*ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।* *ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।* *ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]
*ମେଷ: କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ।* *ବୃଷ: ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ […]
୨୦୨୦ ଆଇପିଏଲରେ ବରୁଣ ୧୩ଟି ମ୍ୟାଚ୍ ଖେଳି ୧୭ ଓ୍ବିକେଟ୍ ନେଇଥିଲେ । ଏହାପର ସିଜିନ୍ରେ ୨୨.୬୬ ଷ୍ଟ୍ରାଇକ୍ ରେଟ୍ରେ ନେଇଥିଲେ ୧୮ଟି ୱିକେଟ୍ । ତାଙ୍କର କ୍ରମାଗତ ଭଲ ପ୍ରଦର୍ଶନ ଯୋଗୁଁ ସେ ଟିମ୍ ଇଣ୍ଡିଆର ଟି -20 ବିଶ୍ୱକପ ୨୦୨୧ ପାଇଥିଲେ । ଟୁର୍ଣ୍ଣାମେଣ୍ଟରେ ଖେଳାଯାଇଥିବା ତିନିଟି ମ୍ୟାଚରେ ବରୁଣ ଭଲ ବୋଲିଂ କରିଥିଲେ ମଧ୍ୟ କୌଣସି ୱିକେଟ୍ ନେଇପାରିନଥିଲେ । ଯେଉଁ କାରଣରୁ ଟିମ୍ ଇଣ୍ଡିଆରୁ ତାଙ୍କୁ ବାହାର କରାଯାଇଥିଲା । ସେଦିନଠାରୁ […]
*ମେଷ: ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।* *ବୃଷ: ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ […]
*ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।* *ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।* *ମିଥୁନ: […]
ଓଲିଉଡର ଭେଟେରାନ ଅଭିନେତା ଚକ୍ରଧର ଜେନା ଆଉ ନାହାନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ଦୀର୍ଘ ୨୩ ଦିନ ହେବ ଏମ୍ସ ଆଇସିୟୁରେ ରଖାଯାଇ ଚିକିତ୍ସା କରାଯାଉଥିଲେ ,ସୋମବାର ରାତିରେ ହୃଦଘାତ ହେବା ଯୋଗୁ ତାଙ୍କର ମୃତ୍ୟୁ ଘଟିଛି।ଏନେଇ ଖବର ପ୍ରସାରିତ ହେବା ପରେ ସିନେମାଜଗତ ସହ ପ୍ରଶଂସକ ମହଲରେ ଶୋକର ଛାୟା ଖେଳିଯାଇଛି। ୧୯୮୩ରେ ଏନ୍ଏସ୍ଡି ବା ଜାତୀୟ ନାଟ୍ୟ ବିଦ୍ୟାଳୟରୁ ଶିକ୍ଷା ଲାଭ କରିଥିବା ଚକ୍ରଧର ଜେନା ହଲିଉଡ ସିନେମା […]
ଦକ୍ଷିଣ ଅଭିନେତ୍ରୀ ସାମନ୍ଥା ରୁଥ୍ ପ୍ରଭୃ। ଏବେ ପୁଣିଥରେ ଅଭିନୟକୁ ଫେରିଛନ୍ତି। ସେ ଦୀର୍ଘ ସମୟ ଧରି ଏକ ଅଟୋ-ଇମ୍ୟୁନ ଅବସ୍ଥା (ମାୟୋସିଟିସ୍) ରେ ପୀଡିତ ଥିଲେ । ସାମନ୍ଥା ଗତ ଏକ ବର୍ଷ ଧରି ଅଭିନୟରୁ ବିରତି ନେଇ ତାଙ୍କ ସ୍ବାସ୍ଥ୍ୟର ଯତ୍ନ ନେଉଥିଲେ। ଏହାର ଚିକିତ୍ସା ପାଇଁ ସେ ଅଭିନୟରୁ ବିରତି ନେଇଥିଲେ। ବର୍ତ୍ତମାନ ସେ ପୁନର୍ବାର କାମକୁ ଫେରୁଛନ୍ତି, ଯାହା ବିଷୟରେ ସେ ନିଜେ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରି […]
*ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।* *ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।* *ମିଥୁନ: […]
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୨୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ୧୪ଟି ବିଭାଗର ୨୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ୨୦୨୩-୨୪ ଆର୍ଥୀକ ବର୍ଷରେ ୪୪୮ କୋଟିଟଙ୍କା କାର୍ଯ୍ୟକାରୀ ହେବ। ଯୋଜନାରେ ୧୧ ହଜାର ମହିଳା ଏସଏଜଜିଙ୍କ ସମେତ ୫୦ ହଜାର ମସ୍ୟଜୀବି ଉପକୃତ ହେବେ। ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତି ପରିବାରକୁ ୧ ହଜାର ଟଙ୍କା ଏବଂ ୨ଟି ଝୋଟ ବ୍ୟାଗ୍ ମିଳିବ। ଏଥିରେ ରାଜ୍ୟର […]
ଦୂର ହେଲା ପାଞ୍ଜି ଦ୍ୱନ୍ଦ । ପାଞ୍ଜି ସମସ୍ୟା ନେଇ ବସିଥିବା ସମୀକ୍ଷା ବୈଠକ ଶେଷ ହୋଇଛି । ଆଉ ଏହି ବୈଠକରେ ଆସନ୍ତା ୧୪ ତାରିଖରେ ଶ୍ରୀମନ୍ଦିରରେ ପଣା ସଂକ୍ରାନ୍ତି ପାଳିତ ହେବା ନେଇ ନିଷ୍ପତ୍ତି ହୋଇଛି । ଏପ୍ରିଲ ୧୩ ନା ୧୪ ତାରିଖରେ ପଣା ସଂକ୍ରାନ୍ତି ହେବ ତାହାକୁ ନେଇ ସଂଶୟ ଉପୁଜିଥିଲା। ଯେଉଁଥିପାଇଁ ସୋମବାର ପୁରୀରେ ପାଞ୍ଜି ବୈଠକ ବସିଥିଲା। ବୈଠକରେ ମୁକ୍ତି ମଣ୍ଡପ ପଣ୍ଡିତ ୧୪ ତାରିଖରେ ମହାବିଷୁବ ପଣା […]
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ […]
ବଲିଉଡ୍ର ଆକ୍ସନଷ୍ଟାର ବିଦ୍ୟୁତ ଜାମୱାଲ। ସେ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘କ୍ରାକ୍’ ଫିଲ୍ମକୁ ନେଇ ଚର୍ଚ୍ଚାରେ ଅଛନ୍ତି । ହେଲେ ଏହାରି ମଧ୍ୟରେ ତାଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି । ବର୍ତ୍ତମାନ ସେ ରେଳବାଇ ପୋଲିସର ହେପାଜତରେ ଅଛନ୍ତି। ଯିଏ ଏକ ବିପଦପୂର୍ଣ୍ଣ ଷ୍ଟଣ୍ଟ ପ୍ରଦର୍ଶନ କରି ଗିରଫ ହୋଇଥିଲେ।ରେଲଓ୍ବେ ସୁରକ୍ଷା ବଳ (ଆରପିଏଫ) ର ବାନ୍ଦ୍ରା କାର୍ଯ୍ୟାଳୟରୁ ଏକ ଫଟୋ ସାମ୍ନାକୁ ଆସିଛି ଯେଉଁଥିରେ ବିଦ୍ୟୁତଙ୍କୁ ପୋଲିସ ଷ୍ଟେଶନରେ ଦେଖିବାକୁ ମିଳୁଛି। […]
