author

 ପୁଣି ଅଡୁଆରେ ପଡିଲେ ଅଭିନେତା ମନୋଜ ମିଶ୍ର ।

ପୁଣି ଅଡୁଆରେ ପଡିଲେ ଅଭିନେତା ମନୋଜ ମିଶ୍ର । ମନୋଜଙ୍କ ନାଁରେ କଟକ ସାଇବର ଥାନାରେ ଏତଲା । ଏତଲା ଦେଲା ଓଡ଼ିଆ ସିନେମା ଓ ଟିଭି ନିର୍ଦେଶକ ସଙ୍ଘ ।ଏହି ମାମଲାରେ ସଙ୍ଘର ସଭାପତି ସବ୍ୟସାଚୀ ମହାପାତ୍ର ପ୍ରତିକ୍ରିୟା ରଖି କହିଛନ୍ତି, ଯେକୌସି ନୂଆ ଫିଲ୍ମ ଆସିଲେ ମନୋଜ ରଖୁଛନ୍ତି ମନ୍ତବ୍ୟ ।ଫିଲ୍ମ ନିର୍ଦ୍ଦେଶକ, ପ୍ରଯୋଜକ ଓ ଅଭିନେତାଙ୍କୁ କରୁଛନ୍ତି ଆକ୍ଷେପ । ଭାଷା କହିଲାବେଳେ ସଂଜତ ହୋଇ କହିବା ସିଖିନାହାଁନ୍ତି ମନୋଜ । ଯାହା […]

ଟାଟୁ କରି ଏଚ୍ଆଇଭି ସଂକ୍ରମଣ ହେଲେ ଗର୍ଭବତୀ ମହିଳା

ଟାଟୁ କରି ଏଚଆଇଭି ସଂକ୍ରମଣର ଶିକାର ହୋଇଛନ୍ତି ୬୮ ମହିଳା । ଗାଜିଆବାଦରେ ୬୮ ମହିଳା ଏଚଆଇଭି ସଂକ୍ରମିତ ହେବା ଖବର ମିଳିବା ପରେ ସ୍ୱାସ୍ଥ୍ୟ ବିଭାଗରେ ଚାଞ୍ଚଲ୍ୟ ଖେଳିଯାଇଛି । ସଂକ୍ରମିତ ମହିଳାଙ୍କ ମଧ୍ୟରେ ଗର୍ଭବତୀ ଥିବା ଜଣାପଡିଛି । ଏହି ମହିଳାଙ୍କୁ ସଂକ୍ରମଣର କାରଣ ଟାଟୁ କରିବା ବୋଲି ଜଣାପଡିଛି ।ଯାଞ୍ଚରୁ ପତ୍ତା ଲାଗିଛି କି, ୪ ବର୍ଷରେ ୬୮ ମହିଳା ଏଚଆଇଭି ସଂକ୍ରମଣ ହୋଇଛନ୍ତି । ଏଥିରୁ ୨୦ ଜଣ ମହିଳା ରାସ୍ତା […]

ଶ୍ରୀମନ୍ଦିର ଭିତରକୁ ପଶିଗଲେ ଅଣହିନ୍ଦୁ ମହିଳା

ପୁଣି ଶ୍ରୀମନ୍ଦିରରେ ପଶିଗଲେ ଅଣହିନ୍ଦୁ ମହିଳା। ଶ୍ରୀମନ୍ଦିର ଗୁମୁଟ ପର୍ଯ୍ୟନ୍ତ ମହିଳା ଜଣକ ପଳାଇଛନ୍ତି। ସେଠାରେ ତାଙ୍କୁ ଧରି ଥିଲେ ଜଗନ୍ନାଥ ଟେମ୍ପୁଲ ପୁଲିସ୍‌। ମହିଳା ଜଣକ ଚାଇନିଜ୍‌ ଭାଷାରେ କଥା ହେଉଥିବା ଜଣାପଡ଼ିଛି। କେମିତି ମହିଳା ଜଣକ ଭିତରକୁ ପ୍ରବେଶ କଲେ ତାକୁ ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟ ହୋଇଛି। ସିଂହଦ୍ଵାର ନିକଟରେ ହୋଇଥିବା ପୋଲିସର ଅସ୍ଥାୟୀ କ୍ୟାମ୍ପକୁ ସମ୍ପୃକ୍ତ ଅଣହିନ୍ଦୁ ମହିଳାଙ୍କୁ ଜେଟିପି ଆଣି ଜିମା ଦେଇଥିଲେ। ପରେ ପୋଲିସ ଅଣହିନ୍ଦୁ ମହିଳାଙ୍କୁ ପଚରାଉଚୁରା […]

