author

ବିଜେଡିରେ ସାମିଲ୍ ହେଲେ ଅରବିନ୍ଦ ମହାପାତ୍ର

ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଗୁରୁବାର ବିଜେଡିରେ ଯୋଗ ଦେଇଛନ୍ତି। ଆଜି ସେ ନବୀନ ନିବାସରେ ଦଳୀୟ ନେତାଙ୍କ ଉପସ୍ଥିତିରେ ବିଜେଡିରେ ମିଶିଛନ୍ତି।ବୁଧବାର ଦିନତମାମ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ମାଳମାଳ ପୋଷ୍ଟ ଦେଖିବାକୁ ମିଳିଛି । ତାଙ୍କ ଅନୁଗତ ଓ ସମର୍ଥକମାନେ ମଧ୍ୟ ଗୁରୁବାର ସକାଳ ୧୧ଟାରେ ଭୁବନେଶ୍ୱରରେ ବିଜେଡିରେ ମିଶୁଥିବା ନେଇ ପୋଷ୍ଟରେ ଦର୍ଶାଇଛନ୍ତି । ଅବଶ୍ୟ ବିଜୟ କିମ୍ବା ତାଙ୍କ ପୁଅ ଅରବିନ୍ଦ […]

ଶୁଭୋଜିତ ରେଇ ସିଣ୍ଡ୍ରୋମ ରୋଗରେ ପୀଡ଼ିତ ଥିଲା ।ତେବେ ଏହା କଣ?

୫ବର୍ଷରୁ ନେଇ ୧୫ବର୍ଷ ପର୍ଯ୍ୟନ୍ତ ଶିଶୁଙ୍କୁ ରେଇ ସିଣ୍ଡ୍ରୋମ ହୋଇଥାଏ । ଜ୍ୱର ହୋଇ ଭଲ ହୋଇଥିଲେ ତିନିରୁ ଚାରିଦିନ ମଧ୍ୟରେ ଏହି ରୋଗର ଲକ୍ଷଣ ଦେଖାଦିଏ । ଏହି ରୋଗ ହେଲେ ରୋଗୀ ଶରୀରରେ ସୁଗାର ସ୍ତର ହ୍ରାସ ପାଇଥାଏ । ଏପରିକି ରକ୍ତରେ ଆମୋନିଆ ଓ ଏସିଡିଟି ବଢ଼ିବା ସହ ମେଦ ବହୁଳତା ବୃଦ୍ଧି ପାଇଥାଏ । ସେହିପରି ମସ୍ତିଷ୍କ ଫୁଲିବା ସହ ଲିଭର ଉପରେ ପ୍ରଭାବ ପଡ଼େ ।ପରେ ଏହା ଫ୍ୟାଟି ଲିଭରକୁ […]

ବାହାଘର ଭୋଜି ଖାଇ ଜଣଙ୍କର ମତ୍ୟୁ ଘଟିଥିବାବେଳେ ୨୫ରୁ ଅଧିକ ଶିଶୁ ଅସୁସ୍ଥ 

ମାଥିଲି ବନ୍ଧଗୁଡାରେ ଘଟିଯାଇଛି ଅଭାବନୀୟ କାଣ୍ଡ। ବାହାଘର ଭୋଜି ଖାଇ ଜଣଙ୍କର ମତ୍ୟୁ ଘଟିଥିବାବେଳେ ୨୫ରୁ ଅଧିକ ଶିଶୁ ଅସୁସ୍ଥ ହୋଇଛନ୍ତି। ଅସୁସ୍ଥ ଶିଶୁଙ୍କୁ ମାଥିଲି ଓ ମାଲକାନଗିରି ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।ବନ୍ଧଗୁଡା ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘରେ ବିବାହ ଭୋଜିର ଆୟୋଜନ ହୋଇଥିଲା । ଚାଉଳମେନ୍ଦି ପଂଚାୟତର ବନ୍ଧଗୁଡା ନୂଆଗୁଡା ସହ ଆଖପାଖ ଅଂଚଳର ଗ୍ରାମବାସୀ ଭୋଜି ଖାଇଥିଲେ । ଗତକାଲି ଭୋଜି ଖାଇଥିବା ନୂଆଗୁଡା ଗ୍ରାମର କିଛି ଶିଶୁ ପ୍ରଥମେ ଅସୁସ୍ଥ ହୋଇଥିଲେ । […]

ରାଜନୀତିକୁ ଓହ୍ଲାଇବେ କି ଅଭିନେତା ନାନା ପାଟେକର!

