ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ କରିଥିବା ନେଇ ସୂଚନା ମିଳିବ ପରେ ସିଂହଦ୍ବାର ପୁଲିସ ସେମାନେ ରହୁଥିବା ହୋଟେଲ ଯାଞ୍ଚ କରୁଛି। ତେବେ ୪ଜଣ ମନ୍ଦିରକୁ ପ୍ରବେଶ କରିଥିବାବେଳେ ଆଉ ୫ଜଣ ବାହାରେ ଥିବା ଜଣାପଡ଼ିଛି। ଶ୍ରୀମନ୍ଦିର ପ୍ରବେଶ କରିଥିବା ୪ଜଣ ଅଣହିନ୍ଦୁଙ୍କୁ ବିଶ୍ବ ହିନ୍ଦୁ ପରିଷଦ ଓ ବଜରଙ୍ଗ କର୍ମୀ ସେମାନଙ୍କୁ ଧରି ସିଂହଦ୍ବାର ପୁଲିସ ଜିମାରେ ଦେଇଛନ୍ତି। ପୁଲିସ ସମସ୍ତ ୯ଜଣ ଅଣହିନ୍ଦୁଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଅଟକ ୯ଜଣଙ୍କ ମଧ୍ୟରୁ ବାଂଲାଦେଶ ପାସପୋର୍ଟ […]
ଭୁବନେଶ୍ଵର କଳ୍ପନା ଅଞ୍ଚଳର ଡାକ୍ତର ବିଶ୍ୱଜିତ ସାହୁଙ୍କ ପୁଅ ଦ୍ଵିତୀୟ ଶ୍ରେଣୀର ପାଠ ପଢୁଥିଲେ। ଏବେ ତାଙ୍କର ବାର୍ଷିକ ପରୀକ୍ଷା ହେଉଥିଲା। ଗତ ବୁଧବାର ଦିନ ପରୀକ୍ଷା ଦେବା ପାଇଁ ଶ୍ରେଣୀ ଗୃହରେ ଥିଲେ। ହେଲେ ହଠାତ୍ ସେ ଅସୁସ୍ଥ ହୋଇଗଲେ। ସୁବୋଜିତ ମସ୍ତିଷ୍କ ରୋଗରେ ପୀଡିତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ପରୀକ୍ଷା ହଲ୍ରେ ଥିବା ମାଡ଼ାମ ଓ ଅନ୍ୟମାନେ ତାଙ୍କୁ ଉଦ୍ଧାର କରି ଶିଶୁ ଭବନରେ ଭର୍ତ୍ତି କରିଥିଲେ। ଏଥିସହ […]
*ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ।* *ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। […]
ମହାଶିବରାତ୍ରୀରେ ଭଗବାନ ଶିବଙ୍କୁ ପବିତ୍ର ମନରେ ଆରାଧନା କଲେ ପ୍ରଭୁକୃପା ଲାଭ ହୋଇଥାଏ ବୋଲି ବିଶ୍ୱାସ ରହିଛି। ତେବେ କଣ ନିୟମ ରହିଛି ଯାହା କରିବା ଦ୍ୱରା ଘରେ ସୁଖ ଓ ଶାନ୍ତି ଆସେ ତେବେ ଏହି ପବିତ୍ର ଦିନରେ ଭୋର୍ରୁ ଗଙ୍ଗାଜଳ, ମଧ୍ୟାହ୍ନରେ କ୍ଷୀର, ସନ୍ଧ୍ୟାରେ ମହୁ ଏବଂ ରାତିରେ ଘିଅରେ ପ୍ରଭୁଙ୍କର ଅଭିଷେକ କଲେ ଘରେ ସମସ୍ତଙ୍କର ମଙ୍ଗଳ ହେବା ସହ ସକାରାତ୍ମକ ଊର୍ଜ୍ଜା ବୃଦ୍ଧି ପାଇଥାଏ। ଓମ୍ ନମଃ ଶିବାୟ ମନ୍ତ୍ର ଜପ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ବାସ୍ତବ ଦୁନିଆଁର ସମସ୍ୟା ସବୁବେଳ ମଞ୍ଚ ଦୁନିଆକୁ ଆଘାତ କରେ । ମାତ୍ର ମଞ୍ଚ ଦୁନିଆଁ କେବେ ମଧ୍ୟ ବାସ୍ତବ ଦୁନିଆଁକୁ ପ୍ରଭାବିତ କରେନା । ମଞ୍ଚମାୟାରେ କଳାକାରଟି କିପରି ଭୁଲିଯାଏ ନିଜ ସଂସାର କଥା,ନିଜ ଦାୟିତ୍ୱ କଥା । ଏହା କ’ଣ ତା’ର ଦାୟିତ୍ୱ ହୀନତା ନା ଭାବପ୍ରବଣତାର ଉତ୍କଟ ପ୍ରକାଶ? ଏପରି ଏକ ଭିନ୍ନ ସ୍ୱାଦର ନାଟକରେ ଜଣେ ସଚ୍ଚୋଟ କଳାକାରର ଆତ୍ମଲିପିକୁ ନିଖୁଣ ଭାବରେ ଅଭିନୟ ମାଧ୍ୟମରେ ପରିପ୍ରକାଶ କରାଯାଇଥିଲା […]
ଓମେନ୍ସ ପ୍ରିମିୟର ଲିଗ୍ର ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ୭ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)କୁ ପରାସ୍ତ କରିଛି। ଆରସିବି ୨୦ ଓଭରରେ ୬ ଉଇକେଟ ହରାଇ ୧୩୧ ରନ କରିଥିଲା। ଜବାବରେ ମୁମ୍ବାଇ ଇଣ୍ଡିଆନ୍ସ ୧୫.୧ ଓଭରରେ ୩ ଉଇକେଟ ହରାଇ ୧୩୩ ରନ ସଂଗ୍ରହ କରି ନେଇଥିଲା। ଏହି ବିଜୟ ସହ ମୁମ୍ବାଇ ଇଣ୍ଡିଆନ୍ସ ପଏଣ୍ଟ ତାଲିକାର ଶୀର୍ଷକୁ ଉନ୍ନୀତ ହୋଇଛି ।
ଦେଶର ସବୁଠାରୁ ବଡ ଶିଳ୍ପପତି ମୁକେଶ ଅମ୍ବାନୀ। ବର୍ତ୍ତମାନ ସେ ଖୁବ୍ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପୁଅ ଅନନ୍ତ ଅମ୍ବାନୀଙ୍କ ବିବାହ ପାଇଁ ପ୍ରସ୍ତୁତି ଚାଲିଛି। ମାର୍ଚ୍ଚ ୧ରୁ ୩ ଯାଏଁ ବିବାହର ପ୍ରି-ୱେଡିଂ କରାଯାଉଛି । କହିବାକୁ ଗଲେ ବିବାହ ଜୁଲାଇ ମାସରେ ହେବ । ଏହି କାର୍ଯ୍ୟରେ ବଲିଉଡ ତାରକାମାନେ ମଧ୍ୟ ଅଂଶଗ୍ରହଣ କରିଛନ୍ତି । ନିକଟରେ ଏପରି ଏକ ଭିଡିଓ ଭାଇରାଲ ହୋଇଛି। ଯେଉଁଠି ଅମ୍ବାନୀ ପରିବାର ବିବାହ ଉତ୍ସବରେ ବଲିଉଡର ବିଗ୍ […]
*ମେଷ:-ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।* *ବୃଷ:-ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ ସନ ଲାଗି […]
