author

ଗ୍ରୀଷ୍ମ ପାଇଁ ଶିକ୍ଷା ଅନୁଷ୍ଠାନ, ଅଫିସ, ଜନସାଧାରଣଙ୍କ ପାଇଁ ରାଜ୍ୟ ସରକାର ଜାରୀ କଲେ ଆଡଭାଇଜରି

ଭୁବନେଶ୍ବର(ଓଡ଼ିଶା ଦର୍ପଣ): ବର୍ତ୍ତମାନ ରାଜ୍ୟରେ ଗରମ ପ୍ରବାହ ଆରମ୍ଭ ହୋଇଗଲାଣି। ମାଘ ମାସରେ ଯେପରି ଗରମ ହେଉଛି ସେଥିରୁ ଜଣାପଡିଛି ଯେ, ଗ୍ରୀଷ୍ଣ ଋତୁରେ କଣ ହେବ ପରିସ୍ଥିତି। ତେବେ ଏହି ଗ୍ରୀଷ୍ଣ ପ୍ରବାହ ପୂର୍ବରୁ ରାଜ୍ୟ ସରକାର ଜାରି କରିଛନ୍ତି ପରାମର୍ଶ। ରାଜ୍ୟରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ, ଅଫିସ ଏବଂ ଜନସାଧାରଣ ତାହାକୁ ପାଳନ କରିବା ପାଇଁ ନିବେଦନ କରାଯାଇଛି। ସେଗୁଡିକ ହେଲା.. ଗ୍ରୀଷ୍ମ ପ୍ରବାହ ଜନିତ ରୋଗ ଓ କ୍ଷୟକ୍ଷତି ରୋକିବା ପାଇଁ ଜନସଚେତନତା […]

ଯନ୍ତ୍ରୀଙ୍କୁ ମାଡ଼ ମାରି ଦାନ୍ତ ଭାଙ୍ଗିବା ଘଟଣା, ସଂଘ ପକ୍ଷରୁ ଗିରଫ ଦାବି

ନୟାଗଡ଼, (ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲା ଦଶପଲ୍ଲା ଏନଏସି ଅଞ୍ଚଳରେ ଗତ ୩ ଦିନ ଧରି ଦେଖାଦେଇଛି ଅଘଟଣ । ଯାହାକୁ ନେଇ ସବୁଆଡ଼େ ଚର୍ଚ୍ଚା ଜାରି ରହିଛି । ସରକାରୀ କାର୍ଯ୍ୟରେ ଯାଇଥିବା ଜଣେ ଯତ୍ନୀଙ୍କୁ ମାଡ଼ ମାରିଛନ୍ତି ଜଣେ ନେତା । ଯାହାକୁ ନେଇ  ସଂଘ ପକ୍ଷରୁ ଗିରଫ ଦାବି ପ୍ରଦାନ କରାଯାଇଛି ।ସୂଚନାନୁସାରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀର କିଛି ଅଧିକାରୀ ପୁରୀପରିକ୍ରମା ପ୍ରକଳ୍ପ ଦର୍ଶନ କରିବା ପାଇଁ ଦଶପଲ୍ଲା ଅଞ୍ଚଳର ଅନେକ ଭକ୍ତ […]

ସମର୍ପଣ ବୃଦ୍ଧାଶ୍ରମ ବାର୍ଷିକ ଉତ୍ସବ ଅବସରରେ ସମର୍ପଣ ପ୍ଳେ ସ୍କୁଲ ଉଦଘାଟିତ

ନୟାଗଡ଼,(ଲକ୍ଷ୍ମୀଧର ସାହୁ):ନୟାଗଡ଼ ଲେଖନପୁର ଠାରେ ଥିବା ସମର୍ପଣ ବୃଦ୍ଧାଶ୍ରମ ପରିସରରେ  ଅନୁଷ୍ଠାନର ଷଷ୍ଠ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏହା ସହିତ ସମର୍ପଣ ପରିସରରେ ଗଢିଉଠିଥିବା ପ୍ଳେସ୍କୁଲକୁ ମୁଖ୍ଯ ଅତିଥି ନୟାଗଡ଼ ବିଧାୟକ ଡକ୍ଟର ଅରୁଣ କୁମାର ସାହୁ ରିବନ୍ କାଟି ଉଦଘାଟନ କରିଛନ୍ତି। ଏହି ଉପଲକ୍ଷେ ଆୟୋଜିତ ସଭାରେ ସମର୍ପଣ ପରିଚାଳନା କମିଟିର କାର୍ଯ୍ଯନିର୍ବାହୀ ସଦସ୍ଯ ପ୍ରସନ୍ନ କୁମାର ବସନ୍ତିଆ ସଭାପତିତ୍ୱ କରିଥିଲା ବେଳେ ସମ୍ମାନିତ ଅତିଥି ଭାବେ ପୌରପରିଷଦ ପୌରଧ୍ଯକ୍ଷା ନିରୁପମା ଖଟେଇ, […]

