ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲାରେ ଯୋଗଦାନ କରିଥିବା ନୂତନ ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଞ୍ଜନ ପାଣ୍ଡେଙ୍କୁ ବିଭିନ୍ନ ଶିକ୍ଷକ ସଂଗଠନ ପକ୍ଷରୁ ସ୍ୱାଗତ କରାଯିବା ସହିତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ,ନୂତନ ପେନସନଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘ, ଏକ୍ସ-କ୍ୟାଡର ଶିକ୍ଷକ ସଂଘ ପକ୍ଷରୁ ଶିକ୍ଷକ ପ୍ରତିନିଧି ମାନେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ ପହଞ୍ଚି ଯୋଗଦାନ କରିଥିବା ଶିକ୍ଷାଧିକାରୀଙ୍କୁ ଭେଟି ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ। ଜିଲ୍ଲା ପ୍ରାଥମିକ ସଂଘ ପକ୍ଷରୁ ଶିକ୍ଷକ ନେତା ଜ୍ୟୋତିରଞ୍ଜନ ଦାଶ, ଭକ୍ତ […]
କେନ୍ଦୁଝରରେ ହେବ ଷ୍ଟିଲ୍ ପ୍ଲାଣ୍ଟ । ସରକାରଙ୍କ ସହ MOU ସ୍ଵାକ୍ଷର କଲା ଜେଏସ୍ଡ଼ବ୍ଲୁ । କେନ୍ଦୁଝରରେ ଆଇରନ ବେଲ୍ଟ ଥିବାରୁ ମୁଖ୍ୟମନ୍ତ୍ରୀ ଆଗ୍ରହ ପ୍ରକାଶ କରିଥିଲେ । ୫ ମିଲିୟନ ଟନ୍ ଉତ୍ପାଦନ ପ୍ଲାଣ୍ଟ ହେବ । ପୋସ୍କୋ ସହ କରିବୁ କି ଆମେ ନିଜେ କରିବୁ ପରେ ନିଷ୍ପତ୍ତି ନେବୁ ବୋଲି ଜେଏସ୍ଡବ୍ଲୁ ମୁଖ୍ୟ ସଜନ ଜିନ୍ଦଲ କହିଛନ୍ତି । ସେହିଭଳି ରାୟଗଡ଼ାରେ ନୂଆ ପ୍ଲାଣ୍ଟ ପ୍ରତିଷ୍ଠା କରିବ ବେଦାନ୍ତ । ଏନେଇ ବେଦାନ୍ତ […]
ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ପୁଣି ପଶିଲା ଚୋର। ଗତ ୨୬ ତାରିଖରେ ତାଙ୍କ ନୟାପଲ୍ଲୀସ୍ଥିତ ଏନ୍-୨୯ ଘରୁ ଚୋରି ହୋଇଥିବାବେଳେ ସୋମବାର ରାତିରେ ଏନ୍-୨୫ ଘରେ ପୁଣି ଚୋରି ଉଦ୍ୟମ ହୋଇଛି। କିନ୍ତୁ ଏଥର ଧରାପଡ଼ିଛି ଚୋର। ଝରକା ଭାଙ୍ଗି ଘରେ ପଶିବାବେଳେ କର୍ମଚାରୀ ଚୋରକୁ କାବୁ କରି ନେଇଥିଲେ। ଏହାପରେ ତାକୁ ପୁଲିସ ଜିମା ଦେଇଛନ୍ତି। ଏହା ମଧ୍ୟରେ ନିରଞ୍ଜନ ପଟ୍ଟନାୟକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି, ଏତେ ସୁରକ୍ଷା […]
ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଭୁବନେଶ୍ୱର ଜନତା ମଇଦାନରେ ଉଦଘାଟିତ ହୋଇଛି । ଆନୁଷ୍ଠାନିକ ଭାବେ ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ‘ଜୟ ଜଗନ୍ନାଥ’ରୁ ଉଦବୋଧନ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହୁରି କହିଛନ୍ତି, ମୁଁ ଖୁସି ଯେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ତାଙ୍କ ଟିମ୍ ଓଡ଼ିଶାକୁ ବିଭିନ୍ନ କ୍ଷେତ୍ରରେ ଆଗେଇନେବାର ପ୍ରୟାସ ଆରମ୍ଭ କରିଛନ୍ତି। ମୋଦି କହିଛନ୍ତି ଜାନୁଆରୀରରେ ମୋର ଦ୍ବିତୀୟ ଓଡ଼ିଶା ଗସ୍ତ । […]
ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ପୁଣି ଅସୁସ୍ଥ ହୋଇଥିବା ଖବର ସାମ୍ନାକୁ ଆସିଛି । ଫଳରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯିବ । ବୟସାଧିକ କାରଣରୁ ବିଶ୍ବଭୂଷଣଙ୍କ ବିଭିନ୍ନ ସ୍ୱାସ୍ଥ୍ୟ ଗତ ସମସ୍ୟା ଦେଖାଦେଇଛି ।ଗତବର୍ଷ ସେପ୍ଟେମ୍ବର ମାସରେ ମଧ୍ୟ ଅସୁସ୍ଥତା କାରଣରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।ଅସୁସ୍ଥତା ସମ୍ପର୍କରେ ଆଇନ ମନ୍ତ୍ରୀ ତଥା ପୁଅ ପୃଥ୍ବୀରାଜ ହରିଚନ୍ଦନ ଏହି ସୂଚନା […]
କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ସୋମବାର ମଧ୍ୟପ୍ରଦେଶର ମହୁଠାରେ ‘ଜୟ ବାପୁ, ଜୟ ଭୀମ, ଜୟ ସମ୍ବିଧାନ’ ରାଲିକୁ ସମ୍ବୋଧିତ କରିଥିଲେ।ଏହି ସମୟରେ ମଲ୍ଲିକାର୍ଜୁନ ଖଡଗେ ବିଜେପି ନେତାଙ୍କୁ ସିଧା ସଳଖ ଟାର୍ଗେଟ କରି କହିଛନ୍ତି ଯେ ଗଙ୍ଗାରେ ଗାଧୋଇବା ଦ୍ୱାରା ଗରିବୀ ଦୂର ହେବ ନାହିଁ।କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ପରିବାର ସହ କୁମ୍ଭ ସ୍ନାନ ପାଇଁ ପ୍ରୟାଗରାଜରେ ପହଞ୍ଚିଥିବା ବେଳେ ତାଙ୍କର ଏଭଳି କଟାକ୍ଷ ଆସିଛି। ସେପଟେ ଖଡଗେଙ୍କ ବୟାନକୁ ନେଇ […]
ପ୍ରୟାଗରାଜ ଯାଉଥିବା ଟ୍ରେନ୍ ଉପରେ ପଥର ମାଡ । ହରପାଲପୁର ଠାରେ ଟ୍ରେନ ଉପରକୁ ପଥର ମାଡ କରାଯାଇଛି । ଆକ୍ରମଣକାରୀମାନେ ଟ୍ରେନ୍ ଉପରକୁ ପଥର ମାଡ କରିବା ସହ ଭଙ୍ଗାରୁଜା ବି କରିଛନ୍ତି ।ଜାତୀୟ ଗଣମାଧ୍ୟମ ସୂଚନା ଅନୁସାରେ, ରାତି ପ୍ରାୟ ୧ଟା ସମୟରେ ଝାନ୍ସୀ ଡିଭିଜନର ହରପାଲପୁର ଷ୍ଟେସନରେ କିଛି ଦୃବୁତ୍ତ ଟ୍ରେନ ଉପରେ ଆକ୍ରମଣ କରିଥିଲେ । ଯାହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଯେଉଁଥିରେ ଦେଖିବା ପାଇଁ ମିଳୁଛି […]
ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦଶପଲ୍ଲାରୁ ଶ୍ରୀକ୍ଷେତ୍ର ଆସୁଛି ରଥ କାଠ। ନୟାଗଡ ଦଶପଲ୍ଲାରୁ ପୁରୀ ଅଭିମୁଖେ ଗଡିଛି ରଥକାଠ ବୋଝେଇ ହୋଇଥିବା ୩ଟି ଟ୍ରକ୍। ପ୍ରଥମ ପର୍ଯ୍ୟାୟରେ ୪୮ ଖଣ୍ଡ ଅସନ ଏବଂ ୫୩ ଖଣ୍ଡ ଧଉରା କାଠ ଆସୁଛି ପୁରୀ ଶ୍ରୀମନ୍ଦିର । ସରସ୍ୱତୀ ପୂଜା ପୂର୍ବରୁ ରଥଖଳାରେ କାଠ ପହଞ୍ଚିବା ବିଧି ରହିଛି ।ଦଶପଲ୍ଲାର ପୋଖରୀଗୋଚ୍ଛା ଓ ଟାକେରା ସେକନ୍ସରୁ ରଥ କାଠ ପଠାଯାଉଛି। ରଥ ନିର୍ମାଣ ପାଇଁ ଅସନ , ଧଉରା, […]
ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିମାପ ବନ୍ଦରରୁ ସିଧା ଜନତା ମୈଦାନକୁ ଗଲେ ମୋଦି। ସେଠି ‘ଉତ୍କର୍ଷ ଓଡ଼ିଶା’ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଉଦଘାଟନୀ ସମାରୋହରେ ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦଚନ୍ଦ୍ର ସ୍ୱାଇଁ ଯୋଗଦେଇଛନ୍ତି। ‘ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା’ ସମ୍ମେଳନରୁ ଶିଳ୍ପପତି […]
ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସଏନଏଲ) ଏବେ ପୁଣି ଚର୍ଚ୍ଚାରେ । କମ୍ପାନୀ ଏକ ନୂତନ ରିଚାର୍ଜ ପ୍ଲାନ୍ ଆରମ୍ଭ କରିଛି। ତେବେ ଏହି ରିଚାର୍ଜ ପ୍ଲାନରେ ଆପଣଙ୍କୁ ଇଣ୍ଟରନେଟ୍ ମିଳିବ ନାହିଁ । ଅର୍ଥାତ୍ ଏହି ପ୍ଲାନ ରିଚାର୍ଜ କଲେ ଆପଣ ଇଣ୍ଟରନେଟ୍ ଚଲାଇପାରିବେ ନାହିଁ । ୯୦ ଦିନର ବୈଧତା ସହିତ ଏହି ପ୍ରିପେଡ୍ ପ୍ଲାନ ଉପଭୋକ୍ତାମାନଙ୍କ ପାଇଁ ବେଶ୍ ଲାଭଦାୟକ ହେବ । ଖାସ୍ କରି ସେହି ଉପଭୋକ୍ତାଙ୍କ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ମଧ୍ୟଯୁଗୀୟ ଓଡ଼ିଆ ତଥା ବୈଷ୍ଣବ ସାହିତ୍ୟର ମହାନ କବି, ଓଡ଼ିଶା ଆକାଶର ଅନ୍ୟତମ ଉଜ୍ଜ୍ୱଳ ଜ୍ୟୋତିଷ୍କ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ମହାକବି କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମାଙ୍କ ୨୮୭ତମ ଜୟନ୍ତୀ ପାଳନ ସହିତ ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଦିଆଯାଇଛି । କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ସାହିତ୍ୟ ଓ ସଂସ୍କୃତି ପରିଷଦ,ନୟାଗଡ଼ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାମଜସେବୀ ପ୍ରମୋଦ ପଟ୍ଟନାୟକ, […]
ଭାରତ ଓ ଚୀନ୍ ପୁଣି ଥରେ କୈଳାଶ ମାନସରୋବର ଯାତ୍ରା ଆରମ୍ଭ କରିବାକୁ ସୋମବାର ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁସାରେ ଉଭୟପକ୍ଷ ସମ୍ପର୍କକୁ ‘ସ୍ଥିର ଓ ସ୍ଥାୟୀ’ କରିବା ପାଇଁ କିଛି ଜନ କେନ୍ଦ୍ରିକ ପଦକ୍ଷେପ ନେବାକୁ ମଧ୍ୟ ସହମତ ହୋଇଛନ୍ତି। ଏନେଇ ଭାରତ ସରକାରଙ୍କ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଦ୍ଵାରା ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ, ଦୁଇ ଦେଶ ୨୦୨୫ ଗ୍ରୀଷ୍ମ ମାସ ଆଡକୁ […]
