ଚାକିରିଆଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାରର ଥଇଥାନ ନିୟମକୁ ନେଇ ବଡ଼ ନିଷ୍ପତ୍ତି ନେଇ ପାରନ୍ତି ରାଜ୍ୟ ସରକାର। ଥଇଥାନମୂଳକ ଚାକିରି ନ ହେଲେ, ମିଳିପାରେ ଏକକାଳୀନ ମୋଟା ଅଙ୍କର ଆର୍ଥିକ ସହାୟତା। ଏନେଇ ସଙ୍କେତ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।କିଛି ଦିନ ତଳେ କ୍ୟାବିନେଟରେ ଏ ନେଇ ବିତର୍କ ହୋଇଥିଲା । ଏଥିରେ ମୁଖ୍ୟ ଶାସନ ସଚିବଙ୍କ ସହ ଅନ୍ୟମାନେ ଏହି ପ୍ରସ୍ତାବ ଉପସ୍ଥାପନ କରିଥିଲେ । ସରକାରୀ ଚାକିରିଆଙ୍କ ମୃତ୍ୟୁ ହେଲେ, ସେମାନଙ୍କ […]
ଚଳିତ ବର୍ଷ ଶୀତ ପଡ଼ିବା ବିଳମ୍ବ ହେଉଇଁଥିଲେ ମଧ୍ୟ ଆଉ ଦିନେ କିମ୍ବା ଦୁଇଦିନ ଶୀତ ବଢିବାକୁ ଯାଉଛି। ତେବେ ଆସନ୍ତା ୧୫ ତାରିଖରୁ ରାଜ୍ୟରେ ଶୀତ ବଢ଼ିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ କମିଯିବ । ଏହା ପ୍ରଭାବରେ ଅଧିକ ଶୀତ ଅନୁଭୂତ ହୋଇପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ଅନ୍ୟପକ୍ଷେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । […]
ଖୁବ ଶୀଘ୍ର ରାଜ୍ୟ ନୂଆ ମହିଳା କମିଶନ ଦେଖିବ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ମିନତୀ ବେହେରା ହଟିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମନ୍ତବ୍ୟ ଦେଇଛନ୍ତି । ମହିଳା କମିଶନଙ୍କ ଭୂମିକାକୁ ନେଇ ସରକାର ନୋଟିସ କରିଥିଲେ । ଏନେଇ ତାଙ୍କୁ ସୋ- କଜ୍ ମଗାଯାଇଥିଲା । କାଲି ନିବୃତ କରାଯାଇଛି ।ସରକାର ମୀନତିଙ୍କ ପାଖରୁ ସନ୍ତୋଷଜନକ ଉତ୍ତର ନମିଳିବାରୁ ପଦରୁ ହଟାଇ ଦେଇଛନ୍ତି। ଏ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। […]
ରାଜ୍ୟରେ ଅଗ୍ନିଶମ ବାହିନୀକୁ ଆହୁରି ସଶକ୍ତ କରିବାକୁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ସହ ୩ଟି ରାଜ୍ୟ ପାଇଁ ମୋଟ ୭୨୫.୬୨ କୋଟି ମଞ୍ଜୁରୀ କରିଛନ୍ତି।ବିପର୍ଯ୍ୟୟ ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିକୁ ପୁରା କରିବାକୁ ଦେଶରେ ବିପର୍ଯ୍ୟୟ ପରିଚାଳନା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ବିଭିନ୍ନ ରାଜ୍ୟରେ ଅଗ୍ନିଶମ ସେବାର ସଂପ୍ରସାରଣ ଓ […]
