ରାଶନ କାର୍ଡକୁ ନେଇ ବଡ଼ ଅପଡେଟ୍। E-KYC ଅପଡେଟ ପାଇଁ ଆଉ କୋହଳ କରାଯିବ ନାହଁ । ହିତାଧିକାରୀଙ୍କୁ ଆଜି ଏଭଳି ଚେତାବନୀ ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ପାତ୍ର। ମାର୍ଚ୍ଚ ୩୧ ତାରିଖ ପର୍ୟ୍ୟନ୍ତ ଇ-କେୱାଇସି ଅପଡେଟ୍ ସମୟ ସୀମା ବର୍ଦ୍ଧିତ କରାଯାଇଛି ସତ । ହେଲେ ଏହା ଭିତରେ ଯଦି ଯୋଗ୍ୟ ହିତାଧିକାରୀ ଇ-କେୱାଇସି ନକରିପାରିଲେ । ସେମାନଙ୍କ କାର୍ଡ ସରେଣ୍ଡର ହୋଇଗଲା ବୋଲି ଧରିନିଆଯିବ । ଫେବ୍ରୁଆରି […]
ମେଷ ଆଜିର ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗିରହିବ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ। ବୃଷ ଆଜି ଆକସ୍ମିକ ଭାବରେ ମୋଟାଅଙ୍କ ର ଅର୍ଥ ଆବଶ୍ୟକ ହୋଇପାରେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଯୋଗୁ ବିଚଳିତ ହେବେ।ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ।ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇ […]
“ରାୟଗଡ:-ତା. ୧୬/୦୨-ରାୟଗଡ ଜିଲ୍ଲା ଶାଖା ଓଡିଶା ଅମଲା ସଂଘର ଆଜି କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି l ଶ୍ରୀ ଅରୁଣ କୁମାର ପାଢ଼ୀ, ରାଜସ୍ବ ସେବା ଅଧିକାରୀ ନିର୍ବାଚନ ପରିଚାଳନା କରିଥିଲେ l ଏହି ନିର୍ବାଚନରେ ୨୫୪ଜଣ ନିଜର ମତଦାନ କରିଥିଲେ l ସଭାପତି ଦୌଡରେ ଶ୍ରୀ ମନୋଜ କୁମାର ରଥ,ସିମାଞ୍ଚଳ ପଣ୍ଡା ଦୁଇଜଣ ପ୍ରାର୍ଥୀ ନାମାଙ୍କନ କରିଥିଲେ ଓ ଶ୍ରୀ ମନୋଜ କୁମାର ରଥ ସର୍ବାଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ l ସେହିପରି ସାଧାରଣ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ସ୍ଥାନୀୟ ବୁଦ୍ଧ ମଣ୍ଡପ ଠାରେ ଆଜି ଆୟୋଜିତ ଜିଲ୍ଲାସ୍ତରୀୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଗ୍ରାଣ୍ଡ ଫାଇନାଲରେ ନୟାଗଡ଼ ବ୍ଲକର ବିଷ୍ନୁପ୍ରିୟା ବେହେରା ବିଜୟୀ ହୋଇ ୧୧ହଜାର ନଗଦ ରାଶି ସହିତ ନୟାଗଡ଼ ସଙ୍ଗୀତ କଲ୍ଲୋଳ ଉପାଧିରେ ଭୂଷିତ ହୋଇଛନ୍ତି। ସେହିପରି ଦ୍ୱିତୀୟ ସ୍ଥାନରେ ଭାପୁର ବ୍ଲକର ଓମ ପ୍ରକାଶ ମହାରଣା ଏବଂ ତୃତୀୟ ସ୍ଥାନରେ ନୟାଗଡ଼ ବ୍ଲକର ଶୁଚିସ୍ମିତା ଦୋରା ବିଜୟୀ ହୋଇଛନ୍ତି। ସୂଚନାଯୋଗ୍ୟ ଯେ ଜିଲ୍ଲାର ୮ଟି ବ୍ଲକରେ […]
ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। […]
ନୂଆଗାଁ:(ପୁଷ୍ପଲତା ପ୍ରଧାନ):ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ୍ କାପ୍ତାପଲ୍ଲୀ ପଞ୍ଚାୟତର ପୋବଲା ଗ୍ରାମରେ ଚାରି ବଖରା ଘର ଜଳି ପାଉଁଶ ହୋଈଛି। ଜମୁନା ଜାନି,ସ୍ବା-ପ୍ରଦୀପ୍ତ କୁମାର ଜାନି, ଶାନ୍ତିଲତା ଜାନି,ସ୍ବା-ବିଜୟ କୁମାର ଜାନି, ଟୁନି ଜାନି,ସ୍ବା-କାର୍ତ୍ତିକ ଜାନି,ବିମଳା ଜାନି ମୃତସ୍ବାମି- ସ୍ବେତ କୁମାର ଜାନି ଙ୍କର ଚାରି ବଖରା ଘର ପୋଡ଼ି ପାଉଁଶ ହୋଈ ଜାଈ ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଈଥିବା ସୁଚନା ମିଳିଛି।।ଘରର ବ୍ୟବହାର ଆସବା ପତ୍ର ଏବଂ ରୋଷେଈ ସାମଗ୍ରୀ ସବୁ ନିଆଁ ରେ ପୋଡ଼ି […]
ବଜେଟ୍ ପୂର୍ବରୁ ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ। 2024-25 Financial Year ରେ ଓଡିଶା ଅର୍ଥନୀତିର ଆକାର ୯.୫ଲକ୍ଷ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି ଯାହା ପ୍ରାୟ ୧୧୩ ବିଲିୟନ ଆମେରିକୀୟ ଡଲାର ଅଟେ । ୨୦୨୪-୨୫ ମସିହାରେ ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧି ହାର ବାସ୍ତବରେ ୭.୨ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି । ଏହି ବର୍ଷରେ ଓଡିଶା ଅର୍ଥନୀତିର ସମସ୍ତ କ୍ଷେତ୍ରରେ ସୁଦୃଜ ଅଭିବୃଦ୍ଧି ପରିଲକ୍ଷିତ ହୋଇଛି । ଏହା ସର୍ବଭାରତୀୟ […]
ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ନୂଆ ଅକ୍ଷୟ ଦଣ୍ଡ । ନୀଳଚକ୍ରରେ ନୂଆ ଅକ୍ଷୟ ଦଣ୍ଡ ଲଗାଇଛନ୍ତି ଚୂନରା ସେବାୟତ । ୧୭ ଫୁଟିଆ ନୂତନ ଅକ୍ଷୟ ଦଣ୍ଡ ସ୍ଥାପନ କରାଯାଇଛି ।ନୀଳଚକ୍ରରେ ଲାଗିଥିବା ଅକ୍ଷୟ ଦଣ୍ଡ ଵା ପତିତପାବନ ବାନାକୁ ଧରି ରଖିଥିବା ବାଉଁଶ ଭାଙ୍ଗିଯାଇଥିଲା । ଗତକାଲି ଏଥିରେ ପତିତପାବନ ବାନା ବାନ୍ଧିବା ସମ୍ଭବପର ହୋଇନଥିଲା । ଏଥିପାଇଁ ଗତକାଲି କେବଳ ନୀଳଚକ୍ରରେ ବାନା ବାନ୍ଧିଥିଲେ ଚୁନରା ସେବକ । ଏହା ପରେ ଆଜି ନୂତନ […]
