author

ଅଧିକ ମାତ୍ରାରେ ବାଦାମ ଖାଉଛନ୍ତି କି ? ସାବଧାନ

ବାଦାମ ଖାଇବା ଦ୍ୱାରା ସ୍ମୃତି ଶକ୍ତି ବଢିଥାଏ ଓ କେଶ ସହ ସୌନ୍ଦର୍ଯ୍ୟର ଚମକ ବୃଦ୍ଧି ହୁଏ । କିନ୍ତୁ ଅଧିକ ଖାଇଲେ ଖରାପ ହୋଇଥାଏ । ଏଥିରୁ ପୁଷ୍ଟିକର ଖାଦ୍ୟ ପାଇବା ପରିବର୍ତ୍ତେ ଏହା ଶରୀର ଉପରେ ବିପରୀତ ପ୍ରଭାବ ପକାଇଥାଏ । ବାଦାମ ଅଧିକ ଖାଇବା ଦ୍ବାରା ମଧ୍ୟ ମୋଟାପଣର କାରଣ ହୋଇଥାଏ । ଯଦି ଅଧିକ ଓଜନ ବଢିବାର ଅସୁବିଧାରେ ପଡିଛନ୍ତି, ତେବେ ଦିନକୁ ୧୦ ଅଧିକ ବାଦାମ ଖାଇବା ଉଚିତ୍ ନୁହେଁ […]

ପୁରୀ ଶ୍ରୀମନ୍ଦିର:ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ।

ବୁଧବାର ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଭକ୍ତ ଦର୍ଶନ […]

ଆଜିର ରାଶିଫଳ(୩୧ ଜାନୁଆରୀ,୨୦୨୪)

*ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।*  *ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା […]

ଫିଲ୍ମ ‘ଫାଇଟର୍‌’।ପ୍ରଥମ ଦିନରୁ ବହୁତ ଭଲ ରୋଜଗାର କରିଛି।

ଜାନୁଆରୀ ୨୫ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି ହ୍ରିତିକ ରୋଶନ-ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଫାଇଟର୍‌’। ଏହା ଆରମ୍ଭ ଦିନରୁ ହିଟ୍‌ ସାବ୍ୟସ୍ତ ହୋଇଛି। ଫିଲ୍ମଟି ପ୍ରଥମ ଦିନରୁ ବହୁତ ଭଲ ରୋଜଗାର କରିଛି। ବକ୍ସ ଅଫିସରେ ଜବରଦସ୍ତ ରୋଜଗାର ହେବା ପରେ ‘ଫାଇଟର୍‌’ ଦ୍ୱିତୀୟ ଦିନରେ ଟିକେଟ ଓିଣ୍ଡୋରେ ବମ୍ପର ରୋଜଗାର କରିଥିଲା। ଫିଲ୍ମଟି ଖୁବ କମ ଦିନରେ ୨୦୦କୋଟିରୁ ଅଧିକ ଟଙ୍କା ଆୟ କରିଛି। ବିଶ୍ବ ବକ୍ସ ଅଫିସର ଆୟକୁ ମିଶାଇ ଫିଲ୍ମଟି ୨୦୦କୋଟିରୁ ଅଧିକ […]

୫୦ ଜଣଙ୍କ ଜୀବନ ବଞ୍ଚାଇଦେଲେ ଡ୍ରାଇଭର ।

ବାଲେଶର ଜିଲାର ନୀଳଗିରିରେ ଏକ ଅଭାବନୀୟ ଘଟଣା ଘଟିଛି। ହୃଦଘାତ ଯୋଗୁ ଚଳନ୍ତା ବସ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। କିନ୍ତୁ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧିରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ୫୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ। ହୃଦଘାତରେ ଟଳି ପଡ଼ିବା ପୂର୍ବରୁ ବସ୍‌କୁ ସୁରକ୍ଷିତ ଭାବେ ନିୟନ୍ତ୍ରଣ କରିଥିଲେ ଡ୍ରାଇଭର। ଏହାପରେ ଷ୍ଟେରିଂ ଉପରେ ଅଚେତ ହୋଇ ପଡିଯାଇଥିଲେ ଡ୍ରାଇଭର। ଗାଡିଟି ରାସ୍ତାରେ ରହିବା ପରେ ଯାତ୍ରୀ ଏବଂ ସ୍ଥାନୀୟ ଲୋକେ ତୁରନ୍ତ ଡ୍ରାଇଭରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ […]

