ବରିଷ୍ଠ ନାଗରିକଙ୍କ ପାଇଁ ଖୁସି ଖବର । ମଧୁବାବୁ ପେନସନ ଯୋଜନାରେ ସାମିଲ ହେବେ ୪ ଲକ୍ଷ ଅତିରିକ୍ତ ହିତାଧିକାରୀ । ୩୬ଲକ୍ଷ ୭୫ହଜାରରେ ପହଞ୍ଚିଲା ମୋଟ ହିତାଧିକାରୀଙ୍କ ସଂଖ୍ୟା । ଗତ ଅଗଷ୍ଟରେ ୪ଲକ୍ଷ ୧୩ହଜାର ଅତିରିକ୍ତ ଆବେଦନକୁ ଅନୁମୋଦନ କରିଥିଲେ ମୁଖ୍ୟମନ୍ତ୍ରୀ । ଏହି ବାବଦରେ ମାସକୁ ୧୯୦କୋଟି ୨୦ଲକ୍ଷ ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର । ଲୋକଙ୍କ ଆବେଦନକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି […]
ଗତ କିଛି ସମୟ ହେଲା ବଲିଉଡ ଅଭିନେତ୍ରୀ ଇଶା ଦେଓଲ ଏବଂ ତାଙ୍କ ସ୍ୱାମୀ ଭରତ ତଖ୍ତାନୀଙ୍କ ମଧ୍ୟରେ ମତପାର୍ଥକ୍ୟର ଖବର ଆସୁଥିଲା। ଏଥିରେ ଏବେ ଇଶା ଓ ଭରତ ଏକ ମିଳିତ ବିବୃତ୍ତି ଜାରି କରି ସେମାନେ ଅଲଗା ହେଉଥିବା ନେଇ ଖବର ଉପରେ ମୋହର ଲଗାଇ ଦେଇଛନ୍ତି।ଉଭୟଙ୍କ ୧୨ ବର୍ଷର ବୈବାହିକ ସମ୍ପର୍କ ଉପରେ ଲାଗିଛି ବିରାମ। ତେବେ ଦୁହେଁ ସହମତିରେ ରାସ୍ତା ଅଲଗା କରିଥିବା ଈଶା ସ୍ପଷ୍ଟ କରିଛନ୍ତି। ଛାଡ଼ପତ୍ର ସତ୍ତ୍ୱେ ସେମାନେ […]
*ମେଷ* : *ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।* *ବୃଷ:ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।* *ମିଥୁନ:* *ଆଜି ନିଜର ନୂଆ ବିଚାର ଆର୍ଥିକ […]
ଭାରତୀୟ ହକି ଦଳର ଡିଫେଣ୍ଡର ବରୁଣ କୁମାରଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆସିଛି। ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ ବାଙ୍ଗାଲୋରର ଜ୍ଞାନଭାରତୀ ପୋଲିସ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ସୂଚନା ଅନୁଯାୟୀ, ୨୦୧୯ରେ ମହିଳା ଯେତେବେଳେ ୧୭ ବର୍ଷର ଥିଲେ ସେତେବେଳେ ଇନଷ୍ଟାଗ୍ରାମରେ ବରୁଣଙ୍କ ସଂସ୍ପର୍ଶରେ ଆସିଥିଲେ। ସେତେବେଳେ ବରୁଣ ସ୍ପୋର୍ଟ୍ସ ଅଥରିଟି ଅଫ୍ ଇଣ୍ଡିଆରେ ପ୍ରଶିକ୍ଷଣ ନେଉଥିଲେ।ଧିରେ ଧିରେ ଉଭୟଙ୍କ ମଧ୍ୟରେ ବନ୍ଧୁତା ଏବଂ ପରେ ପ୍ରେମରେ ପରିଣତ ହୋଇଥିଲା। ସେତେବେଳେ ତାଙ୍କୁ […]
ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ସୋନମ କପୁର ବିଳାସପୂର୍ଣ୍ଣ ଜୀବନ ଶୈଳୀ ପାଇଁ ସମ୍ବାଦରେ ଅଧିକ ଥାଆନ୍ତି। ମହଙ୍ଗା ପୋଷାକ, କାର କିମ୍ବା ଘର ହେଉ, ସେ ପ୍ରତିଦିନ ନିଜର ବିଳାସପୂର୍ଣ୍ଣ ଜୀବନ ଶୈଳୀକୁ ତାଙ୍କ ପ୍ରଶଂସକଙ୍କୁ ଦେଖାଇଥାନ୍ତି । ତେବେ ନିକଟରେ ସୋନମ କପୁର ଦିଲ୍ଲୀରେ ତାଙ୍କର ଏବଂ ଆନନ୍ଦ ଅହୁଜାଙ୍କ ଘରେ ଏକ ସ୍ଵତନ୍ତ୍ର ଲଞ୍ଚ ପାର୍ଟି ରଖିଥିଲେ। ସେ ଏହି ଲଞ୍ଚ ପାର୍ଟିର ଏବଂ ତାଙ୍କ ଘର ଭିତର ଫଟୋ ସେୟାର କରିଛନ୍ତି। ଯାହା […]
ନୂଆଗାଁ : ନୟାଗଡ଼ ନୂଆଗାଁ ବ୍ଳକର କଳା ଐତିହ୍ୟସଂସ୍କୃତି ପରମ୍ପରାକୁ ନେଇ ଆୟୋଜିତ ହୋଇଥିବା ଏବଂ ନୂଆଗାଁ ମାଟିର ବିରତ୍ବ ଗାଥା ରାଜ୍ୟ ତଥା ଦେଶର ପ୍ରସ୍ପୁଟିତ କରିବା ଉଦ୍ଦେଶ୍ୟ ନେଇ ପ୍ରାକୃତିକ ପରିବେଶ ମଧ୍ୟରେ ଆୟୋଜିତ ହୋଇଥିବା ଅବିସ୍ମରଣୀୟ ଷଷ୍ଠ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ଉଦଯାପିତ ହୋଇଯାଇଛି। ଦଶପଲ୍ଲା ବିଧାୟକ ତଥା ପଞ୍ଚୁପାଣ୍ଡବ ମହୋତ୍ସବ କମିଟିର ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଯାପିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ […]
ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାର ଆସିଛି ରାୟ । ନୟାଗଡ଼ର ଏହି ଚର୍ଚ୍ଚିତ ହତ୍ୟା ଘଟଣାର ଶୁଣାଣୀ କରି ଦୋଷୀ ସରୋଜ ସେଠୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ନୟାଗଡ଼ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ । ୨୦୨୦ ମସିହା ଜୁଲାଇ ୧୪ ତାରିଖରେ ନୟାଗଡ଼ ନିକଟ ଯଦୁପୁର ଗାଁରେ ପରୀକୁ ହତ୍ୟା କରାଯାଇଥିଲା ।ଏସ୍.ଆଇ.ଟି ଧରିଥିବା ନାବାଳକକୁ ଆଜି କୋର୍ଟରେ ହାଜର କରାଯାଇଥିଲା । ଏଥିପାଇଁ ରାଉରକେଲା ବାଳ ସ୍ୱଧାର ଗୃହରୁ ଅଭିଯୁକ୍ତକୁ […]
ଏବେ କଟକ-ଭୁବନେଶ୍ବର ବାର୍ ଗୁଡିକରେ ଆଉ ବାଉନ୍ସର ଦେଖା ଯିବେନି । ବାଉନ୍ସରମାନେ କୌଣସି ବାର୍ରେ ଗ୍ରାହକଙ୍କୁ ଧମକ ଦେବେନି । କୌଣସି ବାର୍ରେ ବିଶୃଙ୍ଖଳା ହେଲେ ୧୧୨କୁ ଜଣାଇ ପାରିବେ । ଏ ନେଇ କମିଶନରେଟ୍ ପୁଲିସ ଅଧିନସ୍ଥ ଅଞ୍ଚଳରେ ରଖି ବାର୍ ଗୁଡିକ ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ସିପି। ବାଉନ୍ସରଙ୍କ ନାଁରେ ଅପରାଧିକ ମାମଲାର ଖୋଳତାଡ କରିବ ପୁଲିସ। ପିଏସଏଆରଏ ଆକ୍ଟ ଅଧୀନରେ ଥିବା ସିକ୍ୟୁରିଟି ଏଜେନ୍ସି ଗାର୍ଡ ନିୟୋଜିତ କରିପାରିବେ ।କିନ୍ତୁ […]