ଆଧାର କାର୍ଡ ସହିତ ପାନକୁ ଲିଙ୍କ୍ କରିବାର ଶେଷ ତାରିଖ: ଅଚଳ ହୋଇଯିବ ପାନ୍ କାର୍ଡ

ଆୟକର ବିଭାଗ କରଦାତାମାନଙ୍କୁ ସେମାନଙ୍କର ସ୍ଥାୟୀ ଆକାଉଣ୍ଟ ନମ୍ବର (ପାନ୍) କୁ ଡିସେମ୍ବର ୩୧, ୨୦୨୪ ପୂର୍ବରୁ ଆଧାର କାର୍ଡ ସହିତ ଲିଙ୍କ୍ କରିବାକୁ ଅନୁରୋଧ କରିଛି। ଏହା କରିବାରେ ବିଫଳ ହେଲେ ପାନ୍ କାର୍ଡ ନିଷ୍କ୍ରିୟ ହୋଇପାରେ, ଯାହା କାରବାର ସମସ୍ୟା ଏବଂ ଅନ୍ୟାନ୍ୟ ଜଟିଳତା ସୃଷ୍ଟି କରିପାରେ। ତେବେ ବ୍ୟକ୍ତିଗତ ସୂଚନାର ଅପବ୍ୟବହାରକୁ ରୋକିବା ପାଇଁ ଗୃହ ମନ୍ତ୍ରଣାଳୟ ଆୟକର ବିଭାଗକୁ ପ୍ୟାନ ମାଧ୍ୟମରେ ବ୍ୟକ୍ତିଗତ ବିବରଣୀକୁ ସୀମିତ ରଖିବାକୁ ନିର୍ଦ୍ଦେଶ ଦେଇଛି। ଆଇ-ଟି […]

ଦୁଇ କୁଣିଆଙ୍କ ଗଳା କାଟି ନିଜ ତଣ୍ଟି କାଟିଲା ଯୁବକ

କୁଣିଆ ହୋଇ ଆସୁଥିବା ସଂପର୍କୀୟଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଛି । ନନ୍ଦପୁର ଟିକରପଡା ଗାଁରେ ମାନସିକ ବିକାରଗ୍ରସ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ ଘଟିଛି । ଛୁରି ଭୁସି ଯୁବକଙ୍କୁ ହତ୍ୟା କରାଯାଇଛି । ଆକ୍ରମଣରେ ଆଉ ଜଣେ ଆହତ ହୋଇଛନ୍ତି । ଛୁରିରେ ନିଜ ଶରୀରର ବିଭିନ୍ନ ସ୍ଥାନ ବି କାଟି ପକାଇଛି ଅଭିଯୁକ୍ତ ।ମିଳିଥିବା ସୂଚନା ମୁତାବକ, ଟିକରପଡା ଗ୍ରାମରେ ସାଧୁ ବଡନାୟକ କିଛି ଦିନ ହେଲା ମାନସିକ ବିକୃତ ଭାବେ ଲୋକଙ୍କୁ ବ୍ୟବହାର କରୁଥିଲେ। […]

ମାର୍ଚ୍ଚ ୩୧ ସୁଦ୍ଧା ସବୁ ଥାନାରେ CCTV ଲଗାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭରତପୁର ଥାନାରେ କ୍ୟାପଟେନ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲାରେ ହାଇକୋର୍ଟରେ ଶୁଣାଣି । ଏଥିପାଇଁ ରାଜ୍ୟ ସରକାର ଜାରି କଲେ ସ୍ବତନ୍ତ୍ର ଏସଓପି । ଏ ନେଇ କୋର୍ଟଙ୍କୁ ଆଡଭୋକେଟ୍ ଜେନେରାଲ ଜଣାଇଛନ୍ତି । SOPର ନକଲ ଆମିକସ୍ କ୍ୟୁରୀଙ୍କୁ ଦେବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ରାଜ୍ୟରେ ସବୁ ଥାନାରେ CCTV ଲାଗିବା ସମ୍ପୂର୍ଣ୍ଣ କରାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଭରତପୁର ଥାନା ଘଟଣାରେ ହୋଇଥିବା ସମସ୍ତ ମାମଲାର […]

