author

ଓଡ଼ିଶା ଆସିପାରନ୍ତି ମୋଦି-ଶାହା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଉଭୟ ଡିଜିପି କନ୍ଫରେନ୍ସରେ ଯୋଗ ଦେବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ନଭେମ୍ବର ୨୯ରୁ ଭୁବନେଶ୍ବରରେ ଡିଜିପି ସମ୍ମିଳନୀ ଅନୁଷ୍ଠିତ ହେବ। ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି । ସବୁ ରାଜ୍ୟର ପୋଲିସ ଡିଜି ବୈଠକରେ ଯୋଗ ଦେବେ ।୨୦୨୬ ସୁଦ୍ଧା ଦେଶର ନକ୍ସଲମୁକ୍ତ କରିବା ପାଇଁ କେନ୍ଦ୍ର ସରକାରଙ୍କ ଫୋକସ ରହିଛି । ଓଡିଶାରେ […]

କାନାଡ଼ା ସ୍କୁଲ୍‌‌ରେ ପଢ଼ାହେବ ଓଡ଼ିଆ

ବିଦେଶ ମାଟିରେ ଆରମ୍ଭ ହେଲା ଓଡ଼ିଆ ଭାଷା ଶିକ୍ଷା। ଏଣିକି ପ୍ରବାସୀ ଓଡ଼ିଆ ଭାରତ ବାହାରେ ଥାଇ ମଧ୍ୟ ଓଡ଼ିଆ ପଢ଼ିବାର ସୁଯୋଗ ପାଇପାରିବେ। ଟୋରଣ୍ଟ୍‌‌ ଜିଲ୍ଲା ସ୍କୁଲ୍‌‌ ବୋର୍ଡରେ ଓଡ଼ିଆ ଶିକ୍ଷା ପାଇଁ ଅନୁମତି ମିଳିଛି। ପୂର୍ବରୁ ହିନ୍ଦୀ ଭଳି କେତେକ ଭାରତୀୟ ଭାଷା ଶିକ୍ଷା ପାଇଁ ଅନୁମତି ମିଳିଥିବାବେଳେ ପ୍ରଥମଥର ଓଡ଼ିଆ ଭାଷାରେ ଶିକ୍ଷାକୁ ଅନୁମତି ମିଳିଛି। ପ୍ରଥମ ପର୍ଯ୍ୟାୟରେ ଏହା ଟମ୍‌ ଓ ସାଣ୍ଟେର ପବ୍ଲିକ ସ୍କୁଲରେ ଆରମ୍ଭ ହୋଇଛି। ପ୍ରତି ଶନିବାର […]

ପୁଅକୁ ମାରି ମାଟିରେ ପୋତିଦେଲେ ମାଆ ଓ ବାପା ।

ନିଶାଗ୍ରସ୍ତ ଅବସ୍ଥାରେ ସୈତାନ ସାଜିଲେ ମା’-ବାପା । ପୁଅକୁ ମାରି ମାଟିରେ ପୋତିଦେଲେ । ନିଜ ଜନ୍ମ କଲା ସନ୍ତାକୁ ହତ୍ୟାକରିବା ପରେ ଏପରି କରିଛନ୍ତି ବାପା ମାଆ । ଚୌଦ୍ଵାର ଥାନା ଅନ୍ତର୍ଗତ ବ୍ୟାଘ୍ର ବାହିନୀ ମୁଣ୍ଡା ସାହିର ଘଟଣା ।ଚୌଦ୍ଵାର ପୋଲିସ ଖବର ପାଇ ବାପା ମା ଙ୍କୁ ଅଟକ ରଖି ପଚରାଉଚରା କରୁଛି । ଏହାସହ ପୁଅର ଶବକୁ ଜବତ କରି ପୋଲିସ ସବୁ ଦିଗରୁ ଛାନ୍‌ଭିନ୍ କରୁଛି । ତେବେ ଏଭଳି […]

ରାସନ କାର୍ଡ ଲିଷ୍ଟରୁ କଟି ଯାଇପାରେ ୭୦ ଲକ୍ଷ ହିତାଧିକାରୀଙ୍କ ନାମ ।

ରାଜ୍ୟରେ ଅଛନ୍ତି ୩ କୋଟି ୩୬ ଲକ୍ଷ ୩୫ ହଜାର ୯୧୮ ରାସନକାର୍ଡ ହିତାଧିକାରୀ । ବର୍ତ୍ତମାନ ସୁଦ୍ଧା ଇ- କେୱାଇସ କରିଛନ୍ତି ୨ କୋଟି ୬୬ ଲକ୍ଷ ୮୫ ହଜାର ୯୩୮ ହିତାଧିକାରୀ । ଏବେ ବି ୬୯ ଲକ୍ଷ ୪୯ ହଜାର ୯୮୦ ଜଣ ଇ- କେୱାଇସ କରିନାହାନ୍ତି ।କିନ୍ତୁ ରାଜ୍ୟ ବାହାରେ ରହୁଥିବା ୯୪ ହଜାର ୬୫ ଜଣ ହିତାଧିକାରୀ ଇ-କେୱାଇସି କରିଛନ୍ତି । ଗଂଜାମ ଜିଲ୍ଲାରେ ସର୍ବାଧିକ ୫ ଲକ୍ଷ ୪୨ […]

ବିବାଦୀୟ ବୈକୁଣ୍ଠ ଧାମରେ ବୁଲିବ ବୁଲଡୋଜର !

