ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ସୋନମ କପୁର ବିଳାସପୂର୍ଣ୍ଣ ଜୀବନ ଶୈଳୀ ପାଇଁ ସମ୍ବାଦରେ ଅଧିକ ଥାଆନ୍ତି। ମହଙ୍ଗା ପୋଷାକ, କାର କିମ୍ବା ଘର ହେଉ, ସେ ପ୍ରତିଦିନ ନିଜର ବିଳାସପୂର୍ଣ୍ଣ ଜୀବନ ଶୈଳୀକୁ ତାଙ୍କ ପ୍ରଶଂସକଙ୍କୁ ଦେଖାଇଥାନ୍ତି । ତେବେ ନିକଟରେ ସୋନମ କପୁର ଦିଲ୍ଲୀରେ ତାଙ୍କର ଏବଂ ଆନନ୍ଦ ଅହୁଜାଙ୍କ ଘରେ ଏକ ସ୍ଵତନ୍ତ୍ର ଲଞ୍ଚ ପାର୍ଟି ରଖିଥିଲେ। ସେ ଏହି ଲଞ୍ଚ ପାର୍ଟିର ଏବଂ ତାଙ୍କ ଘର ଭିତର ଫଟୋ ସେୟାର କରିଛନ୍ତି। ଯାହା […]
ନୂଆଗାଁ : ନୟାଗଡ଼ ନୂଆଗାଁ ବ୍ଳକର କଳା ଐତିହ୍ୟସଂସ୍କୃତି ପରମ୍ପରାକୁ ନେଇ ଆୟୋଜିତ ହୋଇଥିବା ଏବଂ ନୂଆଗାଁ ମାଟିର ବିରତ୍ବ ଗାଥା ରାଜ୍ୟ ତଥା ଦେଶର ପ୍ରସ୍ପୁଟିତ କରିବା ଉଦ୍ଦେଶ୍ୟ ନେଇ ପ୍ରାକୃତିକ ପରିବେଶ ମଧ୍ୟରେ ଆୟୋଜିତ ହୋଇଥିବା ଅବିସ୍ମରଣୀୟ ଷଷ୍ଠ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ଉଦଯାପିତ ହୋଇଯାଇଛି। ଦଶପଲ୍ଲା ବିଧାୟକ ତଥା ପଞ୍ଚୁପାଣ୍ଡବ ମହୋତ୍ସବ କମିଟିର ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଯାପିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ […]
ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାର ଆସିଛି ରାୟ । ନୟାଗଡ଼ର ଏହି ଚର୍ଚ୍ଚିତ ହତ୍ୟା ଘଟଣାର ଶୁଣାଣୀ କରି ଦୋଷୀ ସରୋଜ ସେଠୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ନୟାଗଡ଼ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ । ୨୦୨୦ ମସିହା ଜୁଲାଇ ୧୪ ତାରିଖରେ ନୟାଗଡ଼ ନିକଟ ଯଦୁପୁର ଗାଁରେ ପରୀକୁ ହତ୍ୟା କରାଯାଇଥିଲା ।ଏସ୍.ଆଇ.ଟି ଧରିଥିବା ନାବାଳକକୁ ଆଜି କୋର୍ଟରେ ହାଜର କରାଯାଇଥିଲା । ଏଥିପାଇଁ ରାଉରକେଲା ବାଳ ସ୍ୱଧାର ଗୃହରୁ ଅଭିଯୁକ୍ତକୁ […]
ଏବେ କଟକ-ଭୁବନେଶ୍ବର ବାର୍ ଗୁଡିକରେ ଆଉ ବାଉନ୍ସର ଦେଖା ଯିବେନି । ବାଉନ୍ସରମାନେ କୌଣସି ବାର୍ରେ ଗ୍ରାହକଙ୍କୁ ଧମକ ଦେବେନି । କୌଣସି ବାର୍ରେ ବିଶୃଙ୍ଖଳା ହେଲେ ୧୧୨କୁ ଜଣାଇ ପାରିବେ । ଏ ନେଇ କମିଶନରେଟ୍ ପୁଲିସ ଅଧିନସ୍ଥ ଅଞ୍ଚଳରେ ରଖି ବାର୍ ଗୁଡିକ ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ସିପି। ବାଉନ୍ସରଙ୍କ ନାଁରେ ଅପରାଧିକ ମାମଲାର ଖୋଳତାଡ କରିବ ପୁଲିସ। ପିଏସଏଆରଏ ଆକ୍ଟ ଅଧୀନରେ ଥିବା ସିକ୍ୟୁରିଟି ଏଜେନ୍ସି ଗାର୍ଡ ନିୟୋଜିତ କରିପାରିବେ ।କିନ୍ତୁ […]
