ବିଧାନସଭା ବଜେଟ୍ ଅଧିବେଶନ । ଷଷ୍ଠ ଦିନରେ ବି ଗୃହ ଅଚଳ । ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀ ସଦସ୍ୟଙ୍କ ହୋହାଲ୍ଲା ଏବଂ ହଟ୍ଟଗୋଳ । ଯାହାଫଳରେ ବିଧାନସଭାକୁ ଦିନ ସାଢେ ୧୧ଟା ଯାଏ ମୁଲତବୀ ରଖିଲେ ବାଚସ୍ପତି । ତେବେ ଗୃହରେ ଆଜି ଅର୍ଥ, ସ୍ବରାଷ୍ଟ୍ର, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ଇଲେକ୍ଟ୍ରୋନିକ୍ସ ସୂଚନା ପ୍ରଯୁକ୍ତି, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ବିଭାଗର ପ୍ରଶ୍ନଉତ୍ତର କାର୍ଯ୍ୟକ୍ରମ ରହିଛି। ସେହିପରି ସାଧାରଣ ବଜେଟ […]
ବାହାଘର ପ୍ରସ୍ତୁତି ଚାଲିଥିଲା । ସମସ୍ତେ ବାହାଘରକୁ ନେଇ ଉତ୍ସାହିତ ଥିଲେ । ବର ଆସିଥାନ୍ତା ବାହାଘର ପରେ ଶାଶୂଘରକୁ ଯାଇଥାନ୍ତେ । ହେଲେ ନିମିଷକେ ସବୁ କିଛି ସରିଗଲା । ବିବାହ ଉତ୍ସବ ଶୋକରେ ବୁଡିଗଲା । ବିବାହ ଦିନ ଉଠିଲା ଦୁଇ ଭଉଣୀଙ୍କ କୋକେଇ । ରାଜସ୍ଥାନର ଯୋଧପୁର ଜିଲା ଅନ୍ତର୍ଗତ ମାନାଇ ଗ୍ରାମରେ ଦୁଇ ଭଉଣୀ ଗତ ଶୁକ୍ରବାର ବିଷପାନ କରି ଆତ୍ମହତ୍ୟା କରିଛନ୍ତି।ମୃତ ଦୁଇ ଭଉଣୀ ହେଲେ ଶୋଭା (୨୫) ଓ […]
୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍ । ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଜଷ୍ଟିସ୍ ବେଲା ଏମ୍. ତ୍ରିବେଦୀ, ଟ୍ରିବ୍ୟୁନାଲର ସଦସ୍ୟ ଏବଂ ତାଙ୍କ ପରିବାର ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏଥିରେ ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଓ ସଦସ୍ୟଙ୍କ ସହ ୧୦ ଜଣ ରହିବେ । ରାଜ୍ୟ ସରକାର ଏହି ଟିମ୍କୁ ରାଜ୍ୟ ଅତିଥି ଭାବେ ଘୋଷଣା କରିଛନ୍ତି । ଏହି ଟିମ୍ ରାଜ୍ୟର ବିଭିନ୍ନ ସ୍ଥାନରେ ପରିଦର୍ଶନ ବେଳେ ଆବଶ୍ୟକ […]
ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ । ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆକାଶ ମେଘୁଆ ରହିବ । ଘଡ଼ଘଡ଼ି ସହ ବର୍ଷା ନେଇ ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ପୁରୀ, ଖୋର୍ଦ୍ଧା, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ଯାଜପୁର ଏବଂ କଳାହାଣ୍ଡି […]
ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ। ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ। ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]
ମେଷଆଜି ପରିବାରରେ ସନ୍ଦେହ ଓ ଭୁଲ୍ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ। ବୃଷଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, […]
ରାଜ୍ୟର ସହରାଞ୍ଚଳରେ ବସବାସ କରୁଥିବା ବାସହୀନ ଓ ନିମ୍ନ ମଧ୍ୟବିତ୍ତ ପରିବାରଙ୍କୁ ସୁଲଭ ମୂଲ୍ୟରେ ପକ୍କାଘର ଯୋଗାଇଦେବା ଲକ୍ଷ୍ୟରେ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ)ର ସଫଳ ରୂପାୟନକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ୨୦୨୬-୨୭ ଆର୍ଥିକ ବର୍ଷ ବଜେଟରେ ‘ପିଏମଏୱାଇ-ଅର୍ବାନ ବନ୍ଧୁ’ (PMAY-Urban BANDHU: Beneficiary Assistance for Nurturing Development of Housing Units) କାର୍ଯ୍ୟକ୍ରମ ପାଇଁ ସ୍ୱତନ୍ତ୍ର ପାଣ୍ଠିର ବ୍ୟୟବରାଦ କରାଯାଇଛି । ଏହି […]
ଆଗକୁ ଆସୁଛି ଗୀଷ୍ମ | ତେଣୁ ଏହାର ମୁକାବିଲା ପାଇଁ ସ୍କୁଲମାନଙ୍କରେ ପ୍ରସ୍ତୁତି ଏବଂ ସତର୍କତାମୂଳକ ପଦକ୍ଷେପ ନେବା ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ଚିଠି । ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପଦକ୍ଷେପ ନେବାକୁ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।ସ୍କୁଲଗୁଡ଼ିକରେ ପାନୀୟ ଜଳର ବ୍ୟବସ୍ଥା, ଆବଶ୍ୟକସ୍ଥଳେ ନଳକୂପ ମରାମତି କରିବା ଏବଂ ଛାତ୍ର ଓ […]
କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯିବାର ନଜିର ରହିଛି।ଉତ୍ତରପ୍ରଦେଶରେ ଜଣେ ବର କୁକୁରକୁ ବାଡ଼େଇବାରୁ କନିଆଁ ନିଜ ବାହାଘର ଭାଙ୍ଗିଦେଇଛି । କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯାଇଥିବା ଜଣାପଡ଼ିଛି । ବର ଓ କନ୍ୟାଙ୍କ ମଧ୍ୟରେ ପୂର୍ବରୁ ସମ୍ପର୍କ ରହିଥିଲାବେଳେ ସେମାନେ ଆର୍ଯ୍ୟସମାଜ ରୀତିନୀତି ଅନୁସାରେ ବିବାହ କରିସାରିଥିଲେ। କିନ୍ତୁ ସାମାଜିକ ସ୍ବୀକୃତି ପାଇଁ ଉଭୟ […]
ନବ ଦାସ ହତ୍ୟା ମାମଲାରେ ପିଏସଓ ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ । ଝାରସୁଗୁଡା ଏଡିଜେରେ ସାକ୍ଷ୍ୟ ପ୍ରଦାନ କଲେ ପିଏସଓ ମିତ୍ରଭାନୁ ଦେଓ । ସେ କହିଛନ୍ତି ମୁଁ ଗୁଳିମାଡ଼ ଦେଖିନି। ନବ ଦାସଙ୍କ ଗାଡ଼ିରେ ବସି ନଥିଲି, ମୁଁ ପଛ ଗାଡ଼ିରେ ବସିଥିଲି। ଯେତେବେଳେ ବାଣ ଫୁଟିବା ଭଳି ଶବ୍ଦ ହେଲା, ସେତେବେଳେ ମୁଁ ଆସି ଦେଖିଲି ନବ ଦାସ ତଳେ ପଡ଼ି ଯାଇଛନ୍ତି। ନବଙ୍କୁ ଗୁଳିମାଡ଼ କିଏ କରିଛି, ମୁଁ ଦେଖିନି।
ଟ୍ରାକ୍ଟରରେ ବୁହାହେଲେ ଛାତ୍ରଛାତ୍ରୀ। ବାଜିରେ ଲାଗିଛି ମାଟ୍ରିକ ପରୀକ୍ଷାର୍ଥୀଙ୍କ ଜୀବନ। ପରୀକ୍ଷା କେନ୍ଦ୍ରକୁ ଟ୍ରାକରରେ ବସି ଯିବାର ଭିଡିଓ ଭାଇରାଲ୍। ଏଭଳି ଘଟଣା ସାମ୍ନାକୁ ଆସିଛି କନ୍ଧମାଳ ଜିଲ୍ଲା କ.ନୁଆଗାଁ ଅଞ୍ଚଳରୁ। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନ ପରୀକ୍ଷା କେନ୍ଦ୍ରକୁ ଟ୍ରାକ୍ଟରରେ ଏଭଳି ବିପଦ ସଂକୂଳ ଅବସ୍ଥାରେ ବୁହା ହୋଇ ଯାଇଥିଲେ କ.ନୂଆଗାଁ ପି.ଏମ୍ ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ର । ପରୀକ୍ଷା କେନ୍ଦ୍ର କୁଡୁତୁଲି ଉଚ୍ଚ ବିଦ୍ୟାଳୟକୁ ଟ୍ରାକ୍ଟର ଟ୍ରଲିରେ […]
ରାଜ୍ୟ ବଜେଟ୍ କୁ ନେଇ ବିଜେଡିର ପ୍ରେସମିଟ୍। ସରକାରଙ୍କ ଉପରେ ବର୍ଷିଲେ ବିଜେଡି ନେତା। ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଏନେଇ କହିଛନ୍ତି ଯେ, ଗୃହ ଚଳାଇବା ପାଇଁ ସରକାରଙ୍କ ମାନସିକତା ନାହିଁ। ଆଲୋଚନା ହେଲେ ସରକାରଙ୍କ ଦୋଷ ପଦାକୁ ଆସିଯିବ। ସରକାର ସେଥିପାଇଁ ପ୍ରସ୍ତୁତ ନୁହଁନ୍ତି। ଗୃହ ଚଳାଇବା ସରକାରଙ୍କ ପ୍ରାଥମିକ ଦାୟିତ୍ବ। ସରକାର ଆଜି ଯାଏଁ କାହିଁକି ଧାନ କିଣି ପାରୁନାହାନ୍ତି। ଚାଷୀଙ୍କୁ ଟୋକନ ମିଳୁନାହିଁ । ଆମେ କଣ ଏ ପ୍ରସଙ୍ଗ […]
