author

ଆନ୍ଦୋଳନରୁ ଓହରିଲେ ସଫେଇ କର୍ମଚାରୀ

ହଟିଲା ସଫେଇ କର୍ମଚାରୀଙ୍କ ଆନ୍ଦୋଳନ । ଆନ୍ଦୋଳନରୁ ଓହରିଲେ ସଫେଇ କର୍ମଚାରୀ । ମେୟରଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ହଟିଛନ୍ତି ଆନ୍ଦୋଳନରେ ବସିଥିବା ସଫେଇ କର୍ମଚାରୀ ।ଦରମା ବୃଦ୍ଧି ସହ ୨ଦଫା ଦାବି ପୂରଣ ପାଇଁ ଆନ୍ଦୋଳନ କରୁଥିଲେ କର୍ମଚାରୀ । ମଙ୍ଗଳବାର ମଧ୍ୟ ମେୟରଙ୍କ ସହ ବୈଠକ କରି ଆଲୋଚନା ହୋଇଥିଲା । ଆଲୋଚନା ସଫଳ ହୋଇଥିବା ମେୟର ସୁଲୋଚନା ଦାସ ସୂଚନା ଦେବା ସହ ସେମାନଙ୍କ ଦାବି ପୂରଣ ପାଇଁ ବିଏମସି ୩ଦିନ […]

ଆମେରିକାରେ ୯୬ତମ ଓସ୍କାର ଆୱାର୍ଡ ସମାରୋହ । 

ପ୍ରତ୍ୟେକ ଷ୍ଟାର୍‌ ଓସ୍କାର ଜିତିବାର ସ୍ବପ୍ନ ଦେଖନ୍ତି। ୧୦ ମାର୍ଚ୍ଚ ୨୦୨୪ରେ ଲସ୍‌ ଏଞ୍ଜେଲ୍ସର ଡଲବି ଥିଏଟରରେ ୯୬ତମ ଏକାଡେମୀ ପୁରସ୍କାର ଅନୁଷ୍ଠିତ ହୋଇ ୧୧ରେ ଓଟିଟି ପ୍ଲାଟଫର୍ମ ଡିଜ୍‌ନି ପ୍ଲସ ହଟ୍‌ଷ୍ଟାରରେ ଭାରତରେ ସିଧା ପ୍ରସାରଣ କରାଯାଇଛି। ଆଣବିକ ବୋମାର ପିତା ଭାବେ ପରିଚିତ ପଦାର୍ଥ ବିଜ୍ଞାନୀ ଜେ ରବର୍ଟ ଓପେନ୍‌ହାଇମରଙ୍କ ଜୀବନ ଉପରେ ଆଧାରିତ ଏହି ଚଳିଚ୍ଚିତ୍ରକୁ ୯୬ତମ ଏକାଡେମୀ ଆୱାର୍ଡରେ ଶ୍ରେଷ୍ଠ ଚିତ୍ର, ଶ୍ରେଷ୍ଠ ନିର୍ଦ୍ଦେଶକ, ଶ୍ରେଷ୍ଠ ଅଭିନେତା ସମେତ ୭ଟି ଆୱାର୍ଡ […]

ଆଜିର ରାଶିଫଳ(୧୩ ମାର୍ଚ୍ଚ,୨୦୨୪)

ମେଷ**ଆଜିର ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗିରହିବ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ।* ବୃଷ*ଆଜି ଆକସ୍ମିକ ଭାବରେ ମୋଟାଅଙ୍କ ର ଅର୍ଥ ଆବଶ୍ୟକ ହୋଇପାରେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଯୋଗୁ ବିଚଳିତ ହେବେ।ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ।ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇ ପାରିବେ।*  ମିଥୁନ*ଆଜି […]

ଜିନପିଙ୍ଗ୍ ଙ୍କ ପାଖରେ ମୁଣ୍ଡ ବିକିଛନ୍ତି ମଇଜ୍ଜୁ

ଚୀନ୍ ମାଳଦ୍ବୀପରେ ନିଜର ଶକ୍ତି ବୃଦ୍ଧି ଅଭିଯାନ ଜାରି ରଖିଛି। ରାଷ୍ଟ୍ରପତି ମହମ୍ମଦ ମଇଜ୍ଜୁ ଚୀନ୍ ପ୍ରତିପକ୍ଷ ଶି ଜିନପିଙ୍ଗ୍ ଙ୍କ ଆଗରେ ମୁଣ୍ଡ ବିକିଛନ୍ତି।ମାଳଦ୍ବୀପ ପାକିସ୍ତାନର ରାସ୍ତା ଆପଣେଇଛି। ପାକିସ୍ତାନ ମଧ୍ୟ ନିଜର ବିଭିନ୍ନ ଅଞ୍ଚଳର ବିକାଶ ଦାୟିତ୍ବ ଚୀନ୍ କୁ ଦେଇଛି। ତେବେ ଏହା ଯୋଗୁ ଭାରତର ଚିନ୍ତା ବଢ଼ିବାରେ ଲାଗିଛି। ମାଳଦ୍ବୀପ ଏବଂ ପାକିସ୍ତାନରେ ଚୀନ୍ ର ଉପସ୍ଥିତି ଯୋଗୁ ଭାରତର ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ଉପରେ ନଜର ରଖାଯିବାର ଆଶଙ୍କା […]

ଆଜିର ରାଶିଫଳ(୧୨ ମାର୍ଚ୍ଚ,୨୦୨୪)

ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ।* ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।*  […]

କେନ୍ଦ୍ର ସରକାର ଜାରି କଲେ ନାଗରିକତ୍ୱ ସଂଶୋଧନ ଆଇନ

ଦୀର୍ଘ ୪ ବର୍ଷ ତଳୁ ଆଇନରେ ପରିଣତ ହୋଇ ସାରିଥିବା ନାଗରିକତ୍ୱ ସଂଶୋଧନ ଆଇନ ବା ସିଏଏ ଦେଶରେ ଆଜି ଠାରୁ ବିଧିବଦ୍ଧ ଭାବେ ସିଏଏ ଲାଗୁ ହୋଇଛି। ଏହାର ଅର୍ଥ ଆଜି ଠାରୁ ଦେଶରେ ସିଏଏ ଲାଗୁ ହୋଇଛି। ଏଣିକି ଭାରତରେ ଶରଣାର୍ଥୀ ଜୀବନ କାଟୁଥିବା ଅନ୍ୟ ଦେଶର ଲୋକମାନେ ନାଗରିକତା ପାଇପାରିବେ। କେବଳ ମୁସଲମମାନଙ୍କୁ ଛାଡ଼ି ଅନ୍ୟ ସମସ୍ତଙ୍କୁ ଭାରତର ସରକାର ନାଗରିକତା ଦେବେ। ନାଗରିକତା ସଂଶୋଧନ ନିୟମ (ସିଏଏ) ଅନୁଯାୟୀ, ୩୧ ଡିସେମ୍ବର […]

ଏଥର ରାତିରେ ବି ବୁଲିହେବ ନନ୍ଦନକାନନ । 

ଏଣିକି ରାତିରେ ନାନ୍ଦନକାନନ ପ୍ରାଣୀ ଉଦ୍ୟାନ ବୁଲିପାରିବେ ଲୋକେ। ଏକ ଅଭିନବ ଶିକ୍ଷା କାର୍ଯ୍ୟକ୍ରମ ମାଧ୍ୟମରେ ‘ନାଇଟ୍ ଆଉଟ୍ ଆଟ୍ ପ୍ରାଣୀ ଉଦ୍ୟାନ’ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଯାହା ମାଧ୍ୟମରେ ବର୍ତ୍ତମାନ ରାତିରେ ନନ୍ଦନକାନନ୍ ପ୍ରାଣୀ ଉଦ୍ୟାନ ପରିଦର୍ଶନ କରିପାରିବେ। ପ୍ରତି ରବିବାର ସନ୍ଧ୍ୟା ସାଢ଼େ ୬ଟାରୁ ୮ଟା ପର୍ଯ୍ୟନ୍ତ ପ୍ରାଣୀ ଉଦ୍ୟାନରେ ନାଇଟ୍ ଆଉଟ୍ ନାମକ ଏକ ଶିକ୍ଷଣୀୟ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହା କେବଳ ଛୋଟ ପିଲାଙ୍କ ପାଇଁ ଉଦ୍ଦିଷ୍ଟ ଏକ ଶିକ୍ଷାଗତ […]

ଆଜିର ରାଶିଫଳ(୧୧ ମାର୍ଚ୍ଚ,୨୦୨୪)

ମେଷ: ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ,  କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି।*  ବୃଷ : ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି  ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ […]