୨୦୩୬ ସୁଦ୍ଧା ଓଡ଼ିଶାର ସାମଗ୍ରିକ ବିକାଶ ଲକ୍ଷ୍ୟ। ନବଦିଗନ୍ତର ସମ୍ଭାବନା ଆଲୋଚନାଚକ୍ରରେ ଭାଗ ନେଇ ରାଜ୍ୟ ରୂପାନ୍ତରଣର ଚିତ୍ର ରଖିଛନ୍ତି 5T ଅଧ୍ୟକ୍ଷ |୨୦୩୬ ପାଇଁ ରୋଡ ମ୍ୟାପ ପ୍ରସ୍ତୁତ ହୋଇସାରିଛି | ଓଡ଼ିଶାର ବିକାଶ ସଂପର୍କରେ ଅନ୍ୟ ରାଜ୍ୟ ସହ ଜାରି ରହିଛି ପ୍ରତିଯୋଗିତା । ୨୦୧୯ ପରେ ରାଜ୍ୟରେ ଆସିଛି ବଡ ପରିବର୍ତ୍ତନ। ପରିବର୍ତ୍ତନର ନାମ ହେଉଛି ରୂପାନ୍ତରଣ। ଲକ୍ଷ୍ୟ ରହିଛି ନୂଆ ଓ ସଶକ୍ତ ଓଡ଼ିଶା । ୨୦୦୦ମସିହାରେ ଖାଦ୍ୟ ପାଇଁ ପଞ୍ଜାବ […]
*ମେଷ– ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |* *ବୃଷ– ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ […]
ଉଦଯାପିତ ହେଲା ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଉଦଯାପନୀ ଦିବସରେ ଉଦବୋଧନ ରଖିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ଯମନ୍ତ୍ରୀ କହିଛନ୍ତି, ଏହି ସମ୍ମିଳନୀ ଏକ ଇତିହାସ ।ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ଆଜି ଥିଲା ଉଦଯାପନୀ ଦିବସ। ତେବେ ଏହାର ଲୋକପ୍ରିୟତା, ଆଦୃତ ଓ ସଫଳତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଉ ୩ ଦିନ ବଢାଇବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଜନତା ମଇଦାନରେ ୩ ତାରିଖରୁ ଆରମ୍ଭ ହୋଇଥିବା ଏହି ସମ୍ମିଳନୀ […]
ଏବେ ଗୋଟିଏ ଘଟଣା ଯାହା ସମସ୍ତଙ୍କୁ ଚକିତ କରିଛି | ଭାର୍ଗବୀ ନଦୀରେ ଗୋଟିଏ ପଥର ଭାସୁଥିବା ଜଣେ ମହିଳା ଦେଖିଥିଲେ। ମହିଳା ଜଣକ ଭାର୍ଗବୀ ନଦୀର ଗବକୁଣ୍ଡ ନିକଟକୁ ଗାଧୋଇବା ପାଇଁ ଯାଇଥିବା ଗୋଟିଏ ପଥର ପାଣିରେ ଭାସୁଥିବା ଦେଖିବାକୁ ପାଇଥିଲେ। ଏହି କଥା ଉକ୍ତ ମହିଳା ଜଣଙ୍କ ନିଜ ଘରେ ଆସି କହି ଥିଲେ | ଏହାପରେ ସେହି ପଥରକୁ ସେ ନଦୀରୁ ଆଣି ଗ୍ରାମର ହନୁମାନ ମନ୍ଦିରରେ ରଖିଥିଲେ।ଘଟଣାର ସତ୍ୟତା ପରିଖିବା ପାଇଁ […]
