିଙ୍କ ଗୋଡରେ ରକ୍ତ ଜମାଟ ବାନ୍ଧିବା ଯୋଗୁଁ ତାଙ୍କର ଅସ୍ତ୍ରୋପଚାର କରାଯାଇଛି । ବର୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ ରହିଛି ଓ ସେ ଖୁବ ଶିଘ୍ର ଘରକୁ ଫେରିବେ ବୋଲି ପରିବାର […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ବ୍ଲକ ଅନ୍ତର୍ଗତ ନଡ଼ିଆଳି ଗ୍ରାମ ପଞ୍ଚାୟତରେ ଆଜି ନୂତନ କଲ୍ୟାଣ ମଣ୍ଡପର ଉଦ୍ଘାଟନ ହୋଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗ ଦେଇ କଲ୍ୟାଣୀ ମଣ୍ଡପର ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ଏକ ବିରାଟ ବାଇକ ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା । ୩୦୦ ରୁ ଉର୍ଦ୍ଧ୍ୱ ବାଇକ୍ ଖୁଣ୍ଟୁବନ୍ଧ କାଳିଆଷଣ୍ଢ ଯାତ୍ରା ପଡିଆରୁ ବାହାରି ନଡ଼ିଆଳି, ହିଞ୍ଜିଳିଗାଡିଆ, ବଢ଼ିଆସାହି, ପାଟଣା ସାହି ଦେଇ ପଲ୍ଲୀସାଶନ ବାଲୁଙ୍କେଶ୍ୱର ମନ୍ଦିର […]
ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷାର ମୂଲ୍ୟାୟନ କାର୍ଯ୍ୟ ମାର୍ଚ୍ଚ ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ଏଥିପାଇଁ ପ୍ରାୟ ୧୫ ହଜାରରୁ ଊର୍ଦ୍ଧ୍ୱ ପରୀକ୍ଷକ ନିୟୋଜିତ ହୋଇଛନ୍ତି।ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ସହିତ ମଧ୍ୟମା ଏବଂ ଓପନ ସ୍କୁଲ ଖାତା ମୂଲ୍ୟାୟନ ହେବ। ୫୫ଟି କେନ୍ଦ୍ରରେ ମୂଲ୍ୟାୟନ ହେବାକୁ ଥିବାବେଳେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଖାତା ଦେଖାରେ ୧୫ହଜାରରୁ ଅଧିକ ଶିକ୍ଷକ ନିୟୋଜିତ ହେବେ। ପୂର୍ବ ନିଷ୍ପତି ଅନୁସାରେ […]
ରାଜନୈତିକ ଦଳଗୁଡ଼ିକୁ ବିଭିନ୍ନ ବ୍ୟକ୍ତି ଓ ସଂସ୍ଥାଗୁଡ଼ିକ ନିର୍ବାଚନୀ ବଣ୍ଡ୍ ଜରିଆରେ ପ୍ରଦାନ କରିଥିବା ଚାନ୍ଦାର ତଥ୍ୟକୁ ଆଜି ନିର୍ବାଚନ କମିସନ ତାଙ୍କ ୱେବସାଇଟ୍ରେ ସାର୍ବଜନୀନ କରିଛନ୍ତି। ଦୁଇଟି ଫାଇଲ୍ରେ ଏହି ତଥ୍ୟକୁ କମିସନ ତାଙ୍କ ୱେବସାଇଟ୍ରେ ରଖିଛନ୍ତି। ଦୁଇଟି ପିଡିଏଫରୁ ଗୋଟିଏରେ ଇଲେକ୍ଟୋରାଲ ବଣ୍ଡର ମୂଲ୍ୟ, କ୍ରେତା ଏବଂ କ୍ରୟ ତାରିଖ ରହିଥିବା ବେଳେ ଅନ୍ୟଟିରେ ଦଳରେ ନାଁ, ତାରିଖ ଓ ମୂଲ୍ୟ ଉଲ୍ଲେଖ ରହିଛି। ୩୩୭ ଓ ୪୨୬ ପୃଷ୍ଠାର ଦୁଇଟି ପିଡିଏଫ ରହିଛି। […]
ଲୋକସଭା ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା ପୂର୍ବରୁ ଭାରତ ସରକାର ଗୁରୁବାର ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଲିଟର ପିଛା ୨ ଟଙ୍କା ହ୍ରାସ କରିଛନ୍ତି।ସମ୍ପ୍ରତି ତରଳ ପେଟ୍ରୋଲିୟମ ଗ୍ୟାସ (ଏଲପିଜି) ଏବଂ ସଙ୍କୋଚିତ ପ୍ରାକୃତିକ ଗ୍ୟାସ (ସିଏନଜି) ମୂଲ୍ୟରେ ହ୍ରାସ ହେତୁ ଆଗାମୀ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ହ୍ରାସ ହେବାର ସମ୍ଭାବନା ରହିଛି।କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ପୁରୀ ସୋସିଆଲ ମିଡିଆ ଏକ୍ସରେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି […]