ଆଜିର ରାଶିଫଳ(୨୨ ଫେବ୍ରୁଆରୀ,୨୦୨୪)

*ମେଷ: ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।* *ବୃଷ:  ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ […]

ଆସନ୍ତା ସମୟରେ ଓଡ଼ିଆ ଭାଷା ସମଗ୍ର ବିଶ୍ୱ- ଭାଷାକୁ ପ୍ରଭାବିତ କରିବ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଆମ ଭାବନା ଓ ବିଚାରକୁ ସ୍ପଷ୍ଟ ବ୍ୟକ୍ତ କରିବାର ମାଧ୍ୟମ ହେଉଛି ମାତୃଭାଷା। ବହୁରାଷ୍ଟ୍ରୀୟକରଣ ସମୟରେ ମାତୃଭାଷା, ଗାଁ ଗହଳିର ଢଗଢମାଳିର ସଂରକ୍ଷଣ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ। ବର୍ତ୍ତମାନ ସମୟରେ ବିଭିନ୍ନ ବୈଦ୍ଧିକ ପ୍ରାଚୀନ କୀର୍ତ୍ତି ସବୁର ରକ୍ଷାକରିବା ତଥା ମାତୃଭାଷାର ସଂରକ୍ଷଣ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ।ଓଡିଆ ଭାଷା ସାହିତ୍ୟ ବେଶ୍ ସମୃଦ୍ଧ ଏବଂ ଆସନ୍ତା ସମୟରେ ଆମର ମାତୃଭାଷା ସମଗ୍ର ବିଶ୍ୱର ଭାଷାକୁ ପ୍ରଭାବିତ କରିବ ବୋଲି କଳା, ସାହିତ୍ୟ, ସଂସ୍କୃତି ଅନୁଷ୍ଠାନ ତଥାସ୍ତୁ ଆନୁକୁଲ୍ୟରେ […]

ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟବ୍ୟାଙ୍କର ୬୫ତମ ବାର୍ଷିକ ସାଧାରଣ ସଭା

ନୟାଗଡ଼, (ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ଲି ପକ୍ଷରୁ ଆଜି ୬୫ ତମ ବାର୍ଷିକ ସାଧାରଣ ସଭା ନୟାଗଡ଼ଡିଆରଡିଏର ସୃଜନ ଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ରବିନ୍ଦ୍ର ନାଥ ସାହୁଙ୍କସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥ୍‌ ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ଯୋଗ ଦେଇଥିଲେ । କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ପାଦକ ପ୍ରଶନ୍ନ କୁମାର ପାଲ ବାର୍ଷିକ ବିବରଣୀ […]

ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲିଙ୍କ ଘରେ ପୁଣି ହସ ଫୁଟୁଛି।

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲିଙ୍କ ଘରେ ପୁଣି ହସ ଫୁଟୁଛି। ଏହି ଦମ୍ପତି ସେମାନଙ୍କର ଦ୍ୱିତୀୟ ସନ୍ତାନକୁ ସ୍ବାଗତ କରିଛନ୍ତି। ଉଭୟଙ୍କ ଔରସରୁ ଏକ ପୁତ୍ର ସନ୍ତାନ ଜନ୍ମ ହୋଇଛି। ମଙ୍ଗଳବାର ଉଭୟ ବିରାଟ କୋହଲି ଓ ଅନୁଷ୍କା ଶର୍ମା ନିଜ ନିଜର ଇନଷ୍ଟାଗ୍ରାମ ପେଜ୍‌ରେ ଏହାର ସୂଚନା ଦେଇଛନ୍ତି। ପୁତ୍ର ସନ୍ତାନର ନାଁ ଅକାୟ ନାମକରଣ କରାଯାଇଛି। ଏହି ଖବର ପରେ ଦମ୍ପତ୍ତିକୁ ଚାରି ଆଡୁ ଅଭିନନ୍ଦନର ସୂଅ ଛୁଟିବାରେ […]

ଆଜିର ରାଶିଫଳ(୨୧ ଫେବ୍ରୁଆରୀ,୨୦୨୪)

*ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।* *ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ […]