ଆଜିର ରାଶିଫଳ(୩୦ ଜାନୁଆରୀ,୨୦୨୪)

*ମେଷ : ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।*   *ବୃଷ : ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ […]

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାରେ ନୟାଗଡ ଜିଲ୍ଲା

ନୟାଗଡ଼,(ଲକ୍ଷ୍ମୀଧର ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅନ୍ତର୍ଗତ ରାଜ୍ୟ ସ୍ତରୀୟ ପୁରସ୍କାର ବିତରଣ ଉତ୍ସବ ଆସନ୍ତା ଜାନୁଆରୀ ମାସ ୩୧ ତାରିଖ ଦିନ ଦିବା ୨:୩୦ ଘଟିକା ଠାରୁ ସନ୍ଧ୍ୟା ୭:୩୦ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିଅମ ଠାରେ ମହାସମାରୋହ ରେ ଅନୁଷ୍ଠିତ ହେବାକୁ ଯାଉଅଛି I ଏଥି ନିମନ୍ତେ ନୟାଗଡ ଜିଲ୍ଲାରୁ ବିଭିନ୍ନ ପର୍ଯ୍ୟାୟରେ ମେଧାବୀ ଛାତ୍ର ଛାତ୍ରୀ,ବିଦ୍ୟାଳୟ, ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀ, ବିଭିନ୍ନ ବିଷୟରେ କୃତି ଶିକ୍ଷକ ଶିକ୍ଷୟତ୍ରୀ ଓ ବ୍ଲକ ଉକ୍ତ […]

ନୟାଗଡ଼ ଜିଲ୍ଲାପାଳଙ୍କ ପୁନଃ ନିଯୁକ୍ତି

ନୟାଗଡ଼ ଜିଲ୍ଲାପାଳ ଶ୍ରୀଯୁକ୍ତ ରବୀନ୍ଦ୍ର ନାଥ ସାହୁ ଆଗାମୀ ଜାନୁଆରୀ 31 ତାରିଖରେ ଅବସର ଗ୍ରହଣ କରିବାକୁ ଯାଉଛନ୍ତି। ଇତି ମଧ୍ୟରେ ରାଜ୍ୟ ସରକାର ତାଙ୍କୁ ତା 01/02/2024 ରିଖ ଠାରୁ ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ଭାବେ ପୁନଃ ନିଯୁକ୍ତି ପ୍ରଦାନ କରିଛନ୍ତି। ଏହି ସମ୍ପର୍କରେ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ତରଫରୁ ବିଧିବଦ୍ଧ ବିଜ୍ଞପ୍ତି ତା 29/01/2024 ରିଖରେ ପ୍ରକାଶ ପାଇଛି।ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ

ଦେବୀପ୍ରସାଦ ହେଲେ ଭଏସ ଅଫ ନୟାଗଡ଼ ବିଜେତା

ନୟାଗଡ,(ଲକ୍ଷ୍ମୀଧର ସାହୁ): ନୟାଗଡର ଯୁବ କଣ୍ଠଶିଳ୍ପୀମାନଙ୍କୁ ନେଇ ନୟାଗଡ଼ କ୍ଳବ ତରଫରୁ ଆୟୋଜିତ ଭଏସ୍ ଅଫ୍ ନୟାଗଡ଼ଚତୁର୍ଥ ସିଜିନର ଫାଇନାଲ୍ ପ୍ରତିଯୋଗିତା ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି।ଗତ ଏକମାସ ଧରି ନୟାଗଡ଼ର ବିଭିନ୍ନ ବ୍ଲକ ମଧ୍ୟରେ ସଂଗୀତ ପ୍ରତିଯୋଗିତା କରାଯାଇଶ୍ରେଷ୍ଠ ଆଠ ଜଣ ପ୍ରତିଯୋଗୀଙ୍କୁ ଅନ୍ତିମ ପର୍ଯ୍ୟାୟକୁ ଚୟନ କରାଯାଇଥିଲା। ଚୂଡ଼ାନ୍ତ ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବେ ନୟାଗଡର ବିଧାୟକ ଡ.ଅରୁଣ କୁମାର ସାହୁ ଯୋଗଦେଇ ଯୁବ ପ୍ରତିଭାମାନଙ୍କୁ ଉତ୍ସାହିତ କରିବା […]