ଯାହା ଅଭିଯୋଗ ଉଠିଥିଲା, ସତ ହେଲା । ପାଖାପାଖି ୧୪୦ ଡିସିମିଲ ସରକାରୀ ଜାଗା ମାଡ଼ି ବସି ଛିଡ଼ା ହୋଇଛି ଶ୍ରୀ ବୈକୁଣ୍ଠ ଧାମ ଆଶ୍ରମ । ପାଖାପାଖି ୮ କୋଟି ଟଙ୍କା ମୂଲ୍ୟର ଜମିରେ ଗଢ଼ାଯାଇଛି ବେଆଇନ୍‌ ମଣ୍ଡପ, କୋଠା ଆଉ ରୋଷଶାଳା ।ତେବେ ଖୁବ ଶୀଘ୍ର ନିଆଯିବ କାର୍ଯ୍ୟାନୁଷ୍ଠାନ । ଭୁବନେଶ୍ବରର ଖଣ୍ଡଗିରି ବାରି ୧୬-୧୭ ବର୍ଷରୁ ଅଧିକ ସମୟ ହୋଇଯିବ ସରକାରୀ ଜମିକୁ ଜବର ଦଖଲ କରି ଆଶ୍ରମ ନିର୍ମାଣ କରାଯାଇଥିଲା। ଆଶ୍ରମଟି […]

୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଡିସେମ୍ବର ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ୩ ତାରିଖରେ ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଅବତରଣ କରିବେ ବୋଲି ତାଙ୍କ ଗସ୍ତ ସୂଚୀରୁ ଜଣାପଡ଼ିଛି।ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ୬ ତାରିଖରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ବିମାନ ଯୋଗେ ପଶ୍ଚିମବଙ୍ଗରେ ଥିବା ପ୍ରତିରକ୍ଷା ବିଭାଗ କଲେଇକୁଣ୍ଡା ବିମାନ ବନ୍ଦରରେ ପହଞ୍ଚିବେ […]

ଅସମ୍ଭାଳ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ: ଆଜିଠୁ ସବୁ ସ୍କୁଲ ବନ୍ଦ

ରାଜଧାନୀ ଦିଲ୍ଲୀରେ ଆଜି ଵି ଭୟଙ୍କର ପ୍ରଦୂଷଣରୁ ନିସ୍ତାର ନାହିଁ । କିଛି ସ୍ଥାନରେ ଏକ୍ୟୁଆଇ ରେକର୍ଡ ସ୍ତର ୫୦୦ ପାର କରିସାରିଲାଣି । ସ୍ଥିତିକୁ ନଜରରେ ରଖି ନୋଏଡା ଓ ଗୁରୁଗ୍ରାମ୍‌ରେ ଅନ୍‌ଲାଇନ୍ କ୍ଲାସ ପାଇଁ ନିଷ୍ପତ୍ତି ନିଆଯାଇଛି । ଦିଲ୍ଲୀ ୟୁନିଭର୍ସିଟି ଓ ଜେଏନ୍‌ୟୁରେ ମଧ୍ୟ ଅନ୍‌ଲାଇନ୍ କ୍ଲାସ କରାଯିବ ।ଏମ୍‌ସିଡି କାର୍ଯ୍ୟାଳୟ ସକାଳ ୮ଟା ୩୦ରୁ ସଂଧ୍ୟା ୫ଟା ପର୍ୟ୍ୟନ୍ତ ଚାଲିବ । ଏହା ସହ ଦିଲ୍ଲୀ ସରକାରଙ୍କ ଅନ୍ୟ ସବୁ କାର୍ଯ୍ୟାଳୟ […]

ଆସନ୍ତା ୪ଦିନ ଯାଏ ରାଜ୍ୟରେ ଶୀତ ପ୍ରକୋପ କମିବନି ।

ଆଗକୁ ଆହୁରି ଥରାଇବ। ୧୫ ଡିଗ୍ରୀ ତଳେ ୧୬ ସହର । ଜି ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ତଳେ ରେକର୍ଡ କରାଯାଇଛି। ନଭେମ୍ବର ତୃତୀୟ ସପ୍ତାହରୁ ଶୀତ ଅନୁଭବ ହେଉଛି । ଡିସେମ୍ବର ଓ ଜାନୁଆରୀରେ ଅଧିକ ଶୀତ ପଡ଼ିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଆସନ୍ତା ୪ରୁ ୫ ଦିନ ଯାଏ ରାଜ୍ୟର ଜିଲ୍ଲାଗୁଡ଼ିକର ସର୍ବନିମ୍ନ ତାପମାତ୍ରାରେ ପରିବର୍ତ୍ତନ ସମ୍ଭାବନା ନାହିଁ । ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, […]

