author

ରିଲିଜ୍ ପୂର୍ବରୁ ବିବାଦରେ ଫସିଲା ‘ପୁଷ୍ପା-୨’ ଜାଣନ୍ତୁ କଣ ରହିଛି କାରଣ ?

ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ପୁଷ୍ପା : ଦି ରୁଲ’ । ଏହା ରିଲିଜ ହେବା ପୂର୍ବରୁ ବିବାଦରେ ଛନ୍ଦି ହୋଇଯାଇଛି ।ଫ୍ୟାନ୍ସମାନେ ଦୀର୍ଘ ସମୟ ଫିଲ୍ମକୁ ଧରି ଅପେକ୍ଷା କରି ରହିଛନ୍ତି । କିନ୍ତୁ ଫିଲ୍ମ ରିଲିଜ ହେବା ପୂର୍ବରୁ ଏହାକୁ ବ୍ୟାନ କରିବାକୁ ଦାବି କରାଯାଉଛି। ହରିୟାଣାରେ ‘ପୁଷ୍ପା ୨’ର ଏକ ସିନ୍‌ ବିରୋଧରେ ଅଭିଯୋଗ ଆସିଛି।ଫିଲ୍ମର ଏକ ଦୃଶ୍ୟ ଧାର୍ମିକ ଭାବନାକୁ ଆଘାତ ଦେଇଥିବା ଅଭିଯୋଗ ହୋଇଛି। ଏଥିସହ […]

ନାଚିକି ଧୂଳି ଉଡ଼ାଇଲେ ଯବାନ

ଟଳିପଡିଲେ ୧୦ ମାଓବାଦୀ । ପୋଲିସ ଏନ୍ କାଉଣ୍ଟରରେ ୧୦ ମାଓବାଦୀ ନିହତ। ଛତିଶଗଡ଼ର ସୁକମା ଜିଲ୍ଲା ଭେଜି ଜଙ୍ଗଲରେ ପୋଲିସର ଏନ୍ କାଉଣ୍ଟର । ଘଟଣାସ୍ଥଳରୁ ଇନସାସ୍, ଏକେ-୪୭, SLR , ୩ଟି ବନ୍ଧୁକ ଓ ମ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ମାଓ ସାମଗ୍ରୀ ଜବତ ହୋଇଛି । DRG ଯବାନଙ୍କ ଅପରେସନ ବେଳେ ଏହି ସଫଳତା ମିଳିଛି । ନକ୍ସଲଙ୍କ ବିରୁଦ୍ଧରେ ଏହି ସଫଳ ଅପରେସନ ପରେ DRG (ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ) […]

ସରକାରୀ କର୍ମଚାରୀଙ୍କ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ୍ ସୁନିଶ୍ଚିତ ହେବ

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର। ଏଣିକି ସରକାରୀ କର୍ମଚାରୀଙ୍କୁ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ ସୁନିଶ୍ଚିତ ହେବ। ଏନେଇ ସବୁ ବିଭାଗ ସଚିବଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ ମନୋଜ ଆହୁଜା।କିନ୍ତୁ କେତେକ କ୍ଷେତ୍ରରେ ଏହା ସଠିକ ଭାବେ ପାଳନ ହେଉନଥିବା ଦୃଷ୍ଟିକୁ ଆସିଛି । ଏଥିପାଇଁ ଓଡ଼ିଶା ସିଭିଲ ସର୍ଭିସ ପେନସନ ନିୟମ, ୧୯୯୨ ଅନୁସାରେ ସବୁ ଯୋଗ୍ୟ ସରକାରୀ କର୍ମଚାରୀଙ୍କୁ ସେମାନଙ୍କର ଅବସର ଦିନ ପୂର୍ଣ୍ଣାଙ୍ଗ […]

ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର।

ଆଜି ପ୍ରଥମାଷ୍ଟମୀ। ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର। ଏନେଇ ଶ୍ରୀଜିଉଙ୍କ ମାମୁଘର ନିଆଳିରୁ ଶ୍ରୀମନ୍ଦିରକୁ ଆସିଛି ପୋଢୁଆଁ ଭାର।ପ୍ରତ୍ୟେକ ଓଡିଆ ଘରେ ପ୍ରଥମା ଅଷ୍ଟମୀ ଏକ ପ୍ରମୁଖ ପର୍ବ । ପୋଢ଼ୁଆ ଅଷ୍ଟମୀରେ ପିଠାମିଠାରେ ମହକୁଛି ଘରଦ୍ବାର ।ପ୍ରଥମାଷ୍ଟମୀ ପାଇଁ ପୂରପଲ୍ଲୀରେ ଉତ୍ସାହର ମାହୋଲ ଦେଖିବାକୁ ମିଳିଛି । ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ଅନୁଷ୍ଠିତ ହୋଇଛି ପୂଜାବିଧି । ମା’ମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିବା […]

