author

ଅଦିନ ରଥ ଯାତ୍ରା; ଇସ୍କନକୁ ଚିଠି ଲେଖିଲେ ଗଜପତି ମହାରାଜା

ଆମେରିକା ହ୍ୟୁଷ୍ଟନରେ ଇସ୍କନ ପକ୍ଷରୁ ଅଦିନ ସ୍ନାନ ଯାତ୍ରା ଓ ରଥଯାତ୍ରା ଆୟୋଜନ କରାଯିବ। ଏପରି ଅଦିନ ରଥଯାତ୍ରାକୁ ବିରୋଧ କରି ଇସ୍କନକୁ ଚିଠି ଲେଖିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ହ୍ୟୁଷ୍ଟନ ମନ୍ଦିର କର୍ତ୍ତୃପକ୍ଷ ଓ ମାୟାପୁରୀ ମୁଖ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି। ଅଦିନ ରଥଯାତ୍ରା ପ୍ରଚଳିତ ପରମ୍ପରାର ବିରୁଦ୍ଧାଚରଣ କରୁଛି ବୋଲି ସେ ଚିଠିରେ ଲେଖିଛନ୍ତି। ଗଜପତି ଚିଠିରେ ଲେଖିଛନ୍ତି, ଶ୍ରୀମନ୍ଦିର ପରମ୍ପରା ମୁତାବକ ରଥଯାତ୍ରା କରିବାକୁ ପୂର୍ବରୁ କୁହାଯାଇଥିଲା। ଏନେଇ ଇସ୍କନ […]

ଏବେ ଓଡିଶାର ୯ଟି ସ୍ଥାନରେ କମିଲା ପେଟ୍ରୋଲ ଓ ଡିଜେଲ ଦର

କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଓଡ଼ିଶାର ୯ଟି ସ୍ଥାନରେ ଉପକୃତ ହେବେ ଉପଭୋକ୍ତା। ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାବାସୀଙ୍କୁ ଏହି ଫାଇଦା ମିଳିବ । ତେବେ କୁନନପାଲିରେ ପେଟ୍ରୋଲ ୪ ଟଙ୍କା ୬୯ ପଇସା ଓ ଡିଜେଲ୍ ୪ ଟଙ୍କା ୪୫ ପଇସା ହ୍ରାସ ହୋଇଛି। କାଲିମେଳାରେ ପେଟ୍ରୋଲ ୪ ଟଙ୍କା ୫୫ ପଇସା ଓ ଡିଜେଲ୍ ୪ଟଙ୍କା ୩୨ ପଇସା ହ୍ରାସ ପାଇଛି । ଗନ୍ଧିପାଲିରେ ପେଟ୍ରୋଲ ୪ ଟଙ୍କା ୧୯ ପଇସା […]

ଆଜିର ରାଶିଫଳ ଜାଣନ୍ତୁ (୩୦ ଅକ୍ଟୋବର, ୨୦୨୪)

ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।   ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।   ମିଥୁନ: […]

ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି

ବାଣଫୁଟା ନେଇ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଆଜି ଗାଇଡଲାଇନ୍ ଜାରି କରାଯାଇଛି। ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ମିଳିଛି। ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା। ପାର୍କ, ସାଇଲେନ୍ସ ଜୋନରେ ବାଣ ଫୁଟାଇବାକୁ ବାରଣ କରାଯାଇଛି।ସେହିପରି ହସ୍ପିଟାଲ୍, ଶିକ୍ଷାନୁଷ୍ଠାନ, ଧାର୍ମିକ ଅନୁଷ୍ଠାନ ଓ କୋର୍ଟଠାରୁ ୧୦୦ ମିଟର ଭିତରେ ବାଣ ଫୁଟାଇବାକୁ ମନା କରାଯାଇଛି। ଖୋଲା ସ୍ଥାନରେ କେବଳ ସବୁଜ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ବସ୍ତି […]

ବାହାଗନା ଟ୍ରେନ୍ ଟ୍ରାଜେଡି : ତିନି ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ

ବର୍ଷେ ପରେ ବାହାନଗା ଟ୍ରେନ୍‌ ଟ୍ରାଜେଡିର ୩ ଅଭିଯୁକ୍ତଙ୍କୁ ମିଳିଲା ଜାମିନ। ଓଡିଶା ହାଇକୋର୍ଟ ୩ ରେଳ କର୍ମଚାରୀଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଜାମିନ୍ ପାଇଥିବା ୩ ଅଭିଯୁକ୍ତ ହେଲେ ମହମ୍ମଦ ଅମୀର ଖାନ, ଅରୁଣ କୁମାର ମହନ୍ତ ଓ ପପୁ କୁମାର।ମାମଲାର ବିବରଣୀରୁ ପ୍ରକାଶ ଯେ ବାହାନଗା ଘଟଣାରେ ରେଳ ବିଭାଗ କର୍ମଚାରୀ ସୋରର ସିନିୟର ସେକ୍ସନ ଇଂଜିନିୟର ମହମ୍ମଦ ଅମିର ଖାଁ, ସିନିୟର ସେକ୍ସନ ଇଂଜନିୟର (ସିଗନାଲ) ଅରୁଣ କୁମାର ମହନ୍ତ, ଟେକନିସିଆନ […]