ଆଜିଠୁ ପବିତ୍ର ପଞ୍ଚୁକ। ଚଳିତବର୍ଷ ୫ଦିନ ପରିବର୍ତ୍ତେ ୪ଦିନ ହେବ ପଞ୍ଚୁକ ବ୍ରତ । ଆଜି ପ୍ରଥମ ଦିନ ଏକାଦଶୀ ତିଥିରେ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ଜିଲ୍ଲା ପ୍ରଶାସନ ପକ୍ଷରୁ ମର୍ଚ୍ଚିକୋଟ ଛକ ଠାରେ କରାଯାଇଥିବା ଅସ୍ଥାୟୀ ବ୍ୟାରିକେଡ଼ ଭିତରେ ଆସି ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ବାର ଦେଇ ପ୍ରବେଶ କରିବା ସହ ଉତ୍ତର ଦ୍ୱାର ଦେଇ ପ୍ରସ୍ଥାନ କରୁଛନ୍ତି । ଭକ୍ତଙ୍କ ସୁବିଧା, ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନକୁ ନଜରରେ ରଖି ଜିଲ୍ଲା, […]
ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ । ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ […]
ନୟାଗଡ଼ : ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ରାଜସୁନାଖଳା ପଞ୍ଚାୟତ ଠାରେ ରାଜସୁନାଖଳା ମହୋତ୍ସବ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ରାଜସୁନାଖଳା ମହୋତ୍ସବ କମିଟି ପୁନର୍ଗଠିତ ହୋଇଛି l ଏହି କମିଟିର ସଭାପତି ଭାବରେ ରାଜସୁନାଖଳା ଗ୍ରାମ ପଞ୍ଚାୟତର ସରପଞ୍ଚ ତଥା ଯୁବ ସମାଜସେବୀ ଚିତ୍ତରଞ୍ଜନ ପ୍ରଧାନ ଏବଂ ସମ୍ପାଦକ ଭାବରେ ଯୁବ ସାମ୍ବାଦିକ ଜୟେନ୍ଦ୍ର ବେହେରା ମନୋନୀତ ହୋଇଛନ୍ତି l ମନୋନୀତ ପରେ ଉଭୟଙ୍କୁ ନୂଆ ଦାୟିତ୍ୱ ପାଇଁ […]
ଆକ୍ସନ ମୋଡରେ ମୁଖ୍ୟ ଶାସନ ସଚିବ। ବଦଳି ପାଇଁ ଚାପ ପକାଇଲେ ହେବ କାର୍ଯ୍ୟାନୁଷ୍ଠାନ। ବଦଳି ଏବଂ ପୋଷ୍ଟିଂ ପାଇଁ ଆଉ ପକାଇ ହେବନି ଚାପ। ମେରିଟ୍ ଲିଷ୍ଟକୁ ଦୃଷ୍ଟିରେ ରଖି ନିୟମ ଅନୁସାରେ ପୋଷ୍ଟିଂ କରାଯିବ। ସରକାର ଏ ନେଇ କଡା ମନୋଭାବ ପୋଷଣ କରିଛନ୍ତି । ଏନେଇ ସବୁ ବିଭାଗର ସଚିବମାନଙ୍କୁ ଚିଠି କଲେ ମୁଖ୍ୟ ଶାସନ ସଚିବ । କିଛି କର୍ମଚାରୀ ବଦଳି ବା ପୋଷ୍ଟିଂ ପାଇଁ ପ୍ରଭାବ ପକାଉଥିବା ଦେଖାଯାଉଛି । […]