ବିବାହ ମଞ୍ଚରେ ହୃଦଘାତରେ ଚାଲିଗଲା ଯୁବକଙ୍କ ପ୍ରାଣବାୟୁ

ଆନ୍ଧ୍ରପ୍ରଦେଶର କୁରନୁଲ ଜିଲ୍ଲାରୁ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି । ଏଠାରେ ପେରୁମୁଦା ଗାଁରେ ବନ୍ଧୁର ବିବାହ ଭୋଜିକୁ ଆସିଥିବା ଜଣେ ଯୁବକ ହୃଦଘାତର ଶିକାର ହୋଇଛନ୍ତି, ଯେଉଁଥିରେ ତାଙ୍କ ପ୍ରାଣବାୟୁ ଉଡ଼ିଯାଇଛି ।ସୂଚନାଯୋଗ୍ୟ, ଯୁବକ ଜଣଙ୍କ ବେଙ୍ଗାଲୁରୁର ଇ-ଟେଲର ଆମାଜନରେ କାମ କରୁଥିଲେ। ସେ ତାଙ୍କ ବନ୍ଧୁଙ୍କ ବିବାହ ଉତ୍ସବରେ ଯୋଗଦେବା ପାଇଁ କୁର୍ନୁଲର ପେନୁମାଡା ଗ୍ରାମକୁ ଆସିଥିଲେ।ଉପହାର ଦେବା ପରେ, ଯେତେବେଳେ ବର ଚକଚକିଆ ରାପର ଖୋଲୁଥିଲା, ସେ ଧୀରେ ଧୀରେ ବାମ […]

ଆଜିର ରାଶିଫଳ(୨୩ ନଭେମ୍ବର, ୨୦୨୪)

ମେଷ:-ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ। ବୃଷ:-ଆଜି ଧନ ଓକାର୍ଯ୍ୟହାନୀ ହୋଇପାରେ। ସତର୍କତାର ସହ ମାପିଚୁପି କହୁଥିଲେ ମଧ୍ୟ କିଛି ନା କିଛି ଅଭିଯୋଗର କୈଫିୟତ ଦେବାକୁ ପଡିପାରେ। ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ […]

ନାୟିକା ବାସନ୍ତୀ ଅପା ପାଇଁ ସହାୟତାର ହାତ ବଢାଇଛନ୍ତି ହାସ୍ୟ ଅଭିନେତା ହରିଭାଇ

ହାସ୍ୟ ଅଭିନେତାଙ୍କ ବଡହୃଦୟ । ସହାୟତାର ହାତ ବଢାଇଲେ ହରିହର । ଅସହାୟ କଳାକାରଙ୍କୁ କଲେ ସାହାଯ୍ୟ । ସାଗରବାଳାଙ୍କର ସାଜିଲେ ସାହାରା । ଦିନେ ଅନ୍ନପୂର୍ଣା ଥିଏଟରରେ ନାୟିକା ଭୂମିକାରେ ଅଭିନୟ କରୁଥିବା ସାଗରବାଳା ପଟନାୟକ ଓରଫ ବାସନ୍ତି ଅପା ଆଜି ଏକ ଚା’ ଦୋକାନ କରି ନିଜ ପରିବାର ଗୁଜୁରାଣ ମେଣ୍ଟାଉଛନ୍ତି । କିନ୍ତୁ ଅରିକ୍ଷିତକୁ ଦଇବ ସାହା ହେଲା ଭଳି ବାସନ୍ତୀ ଅପାଙ୍କ ଏ ଅସମୟରେ ତାଙ୍କୁ ସହାୟତାର ହାତ ବଢାଇଛନ୍ତି କମେଡି […]

ବଦଳିବେ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ମହାନାୟକ କଂସ ।

ବଦଳିବେ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ମହାନାୟକ କଂସ । କଂସ ଭୂମିକା ପାଇଁ ହେବ ଚୟନ । କଂସ ଭୂମିକାରେ ଅଭିନୟ କରୁଥିବା ହୃଷିକେଶ ଭୋଇ ଲାଞ୍ଚ ନେଇ ଧରା ପଡ଼ିବା ପରେ ହୋଇଥିଲେ ନିଳମ୍ବିତ ।ବିବାଦୀୟ ହୃଷିକେଷ ଭୋଇ ହେବେନି ମହାରାଜ କଂସ । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତା ବୈଠକରେ ସର୍ବସମ୍ମତି କ୍ରମେ ଏହି ନିଷ୍ପତ୍ତି ନିଆଯାଇଛି । ତେବେ ନୂଆ କଂସ ପାଇଁ ହେବ ଚୟନ ପ୍ରକ୍ରିୟା । ୨୦୨୨ ମସିହାରେ ଚୟନ ହୋଇଥିବା […]

