author

ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ସପ୍ତାହରେ ତିନି ଦେଶ ଯାତ୍ରାରେ ବିଦେଶ ଗସ୍ତ କରିବେ। ଏହି ସମୟରେ ପ୍ରଧାନମନ୍ତ୍ରୀ ବ୍ରାଜିଲରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବେ। ସମ୍ମିଳନୀରେ ବୈଶ୍ଵିକ ପ୍ରସଙ୍ଗରେ ଭାରତର ପକ୍ଷ ଉପସ୍ଥାପନ କରିବେ । ଏହା ପରେ ଆଫ୍ରିକୀୟ ଦେଶ ନାଇଜେରିଆ ଓ ଦକ୍ଷିଣ ଆମେରିକୀୟ ଦେଶ ଗୁଏନା ଯାତ୍ରା କରିବେ । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୯ରୁ ୨୧ ପର୍ଯ୍ୟନ୍ତ ଗୁଏନାର ରାଜକୀୟ ଯାତ୍ରାରେ […]

ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର

ବଡ଼ଓଷା ପାଇଁ ଧବଳେଶ୍ୱରଙ୍କ ପୀଠ ଆଜି ଲୋକାରଣ୍ୟ । ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ରାତି ୩ଟା ରୁ ପହଡ଼ ଖୋଲାଯାଇ ବାବାଙ୍କୁ ୧୦୮ ଗରା ସୁବାସୀତ ଜଳରେ ସ୍ନାନ କରାଯାଇ ଆଳତୀ ମଙ୍ଗଳ ଆଳତୀ ଘିଅରେ ଅଭିଶେକ କରାଯାଇଛି। ଏହାପରେ ବାଳଭୋଗ, ଖେଚୁଡ଼ି ଭୋଗ ପରେ ସାଧାରଣ ଦର୍ଶନ ନିମନ୍ତେ ଦ୍ୱାରଫିଟା ଯାଇଥିଲା।ହଜାର ହଜାର ଶ୍ରଦ୍ଧାଳୁ ମାନଙ୍କ ମଧ୍ୟରେ ପୀଠରେ ଚାଲିଛି ଶୃଙ୍ଖଳିତ ଦର୍ଶନ। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି […]

୬ ହଜାର ଟଙ୍କା ଲାଞ୍ଚ ପାଇଁ ଧରାପଡିଲେ ଲାଞ୍ଚୁଆ କିରାଣୀ

ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ ସହାୟକ ପ୍ରଦୀପ୍ତ କୁମାର ସାହୁ । ଜଣେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀଙ୍କ ବକେୟା ପ୍ରାପ୍ୟର ବିଲ୍ କରାଇବାକୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗତ ରାତି ୯ଟା ସମୟରେ ପୂର୍ବ ଯୋଜନା ମୁତାବକ ବିଇଓ କାର୍ୟ୍ୟାଳୟ ପରିସରରେ ଲାଞ୍ଚ ନେଉଥିବା ବେଳେ ବାହାରେ ଛକିଥିବା ଭିଜିଲାନ୍ସ ଟିମ ତାଙ୍କ ଠାରୁ ରଙ୍ଗ ପ୍ରଲେପ ଦିଆ ଲାଞ୍ଚ ଟଙ୍କା ଜବତ ସହ […]

