ପୂଣ୍ୟମାସ ‘କାର୍ତ୍ତିକ’ ପାଇଁ ପୁରୀ ଶ୍ରୀମନ୍ଦିରରେ ରାଜ୍ୟର ବିଭିନ୍ନ ସ୍ଥାନରୁ ହବିଷ୍ୟାଳିମାନେ ଏକଜୁଟ ହୋଇଛନ୍ତି। ବ୍ରତରଖି ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ବରିଷ୍ଠ ନାଗରିକମାନେ ଲକ୍ଷ୍ୟ ରଖୁଛନ୍ତି। ଏହାରି ମଧ୍ୟରେ କିଛି ତ୍ରୁଟି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ଷୋଭ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ବିଭିନ୍ନ ଗଣମାଧ୍ୟମରେ କିଛି ହବିଷ୍ୟାଳି ମା’ମାନଙ୍କ ଅସୁବିଧା ବିଷୟରେ ଅବଗତ ହେବା ପରେ ମୁଁ ବ୍ୟକ୍ତିଗତ ଭାବେ ବିଭାଗୀୟ ଅଧିକାରୀ, ଶ୍ରୀମନ୍ଦିର ପ୍ରଶାସନ […]
ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ପୋଷ୍ଟକୁ ନେଇ ତାତିଲେ ଛାତ୍ର କଂଗ୍ରେସ । ଅଭିନେତାଙ୍କ ନାଁରେ ଥାନାରେ କଲେ ଲିଖିତ ଅଭିଯୋଗ । କଂଗ୍ରେସର କହିବା କଥା, ସୋସିଆଲ ମିଡିଆରେ ଅଭିନେତା ବୁଦ୍ଧାଦିତ୍ୟ ଆମ ନେତା ରାହୁଲ ଗାନ୍ଧୀଙ୍କ ବିରୁଦ୍ଧରେ ଏକ ବୟାନ ରଖି ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ଫଟୋ ସହ ପୋଷ୍ଟ କରିଛନ୍ତି । ତେବେ ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଏଫଆଇଆର ପରେ କ୍ଷମା ପ୍ରାର୍ଥନା କଲେ ଅଭିନେତା । ଏନସିପି ନେତା ବାବା ସିଦ୍ଦିକିଙ୍କୁ ହତ୍ୟା […]
ପୁରୀରେ ପୁଣି ବୁଲିଲା ଭୁଜାଲି। କୌଣସି ସାଧାରଣ ଲୋକ ନୁହେଁ ଦୁର୍ବୃତ୍ତ ଜଣେ ସେବାୟତଙ୍କୁ ଭୁଜାଲିରେ ହାଣି ଦେଇଛନ୍ତି।ରାବିଡ଼ି ବିକ୍ରିକୁ କେନ୍ଦ୍ର କରି ଏହି ଆକ୍ରମଣ କରାଯାଇଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ବକ୍ସିଙ୍କୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଡାକ୍ତରମାନେ ସେଠାରେ ତାଙ୍କର ଚିକିତ୍ସା କରୁଛନ୍ତି।ସୂଚନା ଅନୁସାରେ ଶ୍ରୀମନ୍ଦିର ଅଧିକାରୀ ବକ୍ସି ପଢ଼ିଆରୀ ଆଜି ସନ୍ଧ୍ୟାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପରିସରରେ ଥିବା ପଶ୍ଚିମ ଦ୍ବାର ଦେଇ ଯାଉଥିବା ବେଳେ ତାଙ୍କୁ ପୂର୍ବରୁ […]
ଭୁବନେଶ୍ୱର(ରାଜ୍ୟକାହାଣୀ) ଗଞ୍ଜାମ ଜିଲ୍ଲା ପୋଲସରା ସହର ଦାଶରଥି ନଗରରେ । ବାପା ସୁନିଲ କୁମାର ବେହେରା ଓ ମାଆ ସମର୍ପିତାଙ୍କ ଏକ ମାତ୍ର ସନ୍ତାନ ସଞ୍ଚିତ । ବୟସ ଦଶବର୍ଷ । କହିବାକୁ ସଙ୍କୋଚ ଲାଗୁଥିଲେ ବି କହିବାକୁ ବାଧ୍ୟ ହେଉଛନ୍ତି ବାପା ମାଆ । ଦୁଇଟି ଗୁପ୍ତାଙ୍ଗ ନେଇ ଜନ୍ମ ହୋଇଥିବା ଏହି ବାଳକର ଶାରୀରିକ ଅସମାନତା ଯେମିତି ଚିକିତ୍ସା ବିଜ୍ଞାନକୁ ଚ୍ୟାଲେଞ୍ଜ କରିଛି ତାଠାରୁ ଅଧିକ ବଡ଼ ସମସ୍ୟା ହୋଇ ଦେଖା ଦେଇଛି ବାପା […]