କୃଷକ ଆନ୍ଦୋଳନରେ ଏଣ୍ଟ୍ରି ମାରିଛନ୍ତି ନାନା ପାଟେକର। ଆନ୍ଦେଳନରେ ଯୋଗଦେଇ ସେ ଦେଶର ସବୁ ଭୋଟରଙ୍କୁ ନିର୍ବାଚନ ନେଇ ବଡ ଆହ୍ବନ କରିଛନ୍ତି। ସେ କହିଛନ୍ତି, ପୂର୍ବରୁ ୮୦ରୁ ୯୦% ଚାଷୀ ଥିଲେ । ଏବେ ଏହା ହ୍ରାସ ପାଇ ୫୦%ରେ ପହଞ୍ଚିଛି । ସେ କହିଛନ୍ତି ମୁଁ ରାଜନୀତିରେ ଆସିପାରିବି ନାହିଁ । କାରଣ ମୋ ପେଟରେ ଯାହା ମୁହଁରେ ତାହା । ଆଉ ଯଦି ମୁଁ କହିଲି, ତେବେ ରାଜନୈତିକ ଦଳ ଗୁଡିକ ମୋତେ […]

ଆଜିର ରାଶିଫଳ(୭ ମାର୍ଚ୍ଚ,୨୦୨୪)

*ମେଷ: ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।*  *ବୃଷ: ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି […]

ରାଜ୍ୟସ୍ତରୀୟ ନାଟ୍ୟମେଳାର ୬ଷ୍ଠ ସନ୍ଧ୍ୟା,’ମହାପାପ’ରେ ଭାଗୀଦାର ହେଲେ ଦର୍ଶକ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ଆଜି ଷଷ୍ଠ ସନ୍ଧ୍ୟାରେ ମଞ୍ଚସ୍ଥ ହୋଇଥିଲା ଏକ ବାସ୍ତବଧର୍ମୀ ନାଟକ ‘ମହାପାପ’ । ରାଣୀ ଲକ୍ଷ୍ମୀବାଈ,ମଦର ଟେରେସା,ଇନ୍ଦିରା ଗାନ୍ଧୀ ପୁଣି ଆଜିର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ,ସମସ୍ତେ ନିଜ ନିଜ କ୍ଷେତ୍ରରେ ଖୁବ ପ୍ରତିଷ୍ଠିତ । ଏମାନେ ସମସ୍ତେ ଜନ୍ମ ହେବା ବେଳେ କନ୍ୟାଟିଏ ହୋଇ ଜନ୍ମ ହୋଇଥିଲେ । ଆଜି ସମୟରେ ବୋହୂଟିଏ ଗର୍ଭବତୀ ହେଲେ ପରିବାର ଲୋକେ ଠାକୁରଙ୍କ ପାଖରେ ପୁଅ ମନାସୀ ଘିଅ ଦୀପ ଜାଳୁଛନ୍ତି […]

ରାଜ୍ୟରେ ବିଏସ୍‌କଓ୍ବୋଇ ନବୀନ କାର୍ଡର ଶୁଭାରମ୍ଭ 

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି । ଆଜିଠୁ ଏହି କାର୍ଡ ବଣ୍ଟନ ଆରମ୍ଭ ହୋଇଥିବା ବେଳେ ମେ ପହିଲାଠାରୁ ହିତାଧିକାରୀ ମାନେ ଏହାର ସୁବିଧା ପାଇପାରିବେ । ନିୟମିତ ସରକାରୀ କର୍ମଚାରୀ ଏବଂ ଆୟକର ଦେଉଥିବା ଲୋକଙ୍କୁ ବାଦ ଦେଲେ ଗାଁର ସବୁ ଲୋକ ଏହି ସୁବିଧା ପାଇପାରିବେ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସାଢେ ୪ କୋଟି ଓଡିଶାବାସୀ ହେଉଛନ୍ତି ମୋ ପରିବାର । ଆପଣମାନଙ୍କ […]

ଦେଶର ସର୍ବପ୍ରଥମ ଅଣ୍ଡରୱାଟର ମେଟ୍ରୋ ଟନେଲ ଉଦଘାଟିତ

ଦେଶର ପ୍ରଥମ ଅଣ୍ଡର ଓ୍ୱାଟର ମେଟ୍ରୋର ଲୋକାର୍ପଣ । ବୁଧବାର ଏହାର ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜନସାଧାରଣଙ୍କ ପାଇଁ ଦେଶର ପ୍ରଥମ ଅଣ୍ଡର ୱାଟର ମେଟ୍ରୋ ସେବାକୁ ଉତ୍ସର୍ଗ କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୋଲକାତାରେ ୧୫,୪୦୦ କୋଟି ଟଙ୍କା ମୂଲ୍ୟର ଅନେକ ସଂଯୋଗ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ନୂତନ ମେଟ୍ରୋ ଟ୍ରେନକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଚନ୍ତି। ଏହା ସହିତ ଭାରତରେ ନଦୀ […]