ଥାନାରେ କେମିତି ବ୍ୟବହାର କରିବେ ପୋଲିସ ବାବୁ

ଭରତପୁର ଥାନା ମାମଲାରେ ଆଜି ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର। ଥାନାରେ ସିସିଟିଭି ଲଗେଇବା ଓ ପ୍ରତିରକ୍ଷା କର୍ମଚାରୀଙ୍କ ସହ ପୁଲିସ୍‌ର ବ୍ୟବହାର ପ୍ରସଙ୍ଗରେ SOP ପ୍ରସ୍ତୁତ ହୋଇଥିବା ହାଇକୋର୍ଟରେ ତଥ୍ୟ ଉପସ୍ଥାପନ କରିଛନ୍ତି ରାଜ୍ୟ ସରକାର।ଏସଓପି ଅନୁସାରେ, ସେନା ଅଧିକାରୀ ଥାନାକୁ ଆସିଲେ ଭଲ ବ୍ୟବହାର କରିବେ ଥାନାବାବୁ। ସମସ୍ୟା ଓ ଅଭିଯୋଗକୁ ଶୁଣିବା ସହିତ ସହାୟତା ପ୍ରଦାନ କରିବେ। ଲିଖିତ ଅଭିଯୋଗ କଲେ ଆଇନ ଅନୁଯାୟୀ ତୁରନ୍ତ ପଦକ୍ଷେପ ନେବେ। ମୌଖିକ […]

୨୦୨୫ ପାଇଁ ପ୍ରକାଶ ପାଇଲା ରାଜ୍ୟ ସରକାରୀ ଛୁଟି ତାଲିକା

ରାଜ୍ୟ ସରକାର ମଙ୍ଗଳବାରରେ ୨୦୨୫ ମସିହା ପାଇଁ ଛୁଟି କ୍ୟାଲେଣ୍ଡର ଜାରି କରିଛନ୍ତି। ୨୦୨୫ ଇଂରାଜୀ ବର୍ଷରେ ରାଜ୍ୟ ସରକାରଙ୍କ କର୍ମଚାରୀଙ୍କୁ ୨୬ଟି ସରକାରୀ ଛୁଟିଦିନ ଓ ୮ଟି ଇଚ୍ଛାଧୀନ ଛୁଟି(ଯେକୌଣସି ଗୋଟିଏ ଦିନ) ମିଳିବ। ଅବଶ୍ୟ ଏହି ସମସ୍ତ ଛୁଟିରେ ରବିବାର, ଦ୍ୱିତୀୟ ଓ ଚତୁର୍ଥ ଶନିବାର ସାମିଲ ନାହିଁ |ଅନ୍ୟପଟେ ୨୦୨୫ ବର୍ଷ ପାଇଁ ଥିବା ୩୦ଟି ସରକାରୀ ଛୁଟି ୧୪ ଜାନୁଆରୀ ମକର ସଂକ୍ରାନ୍ତିରୁ ଆରମ୍ଭ ହୋଇ ୨୫ ଡିସେମ୍ବର ବ ଦିନ […]

ଆଜିର ରାଶିଫଳ(୧୩ ନଭେମ୍ବର, ୨୦୨୪)

ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ। ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। […]

ନିର୍ବାଚନୀ ଅନିୟମିତତା ମାମଲାରେ ଜବାବ ଦାଖଲ କଲେ ଡ଼ଃ ଅରୁଣ କୁମାର ସାହୁ

ନିର୍ବାଚନୀ ଅନିୟମିତତା ମାମଲାରେ ଜବାବ ଦାଖଲ କରିଛନ୍ତି ନୟାଗଡ଼ ବିଧାୟକ ଡଃ.ଅରୁଣ କୁମାର ସାହୁ। ନିର୍ବାଚନରେ ମିଥ୍ୟା ସତ୍ୟପାଠ ଦାଖଲ ମାମଲାରେ ଜବାବ ଦାଖଲ କରିଛନ୍ତି ଅରୁଣ ସାହୁ। ଏନେଇ ହାଇକୋର୍ଟରେ ଜବାବ ଦାଖଲ କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ।ତାଙ୍କ ବିରୁଦ୍ଧରେ ହୋଇଥିବା ମାମଲା ଖାରଜ ପାଇଁ ନୟାଗଡ଼ ବିଧାୟକ ଆବେଦନ କରିଛନ୍ତି। ତେବେ ପୂର୍ବରୁ ପ୍ରତିପକ୍ଷ ବିଜେପି ପ୍ରାର୍ଥୀ ପ୍ରତ୍ୟୁସା ରାଜେଶ୍ୱରୀ ବିଜେଡି ବିଧାୟକ ଅରୁଣ ସାହୁ ମିଥ୍ୟା ସତ୍ୟ ପାଠ ଦାଖଲ ଅଭିଯୋଗ […]