୨୦୩୬ ସୁଦ୍ଧା ଓଡ଼ିଶାର ସାମଗ୍ରିକ ବିକାଶ ଲକ୍ଷ୍ୟ। ନବଦିଗନ୍ତର ସମ୍ଭାବନା ଆଲୋଚନାଚକ୍ରରେ ଭାଗ ନେଇ ରାଜ୍ୟ ରୂପାନ୍ତରଣର ଚିତ୍ର ରଖିଛନ୍ତି 5T ଅଧ୍ୟକ୍ଷ |୨୦୩୬ ପାଇଁ ରୋଡ ମ୍ୟାପ ପ୍ରସ୍ତୁତ ହୋଇସାରିଛି | ଓଡ଼ିଶାର ବିକାଶ ସଂପର୍କରେ ଅନ୍ୟ ରାଜ୍ୟ ସହ ଜାରି ରହିଛି ପ୍ରତିଯୋଗିତା । ୨୦୧୯ ପରେ ରାଜ୍ୟରେ ଆସିଛି ବଡ ପରିବର୍ତ୍ତନ। ପରିବର୍ତ୍ତନର ନାମ ହେଉଛି ରୂପାନ୍ତରଣ। ଲକ୍ଷ୍ୟ ରହିଛି ନୂଆ ଓ ସଶକ୍ତ ଓଡ଼ିଶା । ୨୦୦୦ମସିହାରେ ଖାଦ୍ୟ ପାଇଁ ପଞ୍ଜାବ […]
*ମେଷ– ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |* *ବୃଷ– ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ […]
ଉଦଯାପିତ ହେଲା ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଉଦଯାପନୀ ଦିବସରେ ଉଦବୋଧନ ରଖିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ଯମନ୍ତ୍ରୀ କହିଛନ୍ତି, ଏହି ସମ୍ମିଳନୀ ଏକ ଇତିହାସ ।ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ଆଜି ଥିଲା ଉଦଯାପନୀ ଦିବସ। ତେବେ ଏହାର ଲୋକପ୍ରିୟତା, ଆଦୃତ ଓ ସଫଳତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଉ ୩ ଦିନ ବଢାଇବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଜନତା ମଇଦାନରେ ୩ ତାରିଖରୁ ଆରମ୍ଭ ହୋଇଥିବା ଏହି ସମ୍ମିଳନୀ […]
ଏବେ ଗୋଟିଏ ଘଟଣା ଯାହା ସମସ୍ତଙ୍କୁ ଚକିତ କରିଛି | ଭାର୍ଗବୀ ନଦୀରେ ଗୋଟିଏ ପଥର ଭାସୁଥିବା ଜଣେ ମହିଳା ଦେଖିଥିଲେ। ମହିଳା ଜଣକ ଭାର୍ଗବୀ ନଦୀର ଗବକୁଣ୍ଡ ନିକଟକୁ ଗାଧୋଇବା ପାଇଁ ଯାଇଥିବା ଗୋଟିଏ ପଥର ପାଣିରେ ଭାସୁଥିବା ଦେଖିବାକୁ ପାଇଥିଲେ। ଏହି କଥା ଉକ୍ତ ମହିଳା ଜଣଙ୍କ ନିଜ ଘରେ ଆସି କହି ଥିଲେ | ଏହାପରେ ସେହି ପଥରକୁ ସେ ନଦୀରୁ ଆଣି ଗ୍ରାମର ହନୁମାନ ମନ୍ଦିରରେ ରଖିଥିଲେ।ଘଟଣାର ସତ୍ୟତା ପରିଖିବା ପାଇଁ […]
