author

ଦିନକୁ ୩୦ମିନିଟ୍‌ ଚାଲିବା ଦ୍ୱାରା ଶରୀରକୁ ମିଳିଥାଏ ଅନେକ ଫାଇଦା

ଚାଲିବା ହେଉଛି ଏକ ପ୍ରକାର କାର୍ଡିଓଭାସ୍କୁଲାର ଏକ୍ସରସାଇଜ୍‌। ନିୟମିତ ୩୦ରୁ ଘଣ୍ଟେ ଚାଲିବା ଦ୍ୱାରା ବିଭିନ୍ନପ୍ରକାର ଫାଇଦା ମିଳିଥାଏ। ଆସନ୍ତୁ ଜାଣିବା ଚାଲିବାର ଫାଇଦା। ସ୍ୱାସ୍ଥ୍ୟ:- ଆପଣଙ୍କ ଓଜନ ଯେତିକି ଅଛି, ତାକୁ ନିୟନ୍ତ୍ରଣ କରିବାକୁ ହେଲେ ଚାଲିବା ହେଉଛି ଉତ୍ତମ ବ୍ୟାୟାମ। କିନ୍ତୁ, ଓଜନ କମ୍‌ କରିବାକୁ ଚାହୁଁଥିଲେ ଦିନକୁ ୩୦ ମିନିଟ୍‌ ଦ୍ରୁତ ଗତିରେ ଚାଲିବା ଦ୍ୱାରା ଲାଭ ମିଳିଥାଏ। ଚାଲିବା ଦ୍ୱାରା ଷ୍ଟ୍ରେସ୍‌ ଦୂର ହୋଇଥାଏ, ଶରୀରକୁ ଶକ୍ତି ମିଳିଥାଏ ଓ ଥକ୍କା […]