୨୯ ତମ ମଣ୍ଡଳସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଉତ୍ସବ

ନୂଆଗାଁ:ନୂଆଗାଁ ବ୍ଲକ୍ ସଦରମହକୁମାରେ ଥିବା ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ପଡ଼ିଆରେ ୨୯ ତମ ମଣ୍ଡଳସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନୀ ଉତ୍ସବ ରେ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଦୀପ୍ତିମୟୀ ଶୁଭଦର୍ଶୀନୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅମୃତ କୁମାର ରାଉଲ୍, ତହସିଲଦାର ହେମନ୍ତ କୁମାର ନାୟକ,ଜିଲ୍ଲା ବିଜ୍ଞାନ ପରିଚାଳକ ଶରତ କୁମାର ସାହୁ ,ସାଂସଦ ଙ୍କ ପ୍ରତିନିଧି ଭୀମସେନ ସେଠୀ,ବ୍ଲକ୍ ଉପାଧ୍ୟକ୍ଷ ପର୍ଶୁରାମ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।ଏହି ବିଜ୍ଞାନ ମେଳାରେ […]

ଓଡ଼ିଶାର ୩ ପୋଲିସ ଇନ୍ସପେକ୍ଟରଙ୍କୁ ଗୃହମନ୍ତ୍ରୀ ଦକ୍ଷତା ପଦକ

କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପୁରସ୍କାର ଘୋଷଣା ହୋଇଛି। ଏହି କ୍ରମରେ ଓଡ଼ିଶାର ୩ ପୁଲିସ ଇନସ୍ପେକ୍ଟରଙ୍କୁ ଏହି ପଦକ ମିଳିବ। ସେମାନେ ହେଲେ ଗଜପତି ଜିଲ୍ଲାରୁ ସବ୍ୟସାଚୀ ମଲ୍ଲ, ଗଞ୍ଜାମ ଜିଲ୍ଲାରୁ ରାଜେନ୍ଦ୍ର ନାରାୟଣ ପଟ୍ଟନାୟକ ଓ ମାଲକାନଗିରି ଜିଲ୍ଲାର ରିଙ୍ଗନ କିଣ୍ଡୋ। ଏନେଇ ପୁଲିସ ଡିଜି ୱାଇ.ବି ଖୁରାନିଆ ସୂଚନା ଦେବା ସହ ଟ୍ୱିଟ୍ କରି ସମ୍ପୃକ୍ତ ୩ ପୁଲିସ ଇନସ୍ପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଅପରାଧ ମାମଲାର ତଦନ୍ତରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପୁରସ୍କାର […]

ସୁଭଦ୍ରା ଯୋଜନାରେ ଲିଷ୍ଟ ନିଜ ଫୋନରେ ଦେଖନ୍ତୁ |

ଯେଉଁମାନଙ୍କର ବ୍ୟାଙ୍କ ଆକାଉଣ୍ଟ ଏବଂ ଆଧାର ଲିଙ୍କ ସମ୍ବନ୍ଧୀୟ ସମସ୍ୟା ରହିଛି, ସେମାନଙ୍କର ଏକ ଲିଷ୍ଟ ଜାରି କରିଛନ୍ତି ସରକାର। ଲୋକମାନେ ଘରେ ବସି ନିଜର ମୋବାଇଲରେ ଏହି ଲିଷ୍ଟକୁ ଦେଖିପାରିବେ। ଏହିଭଳି ଭାବରେ ଦେଖନ୍ତୁ | ୧. ଆପଣ ପ୍ରଥମେ ସୁଭଦ୍ରା ଯୋଜନାର ଅଫିସିଆଲ ପୋର୍ଟାଲ https://subhadra.odisha.gov.in/ ଖୋଲନ୍ତୁ। ୨. ଏହାପରେ ଟିକିଏ ତଳକୁ ଯାଇ ବ୍ୟାଙ୍କ ଆକାଉଣ୍ଟ ସଚଳ କିମ୍ବା ଅପ୍ ଡେଟ ଆବଶ୍ୟକ ତାଲିକା ଉପରେ କ୍ଲିକ୍ କରନ୍ତୁ। https://subhadra.odisha.gov.in/npci-rejected-list ୩. ଏହାପରେ […]