ମାର୍ଚ୍ଚ ୧୧ ଓ ୧୨ ସଂକଳ୍ପ ସମାବେଶ, ଗୃହୀତ ହେବ ଚରମ ନିଷ୍ପତ୍ତି:ଓଷ୍ଟା

ନୟାଗଡ଼,(ଲକ୍ଷ୍ମୀଧର ସାହୁ):  ନୟାଗଡ଼ ଜିଲ୍ଲା ଓଡ଼ିଶା ମାଧ୍ୟମିକ ଶିକ୍ଷକ ସଂଘ (ଓଷ୍ଟା) ତରଫରୁ ରବିବାର ଦିନ ସ୍ଥାନୀୟ ସାମ୍ବାଦିକ ଭବନରେ  ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାର ସମ୍ପାଦକ ପରମାନନ୍ଦ ଦଳାଇ  ଶିକ୍ଷକମାନଙ୍କର ସମସ୍ୟାକୁ ରାଜ୍ୟ ସରକାର ତୁରନ୍ତ ସମାଧାନ କରନ୍ତୁ ବୋଲି ଦାବି ଜଣାଇଛନ୍ତି । ପ୍ରକାଶଥାଉକି, ଦୀର୍ଘ ଏକମାସରୁ ଊର୍ଦ୍ଧ୍ୱକାଳ ରାଜ୍ୟ ଓଷ୍ଟା ଆହ୍ବାନରେ ଲୋୟର ପିଏମ୍‌ଜିଠାରେ ଚାଲିଥିବା ଅହୋରାତ୍ର ଗଣଧାରଣାରେ ଶହ ଶହ ଶିକ୍ଷକ, ଶିକ୍ଷୟିତ୍ରୀ, ଓ ଶିକ୍ଷାକର୍ମଚାରୀ ପ୍ରତିଦିନ ଯୋଗ ଦେଉଛନ୍ତି । […]

ଆଜିର ରାଶିଫଳ(୧୦ ମାର୍ଚ୍ଚ,୨୦୨୪)

*ମେଷ:-ଅନେକ ଦିନରୁ ଚେଷ୍ଟା କରୁଥିବା କାମରେ ଆଜି ସଫଳତା ମିଳିବ।ସାହସିକ ପଦକ୍ଷେପ ନେଇ ପ୍ରସଂସିତ ହେବେ।   ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।* *ବୃଷ:-ଆଜି ଧାର୍ମିକ ଅନୁଷ୍ଠାନରେ କିମ୍ବା ବନ୍ଧୁବର୍ଗଙ୍କ ସକାଶେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ […]

ବିଧାୟକ ଅରୁଣଙ୍କ ଦ୍ୱାରା ରୂପାନ୍ତରିତ ମୁଖଶାଳା ଉଦଘାଟିତ

ନୟାଗଡ଼ : ବଦଳୁଛି ନୟାଗଡ଼ ସହର, ରୂପାନ୍ତରିତ ହେଉଛି ଅନେକ କିଛି । ନୟାଗଡ଼ ସହରକୁ ଏକ ଭିନ୍ନ ଋପରେ ପରିକଳ୍ପନା କରୁଛନ୍ତି ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ । ନୟାଗଡ଼ ସହରରେ ରାସ୍ତାଘାଟଠାରୁ ଆରମ୍ଭ କରି ସରକାରୀ କାର୍ଯ୍ୟାଳୟ ପ୍ରଭୃତିକୁ ନୂଆଋପ ଦେବାକୁ ଚେଷ୍ଟା ଚାଲିଛି । ଯୁବକ ଅବସ୍ଥାରେ ପହଞ୍ଚିଥିବା ନୟାଗଡ଼ ଜିଲ୍ଲାକୁ ସୈାନ୍ଦର୍ଯ୍ୟମୟ କରାଯାଉଛି । ଆଜି ନୟାଗଡ଼ ସହରରେ ବିଭିନ୍ନ ସରକାରୀ କାର୍ଯ୍ୟାଳୟ, ବିଦ୍ୟାଳୟ ଗୁଡ଼ିକର ରୂପାନ୍ତରିତ ମୁଖଶାଳାକୁ […]

ମୋ ପିଲାମାନେ ମୋତେ ବାପା ବୋଲି ଡାକିବାକୁ ଘୃଣା କରୁଛନ୍ତି 

ଲୋକପ୍ରିୟ ଧାରାବାହିକ ମହାଭାରତ ଷ୍ଟାର (କୃଷ୍ଣ ଭୂମିକାରେ) ନୀତୀଶ ଭରଦ୍ୱାଜ ଏବଂ ତାଙ୍କ ପତ୍ନୀ ସ୍ମିତା ଭରଦ୍ୱାଜଙ୍କ ମଧ୍ୟରେ ବିବାଦ କୌଣସି ଗୁପ୍ତ କଥା ନୁହେଁ। ଗତ କିଛି ମାସ ମଧ୍ୟରେ ଦୁହେଁ ପରସ୍ପର ବିରୋଧରେ ଅନେକ ଅଭିଯୋଗ ଆଣିଛନ୍ତି। ତାଙ୍କ କହିବା ମୁତାବକ, ‘ମୋତେ ବିବାହରେ ସବୁ ପ୍ରକାର ଅତ୍ୟାଚାରର ସମ୍ମୁଖୀନ ହେବାକୁ ପଡିଛି। ଯଦି ମୁଁ ମୋ ୧୧ବର୍ଷର ଝିଅ କହିଥିବା କଥା ଆପଣଙ୍କୁ କୁହେ, ତେବେ ଆପଣମାନେ ଆଶ୍ଚର୍ଯ୍ୟ ହୋଇଯିବେ | ମୋ […]