ଉପମୁଖ୍ୟମନ୍ତ୍ରୀଙ୍କ ନାଁ ନେଇ ଠକେଇ

ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓଙ୍କ ନାଁ ନେଇ ଠକେଇ ଅଭିଯୋଗ । ପାଟଣାଗଡରେ ଠକକୁ ଅଟକ ରଖିଛି ପୁଲିସ ।ଏହି ଘଟଣାରେ ୨ ଜଣ ଯୁବକଙ୍କୁ ପାଟଣାଗଡ଼ ଥାନାରେ ଅଟକ ରଖିଛି ପୁଲିସ। ଅଭିଯୁକ୍ତମାନେ ସ୍ଥାନୀୟ ଅଞ୍ଚଳର ଯୁବକମାନଙ୍କୁ ଚାକିରୀ କରାଇ ଦେବେ କହି ସେମାନଙ୍କଠୁ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି।ଅଭିଯୋଗ ପରେ ପୁଲିସ ଉଭୟଙ୍କୁ ଥାନାକୁ ଆଣି ପଚରାଉଚରା କରୁଛି। ଅଟକ ଥିବା ଦୁଇ ଜଣ ପୂର୍ବରୁ ମଧ୍ୟ ବିଭିନ୍ନ ନେତାଙ୍କ ନାଁ ନେଇ ଲୋକଙ୍କ […]

ରାଜ୍ୟରେ ୩ ବିଶ୍ବବିଦ୍ୟାଳୟରେ ଖୁବ୍ ଶୀଘ୍ର ନିଯୁକ୍ତି ହେବେ କୁଳପତି

ଚଳିତ ମାସରେ ଓଡ଼ିଶାର ତିନି ବିଶ୍ୱ ବିଦ୍ୟାଳୟର କୁକପତିମାନଙ୍କ କାର୍ଯ୍ୟକାଳ ଶେଷ ହେଉଛି। ଉତ୍କଳ ବିଶ୍ୱ ବିଦ୍ୟାଳୟ, ରମାଦେବୀ ଦେବୀ ବିଶ୍ୱ ବିଦ୍ୟାଳୟ ଓ ଗଙ୍ଗାଧର ମେହେର ବିଶ୍ୱ ବିଦ୍ୟାଳୟର କୁଳପତିଙ୍କ ସରିବ କାର୍ଯ୍ୟକାଳ| ଏହି ୩ ବିଶ୍ବବିଦ୍ୟାଳୟରେ କୁଳପତି ଚୟନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଚିଠି କରାଯାଇଛି । ଉଚ୍ଚଶିକ୍ଷା ସଚିବଙ୍କୁ ରାଜ୍ୟପାଳଙ୍କ ସଚିବ ଚିଠି ଲେଖିଛନ୍ତି । ଏନେଇ ବିଜ୍ଞାପନ ପ୍ରକ୍ରିୟା ଶେଷ କରି ଆବେଦନ ଗ୍ରହଣ କରିବା ପାଇଁ ପରାମର୍ଶ ଦିଆଯାଇଛି […]

