ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ସଦର ମହକୁମାରେ ଥିବା ହାଇସ୍କୁଲ ପଡିଆରେ ନୂଆଗାଁ ବ୍ଲକ୍ ର ଐତିହ୍ୟ କଳା ,ସଂସ୍କୃତିକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଦଶପଲ୍ଲା ବିଧାୟକ ତଥା ମହୋତ୍ସବ କମିଟିର ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ରଣପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନ ଯୋଗଦେଇ ନୂଆଗାଁ ବ୍ଲକ୍ ର କଳା , ଐତିହ୍ୟ ସଂସ୍କୃତି ବିଷୟରେ ବର୍ଣ୍ଣନା କରିବା […]
ଓଡ଼ଗାଁ,୦୪/୦୨(ଓଡିଶା ଦର୍ପଣ):ଆଜି ମଣ୍ଡଳ ଶିକ୍ଷା କାର୍ଯ୍ୟାଳୟ ତରଫରୁ ଓଡ଼ଗାଁସ୍ଥିତ ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟ ପରିସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସୄଜନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଓଡ଼ଗାଁ ମଣ୍ଡଳର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜ ନିଜ କ୍ଲଷ୍ଟରରୁ ମନୋନୀତ ହୋଇ ଉକ୍ତ କାର୍ଯ୍ୟକ୍ରମ ଉପଲକ୍ଷେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏ ଅବସରରେ କନିଷ୍ଠ ବର୍ଗ ବିତର୍କ ପ୍ରତିଯୋଗିତାରେ ଅନ୍ନପୂର୍ଣ୍ଣା ଜେନା,କୁଇଜରେ ପୂରବୀ ବରାଡ଼,ଚିତ୍ରାଙ୍କନରେ ପ୍ରତ୍ୟୁଷ କୁମାର ମହାଙ୍କୁଡ଼ ଏବଂ ବରିଷ୍ଠବର୍ଗରୁ ବିତର୍କରେ ବିଭୁତି ନାହାକ,କୁଇଜରେ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଉପଲକ୍ଷେ ଏନଏସି ସରକାରୀ ଉଚ୍ଚ ବିଦ୍ୟାଳୟ,ନୟାଗଡ଼ ପରିସରରେ ଭାଷା,ସାହିତ୍ୟ,ସୃଜନଶୀଳତା ଉତ୍ସବ ଏବଂ ସମୂହ ବନ୍ଦେ ଉତ୍କଳ ଜନନୀ ଗାନ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ପ୍ରଥମେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡିଆ ଭାଷାର ପ୍ରଚାର ପ୍ରସାର ପାଇଁ ଶପଥପାଠ କରାଯାଇଥିଲା। ପ୍ରଧାନଶିକ୍ଷୟିତ୍ରୀ ରସିଦା ଖାତୁନଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ ପୂର୍ଣ୍ଣିମା ତ୍ରିପାଠୀ, ସୁଚିତ୍ରା ଦେବୀ,ରୋଜାଲୀନ ମିଶ୍ର, ଜ୍ୟୋତିର୍ମୟୀ ରଥ, ସ୍ୱାଗତିକା ଦଳେଇ, ଭବାନୀ ଆଚାର୍ଯ୍ୟ,ସୌଦାମିନୀ ପ୍ରଧାନ, କାଦମ୍ବିନୀ କରଣ,ଅନୁସାୟା […]
*ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।* *ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କୁ ଦେଖାକରିବା ପାଇଁ ସମ୍ବଲପୁର ଯାଉଥିବା ବେଳେ ନିଖୋଜ ଶିଶୁ ପିହୁର ମା’ଙ୍କୁ ପୋଲିସ ଉଠାଇ ନେଇଛି । ୪ବର୍ଷ ହେଲା ୨ବର୍ଷର ଶିଶୁ ପିହୁ ନିଖୋଜ ଥିବାବେଳେ ଏପର୍ଯ୍ୟନ୍ତ ଖୋଜ ଖବର ପାଇନଥିବାରୁ ଭାଙ୍ଗିପଡିଛନ୍ତି ପିହୁଙ୍କ ମା । ରାଜ୍ୟ ପୁଲିସ ଏବଂ ସରକାର ତାଙ୍କ କଥା ଶୁଣୁନଥିବା ଅଭିଯୋଗ କରିଛନ୍ତି ପିହୁଙ୍କ ମା । ତେବେ କାରରେ ଯାଉଥିବା ବେଳେ ବିଳମ୍ବିତ ରାତିରେ ପୋଲିସ […]
ରେକର୍ଡ କଲେ ଯଶସ୍ୱୀ ଜୟସ୍ବାଲ। ଟେଷ୍ଟ କ୍ରିକେଟରେ ପ୍ରଥମ ଡବଲ୍ ଶତକ କରିଛନ୍ତି ଜୟସ୍ବାଲ।ସେ ଏକୁଟିଆ ଇଂଲଣ୍ଡର ପ୍ରତ୍ୟେକ ବୋଲରଙ୍କୁ ସାମନା କରି ଦ୍ୱିଶତକ ହାସଲ କରିଥିଲେ । ଟେଷ୍ଟରେ ଦ୍ୱିଶତକ ହାସଲ କରିଥିବା ୨୨ ବର୍ଷୀୟ ଜୟସ୍ବାଲ ହେଉଛନ୍ତି ତୃତୀୟ କନିଷ୍ଠ ଭାରତୀୟ। ତେବେ ଦ୍ଵିତୀୟ ଟେଷ୍ଟରେ ଭାରତର ସ୍ଥିତି ମଜବୁତ ରହିଛି। ଯଶସ୍ଵୀ ଜୟସ୍ଵାଲଙ୍କ ଦମଦାର ଦ୍ଵିଶତକ ପରେ ଯଶପ୍ରୀତ ବୁମରାଙ୍କ ଘାତକ ବୋଲିଂ ବଳରେ ଦ୍ଵିତୀୟ ଦିନର ଖେଳ ଭାରତ ନାଁରେ ରହିଛି। […]
ନୟାଗଡ଼: ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଜନତା ମୈଦାନ, ଭୁବନେଶ୍ବର ଠାରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଉଦ୍ଘାଟନ କରୁଥିଲାବେଳେ ଠିକ୍ ଏକା ସମୟରେ ନୟାଗଡ଼ ଜିଲ୍ଲାରେ ଜିଲ୍ଲାପ୍ରଶାସନ ତରଫରୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦିଲିପ କୁମାର ବଳଙ୍କ ନେତୃତ୍ବରେ ଜିଲ୍ଲାକାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେଉପସ୍ଥିତ ରହି ରାଜ୍ୟ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ଗାନ କରିବା ସହ କାର୍ଯ୍ୟକ୍ରମକୁ ଲାଇଭ୍ ଷ୍ଟ୍ରିମିଙ୍ଗ୍ ମାଧ୍ୟମରେ ଦେଖିଥିଲେ । ଏହି କାର୍ଯ୍ୟକ୍ରମରେ ପଂଚାୟତ […]