ବଲାଙ୍ଗୀର ଜିଲ୍ଲା ଲାଠୋର ଥାନା ଅନ୍ତର୍ଗତ ଜଳପାକେର ଗାଁର ଏକ ପାହାଡ଼ ଉପରୁ ନାବାଳକଙ୍କ ମୃତଦେହ ଉଦ୍ଧାର ହୋଇଛି । ବଳି ପାଇଁ ନାବାଳକଙ୍କୁ ହତ୍ୟା କରାଯାଇଥିବା ମୃତ ନାବାଳକଙ୍କ ବାପା ଓ ପରିବାର ଲୋକ ଅଭିଯୋଗ କରିଛନ୍ତି । ଗତକାଲି ସନ୍ଧ୍ୟା ଠାରୁ ନାବାଳକ ଜଣଙ୍କ ନିଖୋଜ ଥିବାବେଳେ ସନ୍ଧାନ ପାଇନଥିଲେ ଘରଲୋକ । ବହୁ ଖୋଜାଖୋଜି ପରେ ଆଜି ସକାଳେ ନାବାଳକର ମୃତଦେହ ଝାଲିଆଲିଟି ଡଙ୍ଗରରୁ ମିଳିଛି । ପୁଅକୁ ହତ୍ୟା କରାଯାଇଥିବା ଅଭିଯୋଗ […]
ଖୋଲିବ ଭରତପୁର ରାତିର ସତ! । ଭରତପୁର ଥାନା ମାମଲାରେ ଜଷ୍ଟିସ ଚିତ୍ତରଞ୍ଜନ ଦାସ କମିଶନଙ୍କ ନିକଟରେ ଉପସ୍ଥିତ ହେଲେ ଗୃହ ସଚିବ ଓ କ୍ରାଇମବ୍ରାଞ୍ଚ ADG । ଗୃହ ସଚିବ ସତ୍ୟବ୍ରତ ସାହୁ, ସ୍ଵତନ୍ତ୍ର ସଚିବ ଗୃହ ବିଭାଗ ରାଧାକୃଷ୍ଣ ଶର୍ମା, ADG କ୍ରାଇମ୍ ବ୍ରାଞ୍ଚ ବିନୟ ତୋଷ ମିଶ୍ର ଉପସ୍ଥିତ ହେଲେ ।ଏଡିଜି ବିନୟତୋଷ ମିଶ୍ର କହିଛନ୍ତି, ସମସ୍ତ ଅଫିସରଙ୍କ ପଲିଗ୍ରାଫ ଟେଷ୍ଟ ହୋଇ ସାରିଛି। ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ବ୍ରେନ୍ ମ୍ୟାପିଂ, ଲାଏ […]
ଅଙ୍ଗ ଚୋରି ଅଭିଯୋଗରେ ମଶାଣୀରୁ କବର ଖୋଳିଲା ପୁଲିସ। ଏଭଳି ଅଭାବନୀୟ ଘଟଣା କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ଟିକରବାଜୁ ଗାଁରେ ଦେଖିବାକୁ ମିଳିଛି।କଟକ ସଦର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତ ବୁଧବାର ଗାଁର ବାବୁଲା ଦିଗାଲଙ୍କ ମୃତ୍ୟୁ ଘଟିଥିଲା l ଗ୍ରାମବାସୀ ଶବକୁ ଆଣି ଗାଁ ମଶାଣିରେ କବର ଦେଇଥିଲେ l ଅଭିଯୋଗ ଅନୁଯାୟୀ, ଟିକରବାଜୁ ଗାଁର ବାବୁଲା ଦିଗାଳ ପୁଅ ଓ ସ୍ତ୍ରୀଙ୍କୁ ନେଇ ବାଇକ […]
ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ହବିଷ୍ୟାଳି। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର।ତେବେ ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ଫେରିଯିବା ପାଇଁ ପ୍ରଶାସନ ପକ୍ଷରୁ କୁହାଯିବାକୁ ନେଇ ବିବାଦ ଆରମ୍ଭ ହୋଇଥିଲା । ଶିବିରରେ ରହି ବ୍ରତ ପାଳନ କରିବେ ବୋଲି ଜିଦ୍ରେ ଅଟଳ ରହିଲେ ଅଣପଞ୍ଜିକୃତ ହବିଷ୍ୟାଳି । ଶେଷରେ ହାର ମାନିଲା ପ୍ରଶାସନ । ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ରଖିବା ପାଇଁ ପ୍ରୟାସ ଆରମ୍ଭ ହେଉଥିବା ଜିଲ୍ଲାପାଳ ସୂଚନା ପ୍ରଦାନ […]