୯ କୋଟି ୬୪ଲକ୍ଷ ଟଙ୍କା ରାସ୍ତାର ଶିଳାନ୍ୟାସ କଲେ ବିଧାୟକ

ନୟାଗଡ଼(ଲକ୍ଷ୍ମୀଧର ସାହୁ):ନୟାଗଡ଼ ସହର ପ୍ରଗତିର ଆଉ ଏକ ମାଇଲ ଖୁଣ୍ଟ। ନବୀନ ପଟ୍ଟନାୟକ ନୟାଗଡ଼ ସହରବାସୀଙ୍କୁ ଦେଇଛନ୍ତି ନୂତନ ଭେଟି। ନୟାଗଡ଼ର ବିଭିନ୍ନ ରାସ୍ତାଘାଟର ଉନ୍ନତି କରଣ ନିମନ୍ତେ ୯ କୋଟି ୬୪ଲକ୍ଷ ଟଙ୍କା ଅନୁଦାନ ପ୍ରଦାନ କରିଛନ୍ତି।ଏହାଦ୍ୱାରା ସମସ୍ତ ରାସ୍ତା ଓ ଗଳିକନ୍ଦି ରାସ୍ତା ଉନ୍ନତି କରଣ ହେବ। ଏଥି ନିମନ୍ତେ ଆୟୋଜିତ ଏକ ବିଶେଷ କାର୍ଯ୍ୟକ୍ରମରେ ବିଧାୟକ ଡ଼ ଅରୁଣ କୁମାର ସାହୁ ଶିଳାନ୍ୟାସ କରିଛନ୍ତି । ପୁରୁଣା ସହର ଠାରେ ଥିବା ବଡ଼ମଠ […]

ନୟାଗଡ଼ ଜିଲ୍ଲାରେ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଏକ ହଜାର ଟଙ୍କା ସହାୟତା ପ୍ରଦାନ

ନୟାଗଡ଼, (ଲକ୍ଷ୍ମୀଧର ସାହୁ): ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ  ଖାଦ୍ୟ ସୁରକ୍ଷା ହିତାଧିକାରୀ ମାନଙ୍କୁ ବଜାର ଦରକୁ ଦୃଷ୍ଟିରେ ରଖି ସାଧାରଣ ଖାଉଟି ମାନେ ଆର୍ଥିକ ବୋଝରୁ ମୁକୁଳିବା ପାଇଁ ନୂତନ ଭାବେସରକାରଙ୍କ ତରଫରୁ ଦିଆଯାଇଥିବା ଏକ ହଜାର ଟଙ୍କାର ସହାୟତା ରାଶି ଆଜି ପୂର୍ବାହ୍ନ ୧୦ ଘଟିକା ସମୟରେ ପ୍ରଦାନ କରାଯାଇଛି । ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ଏହି କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ହିତାଧୂକାରୀ ମାନଙ୍କ […]

ରାଜ୍ୟସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଦେବାଶିଷ, ଶୁଭାଶିଷ ଓ ଅଶ୍ୱିନୀ

ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାଥି । ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାଥି ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ସମସ୍ତ ନିର୍ବାଚିତ ପ୍ରାଥି ମାନଙ୍କୁ ଆଜି ସେମାନଙ୍କ ସାର୍ଟିଫିକେଟ ଦେବେ ରିଟର୍ଣ୍ଣିଂ ଅଫିସର ।ରାଜ୍ୟସଭା ଲାଗି ଓଡିଶାରୁ ବିଜେଡିର ଦେବାଶିଷ ସାମନ୍ତରାୟ ଏବଂ ଶୁଭାଶିଷ ଖୁଣ୍ଟିଆ ଓ ବିଜେପିର ପ୍ରାର୍ଥୀ ଭାବରେ ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ବିଜେପି ପ୍ରାର୍ଥୀଙ୍କୁ ବିଜେଡି ମଧ୍ୟ ସମର୍ଥନ […]

ଅଭିନେତା ରିତୁରାଜ ସିଂଙ୍କ ପରଲୋକ

ଲୋକପ୍ରିୟ ଟେଲି ଅଭିନେତା ଋତୁରାଜ ସିଂହ(୫୯)ଙ୍କ ପରଲୋକ ଘଟିଛି। ସୋମବାର ବିଳମ୍ବିତ ରାତିରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ବର୍ତ୍ତମାନର ଲୋକପ୍ରିୟ ଟେଲିଭିଜନ ଶୋ ଅନୁପମାରେ ରିତୁରାଜ ସିଂଙ୍କୁ ଦେଖିବାକୁ ମିଳିଥିଲା। ଅଭିନେତାଙ୍କର ହଠାତ୍‌ ପରଲୋକ ହେବାର ଖବର ଶୁଣିବା ପରେ ଟେଲିଭିଜନ ଇଣ୍ଡଷ୍ଟ୍ରିରେ ଶୋକର ଲହରୀ ଖେଳିଯାଇଛି। ସେ ୧୯୯୩ରେ ଟିଭିରେ ଡେବ୍ୟୁ କରିଥିବା ବେଳେ ‘ହୋଗି ଅପନି ବାତ୍’, ‘ଜ୍ୟୋତି’, ‘ହିଟଲର ଦିଦି’, ‘ଶପଥ’, ‘ଆହଟ୍, ଅଦାଲତ’, ‘ଦିଆ ଔର ବାତି ହମ୍’ […]