ଇଣ୍ଡିଆନ ଆଇଡଲ୍ ଷ୍ଟେଜରେ ଓଡ଼ିଆ ପୁଅଙ୍କ ଜଲୱା। ପ୍ଲାଟିନମ ମାଇକ ରେସରେ ସାମଲି ହେଲେ କଟକର ପୁଅ ଜ୍ୟୋତି ପ୍ରକାଶ ଓଝା। ଭାରତର ସର୍ବ ବୃହତ୍ ମ୍ୟୁଜିକ ରିଆଲିଟି ସୋ ଇଣ୍ଡିଆନ ଆଇଡଲ୍ରେ ନିଜକୁ ସ୍ଥାନିତ କରି ଟପ୍-୧୫ରେ ପହଞ୍ଚିଛନ୍ତି।ଇଣ୍ଡିଆନ ଆଇଡଲ୍ ରେ ନିଜର ଜଲଵା ଦେଖାଉଥିବା ଏହି ଯୁବକ ଜଣଙ୍କ ହେଉଛନ୍ତି କଟକ ଗୋଶାଳା ଅଞ୍ଚଳର ରବୀନ୍ଦ୍ରନାଥ ଓଝା ଓ ରୂପାଞ୍ଜଳି ଓଝା ଙ୍କ ପୁଅ ଜ୍ୟୋତି ପ୍ରକାଶ ଓଝା। ଛୋଟ ବେଳରୁ ସଙ୍ଗୀତ ପ୍ରତି […]
ଖଲିସ୍ତାନୀ ଆତଙ୍କୀ ତଥା ଶିଖ୍ ଫର୍ ଜଷ୍ଟିସ (ଏସଏଫଜେ) ର ମୁଖିଆ ଗୁରପତବନ୍ତ ସିଂ ପନ୍ନୁ ଅଯୋଧ୍ୟା ରାମ ମନ୍ଦିରକୁ ବୋମାରେ ଉଡ଼ାଇ ଦେବାକୁ ଧମକ ଦେଇଛନ୍ତି । ସେ ଏକ ଭିଡିଓ ଜାରି କରି ଏହି ଧମକ ଦେଇଛନ୍ତି । ଏଥିରେ ସେ କାନାଡାର ହିନ୍ଦୁ ସାଂସଦ ଚନ୍ଦ୍ର ଆର୍ଯ୍ୟଙ୍କୁ ମଧ୍ୟ ଧମକ ଦେଇଥିବା ଗଣମାଧ୍ୟମ ରିପୋର୍ଟରୁ ଜଣାପଡ଼ିଛି ।ପନ୍ନୁ ତା ବିବୃତ୍ତିରେ କହିଛି, ‘ଆମେ ହିନ୍ଦୁତ୍ୱ ଚିନ୍ତାଧାରାର ଜନ୍ମସ୍ଥାନ ଅଯୋଧ୍ୟାର ମୂଳଦୁଆକୁ ହଲାଇବୁ’, ଯାହାକି […]
ମହିଳା ସରକାରୀ କର୍ମଚାରୀଙ୍କୁ ଅତିରିକ୍ତ ଛୁଟି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଋତୁସ୍ରାବ ପାଇଁ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ସୂଚନା ଦେଇଛି।ସରକାରୀ ମହିଳା କର୍ମଚାରୀ ୫୫ ବର୍ଷ ବୟସ ପୂରଣ ଯାଏ ଛୁଟି ନେଇପାରିବେ। ଗୋଟିଏ ମାସର ଦିନଟିଏ ଛୁଟି ଉକ୍ତ ମାସରେ ହିଁ ନେବାକୁ ପଡ଼ିବ। ଉଲ୍ଲେଖଯୋଗ୍ୟ, ରାଜ୍ୟର ପୂର୍ବ ବିଜେଡି ସରକାର ମହିଳାମାନଙ୍କୁ ସେମାନଙ୍କ ମାସିକ ଧର୍ମ ପାଇଁ ଅତିରିକ୍ତ ୧୦ଦିନ ସାମୟିକ ଛୁଟି ଦେବାକୁ ନିଷ୍ପତ୍ତି […]
ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ଏବଂ ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ନେଇ ସତର୍କ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।ସେପଟେ କାର୍ତ୍ତିକ ମାସର ଆଜି ହେଉଛି ଶେଷ ସୋମବାର। ରାଜ୍ୟକୁ ଶୀତ ଋତୁ ଆସିନି। କିନ୍ତୁ ଶୀତର ପ୍ରକୋପ ଆରମ୍ଭ ହେଲାଣି। ବିଳମ୍ୱିତ ରାତିରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର […]