ଡିଜିଟାଲ୍ ଟିକେଟ୍ ପାଇଁ ଓଏନ୍‌ଡ଼ିସି ପ୍ଲାଟଫର୍ମରେ ଯୋଡ଼ିହେଲା କ୍ରୁଟ୍

କ୍ୟାପିଟାଲ୍ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ (CRUT) ଓପନ୍ ନେଟୱାର୍କ ଫର୍ ଡିଜିଟାଲ୍ କମର୍ସ (ONDC) ପ୍ଲାଟଫର୍ମରେ ଡିଜିଟାଲ୍ ଟିକେଟ୍ ବିକ୍ରେତା ଭାବରେ ପଞ୍ଜିକୃତ ହୋଇଛି। ଯାତ୍ରୀମାନଙ୍କ ପାଇଁ ଯାତାୟାତ ଅଭିଜ୍ଞତାକୁ ଉନ୍ନତ କରିବା ପାଇଁ କ୍ରୁଟ୍‌ର ନିରନ୍ତର ପ୍ରତିବଦ୍ଧତା ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଓଏନ୍‌ଡ଼ିସି ପ୍ଲାଟ୍‌ଫର୍ମରେ ଯୋଡ଼ିହେବା ପରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢ଼ୀ, କ୍ରୁଟ୍ ପରିଚାଳନା ନିର୍ଦ୍ଦେଶକ ଡକ୍ଟର ଏନ୍. ଥିରୁମାଲା ନାୟକ, […]

ପୂର୍ବତନ ରାଜ୍ୟସଭା ସାଂସଦ ତଥା ଜିଲ୍ଲା ବିଜେଡି ସଭାପତି ଙ୍କ ନାମ ରେ ଜାମିନ ବିହୀନ ଗିରଫ ପରବାନା ଜାରି କଲେ SDJM କୋର୍ଟ l

ରାୟଗଡDate 12 :11:2024-ଆଦିବାସୀ ଯୁବ ନେତା ଭାଗିରଥୀ ମଣ୍ଡାଙ୍ଗୀ ଙ୍କ ହତ୍ୟା ମାମଲା ରେ ଆସିଲା ଏକ ବଡ ଫଇସଲା l ରାୟଗଡ SDJM କୋର୍ଟ ଦ୍ୱାରା ଏହି ହତ୍ୟା ମାମଲା ରେ ଏନ ଭାସ୍କର ରାଓ ଙ୍କ ସମେତ ଏଲ୍ଲା ଭେଙ୍କଟେଶ୍ଵର ରାଓ ଓରଫ କଣ୍ଡା ବାବୁ, କେ . କ୍ରିଷ୍ଣା ରାଓ, ଇପିଲି ସନ୍ୟାସୀ ରାଜୁ, ଆଦି ନାରାୟନା ଏବଂ ପେଦିନା ଦିଲୀପ କୁମାର ଙ୍କ ନା ରେ ଜାମିନ ବିହୀନ ଗିରଫ ପରବାନା […]

 ପୁଣି ଅଡୁଆରେ ପଡିଲେ ଅଭିନେତା ମନୋଜ ମିଶ୍ର ।

ପୁଣି ଅଡୁଆରେ ପଡିଲେ ଅଭିନେତା ମନୋଜ ମିଶ୍ର । ମନୋଜଙ୍କ ନାଁରେ କଟକ ସାଇବର ଥାନାରେ ଏତଲା । ଏତଲା ଦେଲା ଓଡ଼ିଆ ସିନେମା ଓ ଟିଭି ନିର୍ଦେଶକ ସଙ୍ଘ ।ଏହି ମାମଲାରେ ସଙ୍ଘର ସଭାପତି ସବ୍ୟସାଚୀ ମହାପାତ୍ର ପ୍ରତିକ୍ରିୟା ରଖି କହିଛନ୍ତି, ଯେକୌସି ନୂଆ ଫିଲ୍ମ ଆସିଲେ ମନୋଜ ରଖୁଛନ୍ତି ମନ୍ତବ୍ୟ ।ଫିଲ୍ମ ନିର୍ଦ୍ଦେଶକ, ପ୍ରଯୋଜକ ଓ ଅଭିନେତାଙ୍କୁ କରୁଛନ୍ତି ଆକ୍ଷେପ । ଭାଷା କହିଲାବେଳେ ସଂଜତ ହୋଇ କହିବା ସିଖିନାହାଁନ୍ତି ମନୋଜ । ଯାହା […]