ସରସ୍ବତୀ ଶିଶୁଵିଦ୍ୟା ମନ୍ଦିର ନୟାଗଡ ରେ ବାର୍ଷିକ କ୍ରୀଡା

ଗତ ଦୁଇଦିନ ଧରି ସରସ୍ବତୀ ଶିଶୁଵିଦ୍ୟାମନ୍ଦିର, ନୟାଗଡ଼ ର ବାର୍ଷିକ କ୍ରୀଡା PTS ପଡିଆ ରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବ ରେ ପୋଲିସ ଟ୍ରେନିଂ ସ୍କୁଲର ଅଧ୍ୟକ୍ଷ ଶ୍ରୀଯୁକ୍ତ ଭୂପେଶ nayak ଦୀପ ପ୍ରଜ୍ବଳନ କରି ମା ସାରଦାଙ୍କ ନିକଟରେ ଆଶିଷ ଭିକ୍ଷା କରିଥିଲେ। ବିଶେଷ ଅତିଥି ଭାବେ ଶିକ୍ଷା ବିକାଶ ସମିତି ଓଡ଼ିଆ ଙ୍କ ଖୋର୍ଦ୍ଧା ବିଭାଗ ନିରୀକ୍ଷକ ଶ୍ରୀ ପ୍ରସନ୍ନ କୁମାର ମହାନ୍ତି ଉପସ୍ଥିତ ଥିଲେ। ମୁଖ୍ୟ ଅତିଥି ଶ୍ରୀ ନାୟକ ଛାତ୍ରଛାତ୍ରୀ […]

ଭଏସ୍ ଅଫ୍ ନୟାଗଡ଼। ସାମ୍ବାଦିକ ସମ୍ମିଳନୀ।।

ନୟାଗଡ଼ର ଏକ ଅନନ୍ଯ ଅନୁଷ୍ଠାନ ନୟାଗଡ଼ କ୍ଳବ୍ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ସଂଗୀତ ପ୍ରତିଯୋଗିତା “ଭଏସ୍ ଅଫ୍ ନୟାଗଡ଼” କେବଳ ନୟାଗଡ଼ ନୁହେଁ ରାଜ୍ଯର ଏକ ସଫଳ ସଂଗୀତ ପ୍ରତିଯୋଗିତା କାର୍ଯ୍ୟକ୍ରମ। ସଂଗୀତ ସାଧନା କରୁଥିବା ଛାତ୍ରଛାତ୍ରୀ ଓ ଯୁବ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣିବା ତଥା ରାଜ୍ଯ ସ୍ତରରେ ସେମାନଙ୍କୁ ପରିଚିତ କରାଇବା ଆମର ପ୍ରଧାନ ଲକ୍ଷ୍ଯ। ପ୍ରକାଶ ଥାଉକି, ଗତ ଚାରିବର୍ଷ ମଧ୍ଯ ରେ ହୋଇଥିବା ପ୍ରତିଯୋଗିତା ର ୦୫ ଜଣ ପ୍ରତିଭାବାନ କଳାକାର […]

କୁହୁଡ଼ି ନେଇ ୩ ଜିଲ୍ଲାକୁ ସତର୍କ ସୂଚନା

ରାଜ୍ୟରେ ଧୀରେ ଧୀରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। କେବଳ ଏତିକି ନୁହେଁ, ଅନେକ ସ୍ଥାନରେ ସକାଳୁ ସକାଳୁ କୁହୁଡ଼ି ମଧ୍ୟ ପଡୁଛି। ତେବେ ଶୁକ୍ରବାର ଘନ କୁହୁଡ଼ି ନେଇ ଏସଆରସି ସତର୍କ କରାଇଛନ୍ତି। ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆଗାମୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ। ତେବେ ଆସନ୍ତା ୨୭ ତାରିଖରେ ଭଦ୍ରକ, […]

ଗୋଟିଏ ମୋବାଇଲ୍ ନମ୍ବରରେ ଏକାଧିକ ଆକାଉଣ୍ଟ ଲିଙ୍କ୍‌ ଥିଲେ ଆସିବନି ଟଙ୍କା

ରାଜ୍ୟ ସରକାରଙ୍କର ସୁଭଦ୍ରା ଯୋଜନାରେ ଆସନ୍ତା ଡିସେମ୍ବର ମାସ ପହିଲା ସୁଦ୍ଧା ୧ କୋଟି ମହିଳା ହିତାଧିକାରୀ ଆର୍ଥିକ ସହାୟତା ପାଇଥିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀମତୀ ପରିଡ଼ା କହିଛନ୍ତି ଆସନ୍ତା ରବିବାର ସୁଦ୍ଧା ଆଉ ୨୦ ଲକ୍ଷ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଅର୍ଥରାଶି ପ୍ରଦାନ କରାଯିବ। ତେବେ ‘ସୁଭଦ୍ରା’ ଆବେଦନ ବେଳେ ଆପଣ ଦେଇଥିବା ମୋବାଇଲ୍ ନମ୍ବରରେ ଏକାଧିକ ଆକାଉଣ୍ଟ ଲିଙ୍କ୍ ଅଛି କି ? ଗୋଟିଏ […]