ବିବାଦୀୟ ଅଭିନେତ୍ରୀ ପୁନମ ପାଣ୍ଡେ ଜୀବିତ । ଇନଷ୍ଟାଗ୍ରାମରେ ସେୟାର କରି କହିଲେ ମୁଁ ମରିନାହିଁ ବଞ୍ଚିଛି । ଶୁକ୍ରବାର ପୁନମ ପାଣ୍ଡେଙ୍କ ଆକସ୍ମିକ ମୃତ୍ୟୁ ଖବର ସମସ୍ତଙ୍କୁ ଚକିତ କରି ଦେଇଥିଲା। ତାଙ୍କର ସର୍ଭାଇକାଲ କ୍ୟାନସରରେ ମୃତ୍ୟୁ ଘଟିଥିବା କୁହାଯାଉଥିଲା। ତାଙ୍କ ପିଆର ଟିମ ପୁନମଙ୍କ ମୃତ୍ୟୁକୁ ଖବରକୁ ନିଶ୍ଚିତ କରିଥିଲେ କିନ୍ତୁ ଏହା ବ୍ୟତୀତ ଆଉ କୌଣସି ସୂଚନା ନଥିଲା। ଆଜି ଶେଷରେ ଅଭିନେତ୍ରୀଙ୍କ ମୃତ୍ୟୁ ରହସ୍ୟ ସାମ୍ନାକୁ ଆସିଛି। ଅଭିନେତ୍ରୀ ନିଜେ ଇନଷ୍ଟାରେ […]
ଲାଫିଙ୍ଗ ବୁଦ୍ଧ: ଧନ ପୁଟୁଳି ଧରା ଲାଫିଙ୍ଗ ବୁଦ୍ଧଙ୍କୁ ଘରେ ରଖିଲେ ଭଲ ଅଟେ | ତେବେ ଏହି ପ୍ରତିମୂର୍ତ୍ତି ଅଢେଇ ଇଞ୍ଚରୁ ବଡ ହେବା ଉଚିତ ନୁହେଁ। ଏହାଠାରୁ ବଡ ମୂର୍ତ୍ତି ରଖିଲେ ଘରେ ବାସ୍ତୁଦୋଷ ଉତ୍ପନ ହୋଇପାରେ। ଏହି ମୂର୍ତ୍ତିକୁ ଘରର ଉତ୍ତର-ପଶ୍ଚିମ ଦିଗରେ ରଖିବା ଶୁଭ। ଏଥିସହିତ ଘରେ କେବେ ଆର୍ଥିକ ସମସ୍ୟା ରହିନଥାଏ ।ବାସ୍ତ୍ରୁଶାସ୍ତ୍ରରେ ଲାଫିଙ୍ଗ ବୁଦ୍ଧଙ୍କୁ ସମୃଦ୍ଧିର ପ୍ରତୀକ ଭାବରେ ବିବେଚନା କରାଯାଇଥାଏ । ଘୋଡା ନାଲ: ଘୋଡା ନାଲରେ […]
*ମେଷ: ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।* *ବୃଷ : କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି […]
ଆଜିଠୁ ଭାରତ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ। ୬ ତାରିଖ ପର୍ଯ୍ୟନ୍ତ ବିଶାଖାପାଟଣାର ୱାଇଏସ ରାଜଶେଖର କ୍ରିକେଟ ଷ୍ଟାଡିୟମରେ ମ୍ଯାଚ ଖେଳାଯିବ। ୫ ମ୍ୟାଚ ବିଶିଷ୍ଟ ସିରିଜରେ ଇଂଲଣ୍ଡ ପ୍ରଥମ ମ୍ଯାଚ ଜିତି ୧-୦ ରେ ଆଗୁଆ ରହିଛି ।ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୬ ଉଇକେଟ ହରାଇ ୩୩୬ ରନ୍ କରିଛି । ଯଶସ୍ବୀ ଜୟସ୍ବାଲ ପୂରାଦିନ ବ୍ୟାଟିଂକରି ୧୭୯ ରନ୍ କରି ଅପରାଜିତ ଥିବା ବେଳେ ରବିଚନ୍ଦ୍ରନ ଅଶ୍ବିନ ୫ ରନ୍ […]
ଆସନ୍ତାକାଲିଠାରୁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଏହି ଉପଲକ୍ଷେ ଭୁବନେଶ୍ବର କଳାମଣ୍ଡଳ ପରିସରରେ ନିର୍ମିତ ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଐତିହ୍ୟ ନଗରୀ ଭୁବନେଶ୍ୱର କେନ୍ଦ୍ର ସ୍ଥଳରେ ଏହି ସମ୍ମିଳନୀ ଓଡିଆ ଭାଷାର ଜୟଗାନ କରିବ । ଆମ ଭାଷାର ସୌନ୍ଦର୍ଯ୍ୟ ଓ ଖାଣ୍ଡେଲାଇଟ ପଥରରେ ଲିପିବଦ୍ଧ ହୋଇଥିବା କଳିଙ୍ଗ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ଏହା ମାଧ୍ୟମରେ ପ୍ରତିଫଳିତ ହେବ |ଅକ୍ଷର ଭୂମିର କାନ୍ଥବାଡ ବଖାଣୁଛି ଓଡ଼ିଆ ଲିପିର […]