ବୌଦ୍ଧ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ । ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଡିଜିପିଙ୍କ ସମୀକ୍ଷା ବୈଠକ ଆରମ୍ଭ । ମାଓ ଦମନ ଓ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରିଥିଲେ । ସେଠାରେ କର୍ମଚାରୀଙ୍କ ସହିତ ଆଲୋଚନା କରିଥିଲେ ଏବଂ ପରେ ବୌଦ୍ଧ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଜିଲ୍ଲାର ବରିଷ୍ଠ ପୋଲିସ ଅଧିକାରୀ ଏବଂ ଥାନା ଅଧିକାରୀଙ୍କୁ ନେଇ ଜିଲ୍ଲାର ମାଓ ସ୍ଥିତି ନେଇ ସମୀକ୍ଷା କରିଥିଲେ । ଏହା ସହ ଆଗାମୀ ଦିନରେ ଜିଲ୍ଲାରୁ […]
କଟକ ନେତାଜୀ ବସ୍ ଟର୍ମିନାଲ ନିକଟରେ ଏକ ଅଘଟଣ ଘଟିଛି। ଖପୁରିଆ ଖାନନଗର ଶିଳ୍ପାଞ୍ଚଳ ପୂଜା କମିଟି ପକ୍ଷରୁ ନିର୍ମାଣ ହୋଇଥିବା ଲାଇଟ ଗେଟ୍ ତୋରଣ ଶୁକ୍ରବାର ଅପରାହ୍ନରେ ହଠାତ୍ ଭୁଶୁଡି ପଡିଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। କଟକର ସର୍ବ ଉଚ୍ଚତା ବିଶିଷ୍ଟ ତୋରଣ ହେଉଛି ଖାନନଗର ପୂଜା ମଣ୍ଡପ ତୋରଣ।ତୋରଣ ଭୁଶୁଡ଼ିବା ଯୋଗୁ ଗାଡ଼ିଚଳାଚଳ ପ୍ରଭାବିତ ହୋଇଛି। ଉଭୟ ପାର୍ଶ୍ୱରେ ଗାଡ଼ି ମଟର ଅଟକି ରହିଛି। ଜେସିବି ସାହାଯ୍ୟରେ […]
‘ଚଳିତ ଆର୍ଥିକ ବର୍ଷ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ରାଜ୍ୟର ନିଜସ୍ଵ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ଭାରତ ଯୋଜନା ପାଇଁ ମିଳିତ ଭାବେ ଗୋଟିଏ କାର୍ଡ ଜାରି ହେବ । ଆକଳନ ଅନୁଯାୟୀ ସାଢେ ୩ କୋଟି ଲୋକଙ୍କୁ ଏହି କାର୍ଡ ମିଳିବ। ଆୟୁଷ୍ମାନ ଭାରତ ଭଳି ରାଜ୍ୟରେ ୭୦ ବର୍ଷରୁ ଊର୍ଦ୍ଧ୍ୱ ସୁବିଧା ପାଇବେ। ରାଶନ କାର୍ଡ ପାଇଁ E-KYC ଚାଲିଛି। ସରିବା ପରେ ସଂଖ୍ୟା ଜଣାପଡିବ। […]
ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ମହାକାର୍ତ୍ତିକ ବ୍ରତ। ଶ୍ରୀକ୍ଷେତ୍ରରେ ଥିବା ହବିଷ୍ୟାଳି ମାନେ ସଂକଳ୍ପ କରି ଆଜିଠାରୁ ଚଉଁରା ମୂଳେ ରାଧାଦାମୋଦର ପୂଜା ସହ ହବିଷ୍ୟ ବ୍ରତ ପାଳନ କରିବା ଆରମ୍ଭ କରିଛନ୍ତି। ତେବେ ଆଜି ସନ୍ଧ୍ୟାରେ ନରେନ୍ଦ୍ର କୋଣ ସ୍ଥିତ ବୃନ୍ଦାବତୀ ନିବାସ ଠାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ହବିଷ୍ୟାଳୀ ବ୍ରତ ୨୦୨୪ର ଶୁଭାରମ୍ଭ କରିବେ।ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ ସହ ହବିଷ୍ୟାଳି ମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ […]