ନୟାଗଡ଼ରେ ମାର୍ଚ୍ଚ ୧ରୁ ୭ ଯାଏଁ ଚତୁର୍ଥ ରାଜ୍ୟସ୍ତରୀୟ ନାଟ୍ୟମେଳା

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା’ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦଙ୍କ ମିଳିତ ଆନୁକୁଲ୍ୟରେ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ୧ ମାର୍ଚ୍ଚ ୨୦୨୪ ଠାରୁ ୦୭ ମାର୍ଚ୍ଚ ଯାଏଁ ଦୀର୍ଘ ସାତ ଦିନ ବ୍ୟାପି ରାଜ୍ୟ ସ୍ତରୀୟ ନାଟ୍ୟମେଳା’ ପଠାଣି ସାମନ୍ତ ଅଡିଟୋରିୟମ ଠାରେ ଅନୁଷ୍ଠିତ ହେବାକୁ ଯାଉଅଛି । ବିଗତ ତିନି ବର୍ଷ ନାଟକୋତ୍ସବର ଅଭୂତପୂର୍ବ ସଫଳତା ତଥା ଦର୍ଶକୀୟ ଆଦୃତିକୁ ଆଧାର କରି ଚଳିତ ବର୍ଷ ନାଟ୍ୟମେଳା ଆୟୋଜନ […]

ବ୍ୟକ୍ତିଙ୍କୁ ଜୋତାରେ ନିର୍ଦ୍ଧୁମ ପିଟିଲେ ରାହତ ଫତେହ ଅଲୀ ଖାନ

ପାକିସ୍ତାନୀ ଗାୟକ ରାହତ ଫତେହ ଅଲ୍ଲୀ ଖାନଙ୍କ ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ଖବର ଆସିଛି ସାମ୍ନାକୁ। ଟ୍ୱିଟରରେ ଏକ ଭିଡିଓ ଏବେ ଖୁବ୍ ଭାଇରାଲ୍ ହେବାରେ ଲାଗିଛି। ଯେଉଁଥିରେ ଗାୟକ ତାଙ୍କ ଘରୋଇ ସହାୟକଙ୍କୁ ଚପଲରେ ପିଟୁଥିବାର ନଜର ଆସିଛନ୍ତି। ଆଖପାଖ ଯେତେ ରୋକିଲେ ମଧ୍ୟ ସେ ଥୟ ଧରୁ ନାହାନ୍ତି। ରାହାତ ବଡ ପାଟିରେ ଗାଳି କରିବା ସହ ଚପଲରେ ପିଟିବାରେ ଲାଗିଛନ୍ତି। କିନ୍ତୁ ବ୍ୟକ୍ତିଜଣକ ଚୁପଚାପ ତାଙ୍କ ମାଡ ସହୁଛନ୍ତି।ଭିଡିଓ ଭାଇରାଲ ହେବା ପରେ […]

ଭାରତ ପରେ ଏବେ ବିଟ୍ରେନ୍‌ ସଂସଦରେ ହେବ ସ୍ପେଶାଲ ସ୍କ୍ରିନିଂ

ବଲିଉଡର ସୁପରଷ୍ଟାର ଶାହାରୁଖ ଖାନ । ତାଙ୍କ ଚଳଚ୍ଚିତ୍ର ‘ପଠାନ’, ‘ଜୱାନ’ ଏବଂ ‘ଡଙ୍କି’ବକ୍ସ ଅଫିସ୍‌ ରେକର୍ଡ ଭାଙ୍ଗିଥିଲା। ୨୦୨୩ ମସିହାରେ ତିନୋଟି ମେଗା ହିଟ୍ ଫିଲ୍ମ । ରାଜକୁମାର ହିରାନୀଙ୍କ ନିର୍ଦ୍ଦେଶିତ ଡଙ୍କି ୨୧ ଡିସେମ୍ବରରେ ସବୁ ଫିଲ୍ମ ହଲ୍‌ରେ ରିଲିଜ୍‌ ହୋଇଥିଲା । ଡଙ୍କି କମେଡି-ଡ୍ରାମା-ଇମୋସନାଲର ଫୁଲ୍‌ ପ୍ୟାକେଜ ଦର୍ଶକଙ୍କୁ ଭରପୁର ଦେଇଥିଲା। ତେବେ ଫିଲ୍ମ ରିଲିଜ ହେବାର ଏକ ମାସରୁ ଅଧିକ ସମୟ ବିତି ଯାଇଥିଲେ ବି ଏହାର ଚର୍ଚ୍ଚା କମିବାର ନା […]