ପୁଣି ଦୁର୍ଘଟଣା ଘଟାଇଲା ମୋ ବସ୍ । ଏଥର ବି ଜଣଙ୍କ ଜୀବନ ନେଇଗଲା । ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବା ପରେ ତାତିଥିଲେ ଲୋକେ । ବିଚ୍ ରାସ୍ତାରେ ଗାଡ଼ି ଅଟକାଇ ବସ୍ର କାଚ ବି ଭାଙ୍ଗିଦେଲେ । ତେବେ ମୋ ବସ୍ରେ ଲାଗିବ ADAS ସିଷ୍ଟମ । ସତର୍କ କରିବାକୁ ବାଜିବ ସାଇରନ୍ । ଏନେଇ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ଗତ କିଛି ଦିନ ହେବ ମୋ […]
ନ୍ୟାସନାଲ୍ ପେମେଣ୍ଟ କର୍ପୋରେସନ୍ ଅଫ୍ ଇଣ୍ଡିଆ ୨୮ ଜାନୁଆରୀ ୨୦୨୫ ରେ ନୂଆ ନିୟମ ଜାରି କରିଛି । ଏହି ନୂଆ ନିୟମ ଅନୁଯାୟୀ ଫେବୃଆରୀ ୧୭, ୨୦୨୫ରୁ ଯଦି ଆପଣ ନିଜ ଗାଡ଼ିକୁ ନେଇ ଟୋଲ୍ ପ୍ଲାଜାରେ ପହଞ୍ଚିବେ ଏବଂ ଟ୍ୟାଗ୍ ରିଡ୍ କରିବା ପରେ ୬୦ ମିନିଟରୁ ଅଧିକ ସମୟ ଲାଗେ ତେବେ ପେମେଣ୍ଟ ହେବ ନାହିଁ । କେବଳ ଏତିକି ନୁହେଁ ଯଦି ଟ୍ୟାଗ୍ ରିଡ୍ କରିବାର ଅତିକମରେ ୧୦ ମିନିଟ୍ ପୂର୍ବରୁ […]
ଏବେ ଚାଲିଛି ବାହାଘର ସିଜିନ୍। ଆଉ ଏହି ବାହାଘରରେ କାହାକୁ ଫାଇଦା ହେଉ କି ନ ହେଉ ଲୁଟେରା ମାନଙ୍କୁ ବେଶ ଫାଇଦା ହେଉଛି। ତେବେ କ୍ୟାମେରା ମ୍ୟାନ ହୋଇ ବରପକ୍ଷରୁ ଆସିଲେ । ଆଉ ବରଯାତ୍ରୀ ପହଞ୍ଚିବା ପରେ ଭିଡ଼ର ସୁଯୋଗ ଦେଖି କନିଆର ଦାଦାଙ୍କ ବାଇକ ଲୁଟିନେଲେ । ଯାହାର ଲାଇଭ ଫୁଟେଜ ସିସିଟିଭିରେ କଏଦ ହୋଇଛି । ଏଭଳି ଘଟଣା ଉଦଳା ଥାନା ବୈରାଟପୁର ଗାଁରେ ଘଟିଛି । ଗାଁର ସୁଶୀଲ ମିଶ୍ରଙ୍କ […]
ମୁଖ୍ୟମନ୍ତ୍ରୀଙ୍କ ପାଇଁ ବାହାରିଲେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ଆଜି ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପାଇଁ ବାହାରିଥିଲେ ପ୍ରସନ୍ନ ଆଚାର୍ଯ୍ୟ । ଯାହାକୁ ନେଇ ଓଡ଼ିଶା ରାଜନୀତିରେ ଚର୍ଚ୍ଚା ଜୋର୍ ଧରିଛି।ପ୍ରସନ୍ନ କହିଛନ୍ତି, ମୋହନ ମାଝୀ ଆଦିବାସୀ ସମ୍ପ୍ରଦାୟର ସରଳ ଅମାୟିକ ଲୋକ। ତାଙ୍କୁ ସୋସିଆଲ ମିଡିଆରେ ଟ୍ରୋଲ କରାଯାଉଛି। ଏପରି ନ କରିବାକୁ ସେ ଅପିଲ କରିଛନ୍ତି।ତେବେ ହଠାତ୍ ମୁଖ୍ୟମନ୍ତ୍ରୀଙ୍କ ପାଇଁ କାହିଁକି […]