ବୃଦ୍ଧାଙ୍କ ଉପରେ ଚଢ଼ିଗଲା ମୋ ବସ

କଟକ ନେତାଜୀ ବସ ଟର୍ମିନାଲ ଭିତରେ ମୋ ବସ ଦୁର୍ଘଟଣା ରେ ବୟସ୍କା ବୃଦ୍ଧାଙ୍କ ମୃତ୍ୟୁ । ମୋ ବସ କଲା ଦୁର୍ଘଟଣା ।ବୃଦ୍ଧା ମହିଳାଙ୍କୁ ଏସିବି କୁ ସ୍ଥାନାନ୍ତର କରଯାଇଥିଲା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କହିଥିଲେ । ମୃତକଙ୍କ ସ୍ୱାମୀ ଲକ୍ଷ୍ମଣ ଗୋଛାୟତଙ୍କ କହିବାନୁଯାୟୀ , ସେ ଆଉ ଆଉ ତାଙ୍କ ପତ୍ନୀ ସରସ୍ବତୀ ଗୋଛୟତ ଗୋପାଳପୁର ସ୍ଥିତ ଏକ ସମ୍ପର୍କିୟଙ୍କ ଘରକୁ ଯିବା ପାଇଁ ସନ୍ଧ୍ୟା ସମୟରେ ମୋ ବସ ଜରିଆରେ […]

୭ ମାସ ତଳେ ବିବାହ କରିଥିବା ମୌସୁମୀଙ୍କ ସନ୍ଦେହଜନକ ମୃତ୍ୟୁ

ଢେଙ୍କାନାଳ ସହର ଗାନ୍ଧୀ ମନ୍ଦିର ରୋଡ୍‌ର ଶରତ ମହାପାତ୍ରଙ୍କୁ ଗତ ୭ ମାସ ତଳେ ବିବାହ କରିଥିବା ମୌସୁମୀ ମଧୁସ୍ମିତାଙ୍କ ରବିବାର ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଛି। ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ନ ଥିବାବେଳେ ସ୍ବାମୀ ଶରତଙ୍କ ସମେତ ଶାଶୁଘର ଲୋକେ ଘରଛାଡ଼ି କେଉଁଆଡ଼େ ପଳାଇଯାଇଛନ୍ତି। ଫଳରେ ଝିଅ ମଧୁସ୍ମିତାଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ନେଇ ସଦର ଥାନା ସିମିନଇ ଗ୍ରାମର ସରୋଜ କୁମାର ସିଂହ ସୋମବାର ଢେଙ୍କାନାଳ ଟାଉନ ଥାନାରେ […]

ରାୟଗଡାରେ  ପଥ ଉତ୍ସବ ଅନୁଷ୍ଠିତ

 ମଙ୍ଗଳବାର ସକାଳ ରାୟଗଡା ସହର ହେଲା ଉତ୍ସବ ମୁଖର। ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ  ଅଧିକାରୀ ପାରୁଲ ପଟ୍ଟାୱରୀଙ୍କ ନିର୍ଦ୍ଦେଶ କ୍ରମେ ରାୟଗଡ଼ା ସଦର ମହକୁମାରେ ଆୟୋଜିତ ହେଲା  ପଥ ଉତ୍ସବ। ହଜାର ହଜାର ସଂଖ୍ୟାରେ ଶିକ୍ଷକ, ଛାତ୍ରୀ, ଛାତ୍ର, ସରକାରୀ କର୍ମକର୍ତ୍ତା,  ପ୍ରଶାସନ, ବିଭିନ୍ନ କ୍ଲବ ଓ ସଂଗଠନର କର୍ମକର୍ତ୍ତା, ବରିଷ୍ଠ ନାଗରିକ ଓ ଜନସାଧାରଣ ପଥ ଉତ୍ସବରେ ବ୍ଳକ କାର୍ଯ୍ୟାଳୟ ଛକରୁ ବାହାରି ନୂଆ ବସ୍ ଷ୍ଟାଣ୍ଡ ପର୍ଯ୍ୟନ୍ତ ଧାଡ଼ି ବାନ୍ଧି ସ୍ଳୋଗାନ ସହ […]