ଭାରତୀୟ ସମ୍ବିଧାନର ଜନକ ତଥା ସାମାଜିକ ନ୍ୟାୟର ମହାନ୍ ପ୍ରବକ୍ତା ଡକ୍ଟର ଆମ୍ବେଦକରଙ୍କ ନାମରେ ନାମିତ ହେବ ଭୁବନେଶ୍ଵର ବରମୁଣ୍ଡାର ନବନିର୍ମିତ ବସଷ୍ଟାଣ୍ଡ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ପ୍ରକାଶ କରିବା ସହ ଡକ୍ଟର ଆମ୍ବେଦକରଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏବେ ବରମୁଣ୍ଡା ବସଷ୍ଟାଣ୍ଡ ବାବା ସାହେବ ଭୀମ ରାଓ ଆମ୍ବେଦକର ବସ୍ ଟର୍ମିନାଲ ଭାବରେ ପରିଚିତ ହେବ ।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଡକ୍ଟର ଆମ୍ବେଦକର ଜଣ ଦୂରଦର୍ଶୀ ନେତା ସମର୍ପିତ […]
ଭାରତ ଓ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍ ବିଶାଖାପାଟଣାରେ ଖେଳାଯାଇଛି। ଏଥିରେ ଇଂଲଣ୍ଡକୁ ୧୦୬ ରନରେ ପରାସ୍ତ କରିଛି ଭାରତ। ଭାରତୀୟ ଦଳ ୩୯୯ର ବିଜୟ ଲକ୍ଷ୍ୟ ରଖିଥିବା ବେଳେ ୨୯୨ ରନ୍ରେ ଅଲ୍ ଆଉଟ୍ ହୋଇଛି ଇଂଲଣ୍ଡ। ଏହି ବିଜୟ ସହିତ ଟିମ ଇଣ୍ଡିଆ ସିରିଜକୁ ୧-୧ରେ ସମାନ କରିଛି। ଭାରତ ପାଇଁ ଜସପ୍ରୀତ ବୁମରା ଏବଂ ଆର ଅଶ୍ୱିନ ସର୍ବାଧିକ ୩-୩ ୱିକେଟ ନେଇଥିଲେ। ଯେଉଁଠାରେ ମୁକେଶ […]
ଉଦ୍ଦ୍ୟୋଗପତି ମୁକେଶ ଅମ୍ବାନୀ। ତାଙ୍କ ସାନ ପୁଅ ଅନନ୍ତ ଅମ୍ବାନୀଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ହେଉଛି। ଯେତେବେଳେ ଅମ୍ବାନୀ ପରିବାର କୌଣସି କାର୍ଯ୍ୟକ୍ରମ ଆୟୋଜନ କରନ୍ତି। ସେଠାରେ ଚଳଚ୍ଚିତ୍ର ତାରକାମାନଙ୍କର ଏକ ସମାବେଶ ଦେଖିବାକୁ ମିଳେ। ଅନନ୍ତ ଅମ୍ବାନୀ ଚଳିତ ବର୍ଷ ମାର୍ଚ୍ଚରେ ବିବାହ କରିବାକୁ ଯାଉଛନ୍ତି ଏବଂ ରାଧିକା ମର୍ଚାଣ୍ଟଙ୍କ ସହ ତାଙ୍କର ବିବାହ ହେବ। ଏବେ ଖବର ଆସିଛି ଯେ ବଲିଉଡର ସୁଇଟ କପଲ ରଣବୀର କପୁର ଏବଂ ଆଲିଆ ଭଟ୍ଟ ଏହି […]
ଝାଡଖଣ୍ଡ ବିଧାନସଭାରେ ବହୁମତର ପ୍ରମାଣ ଦେଲେ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ । ଚମ୍ପାଇଙ୍କ ସମର୍ଥନରେ ୪୭ ଖଣ୍ଡ ଭୋଟ ପଡିଥିବା ବେଳେ ବିପକ୍ଷ ଦଳରେ ମାତ୍ର ୨୯ଖଣ୍ଡ ଭୋଟ ପଡିଛି । ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା ବ୍ୟତୀତ ସହଯୋଗୀ ଦଳର ବିଧାୟକମାନେ ମଧ୍ୟ ଫ୍ଲୋର ଟେଷ୍ଟ ପାଇଁ ଗୃହରେ ଉପସ୍ଥିତ ଥିଲେ। ଏହାପୂର୍ବରୁ ରବିବାର ବିଳମ୍ବିତ ରାତିରେ ପ୍ରାୟ ୪୦ ଜଣ ବିଧାୟକ ଜେଏମଏମ ଏବଂ କଂଗ୍ରେସ ହାଇଦ୍ରାବାଦରୁ ରାଞ୍ଚି ଫେରିଥିଲେ। ବହୁମତ ସାବ୍ୟସ୍ତ କରିବା ପାଇଁ ବିଧାନସଭାରେ […]