ଗୋଆ, ପଣ୍ଡିଚେରୀ ପରି ଝଲସି ଉଠିବ ଚନ୍ଦ୍ରଭାଗାର ସମୁଦ୍ର ଉପକୂଳ ।

ଗୋଆ, ପଣ୍ଡିଚେରୀ ପରି ଝଲସିବ ଚନ୍ଦ୍ରଭାଗା ବେଳାଭୂମି। ଚନ୍ଦ୍ରଭାଗା ବେଳାଭୂମି ଠାରୁ ଇକୋରିଟ୍ରିଟ୍ ପର୍ଯ୍ୟନ୍ତ ହେବ ଅତି ଆଧୁନିକକରଣ କାର୍ଯ୍ୟ। ଏଥିଲାଗି ସୋମବାର ପର୍ଯ୍ୟଟନ ବିଭାଗର ସଚିବଙ୍କ ନିର୍ଦ୍ଦେଶ କ୍ରମେ ଚନ୍ଦ୍ରଭାଗାରେ ପହଞ୍ଚି ଥିଲେ ପର୍ଯ୍ୟଟନ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଶରୋଜ କୁମାର ସ୍ଵାଇଁ। ଚନ୍ଦ୍ରଭାଗା ବଜାରରେ ଥିବା ସମସ୍ତ ଦୋକାନୀଙ୍କୁ କ୍ଷତିପୂରଣ ଦିଆଯାଇଛି। କୋଣାର୍କ ମହୋତ୍ସବ ପୂର୍ବରୁ କିଛି କାର୍ଯ୍ୟ ଶେଷ ହେବ । ପରେ ଦୁଇମାସ ମଧ୍ୟରେ ବଦଳିବ ଚନ୍ଦ୍ରଭାଗା ବେଳାଭୂମିର ରୂପରେଖ । […]

ଟ୍ରେନ୍‌ ଆଗକୁ ଡେଇଁବାକୁ ବାଧ୍ୟ କଲା ଟ୍ରେଡିଂ ଆପ୍‌

ଟ୍ରେଡିଂ ଆପରେ ଟଙ୍କା ହାରିଲେ । ଟ୍ରେନ୍ ଟ୍ରାକରେ ଶୋଇ ଜୀବନ ଦେଇଦେଲେ । ଏପରି ଏକ ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡ଼ା ଜିଆରପି ଥାନା ଅନ୍ତର୍ଗତ ବାଲିଜୁରୀରେ । ମୃତକ କେନ୍ଦ୍ରାପଡ଼ା ଲଙ୍କାପଡ଼ାର ଅଚ୍ୟୁତାନନ୍ଦ ସାହୁ । ସେ ଝାରସୁଗୁଡ଼ାସ୍ଥିତ ମାଇକ୍ରୋ କଣ୍ଟିନେଣ୍ଟାଲ ହୋଟେଲରେ କ୍ୟାସିୟର ଭାବେ କାମ କରୁଥିଲେ। ପୁଲିସ୍‌ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।‘ଅଚ୍ୟୁତାନନ୍ଦ ସାହୁ କିଛି ବର୍ଷ ହେବ ଝାରସୁଗୁଡ଼ାସ୍ଥିତ ମାଇକ୍ରୋ କଣ୍ଟିନେଣ୍ଟାଲ […]

ଭରତପୁର ଥାନା ମାମଲା: ଆସିଲା ସାଇଣ୍ଟିଫିକ୍ ରିପୋର୍ଟ

ଭରତପୁର ଥାନାରେ ପୋଲିସ ଓ ମେଜର ବିବାଦ ମାମଲା । ଆସିଲା ନିଲମ୍ବିତ ୫ ପୋଲିସ ଅଧିକାରୀଙ୍କ ସାଇଣ୍ଟିଫିକ୍ ରିପୋର୍ଟ । କ୍ରାଇମବ୍ରାଞ୍ଚ ହାତରେ ହସ୍ତଗତ ହୋଇଛି ଗୁଜରାଟ ଡିଏଫଏସଏଲର ରିପୋର୍ଟ ।ନିଲମ୍ବିତ ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ରଙ୍କ ସମେତ ପାଞ୍ଚ ଜଣଙ୍କ ପଲିଗ୍ରାଫ ପରୀକ୍ଷା କରାଯାଇଥିଲା। ଦୀନକୃଷ୍ଣଙ୍କ ବ୍ରେନ୍ ମ୍ୟାପିଂ ଓ ନାର୍କୋ ଆନାଲାସିସ ସମେତ ପଲିଗ୍ରାଫ ପରୀକ୍ଷା କରାଯାଇଥିବା ବେଳେ ଅନ୍ୟ ୪ କର୍ମଚାରୀଙ୍କର କେବଳ ପଲିଗ୍ରାଫ୍‌ ପରୀକ୍ଷା ହୋଇଥିଲା। ସମୀକ୍ଷା ପରେ ଏହି […]