ଚମ୍ପୁଆ ରେଞ୍ଜ ବର୍ଦ୍ଧନା ଜଙ୍ଗଲର ପଡ଼ିଆରେ ହାତୀ ଖେଳିଲା ଫୁଟ୍‌ବଲ୍‌

ଚମ୍ପୁଆ ରେଞ୍ଜ ବର୍ଦ୍ଧନା ଜଙ୍ଗଲରେ ଏବେ ଅଛନ୍ତି ୩୨ ଟିକିଆ ହାତୀ ପଲ। ଦୁଇ ତଳେ ଅପରାହ୍ନ ପ୍ରାୟ ୩ଟା ବେଳେ ଜଙ୍ଗଲ ପାର୍ଶ୍ୱ ପଡ଼ିଆରେ କିଛି ପିଲା ଫୁଟ୍‌ବଲ ଖେଳୁଥିଲେ। ଠିକ୍‌ ସେହି ସମୟରେ ଜଙ୍ଗଲରେ ଥିବା ଗୋଟିଏ ଦନ୍ତା ପଡ଼ିଆ ଭିତରକୁ ଆସିଥିଲା। ହାତୀକୁ ଦେଖି ପିଲାମାନେ ଭୟଭୀତ ହୋଇଯାଇଥିଲେ। ଫୁଟ୍‌ବଲ୍‌କୁ ଛାଡ଼ି ପଡ଼ିଆର ଗୋଟିଏ ପାର୍ଶ୍ୱକୁ ପଳାଇ ଆସିଥିଲା।ହାତୀଟି ଶାନ୍ତସିଷ୍ଟ ଖେଳାଳିଟିଏ ପରି ଫୁଟ୍‌ବଲ ପାଖକୁ ଆସିଥିଲା। ପ୍ରଥମେ ବଲ୍‌କୁ ଶୁଣ୍ଢରେ ଗଡ଼ାଇ […]

ଆଜି ହେଉଛି ‘ବିଶ୍ୱ ଷ୍ଟ୍ରୋକ୍‌ ଦିବସ’।

ପ୍ରତିବର୍ଷ ଅକ୍ଟୋବର ୨୯ରେ ପାଳନ ହୋଇଥାଏ ‘ବିଶ୍ୱ ଷ୍ଟ୍ରୋକ୍‌ ଦିବସ’। ଏ ବର୍ଷର ଥିମ୍‌ ରହିଛି-‘ଗ୍ରେଟର ଦ୍ୟାନ୍‌ ଷ୍ଟ୍ରୋକ୍‌, ଆକ୍ଟିଭ ଚ୍ୟାଲେଞ୍ଜ’। ଏଥର ଉକ୍ତ ଦିବସ ଅବସରରେ ଖେଳ କସରତ କରିବା ଉପରେ ଅଧିକ ଗୁରୁତ୍ୱ ଦିଆଯାଇଛି। ଷ୍ଟ୍ରୋକ୍‌ର ଅନ୍ୟନାମ ବ୍ରେନ୍‌ ଆଟାକ୍‌ ବା ମସ୍ତିଷ୍କାଘାତ। ଏଠାରେ ଜାଣିରଖିବା ଉଚିତ ଯେ, ଶରୀରର ସବୁ ଅଙ୍ଗ ତଥା କୋଷ ଭଳି ମସ୍ତିଷ୍କ ମଧ୍ୟ ଦରକାରକରେ ଅକ୍ସିଜେନ୍‌ ଏବଂ ପୁଷ୍ଟି। ଏହି ଅକ୍ସିଜେନ୍‌ ଏବଂ ପୁଷ୍ଟି ମସ୍ତିଷ୍କର ସ୍ନାୟୁକୋଷଗୁଡ଼ିକୁ […]

ଏବେ ରୋବଟ୍ ଲିଭାଇବ ଭୟଙ୍କର ନିଆଁ

ଆଜି ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ତଥା ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ । ଏହି ଅବସରରେ ଓଡ଼ିଶା ଅଗ୍ନିଶମ ଓ ବିପତ୍ତି ନିସ୍ତାର ପ୍ରତିଷ୍ଠାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ଅଗ୍ନିଶମ ବିଭାଗକୁ ଅଧିକ ସଶକ୍ତ ଓ ମଜଭୁତ କରିବା ନିମନ୍ତେ ଏହି ଅବସରରେ ୨୨ଟି ଫାୟାର ଫାଇଟିଙ୍ଗ ରୋବଟିକ୍‌ ମନିଟରକୁ ସାମିଲ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଏହି ରୋବୋଟ୍ ଦେଖାଇବ ନିଆଁ ଲିଭାଇବାର କୌଶଳ।ଯେଉଁ ସ୍ଥାନରେ ଭୟଙ୍କର […]

ଆସନ୍ତାକାଲି ଶ୍ରୀ ଜଗନ୍ନାଥଙ୍କ ବନକ ଲାଗି ୫ ଘଣ୍ଟା ପାଇଁ ଦର୍ଶନ ବନ୍ଦ ରହିବ

ପୁରୀ ଶ୍ରୀମନ୍ଦିରରେ ବୁଧବାର ଅର୍ଥାତ୍‌ ଅକ୍ଟୋବର ୩୦ ତାରିଖରେ କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ […]