author

ପ୍ରବାସୀ ଭାରତୀୟ ଦିବସ ପାଇଁ ଭୁବନେଶ୍ୱରରେ କଡ଼ା ଚେକି, ଜାରି ହେଲା ହେଲ୍ପ୍‌ଲାଇନ୍ ନମ୍ବର

୮ତାରିଖରୁ ରାଜଧାନୀରେ ଆରମ୍ଭ ହେବାକୁ ଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସରେ ୪୫ରୁ ଅଧିକ ଦେଶରେ ବାସ କରୁଥିବା ପ୍ରବାସୀ ଭାରତୀୟ ଯୋଗଦେବେ । ଏଥିପାଇଁ ପ୍ରବାସୀ ଭାରତୀୟଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳୁଛି । ଏପର୍ଯ୍ୟନ୍ତ ୪୫ ଦେଶରୁ ପାଖାପାଖି ୧୫ଶହ ପ୍ରବାସୀ ଭାରତୀୟ ପଞ୍ଜିକରଣ କଲେଣି । ଏହା ପୂର୍ବରୁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଭୁବନେଶ୍ବର ସହରକୁ ହାଇ ଆଲର୍ଟରେ ରଖାଯାଇଛି । ଏହାରି ଭିତରେ ସହରରେ […]

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ବସ୍‌ରେ ଲାଗିବ ସ୍ମାର୍ଟ ଡିଭାଇସ୍ସ

ଡ଼କ ସୁରକ୍ଷା ମାସର ଉଦ୍‌ଘାଟନ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ସଡ଼କ ସୁରକ୍ଷା ଓ ଦୁର୍ଘଟଣା ହ୍ରାସ ନେଇ ବସ୍‌ରେ ଲାଗିବ ଇଲୋକ୍ଟ୍ରୋନିକ୍ସ ସ୍ମାର୍ଟ ଡିଭାଇସ୍‌ । ଏହି ଡିଭାଇସ୍‌ ଲଗାଇବା ପାଇଁ ଘରୋଇ ବସ୍‌ ମାଲିକମାନଙ୍କୁ ସହାୟତା ଦେବେ ରାଜ୍ୟ ସରକାର । ସୂଚନାମୁତାବକ ଭୁବନେଶ୍ୱର ମହାତ୍ମାଗାନ୍ଧୀ ମାର୍ଗରେ ରାଜ୍ୟ ସଡ଼କ ସୁରକ୍ଷା ମାସର ଶୁଭ ଉଦଘାଟନ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦଘାଟନ […]

୯ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟର ମୋହର

ରାଜ୍ୟ କ୍ୟାବିନେଟରେ ବାଜିଲା ୯ଟି ପ୍ରସ୍ତାବ ଉପରେ ମୋହର। ଶୁକ୍ରବାର ରାଜ୍ୟ କ୍ୟାବିନେଟ ସୁଭଦ୍ରା ଯୋଜନା, ସୋଲାର ସବସିଡି, ଭିନ୍ନକ୍ଷମଙ୍କ ପାଇଁ ଭତ୍ତା ଭଳି ପ୍ରସ୍ତାବ ସହ ୯ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୂଚନା ଦେଇଛନ୍ତି। ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସୁଭଦ୍ରା ଆବେଦନ କରିଥିଲେ ମହିଳାଙ୍କୁ ମିଳିବ ୨ଟି କିସ୍ତି ଟଙ୍କା । ୨୦୨୪ ଦୁଇଟି କିସ୍ତିର ୧୦ହଜାର ଟଙ୍କା ହିତାଧୀକାରୀଙ୍କୁ ଏକକାଳୀନ ପ୍ରଦାନ କରାଯିବ। […]

ମା ବାଗଦେବୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟଜଗନ୍ନାଥ ପ୍ରସାଦ କୁ ହରାଇ ଫାଇନାଲ ରେ ଢୋଲମରା

ନୂଆଗାଁ: ନୂଆଗାଁ ବ୍ଲକ୍ ସଦର ମହକୁମାରେ ଥିବା ନୂଆଗାଁ ଗ୍ରାମ ପଞ୍ଚାୟତ ଖାଲମଡା ଗ୍ରାମରେ ଅନୁଷ୍ଠିତ ୨୭ ତମ ମା ବାଗଦେଵୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ର ଦ୍ଵିତୀୟ ସେମିଫାଇନାଲ ମ୍ୟାଚ୍ ରେ ଢୋଲମରା କ୍ରିକେଟ୍ ଟିମ୍ ବିଜୟୀ ହୋଇ ଫାଇନାଲ ପ୍ରବେଶ କରିଛି।ପ୍ରଥମେ ଟସ୍ ଜିତି ଜଗନ୍ନାଥ ପ୍ରସାଦ କ୍ରିକେଟ୍ ଟିମ୍ ୧୫ ଓଭରରେ ୧୦ ଉଇକେଟ୍ ହରାଇ ୪୯ ରନ କରିଥିବା ବେଳେ ଜବାବରେ ଢୋଲମରା କ୍ରିକେଟ୍ ଟିମ୍ ୯ ଓଭରରେ ୫ ଉଇକେଟ୍ ହରାଇ […]

ଆଜିର ରାଶିଫଳ(୪ ଜାନୁଆରୀ, ୨୦୨୫)

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ । ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ […]

ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ ପାଇଁ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ପ୍ରେସ ମିଟ।

ଆଗାମୀ ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ। ଏହି ଦିବସକୁ ଶୃଙ୍ଖଳିତ ତଥା ସୁଚାରୁରୂପେ ଆୟୋଜନ ଏବଂ ପରିଚାଳନା ନିମନ୍ତେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ   ସମୀକ୍ଷା  ବୈଠକ ଅନୁଷ୍ଠିତ ହୋଇଯାଇଛି ।  ଏହି ତ୍ରିଦିବସୀୟ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପୋଲିସ ବିଭାଗର ପ୍ରସ୍ତୁତି, ପରିଚାଳନା, ପୋଲିସ […]

ରାଜ୍ୟ ବଜେଟ୍ ପ୍ରସ୍ତୁତି ପାଇଁ ସମସ୍ତଙ୍କ ମତାମତ ଲୋଡ଼ିଲା ଅର୍ଥ ବିଭାଗ

୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ପ୍ରସ୍ତୁତି ପାଇଁ ସାଧାରଣ ଲୋକଙ୍କଠୁ ଆରମ୍ଭ କରି ବିଭିନ୍ନ ସଂଗଠନ ଓ ସଂସ୍ଥାଠୁ ମତାମତ ଲୋଡ଼ିଛି ଅର୍ଥ ବିଭାଗ । ଚଳିତମାସ ୩୧ତାରିଖ ପର୍ଯ୍ୟନ୍ତ ଏହି ମତାମତ ପଠାଇ ରାଜ୍ୟ ସରକାରଙ୍କ ବଜେଟ୍ ପ୍ରସ୍ତୁତି କାର୍ଯ୍ୟକ୍ରମରେ ସକ୍ରିୟ ଯୋଗଦାନ କରିବାକୁ ବିଭାଗ ଅନୁରୋଧ କରିଛି ।ଏଥିପାଇଁ ଅର୍ଥ ବିଭାଗ ଏକ ସ୍ବତନ୍ତ୍ର ୱେବ୍‌ ପୋର୍ଟାଲ ଜରିଆରେ, e-mail, WhatsApp ଓ SMS ମାଧ୍ୟମରେ ମତାମତ ସଂଗ୍ରହ କରିଥିଲେ । ବଜେଟ ସଂକ୍ରାନ୍ତୀୟ […]

ଅତି ପାଖରେ ଘୁରି ବୁଲୁଛି ହେଲିକପ୍ଟର, ଆଶଙ୍କାରେ ଲୋକେ!

ରେଢ଼ାଖୋଲ ଉପଖଣ୍ଡ ନାକଟିଦେଉଳ ବ୍ଲକର ସରାପାଲି ଗ୍ରାମପଞ୍ଚାୟତ ନିକଟରେ ଥିବା ହିତମ ଓ ଡେରାପଥର ଗ୍ରାମ ପାହାଡ଼ ଅଞ୍ଚଳରେ ବୁଲୁଛି ହେଲିକପ୍ଟର । ଆକାଶ ମାର୍ଗରେ ଆଜି ଅପରାହ୍ନରେ ଏକ ହେଲିକପ୍ଟର ବୁଲୁଥିବା ଦେଖିବାକୁ ମିଳିଛି । ଏଥିରେ ମାଗ୍ନଟିକ ମିଟର ଲାଗିଥିବା ଲାଗିଛି ।ଗତକାଲିଠାରୁ ଦେବଗଡ଼ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଏହି ହେଲିକେପ୍ଟର ବୁଲୁଥିବା ଦେଖାଯାଉଛି। ଅତି ନିକଟରେ ହେଲିକେପ୍ଟର ବୁଲୁଥିବାରୁ ସ୍ଥାନୀୟ ଲୋକ ବିଭିନ୍ନ ଆଶଙ୍କାରେ ଅଛନ୍ତି। ଅନ୍ୟପଟେ ଜିଲ୍ଲା ପ୍ରଶାସନ ପାଖରେ ଏନେଇ […]

ଜିଲ୍ଲାପାଳଙ୍କ ସାଧୁ ଉଦ୍ୟମ ପ୍ରଶଂସନୀୟ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ନିଆରା ଚିନ୍ତାଧାରା ଯୋଗୁଁ ସମଗ୍ର ଜିଲ୍ଲାରେ ପ୍ରଶଂସାର ପାତ୍ର ସାଜିଛନ୍ତି। ନୂଆବର୍ଷ ଉପଲକ୍ଷେ ବିଭିନ୍ନ ପଦାଧିକାରୀ, ରାଜନେତା, ସାମାଜିକ ସଂଗଠନ ତଥା ଜନସାଧାରଣଙ୍କ ପକ୍ଷରୁ ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ଅଧିକାରୀ ମାନଙ୍କୁ ଫୁଲତୋଡ଼ା,ଡ଼ାଇରୀ, କ୍ୟାଲେଣ୍ଡର ଆଦି ଉପହାର ସ୍ୱରୂପ ପ୍ରଦାନ କରାଯାଇଥାଏ। ମାତ୍ର ଏଭଳି ଉପହାର କୌଣସି କାମରେ ଆସି ନଥାଏ ବରଂ ଏହା ଦ୍ୱାରା ଲକ୍ଷ ଲକ୍ଷ ଟଙ୍କା ଅଯଥାରେ ପାଣିରେ ପଡ଼ିଥାଏ। ତେବେ ଜିଲ୍ଲାରେ […]

ଆସନ୍ତା ୬ରୁ ଆରମ୍ଭ ହେବ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ

ଭୁବନେଶ୍ୱର କନଭେନସନ ସେଣ୍ଟର ଠାରେ ଅନୁଷ୍ଠିତ ହେବ ପଞ୍ଚମ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ । ଜାନୁଆରୀ ୬ ତାରିଖରୁ ୧୨ ତାରିଖ ଯାଏ ଚାଲିବ । ଏହି ଉତ୍ସବରେ ପକ୍ଷୀ ନୀରିକ୍ଷଣ ଏବଂ ଭ୍ରମଣ, ବିଶେଷଜ୍ଞ ଆଲୋଚନା ଏବଂ କର୍ମଶାଳା, ସଂରକ୍ଷଣ ପଦକ୍ଷେପ ନେଇ କାର୍ଯ୍ୟକ୍ରମ ରହିଛି । ୬ରୁ ୮ ତାରିଖ ପର୍ଯ୍ୟନ୍ତ ଚିଲିକା ଏବଂ ମଙ୍ଗଳାଯୋଡିରେ ପକ୍ଷୀ ଦର୍ଶନ, ୧୧ ତାରିଖରେ ବରକୂଳରେ ଓଡ଼ିଶା ବାର୍ଡସ କନକ୍ଲେଭ, ୧୨ ତାରିଖରେ ନନ୍ଦନକାନନରେ ପକ୍ଷୀ […]

ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ନିୟମିତ ଜାମିନ୍

ଅଲୁ ଅର୍ଜୁନଙ୍କୁ ମିଳିଲା ଜାମିନ୍ । ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ସାଉଥ୍ ସୁପରଷ୍ଟାର୍ ଅଲୁ ଅର୍ଜୁନଙ୍କୁ ଜାମିନ୍ ମିଳିଛି ।ଅଲ୍ଲୁ ପୁଣିଥରେ ଜେଲ ଯିବେ ନାଁ ତାଙ୍କୁ ବେଲ୍ ମିଳିବ ଆଶା ଆଶଙ୍କାରେ ରହିଥିଲେ ଅଲ୍ଲୁଙ୍କ ସମର୍ଥକ । କିନ୍ତୁ ଆଜି ତାଙ୍କୁ ନିୟମିତ ଜାମିନ ଦେଇଛନ୍ତି ହାଇଦ୍ରାବାଦ କୋର୍ଟ । ଡିସେମ୍ବର ୪ ତାରିଖରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ ପୁଷ୍ପା-୨ର ସ୍ପେଶାଲ ସ୍କ୍ରିନିଂ ସମୟରେ ଦଳଚକଟା ହେବାରୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା […]

ନୟାଗଡ:ମାଆ ହେଲା କଳା କଲରାପତରିଆ ବାଘ

ଦ୍ୱିତୀୟ ଥର ପାଇ ମା ହେଲା କଳା କଲରାପତରିଆ ବାଘ । ଏଭଳି ସୂଚନା ଦେଇଛନ୍ତି ନୟାଗଡ ବନାଞ୍ଚଳ ଅଧିକାରୀ ।ନୟାଗଡ ବନାଞ୍ଚଳ ଅଧୀନ ଓ ମହାନଦୀ ୱାଇଲଡ଼ ଲାଇଫ ବନାଞ୍ଚଳ ଅଧୀନରେ ୪ ଗୋଟି କଳା କାଳରପତରିଆ ବାଘ ରହିଥିଲେ। ଗତ ବର୍ଷ ୨ ଟି ଛୁଆ ଜନ୍ମ କରିଥିଲେ। ଚଳିତ ବର୍ଷ କିଛି ଛୁଆ ଜନ୍ମ ଦେଇଥିବା ନଜର ଆସିଛି। ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ଭିଡିଓ ସେୟାର କରିଛନ୍ତି ପିସିସିଏଫ ପ୍ରେମ୍ […]