୧୨୦ ମିନିଟ୍‌ ଧରି ଚାଲିଲାନି ହାର୍ଟବିଟ୍‌, ନୂଆ ଟେକନିକ୍‌ ଦେଲା ନୂଆ ଜୀବନ

ଭୁବନେଶ୍ୱର ଏମ୍ସ ଡାକ୍ତଙ୍କୁ ମିଳିଛି ଐତିହାସିକ ସଫଳତା। ଡାକ୍ତରୀ ଉତ୍କର୍ଷତା ଏବଂ କାର୍ଯ୍ୟପ୍ରତି ସମର୍ପିତ ଭାବର ଏକ ଅଦ୍ଭୁତ ପ୍ରଦର୍ଶନରେ ଏମ୍ସ ଭୁବନେଶ୍ୱରରେ ଉତ୍ସର୍ଗୀକୃତ ଡାକ୍ତରୀ ଟିମ୍ ଉନ୍ନତ ଏକ୍ସଟ୍ରାକୋରୋରାଲ୍ କାର୍ଡିଓ-ପଲ୍ମୋନାରୀ ରିସ୍ୟୁସିଟେସନ୍ (eCPR) ପ୍ରଣାଳୀ ମାଧ୍ୟମରେ ୨୪ ବର୍ଷ ବୟସ୍କ ଯୁବକଙ୍କ ଜୀବନ ରକ୍ଷା କରି ଏକ ଚମତ୍କାର ସଫଳତା ହାସଲ କରିଛନ୍ତି।୨୪ ବର୍ଷୀୟ ଯୁବକ ଶୁଭକାନ୍ତ ସାହୁଙ୍କ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ଏମସ୍‌ରେ ଭର୍ତ୍ତି କରାଯାଇଥିଲା । ଏମ୍ସରେ ପହଞ୍ଚିବାର ୨ ଘଣ୍ଟା […]

ଆଜିର ରାଶିଫଳ(୧୯ ନଭେମ୍ବର, ୨୦୨୪)

ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ। ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। […]

ଆଗାମୀ ତିନିଦିନ ଏହି ସମସ୍ତ ଜିଲାରେ ଘନ କୁହୁଡ଼ି ସମ୍ଭାବନା

ରାଜ୍ୟରେ ଆହୁରି କମିବ ତାପମାତ୍ରା । ବଢିବ ଶୀତର ପ୍ରକୋପ । ନଭେମ୍ବର ତୃତୀୟ ସପ୍ତାହରୁ ଶୀତ ଅନୁଭବ ହେଉଛି । ଡିସେମ୍ବର ଓ ଜାନୁଆରୀରେ ଅଧିକ ଶୀତ ପଡ଼ିବ ବୋଲି ଆଗୁଆ ଆକଳନ କରିଛି ପାଣିପାଗ ବିଭାଗ ।ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ମିଳିଥିବା ସୂଚନା ମୁତାବକ ଓଡ଼ିଶାରେ ଆଗାମୀ ୪ରୁ ୫ ଦିନ ଯାଏ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତନ ହେବାର ନ ଥିବା ବେଳେ ଆଗାମୀ ୭ ଦିନ ଯାଏ ପାଗ […]

ବାବା କେଟିଏମ୍‌ ବାଇକ୍‌ରେ ଝିଅ ଧରି ବୁଲନ୍ତି ଆଉ

ରାଜଧାନୀର ବୈକୁଣ୍ଠଧାମ ବାବା ‘କଳକୀ ମାଧବ’ଙ୍କ ପିଛା ଛାଡ଼ୁନି ବିବାଦ। ତାଙ୍କ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ। ଅଭିଯୋଗ ଅନୁସାରେ ବାବା କୁଆଡ଼େ କେଟିଏମ୍‌ ବାଇକ୍‌ରେ ଗର୍ଲଫ୍ରେଣ୍ଡକୁ ଧରି ବୁଲନ୍ତି। କାଫେ ଓ କ୍ଲବ୍‌ ଯାଆନ୍ତା। ଏପରି ଅଭିଯୋଗ ଆଣିଛନ୍ତି ବୈକୁଣ୍ଠଧାମ ଆଶ୍ରମ ଆସିଥିବା ଜଣେ ଭକ୍ତ କହିଛନ୍ତି। ସେ କୁଆଡେ ନିଜ ଆଖିରେ ଏ ସବୁ ଦେଖିଛନ୍ତି।ଏକାଧିକ ଯୁବତୀଙ୍କ ସହ ଥିଲେ। ଏପରିକି ଆଶ୍ରମ ଭିତରେ ପଶିବା ପରେ ବାବାଙ୍କ ଦେହରେ ତୁଳସୀ ଲାଗିଥିବା ଦେଖିବାକୁ […]