ବାରବାଟି ଷ୍ଟାଡିୟମ, ଓଡ଼ିଶା ହାଇକୋର୍ଟ, କଟକ ତାରକସି କାମ, ରାଜ୍ୟ ବାହାରେ କଟକ ସହର ବିଷୟରେ ଅଧିକାଂଶ ଲୋକ ଏହି ତିନିଟି ବିଷୟରେ ବେଶୀ ଚର୍ଚ୍ଚା କରିଥାନ୍ତି । ବଂଶାନୁକ୍ରମିକ ଭାବେ ତାରକସି କାମକୁ ଆଦରି ନେଇଥିବା ଶହ ଶହ କାରିଗର ଏବଂ ବହୁ ଲୋକଙ୍କର ଦାବି ଥିଲା ରୁପା ତାରକସି ବା ଫିଲିଗ୍ରିକୁ ଜିଆଇ ଟ୍ୟାଗ ମିଳୁ । ଯାହା ଓଡ଼ିଶା ସମବାୟ ହସ୍ତକଳା ନିଗମ ପକ୍ଷରୁ ଏହି ଜିଆଇ ଟ୍ୟାଗ ପାଇଁ ୨୦୨୧ ଜୁଲାଇ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଜିଲ୍ଲାର ଅଗ୍ରଣୀ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ଆୟୋଜିତ ୪ର୍ଥ ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ଦ୍ୱତୀୟ ସନ୍ଧ୍ୟାରେ ଦର୍ଶକଙ୍କୁ ବିମୋହିତ କରିଥିଲା ଏକ ଭିନ୍ନ ସ୍ୱାଦର ସମ୍ବଲପୁରୀ ନାଟକ ‘କେଡ଼ା’ । ଶନିବାର ସଂଧ୍ୟାରେ ସ୍ଥାନୀୟ ପଠାଣି ସାମନ୍ତ ଅଡ଼ିଟୋରିୟମ ଠାରେ ମଞ୍ଚସ୍ଥ ହୋଇଥିବା ଏହି ନାଟକକୁ ବିଶିଷ୍ଟ ନାଟ୍ୟକାର ଆଶିଷ କୁମାର ସୋନାର ରଚନା କରିଥିବା ବେଳେ ନିର୍ଦ୍ଦେଶନା ଦେଇଥିଲେ ସତ୍ୟରଂଜନ ବେହେରା । ଶ୍ରୀ କଲ୍ଚରାଲ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଜିଲ୍ଲାର ଅଗ୍ରଣୀ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ଆୟୋଜିତ ୪ର୍ଥ ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ଦ୍ୱତୀୟ ସନ୍ଧ୍ୟାରେ ଦର୍ଶକଙ୍କୁ ବିମୋହିତ କରିଥିଲା ଏକ ଭିନ୍ନ ସ୍ୱାଦର ସମ୍ବଲପୁରୀ ନାଟକ ‘କେଡ଼ା’ । ଶନିବାର ସଂଧ୍ୟାରେ ସ୍ଥାନୀୟ ପଠାଣି ସାମନ୍ତ ଅଡ଼ିଟୋରିୟମ ଠାରେ ମଞ୍ଚସ୍ଥ ହୋଇଥିବା ଏହି ନାଟକକୁ ବିଶିଷ୍ଟ ନାଟ୍ୟକାର ଆଶିଷ କୁମାର ସୋନାର ରଚନା କରିଥିବା ବେଳେ ନିର୍ଦ୍ଦେଶନା ଦେଇଥିଲେ ସତ୍ୟରଂଜନ ବେହେରା । ଶ୍ରୀ କଲ୍ଚରାଲ […]
ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ କଳା ଓ କ୍ରୀଡ଼ା ଶିକ୍ଷୟିତ୍ରୀଙ୍କୁ ଏଣିକି ମାତୃତ୍ୱ ଛୁଟି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଘୋଷଣା କରିଛନ୍ତି। ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୁରା ୧୨ ମାସ ପାଇଁ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଏବଂ ମାସିକ ୨୪ଟି […]