ପବିତ୍ର ପଙ୍କୋଦ୍ଧାର ଏକାଦଶୀ, ଲୋକନାଥ ଦେବଙ୍କ ପୀଠରେ ପ୍ରବଳ ଭିଡ

ବୁଧବାର ପବିତ୍ର ପଙ୍କୋଦ୍ଧାର ଏକାଦଶୀ। ପୁରୀର ଶ୍ରୀ ଲୋକନାଥ ଦେବଙ୍କ ପୀଠରେ ଆଜି ଦିନର ବିଶେଷ ମହତ୍ୱ ରହିଛି। ବିଶ୍ୱନିୟନ୍ତା ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ବିଳମ୍ୱିତ ରାତିରୁ ଦ୍ୱାରଫିଟା ପରେ ବିଭିନ୍ନ ନୀତି କାନ୍ତି ବଢ଼ି ପଙ୍କ ଉଦ୍ଧାର ଓ ମାଘ ସ୍ନାନ କରାଯାଇ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି।ପ୍ରଭୂ ଲୋକନାଥଙ୍କ ଦର୍ଶନ ପାଇଁ ହଜାର ହଜାର ଭକ୍ତ ଉତ୍କଣ୍ଠା ସହକାରେ ଅପେକ୍ଷା କରି ରହିଛନ୍ତି। ବର୍ଷର ଗୋଟିଏ ଦିନ ପଙ୍କୋଦ୍ଧାର ଏକାଦଶୀରେ ପ୍ରଭୂଙ୍କୁ ଭକ୍ତମାନେ […]

ପୁରୀ-ଆନନ୍ଦ ବିହାର ଭାୟା କେନ୍ଦୁଝରଗଡ଼ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ରେଳ ଯୋଗେ କେନ୍ଦୁଝରରୁ ସିଧାସଳଖ ଦିଲ୍ଲୀ ଯିବା ପାଇଁ ଜିଲ୍ଲାବାସୀ ଦେଖିଥିବା ସ୍ଵପ୍ନ ଏବେ ପୂରଣ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଯାହାପାଇଁ ଅନେକ ଥର ଜିଲ୍ଲାବାସୀ ତଥା ବିଭିନ୍ନ ସଂଗଠନ ରେଳ ମନ୍ତ୍ରଣାଳୟ ଓ ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ପୁରୀ-ଆନନ୍ଦ ବିହାର ଭାୟା କେନ୍ଦୁଝରଗଡ଼ ଟ୍ରେନର ଆଭାଷୀ ମାଧ୍ୟମରେ ଶୁଭ ଉଦ୍‌ଘାଟନ କରିଛନ୍ତି। ଟ୍ରେନଟି ପୁରୀରୁ ବାହାରି କେନ୍ଦୁଝରଗଡ଼ ଦେଇ ଆନନ୍ଦ ବିହାର ପର୍ଯ୍ୟନ୍ତ ଯିବ।କେନ୍ଦୁଝର […]

IPL ପୂର୍ବରୁ ମହେନ୍ଦ୍ର ସିଂହ ଧୋନୀଙ୍କ ଘୋଷଣା, ଏଣିକି ନୂଆ ରୋଲରେ ଆସିବେ ମାହୀ

ମହେନ୍ଦ୍ର ସିଂ ଧୋନୀ ଚେନ୍ନାଇ ସୁପର କିଙ୍ଗ୍ସକୁ ତାଙ୍କ ଅଧିନାୟକତ୍ୱରେ ଆଇପିଏଲ ୨୦୨୩ ଟାଇଟଲ ଜିତିଥିଲେ। ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ମୋଟ ୫ଟି ଆଇପିଏଲ ଟାଇଟଲ ଜିତିଛି। ଏବେ ପୁଣି ଥରେ ପ୍ରଶଂସକମାନେ ଆଶା କରୁଛନ୍ତି ଯେ ଧୋନୀ ଅଧିନାୟକ ଭାବେ ଚେନ୍ନାଇ ପାଇଁ କିଛି କରିବେ। ଧୋନୀ ନିଜ ଫେସବୁକ ପୋଷ୍ଟରେ ଲେଖିଛନ୍ତି ଯେ ନୂଆ ସଂସ୍କରଣ ଓ ନୂଆ ଭୂମିକା ପାଇଁ ଆଉ ଅପେକ୍ଷା କରି ହେଉନି । ଆପଣ ମାନେ ମୋ ଯୋଡ଼ି […]

ଆଜିର ରାଶିଫଳ(୬ ମାର୍ଚ୍ଚ,୨୦୨୪)

*ମେଷ:-କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ।* *ବୃଷ:-ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ […]